ଜାତୀୟ

ଜଷ୍ଟିସ୍‌ ଶୁକ୍ଳାଙ୍କ ବିରୋଧରେ ରୁଜୁ ହେବ ମାମଲା

ନୂଆଦିଲ୍ଲୀ,୧ା୮(ପି.ଟି./ ଆଇଏଏନ୍‌ଏସ୍‌)-ଆଲ୍ଲାହାବାଦ୍‌ ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ୍‌.ଏନ୍‌. ଶୁକ୍ଲାଙ୍କ ବିରୋଧରେ ମାମଲା ରୁଜୁ କରିବା ଲାଗି ପ୍ରଧାନ ବିଚାରପତି (ସିଜେଆଇ)ଜଷ୍ଟିସ ରଞ୍ଜନ ଗୋଗୋଇ ସିବିଆଇକୁ ଅନୁମତି ଦେଇଛନ୍ତି। ଏମ୍‌ବିବିଏସ୍‌ ନାମଲେଖା ପାଇଁ ଏକ ଘରୋଇ କଲେଜକୁ ସେ ଅନୁକମ୍ପା ପ୍ରଦର୍ଶନ...

କାଗଜବିହୀନ ହେବ ଲୋକ ସଭା

ନୂଆଦିଲ୍ଲୀ,୧ା୮(ପି.ଟି.): ଆଗାମୀ ଅଧିବେଶନରୁ ଲୋକ ସଭା କାଗଜବିହୀନ ହେବ ବୋଲି ବାଚସ୍ପତି ଓମ୍‌ ବିର୍ଲା ବୁଧବାର ଘୋଷଣା କରିଛନ୍ତି। ଏହାଦ୍ୱାରା ବହୁକୋଟି ଟଙ୍କାର ରାଜସ୍ବ ସଞ୍ଚୟ ହୋଇପାରିବ। ଗୃହରେ ସଦସ୍ୟମାନେ କହିବା ବେଳେ ସ୍କ୍ରିନ୍‌ରେ ସେମାନଙ୍କ ନାମ ଓ ଡିଭିଜନ...

୧୦% ଇଡବ୍ଲ୍ୟୁଏସ୍‌ କୋଟା: ସାମ୍ବିଧାନିକ ବେଞ୍ଚ୍‌କୁ ପଠାଇବା ପ୍ରସଙ୍ଗ: ସୁପ୍ରିମକୋର୍ଟରେ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧ା୮: ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ପାଇଁ ଶିକ୍ଷା ଏବଂ ନିଯୁକ୍ତି କ୍ଷେତ୍ରରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାବେଳେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲା ସାମ୍ବିଧାନିକ ବେଞ୍ଚ୍‌କୁ...

ଚିଟ୍‌ଫଣ୍ଡ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮: ଚିଟ୍‌ଫଣ୍ଡ (ସଂଶୋଧନ) ବିଲ୍‌, ୨୦୧୯ ପାର୍ଲାମେଣ୍ଟରେ ଆଗତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ବିଲ୍‌ ପାସ୍‌ ହେଲେ ଉକ୍ତ ସେକ୍ଟର ସରଳୀକୃତ ହେବା ସହ ପଞ୍ଜୀକୃତ ଚିଟ୍‌ଫଣ୍ଡ ଶିଳ୍ପ ଉପରେ ଥିବା...

ମୋଟରଯାନ ବିଲ୍‌ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ

ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍‌ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏଥିସହିତ ଟ୍ରାଫିକ୍‌ ନିୟମର ଉଲ୍ଲଂଘନ ପାଇଁ ଦଣ୍ଡବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।...

ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ୩୩କୁ ବୃଦ୍ଧି: କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮ : କେନ୍ଦ୍ର କ୍ୟାବିନେଟ ବୁଧବାର ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି କରିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍‌ ଦେଇ ଏହି ସଂଖ୍ୟା ପୂର୍ବରୁ ୩୦ ଥିବାବେଳେ ଏବେ ଏଥିରେ ଆଉ ୩ ବୃଦ୍ଧି କରାଯାଇଛି। ଏ...

କେସିଆରଙ୍କ ଯଜ୍ଞ ଚିନ୍ତା

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌)ସବୁବେଳେ ବାସ୍ତୁ ଉପରେ ବିଶ୍ୱାସ କରି ସବୁ କାର୍ଯ୍ୟ କରନ୍ତି। ତାଙ୍କ ଅଫିସଠାରୁ ଆରମ୍ଭ କରି ଘର, ସବୁଠି ବାସ୍ତୁ ଉପଯୋଗ କରାଯାଇଛି। ଏହା ପରେ ବି ସେ ବହୁତ ଯଜ୍ଞ କରନ୍ତି। ଏବେ...

ମାଡ଼ିଆସୁଛି ମହାଜାଗତିକ ବସ୍ତୁ: ଧ୍ୱଂସପାଇପାରେ ଗୋଟିଏ ଦେଶ

ନୂଆଦିଲ୍ଲୀ: ମହାକାଶରେ ଥିବା ବହୁ ମହାଜାଗତିକ ବସ୍ତୁର ଟାର୍ଗେଟରେ ରହିଆସିଛି ପୃଥିବୀ। ବହୁ ସମୟରେ ଏହିସବୁ ବସ୍ତୁ ପୃଥିବୀକୁ ଧକ୍କାଦେବାର ଆଶଙ୍କା ଉପୁଜିଛି। ସୌଭାଗ୍ୟକୁ ଅନେକ କ୍ଷେତ୍ରରେ ତାହା ଘଟିନାହିଁ, ପୃଥିବୀ ରକ୍ଷା ପାଇଯାଇଛି। କିନ୍ତୁ ଏବେ ନାସାର ବୈଜ୍ଞାନିକମାନେ...

ଅଗୁସ୍ତା ଓ୍ବେଷ୍ଟ୍‌ଲାଣ୍ଡ ମାମଲାରେ ମୃତ ଘୋଷଣାର ୨୪ ଘଣ୍ଟା ପରେ ସାକ୍ଷୀ ଜୀବିତ

ନୂଆଦିଲ୍ଲୀ,୩୧।୭: ଅଗୁସ୍ତା ୱେଷ୍ଟ୍‌ଲାଣ୍ଡ ଭିଭିଆଇପି ହେଲିକପ୍ଟର କିଣା ଦୁର୍ନୀତିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୨୪ ଘଣ୍ଟାରେ ଦୁଇଥର ବୟାନ ବଦଳାଇଛି। ଏହି ଦୁର୍ନୀତି ଘଟଣାର ମୁଖ୍ୟ ସାକ୍ଷୀ କୁହାଯାଉଥିବା କେ.କେ. ଖୋସ୍‌ଲାଙ୍କୁ ଇଡି ପକ୍ଷରୁ ମଙ୍ଗଳବାର କୋର୍ଟରେ ମୃତ ବୋଲି ଦର୍ଶାଯାଇଥିବା...

ଚା’ ପତି କିଲୋ ୫୦ ହଜାର…

ଚା’ ପତି କିଲୋ ପୁଣି ହଜାର ହଜାର ଟଙ୍କା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଆସାମରେ ଏଭଳି ଏକ ସ୍ବତନ୍ତ୍ର ଚା’ ପତି କିଲୋ ପିଛା ୫୦ ହଜାର ଟଙ୍କାରେ ନିଲାମ ହୋଇଛି। ଏହାକୁ ଲୋକେ ମନୋହରି...

ଏକମାତ୍ର ପୁଅ ସିଦ୍ଧାର୍ଥ ଆଉ ଏ ଦୁନିଆରେ ନାହିଁ, ପିତା ଏପର୍ଯ୍ୟନ୍ତ ଜାଣିନାହାନ୍ତି

ବେଙ୍ଗାଲୁରୁ, ୩୧।୭:‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ କନର୍ର୍ାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର...

ଆଜମ ଖାନ୍‌ଙ୍କ ପୁଅଙ୍କୁ ଅଟକ ରଖିଲା ପୋଲିସ

ଲକ୍ଷ୍ନୌ, ୩୦।୭: ସମାଜବାଦୀ ପାର୍ଟି (ଏସ୍‌ପି) ଏମ୍‌ପି ଆଜମ ଖାନ୍‌ଙ୍କ ପୁଅ ତଥା ବିଧାୟକ ଅବଦୁଲାଙ୍କୁ ବୁଧବାର ରାମପୁର ପୋଲିସ ଅଟକ ରଖିଛି। ମହମ୍ମଦ ଅଲ୍ଲୀ ଜୌହାର ବିଶ୍ୱବିଦ୍ୟାଳୟରେ ଚଢାଉବେଳେ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବାରୁ ତାଙ୍କୁ ଅଟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri