ଅନୁଚ୍ଛେଦ ୩୭୦ ଉଚ୍ଛେଦ ଉପରେ ଶୀଘ୍ର ହୋଇ ପାରିବନି ଶୁଣାଣି: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ ଉପରେ ଶୀଘ୍ର ଶୁଣାଣି ହୋଇ ପାରିବନି ବୋଲି ଗୁରୁବାର ସୁପ୍ରିମ୍କୋର୍ଟ କହିଛନ୍ତି। ଏସମ୍ପର୍କିତ ଏକ ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏଭଳି କହିଛନ୍ତି। ଏହାର ବିଚାର କେବେ ହେବ ତାହାର ନିଷ୍ପତ୍ତି...
ହାଇ ଆଲର୍ଟରେ ୧୯ ବିମାନ ବନ୍ଦର
ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି। ବ୍ୟୁରୋ ଅଫ୍ ସିଭିଲ୍ ଆଭିଏଶନ ସିକ୍ୟୁରିଟି(ବିସିଏଏସ୍) ପକ୍ଷରୁ ଏହି ଆଲର୍ଟ ଜାରି...
ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ୮୦ ଲକ୍ଷ ଲୋକଙ୍କୁ କରାଯାଇଛି ବନ୍ଦୀ: ଶାହ ଫୈସଲ୍
ଶ୍ରୀନଗର,୮।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ଜମ୍ମୁ-କଶ୍ମୀରର ୮୦ ଲକ୍ଷ ଲୋକଙ୍କୁ ବନ୍ଦୀ କରାଯାଇଥିବା ଅଭିଯୋଗ କରିଛନ୍ତି ଶାହ ଫୈସଲ୍। ଫୈସଲ୍ ପୂର୍ବରୁ ଆଇଏଏସ୍ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ଏବେ ସେ ଜଣେ ରାଜନେତା ଅଛନ୍ତି। କେନ୍ଦ୍ର ସରକାର...
ଅଭିନନ୍ଦନଙ୍କୁ ମିଳିପାରେ ସେନାର ସର୍ବୋଚ୍ଚ ସମ୍ମାନ
ନୂଆଦିଲ୍ଲୀ,୮।୮: ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ସରକାର ସେନାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିବାର ଯୋଜନା ରହିଥିବା ଜଣାପଡିଛି। ଗତ ଫେବୃୟାରୀ ୨୭ରେ ମିଗ୍-୨୧ବାୟୁସେନା ବିମାନରେ ଥିବା ଅଭିନନ୍ଦନ ପାକିସ୍ତାନର ଏଫ୍-୧୬ ବିମାନଙ୍କୁ ଧ୍ୱଂସ କରିବା ଓ...
ଡୋଭାଲଙ୍କ କଶ୍ମୀର ଭିଡ଼ିଓ: ଲୋକଙ୍କୁ ଅର୍ଥ ଲୋଭ ଦେଖାଇ କରାଯାଇଥିବା ଅଭିଯୋଗ କଲେ ଗୁଲାମ୍ନବୀ ଆଜାଦ୍
ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶୁଟିଂ କରାଯାଇଥିବା ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି କଂଗ୍ରେସର ବରିଷ୍ଠ ନେତା ଗୁଲାମ୍ନବୀ ଆଜାଦ୍ ଅଭିଯୋଗ କରିଛନ୍ତି। ଭିଡ଼ିଓରେ ଭାରତୀୟ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍...
ଅଧା ଭାରତରେ ଜଳ ପ୍ରଳୟ: କର୍ନାଟକ-ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର
ନୂଆଦିଲ୍ଲୀ, ୮।୮: ଅଧା ଭାରତରେ ଏବେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ତେବେ କର୍ନାଟକ ଓ ମହାରାଷ୍ଟ୍ରରେ ସ୍ଥିିତି ଅଧିକ ଗମ୍ଭୀର ରହିଛି। କେତେକ ରାଜ୍ୟରେ ବିଭିନ୍ନ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଧ୍ୟପ୍ରଦେଶ,...
