ଜାତୀୟ

ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲା: ବ୍ରଜେଶଙ୍କ ସମେତ ୧୯ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୨୦।୧: ବିହାରର ବହୁଚର୍ଚ୍ଚିତ ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲାରେ ସୋମବାର ଦିଲ୍ଲୀର ଏକ କୋର୍ଟ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାରେ ଶେଲ୍‌ଟର ହୋମ୍‌ରେ ଝିଅମାନଙ୍କୁ ଯୌନ ନିର୍ଯାତନା ଦେଉଥିବା ମୁଖ୍ୟ ଅଭିଯୁକ୍ତ ବ୍ରଜେଶ ଠାକୁରଙ୍କ ସମେତ ୧୯ଜଣଙ୍କୁ କୋର୍ଟ ଦୋଷୀ…

ମାଙ୍ଗାଲୁରୁ ବିମାନ ବନ୍ଦରରେ ଆଇଇଡି ବ୍ୟାଗ୍‌: ଲୋକେ ଆତଙ୍କିତ

ମାଙ୍ଗାଲୁରୁ,୨୦।୧: ସାଧାରଣତନ୍ତ୍ର ଦିବସରେ ଦେଶରେ ଆତଙ୍କବାଦୀମାନେ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ମାଙ୍ଗାଲୁରୁ ବିମାନ ବନ୍ଦରରେ ଏକ ଆଇଇଡି ବ୍ୟାଗ୍‌ ମିଳିଛି। ଏନେଇ ଖବର ପ୍ରଚାରିତ ହେବା ପରେ…

ଠିକ୍‌ ସମୟରେ ପହଞ୍ଚି ନ ପାରିବାରୁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀ ବିଧାନସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିବାରଥିଲା। ଘରୁ ବାହାରି ବାଲ୍ମୀକି ମନ୍ଦିର ଦର୍ଶନ କରି ସେ ଏକ ରୋଡ ଶୋ’ରେ ବାହାରିଥିଲେ। ଏହାପରେ…

୩ ବର୍ଷର କାର୍ଯ୍ୟକାଳ: ନଡ୍ଡାଙ୍କ ଆଗରେ ଦକ୍ଷିଣ ଏବଂ ପୂର୍ବୋତ୍ତର ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଜେ.ପି. ନଡ୍ଡା ସୋମବାର କାର୍ଯ୍ୟ ଭାର ସମ୍ଭାଳିଛନ୍ତି। ସେ ଏହି ପଦରେ ଆସନ୍ତା ୨୦୨୩ ପର୍ଯ୍ୟନ୍ତ ରହିବେ। ନଡ୍ଡାଙ୍କ କାର୍ଯ୍ୟକ୍ଷେତ୍ର କେତେଦୂର ସଫଳ ରହିବ ସେନେଇ ଏବେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି।…

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ ଆବେଦନ

ନୂଆଦିଲ୍ଲୀ,୨୦।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ଆଦେନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ କରାଯାଇଛି। ଏଥିରେ ତାଙ୍କ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଆବେଦନରେ କୌଣସି ନୂଆ ତଥ୍ୟ ନ ଥିବା ଦର୍ଶାଇ କୋର୍ଟ ଏହାକୁ ଖାରଜ କରି…

ନଡ୍ଡା ହେଲେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୦।୧: କେନ୍ଦ୍ରର ଶାସନ ଗାଦିରେ ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୀର୍ଘ ୬ ବର୍ଷ ପରେ ଏବେ ମିଳିଛି ନୂଆ ଅଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଜରିଆରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ଜଗତ ପ୍ରକାଶ ନଡ୍ଡାକୁ ନୂଆ ଅଧ୍ୟକ୍ଷ…

ସିଏଏ ବିରୋଧୀଙ୍କୁ ଭାଜପା ବିଧାୟକଙ୍କ ଧମକ: ହିଂସାକାଣ୍ଡ ଭିଆଇଲେ ଚମଡ଼ା ଉତାରି ଦିଆଯିବ

ଗାଜିଆବାଦ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଭାଜପା ନେତା ବିଭିନ୍ନ ସମୟରେ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶର ଭାଜପା ବିଧାୟକ ସିଏଏ ବିରୋଧୀଙ୍କୁ ଧମକ ଦେଇଛନ୍ତି। ଗାଜିଆବାଦ ଲୋନୀଠାରେ ଭାଜପା ପକ୍ଷରୁ ସିଏଏ ସମର୍ଥନ ସଭାର ଆୟୋଜନ କରାଯାଇଥିଲା।…

