ଜାତୀୟ

ଆଣବିକ ପରୀକ୍ଷାରେ ଘୁଞ୍ଚତ୍ଥିଲା ପର୍ବତ

ଚେନ୍ନାଇ,୧୮ା୧୧: ଉତ୍ତର କୋରିଆ ୨୦୧୭ରେ ଆଣବିକ ପରୀକ୍ଷା କରିଥିଲା। ଏହା ଏତେ ଶକ୍ତିଶାଳୀ ଥିଲା ଯେ ପରୀକ୍ଷାସ୍ଥଳ ମାଉଣ୍ଟ ମଣ୍ଟପର ଉପରିଭାଗକୁ ଘୁଞ୍ଚାଇଦେଇଥିଲା। ହିରୋସୀମାରେ ପଡ଼ିଥିବା ପରମାଣୁ ବୋମାଠାରୁ ଏହା ୧୭ଗୁଣ ଅଧିକ ଶକ୍ତିଶାଳୀ ଥିଲା ବୋଲି ଭାରତୀୟ ମହାକାଶ ଗବେଷଣା…

ବାଲ୍‌ ଠାକ୍‌ରେଙ୍କ ଶ୍ରାଦ୍ଧବାର୍ଷିକୀରେ ରାଜନୀତି

ମୁମ୍ବାଇ,୧୮ା୧୧(ପି.ଟି.): ଶିବସେନା ପ୍ରତିଷ୍ଠାତା ବାଲ୍‌ ଠାକ୍‌ରେଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀରେ ରବିବାର ଉଭୟ ଭାଜପା ଓ ଶିବସେନା ନେତାମାନେ ଶିବାଜୀ ପାର୍କ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତେବେ ଉଭୟ ଦଳର ନେତା ପରସ୍ପରଠାରୁ ଦୂରେଇ ରହିବାକୁ ଉଦ୍ୟମ କରୁଥିବା…

ରାଜସ୍ଥାନରେ ପକ୍ଷୀମଡ଼କ : ସମ୍ଭର ହ୍ରଦରେ ମଲେଣି ୧୦ ହଜାର

ଜୟପୁର,୧୮ା୧୧: ରାଜସ୍ଥାନରେ ପକ୍ଷୀମଡ଼କ ଦେଖାଦେଇଛି। ରାଜଧାନୀ ଜୟପୁର ନିକଟରେ ଥିତ୍ବା ସମ୍ଭର ହ୍ରଦ ପାଖରେ ସପ୍ତାହକ ମଧ୍ୟରେ ୧୦ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ପ୍ରାଣ ହରାଇଲେଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ବିଦେଶାଗତ ପକ୍ଷୀ ବୋଲି ଜଣାପଡିଛି। ସେମାନେ ଆଭିଆନ୍‌ ବୋଟୁଲିଜମ୍‌ରେ ମରିଥିବା…

ଜଳିଗଲା ୧୧୭ ବର୍ଷ ପୁରୁଣା ଚର୍ଚ୍ଚ

ଗୁଆହାଟୀ,୧୮ା୧୧(ପି.ଟି.): ମେଘାଳୟ ରାଜଧାନୀ ସିଲଂରେ ଥିବା ୧୧୭ ବର୍ଷର ପୁରୁଣା ଚର୍ଚ୍ଚରେ ରବିବାର ଅଗ୍ନିକାଣ୍ଡ ଘଟି ବୃଦ୍ଧ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କ୍ୱାଲପାଟିଠାରେ ଥିବା ଏହି ଚର୍ଚ୍ଚ ୧୯୦୨ରେ ସ୍ଥାପିତ ହୋଇଥିଲା। ସେଠାରେ ମରାମତି କାର୍ଯ୍ୟ ଚାଲିଥିବାବେଳେ ବିଦ୍ୟୁତ ତାରରୁ…

