ଏନ୍ଡିଏରେ ରହୁନି ତାଳମେଳ: ବିବାଦ ସମାଧାନ ପାଇଁ କମିିଟି ଗଠନ ପରାମର୍ଶ ଦେଲେ ମୋଦି
ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍ଡିଏ)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ ଭିତରେ ଏବେ ସହଯୋଗୀ ଦଳଙ୍କ ସହ ଭାଜପା ତାଳମେଳ ରହୁ ନ ଥିବା କୁହାଯାଉଛି।…
ଜମ୍ମୁ-କଶ୍ମୀରରେ ବିସ୍ଫୋରଣ, ଜଣେ ଯବାନ ଶହୀଦ
ଶ୍ରୀନଗର,୧୭।୧୧:ଜମ୍ମୁ-କଶ୍ମୀରର ଅଖନୁର ଜିଲାରେ ରବିବାର ଏକ ସଂଦିଗ୍ଧ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏଥିସହ ତିନିଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଯବାନମାନେ ଅଖନୁରର ପଲ୍ଲନଓ୍ବାଲା ଅଞ୍ଚଳରେ ଏକ ଟ୍ରକ୍ରେ ଯାଉଥିବାବେଳେ ଏହି ବିସ୍ଫୋରଣ ଘଟିଥିଲା।…
ପୁଣି କୋର୍ଟ ଯାଇପାରେ ଅଯୋଧ୍ୟା ମାମଲା
ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାକୁ ନେଇ ରବିବାର ଅଲ୍ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡ(ଏଆଇଏମ୍ପିଏଲ୍ବି)ରବିବାର ଏକ ବୈଠକର ଆୟୋଜନ କରିଥିଲା। ଏଥିରେ ବିଚାର କରାଯାଇଛି କି କୋର୍ଟ ଦେଇଥିବା ରାୟର ପୁନର୍ବିଚାର ପାଇଁ…
ସୋମବାର ସୁପ୍ରିମ୍କୋର୍ଟର ୪୭ତମ ପ୍ରଧାନ ବିଚାରପତି ହେବେ ବୋବଡେ
ନୂଆଦିଲ୍ଲୀ,୧୭।୧୧: ସୋମବାର ସୁପ୍ରିମ୍କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିବେ। ୨୦୨୧ ଏପ୍ରିଲ୍ ୨୩ରେ ସେ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ପଦବୀରୁ ଅବସର ଗ୍ରହଣ କରିବେ। ୧୯୫୬ ଏପ୍ରିଲ୍ ୨୪ରେ ସେ…
ଏନ୍ଡିଏ ବୈଠକରେ ଯୋଗ ଦେଲାନାହିଁ ଶିବସେନା
ନୂଆଦିଲ୍ଲୀ,୧୭।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ଏକ ସର୍ବଦଳୀୟ ବୈଠକର ଆୟୋଜନ କରାଯଇଥିଲା। ହେଲେ ଏଥିରେ ଶିବସେନା ଯୋଗ ଦେଇ ନ ଥିବା ଜଣାପଡିଛି। ଏହାପରେ କେନ୍ଦ୍ର ସଂସଦୀୟ ବ୍ୟାପାରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ…
ନିରଞ୍ଜନି ଆଖଡାରେ ମହନ୍ତ ଆଶିଷ ଗିରିଙ୍କ ଆତ୍ମହତ୍ୟା
ପ୍ରୟାଗରାଜ,୧୭।୧୧: ଉତ୍ତର ପ୍ରଦେଶର ଦରୟାଗଞ୍ଜ ଅଞ୍ଚଳରେ ଥିବା ନିରଞ୍ଜନି ଆଖଡାର ମହନ୍ତ ଆଶିଷ ଗିରି ରବିବାର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଉଚ୍ଚ ରକ୍ତଚାପ ଓ ପାକସ୍ଥଳି ଜନିତ ରୋଗରେ ପୀଡିତ ଥିବା ମହନ୍ତ ଆଶିଷ ଗିରିଙ୍କ ଲିଭର ମଧ୍ୟ ଖରାପ…
ବୃଦ୍ଧି ପାଇବ ଭାରତର ପ୍ରତିରକ୍ଷା ଶକ୍ତି: ଆମେରିକା ସହିତ କରାଯିବ ୭.୫ ବିଲିୟନ୍ ଡଲାରର ସାମରିକ ଚୁକ୍ତି