ସିଏଏ ସମର୍ଥନରେ ପ୍ରଦର୍ଶନ: ଭାଜପାକର୍ମୀଙ୍କୁ ଚାପୁଡ଼ା ମାରିଲେ ଜିଲାପାଳ

ଭୋପାଳ,୨୦।୧: ମଧ୍ୟପ୍ରଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ପ୍ରଦର୍ଶନ ସମୟରେ ଜଣେ ଭାଜପାକର୍ମୀଙ୍କୁ ଜିଲାପାଳ ଚାପୁଡ଼ା ମାରିଛନ୍ତି। ଏବେ ଏହାର ୧ ମିନିଟ୍‌ ୧୧ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ରାଜଗଡ଼ରେ ସିଏଏ ସମର୍ଥନରେ…

ଏନ୍‌ସିପି ନେତାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଏନ୍‌ସିପି ନେତାଙ୍କ ବିବାଦୀୟ ବୟାନ ଏବେ ଚର୍ଚ୍ଚାର ବିଷୟ ପାଲଟି ଯାଇଛି। ଏନ୍‌ସିପି ନେତା ଜିତେନ୍ଦ୍ର ଆହ୍ବାଦ ମହାରାଷ୍ଟ୍ରର ଠାଣେରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ କେନ୍ଦ୍ର…

୬୩ ଧନୀକଙ୍କ ପାଖରେ ଦେଶର ଗୋଟିଏ ବର୍ଷର ବଜେଟ ତୁଳନାରେ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ,୨୦।୧: ଦେଶର ୧ ପ୍ରତିଶତ ଧନୀକଙ୍କ ପାଖରେ ୭୦ ପ୍ରତିଶତ ଲୋକଙ୍କ ପାଖରେ ଥିବା ସମ୍ପତ୍ତି ଠୁଳ ହୋଇ ରହିଛି। ଏସବୁ ଧନୀକଙ୍କ ପାଖରେ ଥିବା ସମ୍ପତ୍ତି ଦେଶର ୯୫ କୋଟି ଲୋକଙ୍କ ପାଖରେ ଥିବା ସମ୍ପତ୍ତି ସହ ସମାନ। ସେହିପରି…

ଜାନୁୟାରୀ ୨୮ରେ ଜୟପୁରରେ ବୈଠକ କରିବେ ରାହୁଲ

ନୂଆଦିଲ୍ଲୀ,୨୦।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆସନ୍ତା ୨୮ ତାରିଖରେ ଜୟପୁରରେ ଏକ ବୈଠକ ଡକାଇଛନ୍ତି। ଏଥିରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ବେରୋଜଗାର ଓ ଦେଶର ଆର୍ଥିକ ସ୍ଥିତିକୁ ନେଇ ଛାତ୍ର, ଯୁବକ ଓ କୃଷକଙ୍କ ସହ ଆଲୋଚନା…

ବଜେଟ ପୂର୍ବରୁ କାହିଁକି ହୁଏ ‘ହାଲଓ୍ବା ରଶମ’

ନୂଆଦିଲ୍ଲୀ,୨୦।୧: ଚଳିତ ବର୍ଷ ଫେବୃୟାରୀ ୧ରେ ଦେଶର ବଜେଟ ଉପସ୍ଥାପନ ହେବ। ୨୦୨୦-୨୧ର ସାଧାରଣ ବଜେଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନିଜର ପେଡ଼ି ଖୋଲି ଉପସ୍ଥାପନ କରିବେ। ତେବେ ଏହା ପୂର୍ବରୁ କେତେକ କାର୍ଯ୍ୟର ବିଶେଷ ମହତ୍ତ୍ୱ ରହିଛି। ସେଥିମଧ୍ୟରୁ ‘ହାଲଓ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?