ଭାରତ ରତ୍ନ ପାଇବେ ପ୍ରଣବ
ନୂଆଦିଲ୍ଲୀ,୮।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭାରତର ଶ୍ରେଷ୍ଠ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବେ। ପାଞ୍ଚ ଦଶକ ଧରି ରାଜନୀତିରେ ସକ୍ରିୟ ଥିବା ପ୍ରଣବ କଂଗ୍ରେସ ଶାସନ କାଳରେ ଇନ୍ଦିରା...
ଡାନିଶ୍ ଅଲି ଲୋକ ସଭାରେ ବିଏସ୍ପି ନେତା ପଦରୁ ବିଦା
ନୂଆଦିଲ୍ଲୀ,୮ା୮(ପି.ଟି.): ବିଏସ୍ପି ଡାନିଶ୍ ଅଲିଙ୍କୁ ଲୋକ ସଭାରେ ଦଳର ନେତା ନିଯୁକ୍ତ କରିବାର ଦିନ କେଇଟା ନ ଯାଉଣୁ ତାଙ୍କୁ ଉକ୍ତ ପଦରୁ ବିଦା କରିଦେଇଛି। ତାଙ୍କ ସ୍ଥାନରେ ଜଉନପୁର ଏମ୍ପି ଶ୍ୟାମ ସିଂ ଯାଦବଙ୍କୁ ଲୋକ ସଭାରେ ଦଳର...
ରାଜ୍ୟ ସଭା ସାଇନ-ଏ-ଡାଏ
ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ ହେବାର ଥିଲା। ତେବେ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଗୃହୀତ ହେବାକୁ ଥିବାରୁ ସରକାର...
ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ
ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ ‘ରାମଲାଲା ବିରାଜମାନ’ର ଓକିଲ ବୁଧବାର ଯୁକ୍ତି ବାଢ଼ିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ...
ଆକାଶମାର୍ଗରେ ବି କଟକଣା ଜାରି କଲା ପାକ୍
ନୂଆଦିଲ୍ଲୀ,୮ା୮: ଜମ୍ମୁ-କଶ୍ମୀର ସମ୍ପର୍କିତ ନୂଆଦିଲ୍ଲୀର ପଦକ୍ଷେପକୁ ନେଇ କ୍ଷୁବ୍ଧ ପାକିସ୍ତାନ ନିଜ ଆକାଶମାର୍ଗରେ ଭାରତ ପାଇଁ ଆଂଶିକ କଟକଣା ଜାରି କରିଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା ୧୧ ରୁଟ୍ ମଧ୍ୟରୁ ୩ଟିକୁ ପଡ଼ୋଶୀ ଦେଶ ବନ୍ଦ କରିଦେଇଛି। ଫଳରେ ଏହି...
୫୬୦ ନେତା, କର୍ମୀ ଗିରଫ
ଜମ୍ମୁ,୮ା୮(ପି.ଟି.): ଜମ୍ମୁ-କଶ୍ମୀରରେ ସୁରକ୍ଷା ସଂସ୍ଥାଗୁଡ଼ିକ ବିଭିନ୍ନ ରାଜନୈତିକ ଦଳର ୫୬୦ ନେତା ଓ କର୍ମୀଙ୍କୁ ଗିରଫ କରିଛନ୍ତି। ଉପତ୍ୟକାରେ ଶାନ୍ତିଭଙ୍ଗ କରିବା ଆଶଙ୍କା ଥିବାରୁ ସେମାନଙ୍କୁ ଗିରଫ କରାଯାଇଥିବା ଜଣେ ବରିଷ୍ଠ ଅଧିକାରୀ ବୁଧବାର ସୂଚନା ଦେଇଛନ୍ତି। ଗିରଫ ନେତାଙ୍କ...
Archives


