ଜାତୀୟ

ଆତଙ୍କବାଦୀ ଆକ୍ରମଣ ଆଶଙ୍କାକୁ ନେଇ ଡୋଭାଲଙ୍କ ଜରୁରୀ ବୈଠକ

ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ପ୍ରକାଶ ପାଇବାର ୨୪ ଘଣ୍ଟା ନ ପୂରୁଣୁ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲଙ୍କ ଘରେ ବସିଛି ଏକ ସ୍ବତନ୍ତ୍ର ବୈଠକ। ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ…

ମହମ୍ମଦ୍‌ଙ୍କ ବାଣୀ ସମାଜରେ ସଦ୍‌ଭାବନା ଓ ଶାନ୍ତି ସୃଷ୍ଟି କରୁ: ମୋଦି

ନୂଆଦିଲ୍ଲୀ,୧୦।୧୧: ମହାପୁରୁଷ ମହମ୍ମଦ୍‌ଙ୍କ ବାଣୀ ସମାଜରେ ସଦ୍‌ଭାବନା ଓ ଶାନ୍ତି ସୃଷ୍ଟି କରୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ୍‌-ଉନ୍‌-ନବୀ ଅବସରରେ ରବିବାର ଟୁଇଟ୍‌ କରି ଜଣାଇଛନ୍ତି। ଦେଶବାସୀଙ୍କୁ ମୋଦି ଏହି ଦିନର ମହାନତା ସମ୍ପର୍କରେ ଅବଗତ କରାଇ ଏଭଳି କହିଛନ୍ତି।…

ଜୟପୁର କମିଶନରେଟ୍‌ରେ ଇଣ୍ଟରନେଟ୍‌ ସେବା ସୋମବାର ପର୍ଯ୍ୟନ୍ତ ବନ୍ଦ

ଜୟପୁର,୧୦।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜସ୍ଥାନ ଜୟପୁର କମିଶନରେଟ୍‌ରେ ସୋମବାର ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଏଠାରେ ଶନିବାର ପୂର୍ବାହ୍ନ ୧୦ଟାଠାରୁ ଇଣ୍ଟରନେଟ୍‌ ସେବାକୁ ୨୪…

ରାମମନ୍ଦିର ନିର୍ମାଣରେ ଖର୍ଚ୍ଚ ହେବ ଶହେ କୋଟି

ନୂଆଦିଲ୍ଲୀ,୧୦।୧୧: ଐତିହାସିକ ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପରେ ଏବେ ମନ୍ଦିର ନିର୍ମାଣ ନେଇ ଯୋଜନା ଆରମ୍ଭ ହୋଇଛି। ୧୨୮ଫୁଟ ଉଚ୍ଚା ମନ୍ଦିର ନିର୍ମାଣରେ ଶହେ କୋଟି ଟଙ୍କା ଖର୍ଚ୍ଚ ହେବ। ମନ୍ଦିରର ଚୌଡ଼ା ୧୪୯ ଫୁଟ ରହିବ। ଏହାର…

ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ କରୁଛନ୍ତି ନନ୍ଦଲାଲ ପଣ୍ଡିତ

ଜୟପୁର,୧୦।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୨୫ ଫୁଟ ଉଚ୍ଚା ମୂର୍ତ୍ତି ନିର୍ମାଣ ଜାରି ରହିଛି। ଏହାକୁ ଖ୍ୟାତି ସମ୍ପନ୍ନ କାରିଗର ନନ୍ଦଲାଲ୍‌ ପଣ୍ଡିତ ନିର୍ମାଣ କରୁଛନ୍ତି। ଏହାକୁ ଆସନ୍ତା ମାସରେ ଉତ୍ତରପ୍ରଦେଶ ପଠାଯିବ। ନନ୍ଦଲାଲ୍‌ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଭାରତରେ ହୋଇପାରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ ଯୋଜନା କରୁଥିବା ସୂଚନା ମିଳିଛି। କେତେ ଗୁଡିଏ ଗୁଇନ୍ଦା ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ସୂଚନା ଜଣେ ବରିଷ୍ଠ ଅଧିକାରୀ ଦେଇଛନ୍ତି। ମିଲେଟ୍ରି ଇଣ୍ଟଲିଜେନ୍ସ, ଦି…

୭ ଶହ ବର୍ଷ ଧରି ରାଜପୁତ୍‌ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍‌ ଯୁବକ ଛଟ୍‌ ଘାଟ କରନ୍ତି ସଫା

ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍‌ପୁରା ଛକରେଥିତ୍ବା ହଜରତ୍‌ ଦୁଲ୍ଲା ସୈୟଦ୍‌ ସରକାରଙ୍କ ଦରଘାରେ ୭ଶହ ବର୍ଷ ଧରି ରାଜପୁତ୍‌ ପରିବାର ବିଭିନ୍ନ ସେବା କରୁଛନ୍ତି। ଏହି ପରିବାର…

କଂଗ୍ରେସ ରାଜ୍ୟର ଶତ୍ରୁ ନୁହେଁ: ସଞ୍ଜୟ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି ପାଗ ଭିଡୁଥିବା ବେଳେ ଏପଟେ ଶିବସେନା ନେତା ସଞ୍ଜୟ ରାଉତ ଗୋଟିଏ ପରେ ଗୋଟିଏ ମନ୍ତବ୍ୟ ଦେଇ ଚାଲିଛନ୍ତି। ଭାଜପା ସହ ମେଣ୍ଟ କରି ନିର୍ବାଚନ ଲଢିଥିବା ଶିବସେନା ଅଢେଇ…

ବାତ୍ୟା ବୁଲ୍‌ବୁଲ୍‌ରେ ହୋଇଥିବା କ୍ଷୟକ୍ଷତିକୁ ନେଇ ମମତାଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୧୦।୧୧: ବାତ୍ୟା ବୁଲ୍‌ବୁଲ୍‌ ଶନିବାର ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲାର ସାଗରଦୀପ ଓ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଅନେକ କ୍ଷୟକ୍ଷତି ହେବା ସହ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ସରକାର ଗଢିବାକୁ ଭାଜପାକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ : ଶିବସେନାକୁ ମିଳିପାରେ ଏନ୍‌ସିପିର ସହଯୋଗ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ କିଏ ହେବ ମୁଖ୍ୟମନ୍ତ୍ରୀ। ଏହାକୁ ନେଇ ଏବେବି ସ୍ପଷ୍ଟ ତଥ୍ୟ ମିଳି ପାରୁ ନାହିଁ। ଶିବସେନା କଥାରେ ରାଜି ନ ହୋଇ ନିଜ ଜିଦ୍‌ରେ ଅଡି ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ସରକାର ଗଠନ ଲାଗି ଶନିବାର ରାଜ୍ୟପାଳ…

ରାମମନ୍ଦିର ନିର୍ମାଣରେ ବ୍ୟବହୃତ ହେବ ବଂଶୀ ପାହାଡ଼ପୁର ପଥର: ପ୍ରତି ମାସରେ ଆସିବ ୧୦ରୁ ୨୦ ଟ୍ରକ

ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିର ନିର୍ମାଣରେ ରାଜସ୍ଥାନ ଭରତପୁର ଅନ୍ତର୍ଗତ ବଂଶୀ ପାହାଡ଼ପୁର ପଥର ବ୍ୟବହୃତ ହେବ। ମନ୍ଦିରରେ ଲାଲ୍‌ ବାଲିଆ ପଥରର ଉପଯୋଗ ୬୦ ପ୍ରତିଶତରୁ ଅଧିକ କରାଯିବ। ନିର୍ମାଣରେ ପ୍ରାୟ…

ହିନ୍ଦୁ ମୁସଲମାନ ମିଳିମିଶି ନିର୍ମାଣ କରନ୍ତୁ ମନ୍ଦିର-ମସଜିଦ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ୫ ଜଣିଆ ଖଣ୍ଡପୀଠ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଛନ୍ତି ତାହା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ରାୟକୁ ସବୁ ମହଲରୁ ସ୍ବାଗତ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri