ଲଗାତାର ୪ର୍ଥ ଥର କମିଲା ରେପୋ ରେଟ୍
ମୁମ୍ବାଇ,୭।୮: ଲଗାତାର ୪ର୍ଥ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏହାର ରେପୋ ରେଟ୍ କମାଇଛି। ଏକ ବୈଠକରେ ରେପୋ ରେଟ୍କୁ ୩୫ ବେସିସ୍ ପଏଣ୍ଟ୍ କମାଇବା ପାଇଁ ନିଷ୍ପତ୍ତି ହୋଇଛି। କେନ୍ଦ୍ରୀୟ ବ୍ୟାଙ୍କର ଏହି ନିଷ୍ପତ୍ତି ଦ୍ୱାରା ଅନ୍ୟ...
କାହିଁକି ଲଣ୍ଡା ହୋଇଯିବେ ବୋଲି ଧମକ ଦେଇଥିଲେ ସୁଷମା
ନୂଆଦିଲ୍ଲୀ, ୭।୮: ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ନିଧନରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସର୍ବଦଳ ନିର୍ବିଶେଷରେ ଶେଷ ଦର୍ଷନ ପାଇଁ ତାଙ୍କ ବାସଭବନରେ ନେତାମାନେ ଭିଡ ଜମାଇଛନ୍ତି। ଭାରତୀୟ ରାଜନୀତିରେ ଜଣେ ଦକ୍ଷ ନେତ୍ରୀ ଭାବେ ପରିଚିତ...
ଆଡଭାନୀଙ୍କ ପାଇଁ ପ୍ରତିବର୍ଷ ଜନ୍ମଦିନରେ ଚକୋଲେଟ କେକ୍ ଆଣୁଥିଲେ ସୁଷମା
ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗରେ ଭାଜପାର ବରିଷ୍ଠ ନେତା ଲାଲକୃ୍ଷ୍ଣ ଆଡଭାନୀ ଭାବୁକ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ସୁଷମାଙ୍କ ସହ ଥିବା ତାଙ୍କ ସମ୍ପର୍କକୁ ମନେପକାଇ ସେ କହିଛନ୍ତି, ସେ ଜଣେ ଉଚ୍ଚକୋଟୀର ମଣିଷ ଥିଲେ। ବ୍ୟକ୍ତିଗତ...
ରାଜ୍ୟ ସଭାରେ ସୁଷମାଙ୍କ ପାଇଁ ଶୋକ
ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକରେ ବୁଧବାର ରାଜ୍ୟ ସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଅଧ୍ୟକ୍ଷ ଭେଙ୍କୟା ନାଇଡୁ ସୁଷମାଙ୍କ ଅକାଳ ବିୟୋଗରେ ଦେଶ ଜଣେ ଦକ୍ଷ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି। ଅନ୍ୟ...
‘ଦିଦି ମୋର ଏକ ଅଭିଯୋଗ, ପ୍ରତିଶ୍ରୁତି ପାଳନ ନ କରି ଚାଲିଗଲ’
ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସୁଷମାଙ୍କୁ ମନେପକାଇ ଏକ ଭାବୁକ ଟୁଇଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସେ ଲେଖିଛନ୍ତି, ଦିଦି ଆପଣଙ୍କ ନିକଟରେ...
ସୁଷମାଙ୍କୁ ମନେପକାଇ ଭୋ ଭୋ ହୋଇ କାନ୍ଦିଲେ ରମା ଦେବୀ
ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସୱରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ...
ସୁଷମା ସ୍ବରାଜଙ୍କ ପାର୍ଥିବ ଶରୀର ଦେଖି ଭାବୁକ ହେଲେ ମୋଦି
ନୂଆଦିଲ୍ଲୀ,୬ା୮: ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ହୃଦ୍ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ପାର୍ଥିବ ଶରୀର ଦର୍ଶନ ପାଇଁ ଭିଡ ଲାଗି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ହରିଶ୍ ସାଲଓ୍ବେଙ୍କୁ ଏକ ଟଙ୍କା ବକେୟା ନେବାକୁ ଡାକି ଦୁନିଆରୁ ଚାଲିଗଲେ ସୁଷମା
ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ମୃତ୍ୟୁର ଏକ ଘଣ୍ଟା ପୂର୍ବରୁ ଆଇନଜୀବି ହରିଶ୍ ସାଲେଓଙ୍କୁ ତାଙ୍କର ଏକ ଟଙ୍କା ବକେୟା ନେବା ପାଇଁ ଫୋନ୍ କରିଥିଲେ। ରାତି ୮ଟା ୫୦ରେ ହରିଶ୍ଙ୍କୁ ଫୋନ୍ କରି ବୁଧବାର ସନ୍ଧ୍ୟା...
ସ୍ବରାଜ କୌଶଳଙ୍କୁ ପ୍ରେମ ବିବାହ କରିବା ପାଇଁ ପିତାଙ୍କୁ ମନର କଥା ଖୋଲି କହିଥିଲେ ସୁଷମା
ନୂଆଦିଲ୍ଲୀ,୭।୮: ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ପ୍ରେମ ବିବାହ କରିବା ପାଇଁ ନିଜ ମନର କଥା ପିତା ହରଦେବ ଶର୍ମାଙ୍କୁ ଖୋଲି କହିଥିଲେ। ପିତା ପ୍ରଥମେ ମନା କରିଥିଲେ ବି ଶେଷରେ ରାଜି ହୋଇଥିଲେ। ସ୍ବରାଜ କୌଶଳ ଏବଂ...
ଓକିଲ ସାଙ୍ଗକୁ ପ୍ରେମ ବିବାହ କରିଥିଲେ ସୁଷମା
ନୂଆଦିଲ୍ଲୀ,୭।୮: ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଭାରତୀୟ ରାଜନୀତିରେ ଜଣେ ଦକ୍ଷ ନେତ୍ରୀ ଭାବେ ପରିଚିତ ଥିଲେ ସେ। ଜଣେ ଓକିଲରୁ ରାଜନୀତିରେ ପାଦ ଥାପିଥିଲେ। ସର୍ବଦଳ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟ...
ଟୁଇଟରରେ ସୁଷମାଙ୍କୁ ଫଲୋ କରୁଥିଲେ କୋଟିଏ ୧୩ ଲକ୍ଷ
ନୂଆଦିଲ୍ଲୀ,୭।୮: ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସୋସିଆଲ୍ ମିଡ଼ିଆରେ ବେଶ୍ ସକ୍ରିୟ ରହୁଥିଲେ। ଟୁଇଟରରେ ତାଙ୍କ ଫଲୋରର୍ସଙ୍କ ସଂଖ୍ୟା କୋଟିଏ ୧୩ ଲକ୍ଷ ଥିଲା। ତାଙ୍କୁ ଟୁଇଟ୍ କରି ସହାୟତା ଲୋଡୁଥିବା ବ୍ୟକ୍ତିଙ୍କୁ ସେ...
ଗୋଟିଏ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ
ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି।...
Archives