ସିଜେଆଇ ପଦରୁ ଅବସର ନେଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିଛନ୍ତି। ଉତ୍ତରପୂର୍ବାଞ୍ଚଳରୁ ପ୍ରଥମ ବ୍ୟକ୍ତି ଭାବେ ସେ ସର୍ବୋଚ୍ଚ ଅଦାଲତର ଶୀର୍ଷ ପଦବୀ ମଣ୍ଡନ କରିଥିଲେ। ସିଜେଆଇ ଭାବେ କାର୍ଯ୍ୟକାଳର ଶେଷ ପର୍ଯ୍ୟାୟରେ ଗତ…

ଝାଡ଼ଖଣ୍ଡରେ ବଢ଼ୁଛି ଭାଜପା ଅଡ଼ୁଆ

ରାଞ୍ଚି,୧୭ା୧୧(ପି.ଟି./ ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୁଇ ସପ୍ତାହରୁ କମ୍‌ ସମୟ ବାକି ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ିଛି। ଶାସକ ଭାଜପା ସହ ଅନ୍ୟତମ ସହଯୋଗୀ ଅଲ୍‌ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ ୟୁନିୟନ୍‌ (ଏଜେଏସ୍‌ୟୁ)ର…

ଆଜିଠାରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ: ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଥିବା ପ୍ରତିଶ୍ରୁତି ଦେଇଛନ୍ତି। ଅପରପକ୍ଷରେ…

ଅଯୋଧ୍ୟା ରାୟକୁ ଚ୍ୟାଲେଞ୍ଜ ନିଷ୍ପତ୍ତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୮ା୧୧(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟ ପରେ ମଧ୍ୟ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦର ସମାଧାନ ହୋଇପାରି ନାହିଁ। ଏହି ଐତିହାସିକ ରାୟକୁ ସୁନ୍ନି ସେଣ୍ଟ୍ରାଲ ଓ୍ବାକଫ୍‌ ବୋର୍ଡ ସ୍ବାଗତ କରିଥିବାବେଳେ ଦୁଇଟି ମୁସ୍‌ଲିମ ସଙ୍ଗଠନ ଏକତରଫା ଓ ଭିତ୍ତିହୀନ ଦର୍ଶାଇ…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ ମିଳିଥାଏ। ନଡ଼ିଆ କ୍ଷୀର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏହା ଖରାପ କୋଲେଷ୍ଟରଲସ୍ତର କମାଇବା ସହିତ…

ସ୍ନାକ୍‌ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍‌ସ ଭାବରେ ଗରମ ଗରମ ପକୁଡି,  ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ ବଡ ସହରମାନଙ୍କରେ ମଧ୍ୟ ଚା ସହିତ ଲୋକମାନେ ବିସ୍କୁଟ୍‌ ବା କୁକିଜ୍‌ ନିଶ୍ଚିତ ଭାବରେ…

ସର୍ବଦଳୀୟ ବୈଠକ: ଗୃହରେ ବେରୋଜଗାରି ଉପରେ ଆଲୋଚନା ହେବାକୁ ଜୋର ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହାପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଗୃହରେ ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ବୋଲି ମୋଦି ବିରୋଧୀ ଦଳଙ୍କୁ ଆଶ୍ୱାସନା ଦେଇ…

ଅଯୋଧ୍ୟା ରାୟ ପ୍ରକାଶ କରିଥିବା ବିଚାରପତିଙ୍କୁ ଧମକ, ଜେଡ୍‌ ସୁରକ୍ଷା ଯୋଗାଇ ଦିଆଗଲା

ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାରେ ଐତିହାସିକ ନିଷ୍ପତ୍ତି ଶୁଣାଣି କରିଥିବା ଜଣେ ବିଚାରପତି ଅବ୍‌ଦୁଲ ନଜୀର ଏବଂ ତାଙ୍କ ପରିବାରକୁ ପପୁଲାର ଫ୍ରଣ୍ଟ୍‌ ଅଫ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ ଧମକ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗୃହ ମନ୍ତ୍ରଣାଳୟ ତାଙ୍କୁ ଜେଡ୍‌ ଶ୍ରେଣୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri