ଜାତୀୟ

ସୁପ୍ରିମକୋର୍ଟଙ୍କ ଉପରେ ବିଶ୍ୱାସ ଅଛି, ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବ ଫାଶୀ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୪ ଅଭିଯୁକ୍ତ ନୂଆ ନୂଆ ଭେଳିକି ଦେଖାଉଛନ୍ତି। ଆସନ୍ତା ଫେବୃଆରୀ ୧ ସକାଳ ୬ଟାରେ ସମସ୍ତଙ୍କୁ ଫାଶୀଖୁଣ୍ଟରେ ଝୁଲାଇବାକୁ କୋର୍ଟ ଡେଥ୍‌ ୱାରେଣ୍ଟ ଜାରି କରିଛନ୍ତି।…

ରାଷ୍ଟ୍ରପତିଙ୍କ ନିଷ୍ପତ୍ତିର ହେବନି ନ୍ୟାୟିକ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୯।୧: ନିର୍ଭୟା ମାମଲାରେ ଦୋଷୀ ମୁକେଶ ସିଂଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହୋଇଥିବା ରାଜକ୍ଷମା ବିରୋଧରେ କରାଯାଇଥିବା ଆବେଦନକୁ ଝଟ୍‌କା ଲାଗିଛି। ସୁପ୍ରିମ୍‌କୋର୍ଟ ରାଷ୍ଟ୍ରପତିଙ୍କ ନିଷ୍ପତ୍ତିର ନ୍ୟାୟିକ ବିଚାର ପାଇଁ କୌଣସି ଆଧାର ନ ଥିବା ଦର୍ଶାଇ ଏହାକୁ…

କେରଳ ବିଧାନସଭା: ପ୍ରବଳ ହଟ୍ଟଗୋଳ ମଧ୍ୟରେ ସିଏଏ ବିରୋଧରେ ପ୍ରସ୍ତାବ ପାଠ କଲେ ରାଜ୍ୟପାଳ

ଥରୁଭାନନ୍ତପୁରମ୍‌,୨୯।୧: କେରଳ ବିଧାନସଭା ବଜେଟ୍‌ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ରାଜ୍ୟପାଳ ଆରିଫ୍‌ ଅହମ୍ମଦ୍‌ ଖାଁ ସିଏଏ ବିରୋଧରେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ପାଠ କରିଛନ୍ତି। ପୂର୍ବରୁ ସେ ଏହି ପ୍ରସ୍ତାବ ପାଠ…

ରତନ ଟାଟାଙ୍କ ପାଦ ଛୁଇଁଲେ ନାରାୟଣ ମୂର୍ତ୍ତି

ନୂଆଦିଲ୍ଲୀ,୨୯।୧: ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ କୋଟିପତି ବ୍ୟବସାୟୀଙ୍କ ମଧ୍ୟରୁ ଅନ୍ୟତମ। ନିକଟରେ ତାଙ୍କୁ ଟାଇକୋନ ପକ୍ଷରୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ପୁରସ୍କାର ସମାରୋହରେ ଅନ୍ୟତମ ପ୍ରତିଷ୍ଠିତ ବ୍ୟବସାୟୀ ତଥା ଇନ୍‌ଫୋସିସ୍‌ର…

ଜେଲରେ ଯୌନ ସମ୍ପର୍କ ପାଇଁ ବାଧ୍ୟ କରାଯାଇଥିଲା

ନୂଆଦିଲ୍ଲୀ,୨୯ା୧(ପି.ଟି.): ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଅନ୍ୟତମ ଦୋଷୀ ମୁକେଶ ସିଂ(୩୨) ତିହାର ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଜେଲରେ ଅନ୍ୟ ଦୋଷୀଙ୍କ ସହ ଜୋରଜବରଦସ୍ତ ଯୌନ ସମ୍ପର୍କ ରଖିବାକୁ ବାଧ୍ୟ କରାଯାଉଥିଲା ବୋଲି ସେ…

ପ୍ରଧାନମନ୍ତ୍ରୀ ଅର୍ଥନୀତି ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୨୯ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥନୀତି ବୁଝନ୍ତି ନାହିଁ। ସେ ଭାରତର ବହୁଳବାଦୀ ଛବିକୁ ବିଶ୍ୱରେ କଳଙ୍କିତ କରିଛନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ରାଜସ୍ଥାନ ରାଜଧାନୀ ଜୟପୁରସ୍ଥିତ ଆଲବର୍ଟ ହଲ୍‌ରେ ଆୟୋଜିତ ‘ଯୁବ ଆକ୍ରୋଶ’ ରାଲିକୁ…

