ଜାତୀୟ

ବିଦ୍ୟୁତ ଆଘାତରେ ମାଙ୍କଡ ଛୁଆ ଆହତ:କୋଳରେ ଧରି ଡାକ୍ତରଖାନାରେ ପହଞ୍ଚିଲା ମା’

ଭୋପାଳ,୬।୧୧: ମଧ୍ୟପ୍ରଦେଶର ସିହୋର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧ କେଭି ତାରରେ ବାଜି ଏକ ମାଙ୍ଗଡ ଛୁଆ ଆହତ ହେବା ପରେ ତାକୁ କୋଳରେ ଧରି ମା’ ନିକଟରେ ଥିବା ପ୍ରାଣୀ ଚିକିତ୍ସାଳୟ ଯାଇଥିଲା। ଡାକ୍ତରଖାନା ଗେଟ୍‌ ପାଖରେ…

ନେହେରୁ ମେମୋରିଆଲ ହେଲା କଂଗ୍ରେସ ମୁକ୍ତ

ନୂଆଦିଲ୍ଲୀ,୬।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ସ୍ମୃତିରେ ନିର୍ମିତ ହୋଇଥିବା ନେହେରୁ ମେମୋରିଆଲ ଏବେ କଂଗ୍ରେସ ମୁକ୍ତ ହୋଇଛି। ଏହାର ପୁନର୍ଗଠନ କରାଯାଇଛି। ଏଥିରେ ଥିବା କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ, କର୍ଣ ସିଂ ଏବଂ ଜୟରାମ ରମେଶଙ୍କୁ ବାହାର କରି…

ଦୁଇ ପଟେ ଘେରି ରହିଛି ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଓ ‘ମହା’: ୫ ରାଜ୍ୟରେ ନଭେମ୍ବର ୮ରୁ ୧୦ ପ୍ରବଳ ବର୍ଷା ସୂଚନା

ନୂଆଦିଲ୍ଲୀ,୬।୧୧: ଦେଶର ଦୁଇ ପଟେ ଦୁଇ ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଓ ‘ମହା’ ଘେରି ରହିଛି। ଏହାର ପ୍ରଭାବରେ ୫ଟି ରାଜ୍ୟରେ ନଭେମ୍ବର ୮ରୁ ୧୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।…

ପ୍ରଦୂଷଣରୁ ମୁକ୍ତି: ମନ୍ଦିରରେ ମୂର୍ତ୍ତିଙ୍କଠାରେ ବନ୍ଧାଗଲା ମାସ୍କ୍‌

ବାରାଣସୀ,୬।୧୧: ବାୟୁ ପ୍ରଦୂଷଣରୁ ମୁକ୍ତି ପାଇଁ ସାଧାରଣ ଲୋକେ ମୁହଁରେ ମାସ୍କ୍‌ ପିନ୍ଧି ବୁଲୁଥିବା ଦେଖିବାକୁ ମିଳିଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ଥିବା ଶିବପାର୍ବତୀ ମନ୍ଦିରରେ ସମସ୍ତ ମୂର୍ତ୍ତିଙ୍କ ମୁହଁରେ ମାସ୍କ୍‌ ବନ୍ଧା ଯାଇଛି। ଏନେଇ…

ଆଖିବୁଜିଲେ ମହିଳା ତହସିଲଦାରଙ୍କ ଡ୍ରାଇଭର

ହାଇଦ୍ରାବାଦ, ୬ା୧୧(ପି.ଟି.): ମହିଳା ତହସିଲଦାର ବିଜୟା ରେଡ୍ଡୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ପୋଡ଼ିମାରିବା ଘଟଣାର ଦିନକ ପରେ ତାଙ୍କ ଡ୍ରାଇଭର ଗୁରୁନାଥମ୍‌ ପ୍ରାଣ ହରାଇଛନ୍ତି। ବିଜୟାଙ୍କୁ ବଞ୍ଚାଇବା ଲାଗି ସେ ଉଦ୍ୟମ କରିଥିବାବେଳେ ତାଙ୍କ ଶରୀରର ୬୦ ଭାଗ ପୋଡ଼ି ଯାଇଥିଲା। ଗୁରୁତର…

ଶିବସେନା ଆଗରେ ସର୍ତ୍ତ ବାଢ଼ିଲା ଏନ୍‌ସିପି : ଏନ୍‌ଡିଏରୁ ଓହରିଲେ ବିକଳ୍ପ ସରକାର

ମୁମ୍ବାଇ,୬ା୧୧ (ପି.ଟି./ଆଇଏଏନ୍‌ଏସ୍‌): ଭାଜପା ସହ ସମ୍ପର୍କ ଛିନ୍ନ କରି ଏନ୍‌ଡିଏରୁ ଶିବସେନା ଓହରିଆସିଲେ ମହାରାଷ୍ଟ୍ରରେ ଏକ ରାଜନୈତିକ ବିକଳ୍ପକୁ କାର୍ଯ୍ୟକାରୀ କରାଯାଇପାରିବ। ନୂଆ ସରକାର ଗଠନ ନେଇ ଭାଜପା ଓ ଶିବସେନା ମଧ୍ୟରେ ଟଣାଓଟରା ଲାଗି ରହିଥିବାବେଳେ ମଙ୍ଗଳବାର ଏଭଳି ସର୍ତ୍ତ…

ସ୍କୁଲରେ ମନା ହେବ ଜଙ୍କ୍‌ ଫୁଡ୍‌

ନୂଆଦିଲ୍ଲୀ,୬ା୧୧(ପି.ଟି.): ଦେଶରେ ବିଦ୍ୟାଳୟଗୁଡ଼ିକରେ ଖୁବ୍‌ଶୀଘ୍ର ଜଙ୍କ୍‌ ଫୁଡ୍‌ ମନା ହେବ। ଆଳୁ ଓ୍ବେଫର୍ସ, ସଫ୍ଟ ଡ୍ରିଙ୍କ୍‌ସ ଓ ଅନ୍ୟ ଜଙ୍କ୍‌ ଫୁଡ୍‌ଗୁଡ଼ିକ ଆଉ ସ୍କୁଲ କ୍ୟାଣ୍ଟିନରେ ମିଳିବ ନାହିଁ। ଏହାସହ ସ୍କୁଲ୍‌ କ୍ୟାମ୍ପସ୍‌ର ୫୦ ମିଟର ପରିସରରେ ଏଭଳି ଖାଦ୍ୟର ବିଜ୍ଞାପନ…

ରାସ୍ତାକୁ ଓହ୍ଲାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୬ା୧୧(ପି.ଟି.): ଦିଲ୍ଲୀରେ ପୋଲିସ-ଓକିଲ ସଂଘର୍ଷକୁ ନେଇ ସଂଗ୍ରାମ ଜାରି ରହିଛି। ପୋଲିସ କର୍ମଚାରୀମାନେ ମଙ୍ଗଳବାର ପୋଲିସ ମୁଖ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନଙ୍କୁ ମନାଇବା ପାଇଁ ୧୨ ଥର ଉଦ୍ୟମ ହୋଇଥିଲେ ମଧ୍ୟ ପୋଲିସ କର୍ମଚାରୀ ନିଜ ଜିଦ୍‌ରେ ଅଟଳ…

ପ୍ରଦୂଷଣ, ବାତ୍ୟା ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୬-୧୧(ପି.ଟି.):ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌) ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ଭାରତର ସ୍ଥିତି ସମୀକ୍ଷା କରିଛନ୍ତି। ସେ ଏକ ବୈଠକରେ ଅଧ୍ୟକ୍ଷତା କରି ପ୍ରଦୂଷଣ ସମ୍ପର୍କିତ ସ୍ଥିତି ସମ୍ପର୍କରେ ଆଲୋଚନା…

ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଫିରେ ଆଣ୍ଟିଅକ୍ସିଡାଣ୍ଟ୍‌ ରହିଛି। ଏହା ଶରୀରରେ ଫୁର୍ତ୍ତି ଆଣିଥାଏ।…

ଦହି ସହ ଚିନି ଖାଆନ୍ତି କାହିଁକି…

ପରମ୍ପରା ଓ ରୀତିନୀତି ଆମ ଜୀବନରେ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ଏହା ଉପରେ ଆମର ଅତୁଟ ବିଶ୍ୱାସ ରହିଥାଏ। ଯାହାଦ୍ୱାରା ଆମେମାନେ ସେହି ରୀତିନୀତିକୁ ପାଳନ କରିଥାଉ। ଏପରି ଏକ ପରମ୍ପରା ରହିଛି ଯେ କୌଣସି ଏକ ଶୁଭକାମରେ…

ଶଶିକଳାଙ୍କ ୧୬୦୦ କୋଟିର ଅବୈଧ ସମ୍ପତ୍ତି ଜବତ

ଚେନ୍ନାଇ,୫।୧୧: ପୂର୍ବତନ ଏଆଇଡିଏମ୍‌କେ ନେତ୍ରୀ ତଥା ଜୟଲଳିଥାଙ୍କ ପ୍ରମୁଖ ସହଯୋଗୀ ଭି.କେ. ଶଶୀକଳାଙ୍କ ବାସଗୃହ କାର୍ଯ୍ୟାଳୟ ଓ ବିଭିନ୍ନ ସ୍ଥାନରେ ମଙ୍ଗଳବାର ଆୟକର ବିଭାଗ ଚଢାଉ। ଏହି ଚଢାଉ ଚେନ୍ନାଇ, ପୁଡୁଚେରୀ, ତାମିଲନାଡୁ ଓ କୋଏମ୍ବାଟୁର ସମେତ ୨୭ଟି ସ୍ଥାନରେ ଆୟକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri