ମ୍ୟାନମାର୍କୁ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
ନେପିଦାଉ,୨୯ା୩: ମ୍ୟାନମାର୍ରେ ହୋଇଥିବା ଭୟଙ୍କର ଭୂକମ୍ପ ପରେ, ଭାରତ ତୁରନ୍ତ ମାନବୀୟ ସହାୟତା ଭାବରେ ୧୫ ଟନ୍ରୁ ଅଧିକ ରିଲିଫ ସାମଗ୍ରୀ ପଠାଇଛି। ଭାରତୀୟ ବାୟୁସେନା (IAF)ର C-୧୩ ଓ ଜେ ବିମାନ ହିଣ୍ଡନ ବାୟୁସେନା ଷ୍ଟେଶନରୁ ଉଡ଼ାଣ ଭରି ରିଲିଫ୍…
ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା
ନୂଆଦିଲ୍ଲୀ,୨୯ା୩:ସୁନା ଦର ଶୁକ୍ରବାର ୧୦ ଗ୍ରାମ୍ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍ ଇଣ୍ଡିଆ ସରାଫା ଆସୋସିଏଶନ କହିଛି। ଗୁରୁବାର…
ପ୍ରଥମେ ପ୍ରେମିକା, ପରେ ନିଜକୁ ଗୁଳି ମାରି ଟଳିପଡ଼ିଲେ ପ୍ରେମିକ; ଖେଳିଗଲା ଚାଞ୍ଚଲ୍ୟ
ପାଟନା,୨୮।୩: ବିହାରର ପାଟନାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମିକ ପ୍ରଥମେ ତାଙ୍କ ପ୍ରେମିକାଙ୍କୁ ଗୁଳି କରିବା ପରେ ନିଜକୁ ଗୁଳି କରିଛନ୍ତି। ଗୁଳି ବାଜିବାରୁ ଉଭୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ…
ରେଷ୍ଟୁରାଣ୍ଟ ଗ୍ରାହକଙ୍କୁ ସେବା ଦେୟ ଦାବି କରିପାରିବ ନାହିଁ
ନୂଆଦିଲ୍ଲୀ,୨୮ା୩(ପି.ଟି.):ଖାଦ୍ୟ ବିଲ୍ ଉପରେ ସେବା ଦେୟ ପୈଠ କରିବା ସ୍ବେଚ୍ଛାକୃତ। ଗ୍ରାହକଙ୍କ ଉପରେ ରେଷ୍ଟୁରାଣ୍ଟ ଏହି ଦେୟ ଜବରଦସ୍ତ ଲାଗୁ କରିପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର କହିଛନ୍ତି। ହୋଟେଲ ଏବଂ ରେଷ୍ଟୁରାଷ୍ଟଗୁଡ଼ିକୁ ଖାଦ୍ୟ ବିଲ୍ ଉପରେ ବାଧ୍ୟତାମୂଳକ ସେବା…
ଅନଶନ ଭାଙ୍ଗିଲେ କୃଷକ ନେତା ଡାଲଓ୍ବୋଲ
ନୂଆଦିଲ୍ଲୀ,୨୮ା୩: କୃଷକମାନଙ୍କ ବିଭିନ୍ନ ଦାବି ନେଇ ୧୨୩ ଦିନ ହେଲା ଅନଶନରେ ବସିଥିବା କୃଷକ ନେତା ଜଗଜିତ ସିଂ ଡାଲଓ୍ବୋଲ ଶୁକ୍ରବାର ସକାଳେ ପାଣି ପିଇ ଅନଶନ ଭାଙ୍ଗିଛନ୍ତି। ଏନେଇ ପଞ୍ଜାବ ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ଖନୌରୀ ଏବଂ ଶମ୍ଭୁ ସୀମାରେ…
କମେଡିଆନ୍ କୁନାଲଙ୍କୁ ମିଳିଲା ଆଗୁଆ ଅନ୍ତରୀଣ ଜାମିନ
ଚେନ୍ନାଇ,୨୮ା୩: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଥଟ୍ଟା କରି ବିବାଦର ସମ୍ମୁଖୀନ ହୋଇଥିବା ଷ୍ଟାଣ୍ଡିଂ କମେଡିଆନ୍ କୁନାଲ କାମ୍ରାଙ୍କୁ ମାଡ୍ରାସ ହାଇକୋର୍ଟ ଶୁକ୍ରବାର ଆଗୁଆ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି। ଏଥିପାଇଁ ତାଙ୍କୁ ତାମିଲନାଡୁ ଭିଲ୍ଲୁପୁରମ୍ ଜିଲା ପାନୁରସ୍ଥିତ ବିଚାର ବିଭାଗୀୟ…
