ରାସ୍ତାରେ ଥିବା ଖାଲଖମାରେ ଗଛ ଲଗାଇ ପ୍ରତିବାଦ ଜଣାଇଲେ ବାସିନ୍ଦା
ହାଇଦ୍ରାବାଦ,୧୮।୧୧: ବାରମ୍ବାର କୌଣସି ସମସ୍ୟା ନେଇ ପ୍ରଶାସନ ନିକଟରେ ଗୁହାରି କରିବା ପରେ ଏହାର ସମାଧାନ ନ ହେଲେ ବେଳେବେଳେ ଲୋକେ ଅଜବ ପ୍ରତିବାଦ ଜଣାଇଥାନ୍ତି। ଏଭଳି ଏକ ପ୍ରତିବାଦ କରିଛନ୍ତି ତେଲେଙ୍ଗାନା ହାଇଦ୍ରାବାଦ୍ସ୍ଥିତ ପୀର୍ଜାଡ଼ିଗୁଡ଼ା ଅଞ୍ଚଳର ବାସିନ୍ଦା। ସେମାନେ ଗତ…
ଅଯୋଧ୍ୟା ଯିବେ ନାହିଁ ଉଦ୍ଧବ
ମୁମ୍ବାଇ,୧୮।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ଜଣାପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ସେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ସୂଚନା ମିଳଛି। ଆହୁରି ମଧ୍ୟ ମହରାଷ୍ଟ୍ରରେ ସରକାର ଗଠନକୁ ନେଇ ବିଳମ୍ବ ହେଉଥିବାରୁ…
ସାଇକେଲ୍ ଚଢି ସଂସଦ ଆସିଲେ ମନୋଜ-ମନସୁଖ
ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅଧିବେଶନରେ ଯୋଗ ଦେବା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ମନୋଜ ତିଓ୍ବାରି ସାଇକେଲ ଚଢି ସଂସଦ ଭବନ ପହଞ୍ଚିଥିବା ଦେଖାଯାଇଛି। ସେହିପରି ଭାଜପା ଏମ୍ପି ମନସୁଖ ମନ୍ଦଭିୟା ମଧ୍ୟ…
ଜମ୍ମୁ- କଶ୍ମୀରରେ ଟ୍ରେନ୍ ସେବା ଆରମ୍ଭ
ଜମ୍ମୁ,୧୮।୧୧: ଶ୍ରୀନଗର-ବନିହାଲ ମଧ୍ୟରେ ପୁନର୍ବାର ଟ୍ରେନ୍ ସେବା ଆରମ୍ଭ କରାଯାଇଛି। ଗତ ଅଗଷ୍ଟ ମାସରୁ ଏଠାରେ ଟ୍ରେନ୍ ସେବା ବନ୍ଦ ଥିବା ବେଳେ ସୋମବାରଠାରୁ ଏଠାରେ ପୁଣିଥରେ ଟ୍ରେନ୍ ଚଳାଚଳ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ ୩୫ଏ…
ତୀର୍ଥଯାତ୍ରୀଙ୍କ ପଛରେ ୪୮୦ କିମି ଚାଲିଚାଲି କୁକୁର କରୁଛି ତୀର୍ଥଯାତ୍ରା
ଚିକ୍କାମାଗାଲୁର୍,୧୮।୧୧: ସାଧାରଣତଃ ମଣିଷମାନେ ତୀର୍ଥଯାତ୍ରା କରିଥାନ୍ତି। ତେବେ ଏକ କୁକୁର ସାବରିମାଲା ଆସୁଥିବା ତୀର୍ଥଯାତ୍ରୀଙ୍କୁ ଅନୁସରଣ କରି ତୀର୍ଥଯାତ୍ରା କରିଚାଲିଛି। ଏବେ କୁକୁରର ଫଟୋ ଓ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୧୩ ଜଣିଆ ଆୟପ୍ପା ଶ୍ରଦ୍ଧାଳୁଦଳଙ୍କ ପଛରେ…
ମହାରାଷ୍ଟ୍ରରେ ସରକାର ଗଠନ: ସୋନିଆଙ୍କୁ ଭେଟିବେ ଶରଦ
ନୂଆଦିଲ୍ଲୀ,୧୮।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଏବେବି ମନ୍ଥନ ଚାଲିଛି। ସୋମବାର ଏନ୍ସିପି ନେତା ଶରଦ ପାଓ୍ବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ହେଲେ ସରକାର ଗଠନକୁ ନେଇ ଆଉ କିଛି ସମୟ ଲାଗିବ ବୋଲି…
ଘନକୁହୁଡ଼ି ଯୋଗୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ
ଜୟପୁର,୧୮।୧୧: ରାଜସ୍ଥାନ ବିକାନେର୍ରେ ସୋମବାର ସକାଳ ୬ଟା ୩୦ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…
ଉର୍ଦ୍ଦୁ ଶ୍ରୀମଦ୍ ଭାଗବତ ଗୀତାକୁ ୧୨୧ ବର୍ଷ ହେଲା ରଖିଛନ୍ତି ମୁସଲମାନ୍ ପରିବାର
ଭୋପାଳ,୧୮।୧୧: ଭାରତ ସବୁବେଳେ ଭିନ୍ନତାରେ ଏକତାର ଉଦାହରଣ ସୃଷ୍ଟି କରିଥାଏ। ମଧ୍ୟପ୍ରଦେଶରେ ଏକ ମୁସଲମାନ୍ ପରିବାର ୧୨୧ ବର୍ଷ ହେଲା ଉର୍ଦ୍ଦୁରେ ରଚିତ ଶ୍ରୀମଦ୍ ଭାଗବତ ଗୀତାକୁ ସଂରକ୍ଷିତ କରି ରଖିଛନ୍ତି। ସ୍ଥାନୀୟ ରତଲାମ୍ ଜିଲାର ଜାବରାରେ ବାସ କରୁଥିବା କଣ୍ଟ୍ରାକ୍ଟର…
କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ତେବେ…
ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା କଂଗ୍ରେସ ବିଧାୟକଙ୍କୁ ଲହୁଲୁହାଣ କଲେ ଯୁବକ
ବେଙ୍ଗାଲୁରୁ,୧୮।୧୧:କର୍ନାଟକର ଜଣେ ବିଧାୟକଙ୍କ ଉପରକୁ ଛୁରିରେ ଆକ୍ରମଣ ହୋଇଛି। ନରସିହ୍ମାରାଜାର ବିଧାୟକ ତନବୀର ସୈତ୍ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ ଏଭଳି ଆକ୍ରମଣ ହୋଇଥିଲା। ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ରବିବାର ରାତି ୧୧.୪୫ରେ ତନବୀର ବାଣୀ…
ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେଲେ ବୋବଡେ
ନୂଆଦିଲ୍ଲୀ,୧୮।୧୧: ସୋମବାର ସୁପ୍ରିମ୍କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।…
ବାଚସ୍ପତି ପଦରୁ ହଟିଲେ ନିର୍ମଳ ସିଂ
ଜମ୍ମୁ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀର ବିଧାନସଭା ବାଚସ୍ପତି ପଦରୁ ଭାଜପା ନେତା ନିର୍ମଳ ସିଂଙ୍କୁ ହଟାଇ ଦିଆଯାଇଛି। ବାଚସ୍ପତିଙ୍କ କାର୍ଯ୍ୟକାଳ ଶେଷ ହେଲା ବୋଲି ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ନେତୃତ୍ୱାଧୀନ ପ୍ରଶାସନ ଏକ ନୋଟିସ୍ ଜାରି କରିଛି। ପୂର୍ବରୁ ପ୍ରଚଳିତ ସମ୍ବିଧାନର ବ୍ୟବସ୍ଥା…
Archives


