ଜାତୀୟ

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍‌ (SAIL) ମହଙ୍ଗା ଭତ୍ତା (DA) ବୃଦ୍ଧି ନେଇ ବଡ଼ ଘୋଷଣା କରିଛି।…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର ଅନୁସନ୍ଧାନମୂଳକ ରିପୋର୍ଟ ଅନୁଯାୟୀ ୨୦୨୪ ଲୋକ ସଭା ନିର୍ୱାଚନ ପୂର୍ୱରୁ ୨୦୨୩-୨୪ ଆର୍ଥିକ…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ ରହୁଥିବା ପୋଷାକ ପିନ୍ଧାଇ ସ୍କୁଲ ପଠାଯାଉ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ମୁଖ୍ୟାଳୟରେ ଅନୁଷ୍ଠିତ ଏକ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ ଦୁନିଆ ସାରାର ପର୍ବତାରୋହୀ ପାଗଳ, ସେହି ଏଭରେଷ୍ଟର ବରଫ ନଦୀ ଏବେ ମଣିଷର…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ ବୟସ ପର୍ଯ୍ୟନ୍ତ ହିଁ କରାଯାଇପାରିବ। କିନ୍ତୁ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ! ଯଦି…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା ରମେଶ ତେନ୍ଦୁଲକରଙ୍କୁ ତାଙ୍କର ପ୍ରଥମ ପରାମର୍ଶଦାତା ଏବଂ ମାର୍ଗଦର୍ଶକ ଭାବରେ ବର୍ଣ୍ଣନା କରି…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ ଦିନ ପାଇଁ ପୋଲିସ ହେପାଜତକୁ ପଠାଇ ଦେଇଛନ୍ତି। ଗତକାଲି ବିଳମ୍ବିତ ସାରେ ଭରଦ୍ୱାଜଙ୍କୁ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ ଭାରତୀୟ ସୈନ୍ୟଙ୍କ ସହ ବେଶ୍‌ ଖୁସି ଥିବାର ଦେଖାଯାଉଛି। ହାର୍ଦ୍ଦିକ ବର୍ତ୍ତମାନ BCCIର…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ ମଧ୍ୟରେ ପ୍ରତିରକ୍ଷା, ବାଣିଜ୍ୟ ଏବଂ କୂଟନୈତିକ ସମ୍ପର୍କ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ ଆସିଛି। ଗଗନବାୱାଡା ତାଲୁକାର ଦୁର୍ଗମ ଜଙ୍ଗଲ ଅଞ୍ଚଳରେ ଅବସ୍ଥିତ କଭାଲଟେକ ଧନଗରୱାଡାର ଜିଲା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କୁ ଏଥିରେ ଆମନ୍ତ୍ରଣ କରାଯାଇଥିଲା। କାର୍ଯ୍ୟକ୍ରମ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ ୪୨ ପ୍ରତିଶତରୁ ବଢ଼ାଇ ୬୦ ପ୍ରତିଶତ କରିବାକୁ ପଞ୍ଜାବ ସରକାରଙ୍କ ତିନି ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?