ଯାହାଙ୍କ ସାକ୍ଷ୍ୟ ଯୋଗୁ ଚାଲିଯାଇଥିଲା ଇନ୍ଦିରା ଗାନ୍ଧୀଙ୍କ ପଦ, ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣଙ୍କ ପରଲୋକ
ଲକ୍ଷ୍ନୌ,୨୮।୩: ଦେଶର ସବୁଠାରୁ ପ୍ରତିଷ୍ଠିତ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଭିଆଇପି ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣ ପାଣ୍ଡେଙ୍କର ଶୁକ୍ରବାର (୨୮ ମାର୍ଚ୍ଚ, ୨୦୨୫) ସକାଳେ ଦେହାନ୍ତ ହୋଇଯାଇଛି। ଗିରିଶ ନାରାୟଣ ପାଣ୍ଡେ ଲକ୍ଷ୍ନୌର…
Bengaluru Suitcase Murder: ପତ୍ନୀଙ୍କୁ ହତ୍ୟା, ଖଣ୍ଡ ଖଣ୍ଡ କରି ସୁଟକେସରେ ରଖି ଶାଶୁ-ଶ୍ୱଶୁରଙ୍କୁ କରିଥିଲେ ଫୋନ୍, ଏବେ ପୋଲିସ ଖୋଲିଲା…
ବେଙ୍ଗାଲୁରୁ,୨୮।୩: ବେଙ୍ଗାଲୁରୁରେ ଏକ ସୁଟକେସରୁ ମିଳିଥିବା ୩୨ ବର୍ଷୀୟା ମହିଳାଙ୍କ ସ୍ବାମୀଙ୍କୁ ମୁଖ୍ୟ ସନ୍ଦିଗ୍ଧ ବୋଲି ବିବେଚନା କରି ପୋଲିସ ତାଙ୍କୁ ଗିରଫ କରିଛି। ପୋଲିସ କହିଛି ଯେ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ ଏବଂ ବର୍ତ୍ତମାନ ପୁଣେରେ ତାଙ୍କର…
DA Hike: ମୋଦି ସରକାରଙ୍କ ବଡ଼ ଘୋଷଣା, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA)ରେ ୨ପ୍ରତିଶତ ବୃଦ୍ଧିକୁ ମଞ୍ଜୁରୀ ଦେଇଛି। ସରକାର ମାର୍ଚ୍ଚ ମାସରେ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି। ଏପରି କ୍ଷେତ୍ରରେ, ଦୁଇ ମାସର…
ପଡ଼ୋଶୀ ଦେଶରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଲା ଭାରତର ୪ ରାଜ୍ୟ
ନୂଆଦିଲ୍ଲୀ,୨୮।୩: ଭାରତର ପଡ଼ୋଶୀ ଦେଶ ମ୍ୟାନମାରରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି, ଯାହାର ଝଟକା ଦେଶର ଅନେକ ରାଜ୍ୟରେ ଅନୁଭୂତ ହୋଇଛି। ଏହି ଭୂମିକମ୍ପର ତୀବ୍ରତା ୭.୨ ମାପ କରାଯାଇଛି। ବର୍ତ୍ତମାନ, ଏହି ଭୂମିକମ୍ପ ଯୋଗୁଁ ଦେଶରେ ଅନେକ…
ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି
ଭୁବନେଶ୍ୱର,୨୮ା୩: ପଡୋଶୀ ଆନ୍ଧ୍ରପ୍ରଦେଶରେ ଆଠଟି ସ୍ଥାନରେ ବାର୍ଡ଼ ଫ୍ଲୁର ପ୍ରକୋପ ଦେଖାଦେଇଛି। ଶୁକ୍ରବାର ବିଶ୍ୱ ପଶୁ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ଫାର୍ମ ଏବଂ କୁକୁଡ଼ାରେ H5N1 ଲକ୍ଷଣ ଚହ୍ନଟ କରାଯାଇଛି। ପ୍ୟାରିସ-ଭିତ୍ତିକ ସଂଗଠନ ଏକ ରିପୋର୍ଟରେ କହିଛି ଯେ ଆଭିଆନ୍…
ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଭୂମିକମ୍ପ ଥାଇଲ୍ୟାଣ୍ଡର…
Archives