ସିଏଏ ପ୍ରତ୍ୟାହାର କଲେ ମୋଦିଙ୍କ ସହ ଆଲୋଚନା: ସର୍ତ୍ତ ବାଢ଼ିଲେ ମମତା ବାନାର୍ଜୀ

କୋଲକାତା,୨୯ା୧: ସିଏଏକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ତା’ ପୂର୍ବରୁ ଏହି ବିବାଦୀୟ ଆଇନକୁ ପ୍ରତ୍ୟାହାର କରିବାକୁ ପଡ଼ିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସର୍ତ୍ତ ବାଢ଼ିଛନ୍ତି। ଟିଏମ୍‌ସି ନେତ୍ରୀ ମମତା…

‘ଅନ୍ୟାୟ ସୁଧାରିବ ସିଏଏ’

ନୂଆଦିଲ୍ଲୀ,୨୯ା୧(ପି.ଟି.): ଐତିହାସିକ ଅନ୍ୟାୟକୁ ସୁଧାରିବା ପାଇଁ ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଅଣାଯାଇଛି। ଏହି ପଦକ୍ଷେପ ଯୋଗୁ ପଡ଼ୋଶୀ ଦେଶଗୁଡ଼ିକର ସଂଖ୍ୟାଲଘୁଙ୍କୁ ଭାଜପା ଦେଇଥିବା ପୁରୁଣା ପ୍ରତିଶ୍ରୁତି ପୂରଣ ହେବ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ କରିଛନ୍ତି।…

ଭାରତ ଆସିବ ଆଫ୍ରିକୀୟ ଚିତା: କେନ୍ଦ୍ରକୁ ମିଳିଲା ସୁପ୍ରିମକୋର୍ଟ ଅନୁମତି

ନୂଆଦିଲ୍ଲୀ,୨୯ା୧(ପି.ଟି.): ନାମ୍ବିଆରୁ ଆଫ୍ରିକୀୟ ଚିତାବାଘକୁ ଭାରତ ଅଣାଯିବ। ତାକୁ ପରୀକ୍ଷାମୂଳକ ଭାବେ ଭାରତର ପାଣିପାଗରେ ଖାପଖୁଆଇ ରହିବା ପାଇଁ ବ୍ୟବସ୍ଥା କରାଯିବ। ଏ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ଏହି ଯୋଜନାକୁ ପ୍ରାୟ ୧୦ ବର୍ଷ ପରେ…

କୁନାଲଙ୍କୁ ଇଣ୍ଡିଗୋରେ ୬ ମାସ ଯାତ୍ରା ମନା: ବିମାନରେ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୯ା୧: ରିପବ୍ଲିକ୍‌ ଟିଭିର ସାମ୍ବାଦିକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବିମାନରେ ଦୁର୍ବ୍ୟବହାର କରିବା ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କାମରାଙ୍କୁ ମହଙ୍ଗା ପଡ଼ିଛି। କୁନାଲଙ୍କ ଏ ସମ୍ପର୍କିତ ଭିଡିଓ ଭାଇରାଲ ହେବା ପରେ ତାଙ୍କ ବିମାନ ଯାତ୍ରା ଉପରେ ଇଣ୍ଡିଗୋ ୬ ମାସ ପାଇଁ…

ଅଟୋ ସହ ଧକ୍କା ହେବା ପରେ କୂଅରେ ପଡ଼ିଲା ବସ୍‌: ୧୧ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ନାସିକ୍‌,୨୮।୧: ମହାରାଷ୍ଟ୍ରର ନାସିକ୍‌ ଅନ୍ତର୍ଗତ ଦେଓଲା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମାଲାଗାଓଁରୁ କଲଓ୍ବାନ୍‌ ଯାଉଥିବା ଏକ ବସ୍‌ ଅଟୋ ସହ ଧକ୍କା ଖାଇ କୂଅ ଭିତରକୁ ପଶିଯାଇଛି। ଫଳରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ଏକତରଫା ପ୍ରେମକୁ ନେଇ ଯୁବକଙ୍କ ଉପରେ ଏସିଡ୍‌ ମାଡ଼ କଲେ ଯୁବତୀ

ଉନ୍ନାଓ,୨୮।୧: ପ୍ରତିଦିନ ରୋଡ ରୋମିଓଙ୍କ ଓ ଏସିଡ୍‌ ମାଡ଼ ଘଟଣା ସାମ୍ନାକୁ ଆସୁଛି। ହେଲେ ଉତ୍ତରପ୍ରଦେଶ ଉନ୍ନାଓରୁ ଏକ ବିଚଳିତ କରିଦେବା ଭଳି ଘଟଣା ଦେଖିବାକୁ ମିଳିଛି। ଏକ ତରଫା ପ୍ରେମକୁ ନେଇ ଜଣେ ଯୁବତୀ ଜଣେ ଯୁବକଙ୍କ ଉପରେ ଏସିଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?