ମୋଦିଙ୍କ ମିଶନ ସଫଳ କରାଇଲେ ଶାହ
ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ସହ ଏହାକୁ ଦୁଇଭାଗ କରିବା ଲାଗି ଜୁନ୍ ତୃତୀୟ ସପ୍ତାହରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବଗଣନା ଆରମ୍ଭ କରିଥିଲେ। ଏଥିପାଇଁ ସେ ପିଏମ୍ଓରେ ଯୁଗ୍ମ ସଚିବ ଥିବା ୧୯୮୭ ବ୍ୟାଚ୍ର ଛତିଶଗଡ କ୍ୟାଡର...
ଜମ୍ମୁ-କଶ୍ମୀର ହେବ ସର୍ବବୃହତ୍ କେନ୍ଦ୍ରଶାସିତ ଅଞ୍ଚଳ
ନୂଆଦିଲ୍ଲୀ,୬ା୮(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ସହ ୩୭୦ ଧାରା ଉଚ୍ଛେଦ କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ୍କୁ ଅଲଗା କରାଯାଇ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ କରାଯାଇଛି। ଏଥିସହ ଜମ୍ମୁ-କଶ୍ମୀର ଭାରତର ସବୁଠାରୁ ବଡ଼ କେନ୍ଦ୍ରଶାସିତ...
ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶବ୍ୟାପୀ ବିପୁଳ ସମର୍ଥନ
ନୂଆଦିଲ୍ଲୀ,୬ା୮(ପି.ଟି./ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା ସ୍ବତନ୍ତ୍ର ସମ୍ବିଧାନ ଏବଂ ଅନୁଚ୍ଛେଦ ୩୫ଏ ସମେତ ଅନ୍ୟ ସମସ୍ତ ନିୟମ ସ୍ବତଃ...
ମସ୍ତିଷ୍କକୁ ଚାପମୁକ୍ତ ରଖେ ଏହି ରସ…
ସକାଳୁ ଖାଲି ପେଟରେ ଲାଉ ରସ ପିିଇଲେ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ମେଦବହୁଳତା କ୍ଷେତ୍ରରେ ଏହା ମହୋଷଧୀ ଭଳି କାମ କରେ। ଲାଉ ରସରେ ପ୍ରଚୁର ପରିମାଣରେ ଭିଟାମିନ୍-‘ସି’, ଆଣ୍ଟି-ଅକ୍ସିଡାଣ୍ଟ, ଜିଙ୍କ୍ ପ୍ରଭୃତି ରହିଥାଏ।...
ରାଷ୍ଟ୍ରପତିଙ୍କ ଅଧିସୂଚନା: ଜମ୍ମୁ-କଶ୍ମୀରରେ ଲାଗୁ ହେଲା ଭାରତର ସମ୍ବିଧାନ
ନୂଆଦିଲ୍ଲୀ,୫ା୮(ପି.ଟି./ଆଇଏଏନ୍ଏସ୍): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଜମ୍ମୁ-କଶ୍ମୀର ସରକାର ସମ୍ପର୍କିତ ସମ୍ବିଧାନ (ଜମ୍ମୁ-କଶ୍ମୀରରେ ଲାଗୁ) ନିର୍ଦ୍ଦେଶନାମା, ୨୦୧୯ ଜାରି କରିଛନ୍ତି। ଭାରତୀୟ ସମ୍ବିଧାନ ଏହି ରାଜ୍ୟରେ ଲାଗୁ ହେବ ବୋଲି ଏଥିରେ ଉଲ୍ଲେଖ ରହିଛି। ସଦ୍ୟ ଅଧିସୂଚନା ତତ୍କାଳ ରାଜ୍ୟର...
ଏହି ଗାଁରେ ଚଳେନି ଭାରତ ସରକାରଙ୍କ ଆଇନ…
ଭାରତରେ ରହିଛି ଏପରି ଏକ ଗାଁ ଯେଉଁଠି ଦେଶର ଆଇନ ବ୍ୟବସ୍ଥା ଚଳି ନ ଥାଏ। ହିମାଚଳପ୍ରଦେଶର କୁଲ୍ଲୁ ନିକଟରେ ଥିବା ଏହି ଗାଁର ନାମ ହେଉଛି ମଲାଣା। ଗାଁର ନିଜର ସଂସଦ ରହିଛି। ଗୋଟିଏ ହେଉଛି ଜ୍ୟେଷ୍ଠାଙ୍ଗ ଏବଂ...
ଜମ୍ମୁ-କଶ୍ମୀରରେ ଧାରା ୩୭୦ ହଟାଇ ଦିଆଯିବା ପରେ ସଂସଦରେ ନିଜର ପୋଷାକ ଚିରିଲେ ପିଡିପି ନେତା
ନୂଆଦିଲ୍ଲୀ,୫।୮: ରାଜ୍ୟସଭାରେ ସୋମବାର ହଟ୍ଟଗୋଳ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ଘୋଷଣା କରିଥିଲେ। ଏହାପରେ ସଂସଦରେ ବହୁ ଜୋରରେ ବିରୋଧୀ ହଟ୍ଟଗୋଳ କରିବା ସତ୍ତ୍ୱେ ବି ରାଜ୍ୟସଭାରେ ଏହି ବିଲ୍ ଅନୁମୋଦିତ...
ମୋଦି ସାହସିକତାର ପଦକ୍ଷେପ ନେଇଛନ୍ତି: ମୋହନ ଭାଗବତ
ନୂଆଦିଲ୍ଲୀ, ୫।୮:କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଜମ୍ମୁ-କଶ୍ମୀର ପାଇଁ ସମ୍ବିଧାନରେ ଥିବା ସ୍ବତନ୍ତ୍ର ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ସରକାରରଙ୍କ ଏହି ନିଷ୍ପତ୍ତିକୁ କେଉଁଠି ସମର୍ଥନ ମିଳୁଥିବାବେଳେ ଆଉ କେଉଁଠି ଏହାକୁ ବିରୋଧ କରାଯାଉଛି। ମୋଦିଙ୍କ ଏହି...
ଜମ୍ମୁ-କଶ୍ମୀର ଗସ୍ତ କରିପାରନ୍ତି ଡୋଭାଲ
ନୂଆଦିଲ୍ଲୀ,୫।୮: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଶେଷ କରିବା ଲାଗି ରାଜ୍ୟ ସଭାରେ ପ୍ରସ୍ତାବ ଉପସ୍ଥାପନ କରିଥିଲେ।...
ତିହାର ଜେଲ୍ ଗଲେ ସେନଗର: ୭ ଅଗଷ୍ଟରେ ପରବର୍ତ୍ତି ଶୁଣାଣି
ନୂଆଦିଲ୍ଲୀ,୫।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗର ସୋମବାର ଦିଲ୍ଲୀର ତିସ୍ ହଜାରି କୋର୍ଟରେ ହାଜର ହୋଇଥିଲେ। କୋର୍ଟ ଏହି ମାମଲାର ଶୁଣାଣି କରି ସେନଗରଙ୍କୁ ଦିଲୀର ତିହାର ଜେଲକୁ...
୩୭୦ ଉଚ୍ଛେଦ ପରେ ମୋଦିଙ୍କ ପୁରୁଣା ଫଟୋ ଭାଇରାଲ
ନୂଆଦିଲ୍ଲୀ, ୫।୮: କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଠାଇବା ପରେ ଏବେ ସାରା ଦେଶରେ ଖୁସିର ମାହୋଲ ସୃଷ୍ଟି ହୋଇଛି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିଷ୍ପତ୍ତିକୁ ପ୍ରଶଂସା କରାଯାଇଛି। ତେବେ ମୋଦିଙ୍କ ଏକ ପୁରୁଣା ଫଟୋ...
ଧାରା ୩୭୦: ଯେ କୌଣସି ଭାରତୀୟ କଶ୍ମୀରରେ କିଣି ପାରିବେ ଜମି
ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରେ ଏବେ ଧାରା ୩୭୦ ଓ ୩୫ଏ ହଟାଯିବାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ଅଧିସୂଚନା ଜାରି କରାଯାଇଛି। ଏହି ଧାରା ସମାପ୍ତ ହେବା ପରେ ଯେକୌଣସି ଭାରତୀୟ ଜମ୍ମୁ-କଶ୍ମୀର ଓ ଲଦାଖରେ ଜମି କିଣିପାରିବେ ବୋଲି...
Archives


