ଦିଲ୍ଲୀରେ କୋଠା ଭୁଶୁଡ଼ି ୫ ମୃତ
ନୂଆଦିଲ୍ଲୀ,୨୬ା୧: ଦିଲ୍ଲୀର ଭଜନପୁରା ଅଞ୍ଚଳରେ ଶନିବାର ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଛାତ୍ରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଛାତ୍ରମାନଙ୍କ ବୟସ ୧୦ରୁ ୧୫ ବର୍ଷ ମଧ୍ୟରେ। ସେମାନଙ୍କ ଶିକ୍ଷକ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଅନ୍ୟ…
ମଇଦାନରେ ୧୬୪ କୋଟିପତି
ନୂଆଦିଲ୍ଲୀ,୨୬ା୧: ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ । ମଇଦାନରେ ଅଛନ୍ତି ୧୬୪ କୋଟିପତି ପ୍ରାର୍ଥୀ। ୧୩ ପ୍ରାର୍ଥୀ ସେମାନଙ୍କ ସମ୍ପତ୍ତିର ମୂଲ୍ୟ ୫୦ କୋଟିରୁ ଊର୍ଦ୍ଧ୍ୱ ଦର୍ଶାଇଛନ୍ତି। ସବୁଠାରୁ ଅଧିକ ଧନୀ ଭାବେ ଏଏପିର ମୁଣ୍ଡ୍କା ପ୍ରାର୍ଥୀ ଧରମପାଲ ଲାକ୍ରା(୨୯୨.୧…
ଭାରତ-ବ୍ରାଜିଲ ମଧ୍ୟରେ ୧୫ ଚୁକ୍ତି ସ୍ବାକ୍ଷର
ନୂଆଦିଲ୍ଲୀ,୨୬ା୧(ପି.ଟି.): ଭାରତ ଓ ବ୍ରାଜିଲ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲାଗି ଶନିବାର ଦୁଇଦେଶ ମଧ୍ୟରେ ୧୫ଟି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ନୂଆଦିଲ୍ଲୀ ଗସ୍ତରେ ଆସିଥିବା ବ୍ରାଜିଲ ରାଷ୍ଟ୍ରପତି ଜୈର୍ ବୋଲ୍ସୋନାରୋ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ…
ରାଜସ୍ଥାନ ବିଧାନସଭାରେ ସିଏଏ ବିରୋଧୀ ପ୍ରସ୍ତାବ ଗୃହୀତ
ଜୟପୁର,୨୬ା୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ରାଜସ୍ଥାନ ବିଧାନସଭାରେ ଶନିବାର ଧ୍ୱନିମତରେ ପ୍ରସ୍ତାବ ଗୃହୀତ ହୋଇଛି। ଭାଜପା ପକ୍ଷରୁ ଏଭଳି ପ୍ରକ୍ରିୟାକୁ ବିରୋଧ କରାଯାଇ କଂଗ୍ରେସ ତୁଷ୍ଟୀକରଣ ରାଜନୀତି କରୁଛି ବୋଲି ଅଭିଯୋଗ କରାଯାଇଛି। ପ୍ରଥମେ କେରଳ ପରେ କଂଗ୍ରେସ…
୬ ସେନା ଅଧିକାରୀଙ୍କୁ ଶୌର୍ଯ୍ୟଚକ୍ର ୧୯ ଜଣଙ୍କୁ ପିଭିଏସ୍ଏମ୍
ନୂଆଦିଲ୍ଲୀ,୨୬ା୧(ପି.ଟି.): ଉତ୍ତରାଞ୍ଚଳ ସେନା କମାଣ୍ଡର ଲ୍ୟୁଟ୍ନାଣ୍ଟ ଜେନେରାଲ ରଣବୀର ସିଂଙ୍କ ସମେତ ୧୯ ଜଣ ସେନା ଅଧିକାରୀଙ୍କୁ ପରମ ବିଶିଷ୍ଟ ସେବା ମେଡାଲ (ପିଭିଏସ୍ଏମ୍) ଏବଂ ବୀରତା ପାଇଁ ୬ ଜଣଙ୍କୁ ଶୌର୍ଯ୍ୟଚକ୍ରରେ ସମ୍ମାନିତ କରାଯିବ। ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ…
ଭାରତରେ ‘କରୋନା’ ଆତଙ୍କ
ନୂଆଦିଲ୍ଲୀ,୨୬ା୧(ପି.ଟି.): ଚାଇନାରୁ ଫେରିଥିବା ଆଉ ୭ ଜଣଙ୍କୁ କେରଳର ବିଭିନ୍ନ ହସ୍ପିିଟାଲରେ ଅବ୍ଜର୍ଭେଶନରେ ରଖାଯାଇଛି। ସେମାନଙ୍କୁ କରୋନା ଭୂତାଣୁ ସଂକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି। ତେବେ ଏପର୍ଯ୍ୟନ୍ତ ଭାରତରେ କୌଣସି ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇ ନ ଥିବା କେନ୍ଦ୍ର…
ସମ୍ବିଧାନ ଦେଇଛି ନ୍ୟାୟର ଗ୍ୟାରେଣ୍ଟି
ନୂଆଦିଲ୍ଲୀ,୨୬ା୧(ପି.ଟି.): ୭୧ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି। ଦେଶର ସମ୍ବିଧାନ ଏହାର ନାଗରିକମାନଙ୍କୁ ନ୍ୟାୟ, ସ୍ବାଧୀନତା, ସମାନତା ଓ ଭ୍ରାତୃତ୍ୱର ଗ୍ୟାରେଣ୍ଟି ପ୍ରଦାନ କରିଥିବା ରାଷ୍ଟ୍ରପତି କହିଛନ୍ତି। ଏହି ଅବସରରେ…
କରୋନାଭାଇରସ ମୁକାବିଲା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ
ନୂଆଦିଲ୍ଲୀ,୨୫।୧: ଚାଇନାରେ ଆତଙ୍କ ଖେଳାଇଥିବା କରୋନା ଭୂତାଣୁ ଏବେ ବିଭିନ୍ନ ଦେଶକୁ ବ୍ୟାପିବାରେ ଲାଗିଛି। ଭାରତରେ ପ୍ରଥମେ ମୁମ୍ବାଇରେ ୨ ଜଣଙ୍କ ଦେହରେ ଏହି ଭୂତାଣୁ ଥିବା ସନ୍ଦେହ କରି ଏମାନଙ୍କୁ ଚିକିତ୍ସା କରାଯାଉଛି। ଏହାର ଭୟାବହତାକୁ ଦେଖି ଶନିବାର ଦିଲ୍ଲୀରେ…
ସାବଧାନ ଥରେ ହ୍ୟାଲୋ କହିଲେ ଆପଣଙ୍କ ବ୍ୟାଙ୍କ ଖାତା ହୋଇଯିବ ଶୂନ !
ରାଞ୍ଚି,୨୫।୧: ବେଳେବେଳେ କେତେକ ଅଚିହ୍ନା ଲୋକ ମୋବାଇଲ ଯୋଗେ ଆପଣଙ୍କ ବ୍ୟାଙ୍କ ଖାତା ସମ୍ପର୍କରେ କିଛି ସୂଚନା ଦେଇଥାନ୍ତି। ତେବେ ଏଭଳି ଫୋନ୍ କଲ୍ ଠାରୁ ଦୂରେଇ ରହିବା ଆବଶ୍ୟକ। ନଚେତ ଆଖିପିଛୁଳାକେ ଆପଣଙ୍କ ବ୍ୟାଙ୍କ ଖାତା ଶୂନ ହୋଇଯିବ। ଝାଡ଼ଖଣ୍ଡର…
୪୮ଘଣ୍ଟା ପ୍ରଚାର କରିପାରିବେନି କପିଲ ମିଶ୍ରା: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ କପିଲ ମିଶ୍ରା ୪୮ ଘଣ୍ଟା ପାଇଁ ପ୍ରଚାର କରିପାରିବେନି। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ବିବାଦୀୟ ଟୁଇଟ୍ ମାମଲାରେ ନିର୍ବାଚନ କମିଶନଙ୍କ ପକ୍ଷରୁ କପିଲଙ୍କ ଉପରେ ଏଭଳି…
ଆମ୍ ଆଦମୀ ପାର୍ଟିରେ ଯୋଗଦେଲେ ଭାଜପା ନେତା
ନୂଆଦିଲ୍ଲୀ,୨୫।୧: ପୂର୍ବତନ ରାଜ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ବରିଷ୍ଠ ନେତା ଶନିବାର ପଦ୍ମଛାଡି ଝାଡୁ ଧରିଛନ୍ତି। ଅର୍ଥାତ୍ ଭାଜପା ନେତା ହରଶରଣ ସିଂ ବାଲି ଏବେ ଭାଜପା ଛାଡି ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗ ଦେଇଛନ୍ତି। ଶନିବାର ଏଏପି…
‘ହାଉଡ଼ି ମୋଦି’ ପରି ଫେବୃୟାରୀ ୨୫ରେ ଅହମ୍ମଦାବାଦ୍ରେ ‘କେମ୍ ଛୋ ଟ୍ରମ୍ପ୍’: ୬୦ ହଜାର ଲୋକ ଦେବେ ଯୋଗ
ଗାନ୍ଧିନଗର,୨୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ଆସନ୍ତା ଫେବୃୟାରୀରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଗୁଜରାଟ ଅହମ୍ମଦାବାଦ୍ରେ ଫେବୃୟାରୀ ୨୫ରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯିବ। ଏହି ସଭାରେ ୫୦-୬୦ ହଜାର ଲୋକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ…