ନୂଆଦିଲ୍ଲୀ,୧୭।୧୧: ଭାରତ ଆମେରିକା ସହିତ ୭.୫ ବିଲିୟନ୍ ଡଲାରର ସାମରିକ ଚୁକ୍ତି ହେବ। ଚୁକ୍ତି ଅନୁସାରେ ଆମେରିକା ଭାରତକୁ ସି ଗାର୍ଡିୟନ୍ ଆର୍ମଡ୍ ଡ୍ରୋନ୍ ଏବଂ ନାଭାଲ୍ ସ୍ପାଏ ପ୍ଲେନ୍ ଯୋଗାଇ ଦେବ। ଚଳିତ ବର୍ଷ ଜୁନ୍ ମାସରେ ଆମେରିକା ରାଷ୍ଟ୍ରପତି…
ଗଙ୍ଗା ପ୍ରଦୂଷଣ: ମୋଦି ସରକାର ଆଣିବେ ନୂଆ ଆଇନ; ୫ ବର୍ଷ ଜେଲ୍ ସହିତ ହୋଇପାରେ ୫୦ କୋଟି ଜରିମାନା
ନୂଆଦିଲ୍ଲୀ,୧୭।୧୧: ଗଙ୍ଗା ପ୍ରଦୂଷଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଆଇନ ଆଣିବେ। ଏନେଇ ଶୀତ ଅଧିବେଶନରେ ପ୍ରସ୍ତାବ ଅଣାଯିବାର ସମ୍ଭାବନା ରହିଛି। ଏହା ଆଇନରେ ପରିଣତ ହେଲେ ପ୍ରଦୂଷଣକାରୀଙ୍କୁ ୫ ବର୍ଷ ଜେଲ୍ଦଣ୍ଡ ସହିତ ୫୦ କୋଟି…
ରାଜପାକ୍ସେଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୭।୧୧: ଶ୍ରୀଲଙ୍କାରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଗୋତବାୟା ରାଜପାକ୍ସେ ବିଜୟ ଲାଗ କରିଛନ୍ତି। ତାଙ୍କର ବିଜୟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଆମେ ଦୁଇ ଦେଶ ମିଶି ଭ୍ରାତୃସୁଲଭ ଢଙ୍ଗରେ କାମ କରିବା ବୋଲି ମୋଦି କହିଛନ୍ତି। ଶାନ୍ତି…
ବାଲାସାହେବଙ୍କ ପାଇଁ ଆମେ ସବୁ କରିପାରିବୁ: ସଞ୍ଜୟ
ମୁମ୍ବାଇ,୧୭।୧୧: ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ଶ୍ରାଦ୍ଧଦିବସ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ। ଏହାପରେ ସେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ବାଲାସାହେବଙ୍କ ପାଇଁ ଆମେ ସବୁକିଛି କରିପାରିବୁ। ତେବେ ମହାରାଷ୍ଟ୍ରରେ ସରକାର ଗଠନକୁ…
ଭିଡ଼ହିଂସାରେ ମୃତ୍ୟୁ ଘଟିବାର ୫ ମାସ ପରେ ଫେରିଲେ ଯୁବକ: କରଜ ନେଇ ଶ୍ରାଦ୍ଧ କରିଥିଲେ ସ୍ତ୍ରୀ
ପାଟନା,୧୭।୧୧: ବିହାରରେ ଜଣେ ଯୁବକ ମୃତ୍ୟୁର ୫ ମାସ ପରେ ଘରକୁ ଫେରିଛନ୍ତି। ତାଙ୍କର ମୃତ୍ୟୁ ଘଟିଥିବାରୁ ସ୍ତ୍ରୀ କରଜ କରି ଶ୍ରାଦ୍ଧ କରିଥିଲେ। ଯୁବକ ଘରକୁ ଫେରିବାରୁ ସ୍ଥାନୀୟ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି। ନୌବତପୁରର ନିସରାପୁର…
ଉଗ୍ରରୂପ ନେଲା କୃଷକଙ୍କ ବିରୋଧ ପ୍ରଦର୍ଶନ
ଲକ୍ଷ୍ନୌ,୧୭।୧୧: ଉତ୍ତର ପ୍ରଦେଶ ରାଜ୍ୟ ଔଦ୍ୟୋଗିକ ବିକାଶ ନିଗମର ଟ୍ରାନ୍ସ ଗଙ୍ଗା ସିଟି ପ୍ରୋଜେକ୍ଟ ପାଇଁ ଯେଉଁ ଜମି ଅଧିଗ୍ରହଣ କରାଯାଇଥିଲା ତାକୁ ନେଇ ଉପୁଜିଛି ବିବାଦ। ଜମିର ଉଚିତ ମୂଲ୍ୟ ନ ପାଇଥିବାରୁ କୃଷକମାନେ ରବିବାର ମଧ୍ୟ ସେମାନଙ୍କ ବିରୋଧ…
Archives


