ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ
ହାଇଦ୍ରାବାଦ୍,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି। ଫଳରେ ୨୬ଟି ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ ହୋଇପଡ଼ିଥିବା ସ୍ଥାନୀୟ ପ୍ରଶାସନ...
ଦୁର୍ଘଟଣା ପୂର୍ବରୁ ପୀଡ଼ିତାଙ୍କ ପତ୍ର ନ ମିଳିବା ଘଟଣା: ସିଜେଆଇଙ୍କ କାରଣ ଦର୍ଶାଅ ନୋଟିସ୍
ନୂଆଦିଲ୍ଲୀ, ୩୦ା୭: ଉନ୍ନାଓ ପୀଡ଼ିତା ଓ ତାଙ୍କ ପରିବାର ଯାଉଥିବା କାର୍ ଦୁର୍ଘଟଣାଗ୍ରସ୍ତ ହେବାର କିଛିଦିନ ପୂର୍ବରୁ ପୀଡ଼ିତା ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ନିକଟକୁ ଏକ ପତ୍ର ଲେଖିଥିବା ଘଟଣା ସାମ୍ନାକୁ ଆସିଛି। କିନ୍ତୁ ପତ୍ରଟି ମୋତେ ନ...
ଭୁଶୁଡ଼ି ପଡ଼ିଛି ସ୍ବାସ୍ଥ୍ୟ ସେବା: କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ଖାଇଗଲେ ମୂଷା
ଧାନବାଦ୍,୩୧।୭: ଛତିଶଗଡ଼ରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସ୍ଥାନୀୟ ପାଟଳିପୁତ୍ର ମେଡିକାଲରେ ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ମୂଷା ଖାଇଦେଇଛନ୍ତି। କକର୍ଟରେ ପୀଡ଼ିତ ହୋଇଥିବା ୭୩ ବର୍ଷ ବୟସ୍କ ଶମିମ୍ ମଲ୍ଲିକ୍...
ତିନି ତଲାକ୍ ବିଲ୍କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍ କରିବ ମୁସଲିମ୍ ପର୍ସନାଲ୍ ଲ’ ବୋର୍ଡ
ନୂଆଦିଲ୍ଲୀ, ୩୧।୭: ବହୁ ଚର୍ଚ୍ଚିତ ଟ୍ରିପଲ ତଲାକ ବିଲ ବା ମହିଳା ସୁରକ୍ଷା (ବିବାହ ଅଧିକାର ଆଇନ) ୨୦୧୯ ଶେଷରେ ରାଜ୍ୟସଭାରେ ପାରିତ ହୋଇଯାଇଛି। ତତ୍କାଳ ଟ୍ରିପଲ ତଲାକକୁ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରିବାର ବ୍ୟବସ୍ଥା ଥିବା ଏହି...
ହରତାଳରେ ବସିଲେ ୩ ଲକ୍ଷ ଡାକ୍ତର
ନୂଆଦିଲ୍ଲୀ, ୩୧।୭: ନ୍ୟାଶ୍ନାଲ ମେଡିକାଲ କାଉଂସିଲ୍ ବିଲ୍ ୨୦୧୯କୁ ବିରୋଧ କରି ବୁଧବାର ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍(ଆଇଏମଏ) ପକ୍ଷରୁ ଦେଶବ୍ୟାପୀ ହଡତାଳ ଘୋଷଣା କରାଯାଇଛି। ଏଥିରେ ୩ଲକ୍ଷରୁ ଅଧିକ ଡାକ୍ତର ଯୋଗଦେଇଛନ୍ତି। ଫଳରେ ଡାକ୍ତରଖାନାରେ ଓପିଡି ସେବା ବନ୍ଦ ରହିଛି।...
ରାଜ୍ୟ ସଭାରେ ତିନି ତଲାକ୍ ବିଲ୍ ପାସ୍ ହେବାର ଗୋଟିଏ ଦିନ ପରେ ସ୍ତ୍ରୀଙ୍କୁ ସ୍ବାମୀ ଦେଲେ ତଲାକ୍
ଅହମ୍ମଦାବାଦ୍,୩୧।୭: ରାଜ୍ୟ ସଭାରେ ତିନି ତଲାକ୍ ବିଲ୍ ମଙ୍ଗଳବାର ପାସ୍ ହୋଇଛି। ତେବେ ବୁଧବାର ଗୁଜରାଟ ଅହମ୍ମଦାବାଦ୍ରେ ସ୍ତ୍ରୀଙ୍କୁ ସ୍ବାମୀ ତିନି ତଲାକ୍ ଦେଇଛନ୍ତି। ଏହାପରେ ସ୍ତ୍ରୀ ଆତ୍ମହତ୍ୟା କରିବାର ଉଦ୍ୟମ କରିଥିବା କୁହାଯାଉଛି। ତାଙ୍କ ଅବସ୍ଥା ଗୁରୁତର ରହିଛି।...
ବାୟୁସେନା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନଙ୍କ ପରାକ୍ରମ ଉପରେ ଭିଡ଼ିଓ ଗେମ୍କୁ ଲୋକାର୍ପିତ କଲେ ଧାନୋଓ୍ବା
ନୂଆଦିଲ୍ଲୀ,୩୧।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍ ବୁଧବାର କରାଯାଇଛି । ଏହାକୁ ବାୟୁସେନା ମୁଖ୍ୟ ବୀରେନ୍ଦ୍ର ସିଂ ଧାନୋଓ୍ବା ଲୋକାର୍ପିତ କରିଛନ୍ତି। ଭାରତୀୟ ବାୟୁସେନା...
ଆଇଇଡି ବିସ୍ଫୋରଣରେ ସିଆରପିଏଫ୍ ଯବାନ ଶହୀଦ୍
ରାୟପୁର,୩୧।୭: ଛତିଶଗଡ଼ରେ ଆଇଇଡି ବିସ୍ଫୋରଣରେ ଜଣେ ସିଆରପିଏଫ୍ ଯବାନ ଶହୀଦ୍ ହୋଇଛନ୍ତି। ସେ ହେଉଛନ୍ତି ବିହାର ନାଳନ୍ଦା ଜିଲାର ବାସିନ୍ଦା ରୌଶନ କୁମାର। ଯବାନମାନେ ପାଟ୍ରୋଲିଂ କରୁଥିବା ସମୟରେ ବୁଧବାର ଭୋର ୬ଟା ସମୟରେ ଏହା ଘଟିଥିବା କୁହାଯାଉଛି। ବସ୍ତର...
ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆ: ଧୋନୀଙ୍କ ମିଶନ କଶ୍ମୀର ଆରମ୍ଭ
ଶ୍ରୀନଗର,୩୧।୭: କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆକୁ ଓହ୍ଲାଇଛନ୍ତି। ତାଙ୍କର ମିଶନ କଶ୍ମୀର ବୁଧବାରଠାରୁ ଆରମ୍ଭ ହୋଇଛି।ଏଠାରେ ୧୦୬-ପ୍ରାଦେଶିକ ସେନାରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ତାଲିମ୍ ନେବେ। ତାଙ୍କର ପୋଷ୍ଟିଂ ଦକ୍ଷିଣ କଶ୍ମୀରର ଅଓ୍ବନ୍ତୀପୋରାରେ...
୩୬ ଘଣ୍ଟା ପରେ ମିଳିଲା ସିଦ୍ଧାର୍ଥଙ୍କ ମୃତଦେହ
ବେଙ୍ଗାଲୁରୁ,୩୧।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍. କୃଷ୍ଣାଙ୍କ ଜ୍ୱାଇଁ କେଫ୍ କଫି ଡେ’ର ମାଲିକ ଭିି.ଜି. ସିଦ୍ଧାର୍ଥଙ୍କ ମୃତଦେହ ୩୬ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ନେତ୍ରବତୀ ନଦୀରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ସୋମବାରଠାରୁ ୨ ଶହ ପୋଲିସ...
ଭି.ଏଚ୍. କାଗେରି ହେବେ କର୍ନାଟକ ବାଚସ୍ପତି
ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକର ପରବର୍ତ୍ତୀ ବାଚସ୍ପତି ହେବେ ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗ୍ଡ଼େ କାଗେରି। ଏହି ପଦ ଲାଗି ସେ ଏକମାତ୍ର ପ୍ରାର୍ଥୀଭାବେ ନାମାଙ୍କନପତ୍ର ଦାଖଲ କରିଥିବାରୁ ବାଚସ୍ପତି ହେବା ନିଶ୍ଚିତ। ମଙ୍ଗଳବାର ଏଥିଲାଗି ନାମାଙ୍କନପତ୍ର ଦାଖଲ କରିବାର ଶେଷ...
ୟେଦୁରପ୍ପା କ୍ଷମତାକୁ ଆସିବା ପରେ ଟିପୁ ଜୟନ୍ତୀ ବାତିଲ
ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକରେ କ୍ଷମତାକୁ ଆସିବାର ୩ ଦିନ ପରେ ୟେଦୁରପ୍ପା ସରକାର ଟିପୁ ଜୟନ୍ତୀ ମହୋତ୍ସବକୁ ମଙ୍ଗଳବାର ରଦ୍ଦ କରିଛନ୍ତି। ଅଷ୍ଟାଦଶ ଶତାବ୍ଦୀର ଏହି ସୁଲ୍ତାନଙ୍କ ଜୟନ୍ତୀକୁ ଦଳ ୨୦୧୫ରୁ ବିରୋଧ କରିଆସୁଛି। ସିଦ୍ଦାରାମାୟା ନେତୃତ୍ୱାଧୀନ କଂଗ୍ରେସ ସରକାର...
Archives


