ଭାଜପା ସରକାର କିଛି ନୂଆ କରିପାରିବ ନାହିଁ: ରାହୁଲ
ନୁଆଦିଲ୍ଲୀ,୩।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରିହାସ କରିଛନ୍ତି। ଶନିବାର ରାହୁଲ ଟୁଇଟ୍ କରି କହିଛନ୍ତି ଭାଜପା ସରକାର କିଛି ନୂଆ ପରିପାରିବ ନାହିଁ ବରଂ ଯାହା କଠିନ ପରିଶ୍ରମରେ ତିଆରି...
ଭଲ ବର୍ଷା ପାଇଁ ଦେବୀଙ୍କୁ ଲାଗି ହେଲା ୨ ହଜାର କିଗ୍ରା ଫଳ
କୋଏମ୍ବାଟୁର,୩।୮: ତାମିଲନାଡୁର ମହାଳି ଆମନ୍ ମନ୍ଦିରରେ ଦେବୀଙ୍କୁ ୨ ହଜାର କିଲୋଗ୍ରାମ୍ ଫଳ ଲାଗି ହୋଇଛି। ‘ଆଦି’ ଉତ୍ସବ ଅବସରରେ ଶୁକ୍ରବାର ଶ୍ରଦ୍ଧାଳୁ ଏପରି କରିଛନ୍ତି। ତାମିଲ୍ ପଞ୍ଜିକା ଅନୁସାରେ ‘ଆଦି’ ମାସର ପରବର୍ତ୍ତୀ ମାସ ସାଓ୍ବନରେ ଭଲ ବର୍ଷା...
୨୦୨୧ କୁମ୍ଭମେଳା ପୂର୍ବରୁ ମରାମତି ହେବ ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ପୋଲ
ଡେରାଡୁନ୍, ୩।୮: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜୁଲାଇ ୧୨ରୁ ନିର୍ଦ୍ଦେଶ ଜାରି ହୋଇଥିଲା। ତେବେ ୨୦୨୧ କୁମ୍ଭ ମେଳା ପୂର୍ବରୁ...
ଜୀବନ ଭୟରେ ନିୟନ୍ତ୍ରଣ ରେଖା ଲଞ୍ଚ୍ପ୍ୟାଡ୍କୁ ଫେରିଲେ ୨୫୦ ଆତଙ୍କବାଦୀ: ଉପଗ୍ରହ ଚିତ୍ରରୁ ମିଳିଲା ସୂଚନା
ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍ପ୍ୟାଡ୍କୁ ୨୫୦ ଆତଙ୍କବାଦୀ ଫେରିଛନ୍ତି। ଏହା ଉପଗ୍ରହରୁ ମିଳିଥିବା ଚିତ୍ରରୁ ଜଣାପଡ଼ିଥିବା କୁହାଯାଉଛି। ଜମ୍ମୁ-କଶ୍ମୀରରେ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବାରୁ ଆତଙ୍କବାଦୀଙ୍କମାନେ ଜୀବନ ଭୟରେ ପାକିସ୍ତାନ ଅଧିକୃତ କଶ୍ମୀରଠାରେ ଥିବା ଲଞ୍ଚ୍ପ୍ୟାଡ୍କୁ...
ଅଗଷ୍ଟ ୬ରେ ମୋଦିଙ୍କୁ ସାକ୍ଷାତ୍ କରିବେ ୟେଦୁରପ୍ପା
ନୂଆଦିଲ୍ଲୀ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ବିଏସ୍ ୟେଦୁରପ୍ପା ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି। ଭାଜପା ହାଇ କମାଣ୍ଡଙ୍କଠାରୁ ଗ୍ରୀନ୍ ସିଗ୍ନାଲ ମିଳିବା ପରେ ୟେଦୁରପ୍ପା ୩...
ଶ୍ରୀନଗରରୁ ଦିଲ୍ଲୀ ବିମାନ ଟିକେଟ ଆକାଶ ଛୁଆଁ: ବଢ଼ିଲା ୫ ଗୁଣା
ଶ୍ରୀନଗର,୩।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ ଦେଖି ବିମାନ ପରିବହନ କମ୍ପାନୀଗୁଡ଼ିକ ଫାଇଦା ନେବାର ଉଦ୍ୟମ କରିଛନ୍ତି। ଶ୍ରୀନଗରରୁ ଦିଲ୍ଲୀ...
