ସୁଷମା ସ୍ବରାଜଙ୍କ ପରଲୋକ
ନୂଆଦିଲ୍ଲୀ,୬।୮(ପି.ଟି.)-ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା...
୩୭୦ ଭୋଟରେ ଲୋକ ସଭାରେ ପାସ୍ ହେଲା ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍
ନୂଆଦିଲ୍ଲୀ,୬।୮: ରାଜ୍ୟ ସଭା ପରେ ଲୋକ ସଭାରେ ଗୃହୀତ ହୋଇଛି ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍। ଉକ୍ତ ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଉଚ୍ଛେଦ ବିଲ୍ ମଙ୍ଗଳବାର ବହୁମତରେ ପାସ୍ ହୋଇଛି।...
ଏହି ଗଛ ଦିଏ ବର୍ଷାର ଆଗୁଆ ସୂଚନା…
ଗୁଜରାଟରେ ରହିଛି କିଛି ଗଛ ଯିଏ ବର୍ଷା ସମ୍ପର୍କରେ ସୂଚନା ଦେଇଥାନ୍ତି । ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ୍ୟ। ସ୍ଥାନୀୟ ଶିତଳା ମାତା ମନ୍ଦିର ପ୍ରାଙ୍ଗଣରେ ଥିବା ଏକ ପ୍ରକାର ଗଛର...
ଜାତୀୟ ସଙ୍ଗୀତରୁ ଏଠାରେ ଆରମ୍ଭ ହୁଏ ଦିନ
ଛତିଶଗଡ଼ର ଗାରିଆବନ୍ଦ ଜିଲା ଶ୍ୟାମ ନଗର ଗାଁରେ ଦେଶପ୍ରେମର ଏକ ନିଆରା ଛବି ଦେଖିବାକୁ ମିଳେ। ନିୟମ ଅନୁଯାୟୀ, ଏଠାରେ ସକାଳ ଠିକ୍ ୮ଟା ୫୯ରେ ଜାତୀୟ ସଙ୍ଗୀତ ବାଜି ଉଠିଥାଏ। ଏଥିପାଇଁ ଭିନ୍ନ ଭିନ୍ନ ସ୍ଥାନରେ ପାଖାପାଖି ୨୦ଟି...
ଦିଲ୍ଲୀ-ଏନ୍ସିଆରରେ ପ୍ରବଳ ବର୍ଷା: ସଂସଦ ବାହାରେ ଜଳାର୍ଣ୍ଣବ
ନୂଆଦିଲ୍ଲୀ,୬।୮: ଦିଲ୍ଲୀରେ ମଙ୍ଗଳବାର ସକାଳେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ସହରର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ହେବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା ଯୋଗୁ ସଂସଦ ବାହାରେ ମଧ୍ୟ ଜଳାର୍ଣ୍ଣବ ହୋଇଥିବା ଦେଖିବାକୁ ମିଳିଛି। ଫଳରେ ସକାଳେ ସଂସଦ...
ଆମେ ଗ୍ରେନେଡ ମାଡ କରିବା ଲୋକ ନୁହେଁ କି ପଥରମାଡ଼ କରୁନାହିଁ: ଫାରୁକ ଅବଦୁଲ୍ଲା
ଶ୍ରୀନଗର,୬।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ନ୍ୟାଶନାଲ କନଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ମଙ୍ଗଳବାର କହିଛନ୍ତି ଆମେ ଗ୍ରେନେଡ ମାଡ କରିବା ଲୋକ ନୁହେଁ କି ପଥରମାଡ଼ କରୁନାହିଁ। ସେ କହିଛନ୍ତି ଅନୁଚ୍ଛେଦ ୩୭୦କୁ...
କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛି: କୁମାରସ୍ବାମୀ
ବେଙ୍ଗାଲୁରୁ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ କହିଛନ୍ତି ସେ ତାଙ୍କ ମେଣ୍ଟ ସରକାରରେ ୧୪ ମାସ ପର୍ଯ୍ୟନ୍ତ କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛନ୍ତି। ସବୁ ବିଧାୟକ ଓ ନଗର ନିଗମ ଅଧ୍ୟକ୍ଷଙ୍କୁ ସବୁ ପ୍ରକାର ସ୍ବାଧିନତା ମଧ୍ୟ...
ହାଇକୋର୍ଟର ଦ୍ୱାରସ୍ଥ ହେଲେ କପିଲ ମିଶ୍ରା
ନୂଆଦିଲ୍ଲୀ,୬।୮: ଏଏପିର ବିଦ୍ରୋହୀ ତଥା ଅଯୋଗ୍ୟ ଘୋଷିତ ହୋଇଥିବା ନେତା କପିଲ ମିଶ୍ରା ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କୁ ଅଯୋଗ୍ୟ ଘୋଷିତ ବିଧାୟକ ମାମଲା ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ବିଧାନସଭାର ଅଧ୍ୟକ୍ଷ ରାମ...
ଦିଲ୍ଲୀରେ ୟେଦୁରପ୍ପା
ନୂଆଦିଲ୍ଲୀ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି। ମଙ୍ଗଳବାର ୟେଦୁରପ୍ପା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରିଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ କର୍ନାଟକର ଜାତୀୟ ରାଜପଥ ପ୍ରୋଜେକ୍ଟ ବିଷୟରେ ଗଡକରିଙ୍କ ସହ କଥା...
ପାକିସ୍ତାନକୁ ଆର୍ଏସ୍ଏସ୍ର ଚେତାବନୀ: ଦାଦାଗିରି କଲେ ପିଓକେ ବି ଛଡ଼ାଇ ଅଣାଯିବ
ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ପାକିସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆର୍ଏସ୍ଏସ୍ ପକ୍ଷରୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆର୍ଏସ୍ଏସ୍ ସଦସ୍ୟ ଇନ୍ଦ୍ରେଶ୍ କୁମାର କହିଛନ୍ତି ଯେ, ଭାରତ ସରକାରଙ୍କ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ନିଷ୍ପତିକୁ...
ବିଗୁଡୁଛି ଉନ୍ନାଓ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା
ନୂଆଦିଲ୍ଲୀ,୬।୮: ଉନ୍ନାଓ ବଳାତ୍କାର ପୀଡିତା ଏବେ ଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍(ଏମ୍ସ)ର ଟ୍ରମା ସେଣ୍ଟରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ଜଣାପଡିଛି। ଏବେ ସେ ଲାଇଫ୍ ସପୋର୍ଟ ସିଷ୍ଟମରେ...
ନିୟନ୍ତ୍ରଣ ରେଖା ମାଛିଲ୍ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ
ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଠାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ୫-୬ ଆତଙ୍କବାଦୀ ମାଛିଲ୍ ସେକ୍ଟରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟପକ୍ଷରୁ ସତର୍କ ସୂଚନା ଜାରି ସହିତ ଗୁଳି ଚାଳନା...
Archives


