ଏହି ଦୁଇ ମହିଳା ପୋଲିସଙ୍କୁ ଦେଶ କରୁଛି ସଲାମ
ଗୁଆହାଟୀ,୧୨।୧୧: ଏବେ ଆସାମର ଦୁଇଜଣ ମହିଳା ପୋଲିସ କନ୍ଷ୍ଟେବଳଙ୍କ ଫଟୋ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହୋଇଛି। ଫଟୋରେ ଦୁଇ ମହିଳା ହାତରେ କୁନି ଶିଶୁଙ୍କୁ ଧରି କାର୍ଯ୍ୟ କରୁଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ଦାରାଙ୍ଗ ଜିଲାରେ ନଭେମ୍ବର ୧୦ରେ ଶିକ୍ଷକ ଯୋଗ୍ୟତା…
ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି
ନୂଆଦିଲ୍ଲୀ,୧୨।୧୧: କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଥରୁର ଦେଇଥିବା ବିବାଦୀୟ ବୟାନ ମାମଲାରେ ଦିଲ୍ଲୀ ରୋଜ ଏଭେନ୍ୟୁ କୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ଥରୁରଙ୍କ ବିରୋଧରେ କୋର୍ଟ…
ସୁପ୍ରିମକୋର୍ଟ ଗଲା ଶିବସେନା
ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମଙ୍ଗଳବାର ସୁପାରିଶ କରିଥିଲେ। ଏହାପରେ ମୋଦି କ୍ୟାବିନେଟ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା। ଏବେ ଏହାକୁ ନେଇ ଶିବସେନା…
ରାଷ୍ଟ୍ରପତି ଶାସନ ପାଇଁ ମଞ୍ଜୁରୀ ଦେଲା ମୋଦି କ୍ୟାବିନେଟ: କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା
ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା ମଙ୍ଗଳବାର ରାତି ୮ଟା ୩୦। ହେଲେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ଜରୁରୀ…
ସଞ୍ଜୟ ରାଉତଙ୍କୁ ଭେଟିଲେ ଭାଜପା ନେତା
ମୁମ୍ବାଇ,୧୨।୧୧: ଶିବସେନାର ଏମ୍ପି ସଞ୍ଜୟ ରାଉତ ମୁମ୍ବାଇ ସ୍ଥିତ ଲିଲାବତି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ଭାଜପା ନେତା ଆଶୀଷ ସେଲାର ତାଙ୍କୁ ଭେଟିଛନ୍ତି। ହସ୍ପିଟାଲରେ ତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏହା ଏକ ଔପଚାରିକ ସାକ୍ଷାତକାର…
ରାଷ୍ଟ୍ରପତି ଶାସନ ଜାରି ହେଲେ ସୁପ୍ରିମକୋର୍ଟ ଯାଇପାରେ ଶିବସେନା !
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଜାରି କରାଯିବ ବୋଲି ଆଲୋଚନା ହେଲାଣି। ମଙ୍ଗଳବାର ରାତି ସୁଦ୍ଧା ଯଦି କୌଣସି ଦଳ ସରକାର ଗଢିବାକୁ ଅସମର୍ଥ ହୁଅନ୍ତି ତେବେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହେବ ବୋଲି କୁହାଯାଉଛି। ରାଜ୍ୟପାଳ ସରକାର…
ମନକୁ ହାଲକା କରେ ଏହି ଥେରାପି…
ସୁଗନ୍ଧର ପ୍ରଭାବ ସିଧାସଳଖ ମସ୍ତିଷ୍କ ଉପରେ ପଡ଼ିଥାଏ। ଏହାଦ୍ୱାରା ବହୁ ଉପକାର ହୋଇଥାଏ। ଏହି ପଦ୍ଧତିକୁ ଏରୋମା ଥେରାପି କୁହାଯାଏ। ଏହା ମାନସିକ ଅବସାଦ ଦୂର କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଶୋଇବା ସମୟରେ ଶେଯ ପାଖରେ ସୁଗନ୍ଧିତ ଫୁଲ…
୧୩୮ ଦିନରେ ଭଙ୍ଗାଯିବ ୩୨୫ ଫ୍ଲାଟ୍: ଖର୍ଚ୍ଚ ହେବ ୨ କୋଟି ୩୦ ଲକ୍ଷ
କୋଚି,୧୨।୧୧: କେରଳରେ ସମୁଦ୍ର କୂଳରେ ବେଆଇନ ଭାବେ ନିର୍ମାଣ ହୋଇଥିବା ୩୨୫ ଫ୍ଲାଟ୍ ୧୩୮ ଦିନରେ ଭଙ୍ଗାଯିବ। ଏନେଇ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିପାଇଁ ୨ କୋଟି ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ସ୍ଥାନୀୟ ଏର୍ନାକୁଲମ୍ର ସମୁଦ୍ରକୂଳରେ ପରିବେଶ…
ଅଯୋଧ୍ୟା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ
ଲକ୍ଷ୍ନୌ,୧୨।୧୧: ଅଯୋଧ୍ୟା ଜମି ବିବାଦ ମାମଲା ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି କରିବା ପରେ ମଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମଲଲାଙ୍କୁ ଦର୍ଶନ କରିବେ। ଏଥିପାଇଁ ସେ ଖୁବ୍ଶୀଘ୍ର ଅଯୋଧ୍ୟା ଗସ୍ତ କରିବେ ବୋଲି ଜଣାପଡ଼ିଛି। ଯୋଗୀଙ୍କ ସହ ଉତ୍ତରପ୍ରଦେଶର ଭାଜପା ଅଧ୍ୟକ୍ଷ…
ଡି.କେ. ଶିବକୁମାର ଡାକ୍ତରଖାନାରେ ଭର୍ତ୍ତି
ବେଙ୍ଗାଲୁରୁ,୧୨।୧୧: ବରିଷ୍ଠ କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମନ୍ତ୍ରୀ ଡି.କେ. ଶିବକୁମାର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଉଚ୍ଚ ରକ୍ତଚାପ ବଢିଯିବାରୁ ମଙ୍ଗଳବାର ଭୋରରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଅର୍ଥ ହେରଫେର ମାମଲାରେ ଗିରଫ ହୋଇ ଦିଲ୍ଲୀର ତିହାର ଜେଲରେ ଥିବା…
ଗଛରୁ ପଣସ ତୋଳୁଛି ହାତୀ: ଭିଡ଼ିଓ ଭାଇରାଲ
ବେଙ୍ଗାଲୁରୁ,୧୨।୧୧: ସମ୍ପ୍ରତି ସୋସିଆଲ୍ ମିଡ଼ିଆରେ ଗଛରୁ ପଣସ ତୋଳି ଖାଉଥିବା ଏକ ହାତୀର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଜଣେ ଆଇଏଫ୍ଏସ୍ ଅଫିସର ପ୍ରବିଣ କାସଓ୍ବାନ ଟୁଇଟରରେ ଶେୟାର କରିଛନ୍ତି। ସେ କହିଛନ୍ତି ପାଚିଲା ପଣସ ବାସ୍ନା…
ଏନ୍ଡ଼ିଏ ଫାଟର ପ୍ରଭାବ ମହାରାଷ୍ଟ୍ରରୁ ଝାଡ଼ଖଣ୍ଡରେ ପହଞ୍ଚିଲା: ଏଲ୍ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କଲା
ରାଞ୍ଚି,୧୨।୧୧: ମହାରାଷ୍ଟ୍ରରେ ଏନ୍ଡ଼ିଏ ସହଯୋଗୀ ଶିବସେନା ଓ ଭାଜପା ମଧ୍ୟରେ ହୋଇଥିବା ଫାଟର ପ୍ରଭାବ ଏବେ ଝାଡ଼ଖଣ୍ଡରେ ପହଞ୍ଚିଛି। ଏଠାରେ ଏଲ୍ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛି। ରାଜ୍ୟ ବିଧାନସଭାର ୮୧ ଆସନ ମଧ୍ୟରୁ ଏଲ୍ଜେପି ୫୦ଟି ଆସନରେ ନିର୍ବାଚନ…
Archives