ରାଜ୍ୟପାଳଙ୍କୁ ଭେଟିଲେ ଓମାର ଅବଦୁଲା: କହିଲେ ଅନୁଚ୍ଛେଦ ‘୩୫-ଏ’କୁ ନେଇ ଲୋକଙ୍କ ମନରେ ରହିିଛି ଶଙ୍କା
ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଶନିବାର ରାଜ୍ୟପାଳ ସତ୍ୟପାଲ ମଲିକ୍ଙ୍କୁ ଭେଟିଛନ୍ତି। ସେ କହିଛନ୍ତି ଯେ, ଅନୁଚ୍ଛେଦ ‘୩୫-ଏ’କୁ ନେଇ ରାଜ୍ୟର ଲୋକଙ୍କ ମଧ୍ୟରେ ଶଙ୍କା ରହିଛି। ତେବେ ଅନୁଚ୍ଛେଦ ୩୭୦କୁ ନେଇ କୌଣସି ଘୋଷଣା କରାଯିବାର...
ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲା: ଟ୍ରକ୍ ଡାଇଭର ଓ ହେଲ୍ପରଙ୍କୁ ୩ ଦିନ ରିମାଣ୍ଡରେ ନିଆଗଲା
ଲକ୍ଷ୍ନୌ,୩।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲାରେ ସମ୍ପୃକ୍ତ ଥିବା ସନ୍ଦେହରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭର ଓ ହେଲପର୍ଙ୍କୁ ସ୍ପେଶାଲ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେଶନ(ସିବିଆଇ) ୩ ଦିନ ରିମାଣ୍ଡରେ ନେଇଛନ୍ତି। ସୂଚନାଯୋଗ୍ୟ, ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାରେ...
ମୁମ୍ବାଇରେ ଲଗାଣ ବର୍ଷା: ସ୍କୁଲ କଲେଜ ବନ୍ଦ, ସହରରେ ୪୮ଘଣ୍ଟା ପାଇଁ ରେଡ ଆଲର୍ଟ ଜାରି
ମୁମ୍ବାଇ,୩।୮: ବର୍ଷାରେ ବୁଡ଼ିଲା ମାୟାନଗରୀ ମୁମ୍ବାଇ। ଶୁକ୍ରବାର ରାତିରେ ହୋଇଥିବା ଲଗାଣ ବର୍ଷା ଯୋଗୁ ଶନିବାର ମୁମ୍ବାଇ ଓ ଆଖପାଖ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ମହାରାଷ୍ଟ୍ରର ପାଲଘର ଓ ଠାଣେର ଘରଗୁଡିକରେ ପାଣି ପଶିଯାଇଥିବା ବେଳେ ରାସ୍ତାରେ ମଧ୍ୟ ପାଣି...
ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଭେଟିଲେ ଅଯୋଗ୍ୟ ଘୋଷିତ ବିଧାୟକ
ବେଙ୍ଗାଲୁରୁ,୩।୮: କର୍ନାଟକର ଅଯୋଗ୍ୟ ଘୋଷିତ ବିଧାୟକ ଡ. ସୁଧାକର ଶନିବାର ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କୁ ଭେଟିଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ନ ପାରିଥିବାରୁ ଏବେ ସେ ୟେଦୁରପ୍ପାଙ୍କୁ ଶୁଭେଚ୍ଛା ଜଣାଇବାକୁ ଆସିଥିବା କହିଛନ୍ତି।...
ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼
ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବାପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।...
ଭାଜପା ଏମ୍ପିଙ୍କ ପାଇଁ ପାଠଶାଳା: ଅଭ୍ୟାସ ବର୍ଗ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେଲେ ଲୋକ ସଭା ଓ ରାଜ୍ୟ ସଭା ସଦସ୍ୟ
ନୂଆଦିଲ୍ଲୀ,୩।୮: ଭାଜପା ଏମ୍ପିଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଶନିବାରଠାରୁ ଆରମ୍ଭ କରିଛନ୍ତି ୨ ଦିନିଆ ପାଠଶାଳା। ଏହି ତାଲିମ୍ କାର୍ଯ୍ୟକ୍ରମର ନାମ ଅଭ୍ୟାସ ବର୍ଗ ରଖାଯାଇଛି। ଏହାର ଉଦ୍ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନ ପରିସରରେ...
Archives


