ଶଶିକଳାଙ୍କ ୧୬୦୦ କୋଟିର ଅବୈଧ ସମ୍ପତ୍ତି ଜବତ
ଚେନ୍ନାଇ,୫।୧୧: ପୂର୍ବତନ ଏଆଇଡିଏମ୍କେ ନେତ୍ରୀ ତଥା ଜୟଲଳିଥାଙ୍କ ପ୍ରମୁଖ ସହଯୋଗୀ ଭି.କେ. ଶଶୀକଳାଙ୍କ ବାସଗୃହ କାର୍ଯ୍ୟାଳୟ ଓ ବିଭିନ୍ନ ସ୍ଥାନରେ ମଙ୍ଗଳବାର ଆୟକର ବିଭାଗ ଚଢାଉ। ଏହି ଚଢାଉ ଚେନ୍ନାଇ, ପୁଡୁଚେରୀ, ତାମିଲନାଡୁ ଓ କୋଏମ୍ବାଟୁର ସମେତ ୨୭ଟି ସ୍ଥାନରେ ଆୟକର…
ଗୁଜରାଟ ଅଭିମୁଖେ ବାତ୍ୟା ‘ମହା’
ଅହମ୍ମଦାବାଦ,୫।୧୧: ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ମହା’ ଗୁଜୁରାଟ ଅଭିମୁଖେ କ୍ଷୀପ୍ର ଗତିରେ ବଢ଼ୁଛି। ଏହାର ପ୍ରଭାବରେ ରାଜ୍ୟରେ ମଙ୍ଗଳବାରଠାରୁ ମଧ୍ୟମ ଭାବେ ପବନ ବୋହିବା ସହ ହାଲ୍କା ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗ ଅନୁସାରେ, ବୁଧବାର ବିଳମ୍ବିତ…
ଆରଏସ୍ଏସ୍ର ହସ୍ତକ୍ଷେପ ଲୋଡିଲା ଶିବସେନା
ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାଜପା ଓ ଶିବସେନା ମଧ୍ୟରେ ଅଙ୍କକଷା ଚାଲିଛି। ଦୁଇ ଦଳ ମଧ୍ୟରେ ୫୦-୫୦ଫର୍ମୂଲାକୁ ନେଇ ଟଣାଉଟରା ଲାଗି ରହିଥିବା ବେଳେ ଶିବସେନା ଜିଦ୍ରେ ଅଡ଼ି ବସିଛି। ଯାହାକୁ ଶେଷ କରିବା ପାଇଁ ଶିବସେନା ଆରଏସ୍ଏସ୍ର…
ଶରଦ ପାଓ୍ବାର ହେବେ କି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ !
ମୁମ୍ବାଇ,୫।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଚାଲିଛି ଅଙ୍କକଷା। ଶିବସେନା ଓ ଭାଜପା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଗଣିତ ଛିଡୁ ନ ଥିବା ବେଳେ ଏବେ ଶିବସେନା ସରକାର ଗଠନ କରିବାକୁ ପାଗ ଭିଡୁଛି। ଯାହା ଏବେ ମହାରାଷ୍ଟ୍ରର ରାଜନୀତିକୁ ସରଗରମ…
ହେଲମେଟ୍ ପିନ୍ଧି କାର୍ଯ୍ୟାଳୟରେ କାମ କରୁଛନ୍ତି ବିଦ୍ୟୁତ୍ ବିଭାଗ କର୍ମଚାରୀ
ବାନ୍ଦା,୫।୧୧: ଗାଡ଼ି ଚଳାଇବା ବେଳେ ହେଲମେଟ୍ ପିନ୍ଧିବାକୁ ନିୟମ ରହିଛି। ତେବେ ଉତ୍ତରପ୍ରଦେଶ ବାନ୍ଦା ସ୍ଥିତ ବିଦ୍ୟୁତ୍ ବିଭାଗର ଏକ କାର୍ଯ୍ୟାଳୟରେ କର୍ମଚାରୀ ହେଲମେଟ୍ ପିନ୍ଧି କାମ କରୁଛନ୍ତି। ଏହି କାର୍ଯ୍ୟାଳୟଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଫଳରେ ଏହାର ସିଲିଂରୁ ଖଣ୍ଡ…
ଚିରାଗ ପାଶଓ୍ବାନ ହେଲେ ଏଲ୍ଜେପି ମୁଖ୍ୟ
ନୂଆଦିଲ୍ଲୀ,୫।୧୧: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାବବିଳାସ ପାଶଓ୍ବାନ ନିଜ ରାଜନୈତିକ କମାଣକୁ ପୁଅ ଚିରାଗ ପାଶଓ୍ବାନଙ୍କ ହାତରେ ସମର୍ପି ଦେଇଛନ୍ତି। ମଙ୍ଗଳବାର ଦିଲ୍ଲୀରେ ଆୟୋଜିତ ଦଳର କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ରାମବିଳାସ ଦଳର…
ମହାରାଷ୍ଟ୍ରରେ ସରଗରମ ହେଉଛି ରାଜନୀତି: ରାଜ୍ୟପାଳଙ୍କୁ ଭେଟିବେ କଂଗ୍ରେସ-ଏନ୍ସିପି ନେତା
ମୁମ୍ବାଇ,୫।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି(ଭାଜପା) ତା ଜିଦ୍ରେ ଅଟଳ ରହିଥିବା ବେଳେ ଅନ୍ୟପଟେ ଶିବସେନା ମଧ୍ୟ ଜିଦ୍ରୁ ଓହରିବାକୁ ପ୍ରସ୍ତୁତ ନୁହେଁ। ଏପରି ପରିସ୍ଥିତିରେ ନୂଆ ସରକାର ଗଠନକୁ…
ଶଗଡ଼ରେ ନମ୍ବର ପ୍ଲେଟ୍: ମାଲିକଙ୍କ ନାମ ସହିତ ଲେଖାଯାଉଛି ନମ୍ବର
ବିଜାପୁର,୫।୧୧: ଗାଡ଼ିରେ ନମ୍ବର ପ୍ଲେଟ୍ ରହିବା ପାଇଁ ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥାଏ। ତେବେ ଛତିଶଗଡ଼ ବିଜାପୁରରେ ପ୍ରତି ଶଗଡ଼ରେ ନମ୍ବର ପ୍ଲେଟ୍ ରହିଛି। ଏଥିରେ ମାଲିକଙ୍କ ନାମ ସହିତ ନମ୍ବର, ଫୋନ୍ ନମ୍ବର, ଠିକଣା ଆଦି ରହିଛି।…
ପ୍ରଦୂଷଣ ପାଇଁ ଚାଷୀଙ୍କୁ ଦୋଷ ଦେବା ଅନୁଚିତ: ସ୍ବାମୀନାଥନ
ନୂଆଦିଲ୍ଲୀ,୫।୧୧: ରାଜଧାନୀ ଦିଲ୍ଲୀ, ହରିୟାଣା ଆଦି ସ୍ଥାନର ବାୟୁ ପ୍ରଦୂଷଣ ପାଇଁ ଚାଷୀଙ୍କୁ ଦାୟୀ କରାଯାଉଛି। କାରଣ ଏମାନେ ବହୁ ପରିମାଣରେ ନଡା ପୋଡୁଥିବାରୁ ଏଭଳି ସମସ୍ୟା ଉପୁଜିଥିବା ନିକଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଥିଲେ। ହେଲେ ମଙ୍ଗଳବାର ବିଶିଷ୍ଟ…
ମହାରାଷ୍ଟ୍ରରେ ପୁଣିଥରେ ବିଧାନସଭା ନିର୍ବାଚନ ହେବା ଆବଶ୍ୟକ:ଭାଜପା ମନ୍ତ୍ରୀ
ପୁଣେ,୫।୧୧: ମହାରାଷ୍ଟ୍ରରେ ସରକାର ଗଢିବା ନେଇ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ ଜାରି ରହିଛି। ଏହାରି ଭିତରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜୟକୁମାର ରାଓ୍ବଲ ପୁଣିଥରେ ବିଧାନସଭା ନିର୍ବାଚନ କରିବା ପାଇଁ ମତ ଦେଇଛନ୍ତି। ସେ କହିଛନ୍ତି ଭାଜପାର କିଛି…
ଷ୍ଟାଚ୍ୟୁ ଅଫ୍ ୟୁନିଟି ତାଜମହଲଠାରୁ ଅଧିକ ଆୟ କରିଛି
ନୂଆଦିଲ୍ଲୀ,୫।୧୧: ଷ୍ଟାଚ୍ୟୁ ଅଫ୍ ୟୁନିଟି ସପ୍ତାଶ୍ଚର୍ଯ୍ୟ ତାଜମହଲଠାରୁ ଅଧିକ ଆୟ କରି ରେକର୍ଡ କରିଛି। ଅକ୍ଟୋବର ୩୧ ସୁଦ୍ଧା ତାଜମହଲ ୫୬ କୋଟି ଟଙ୍କା ଆୟ କରିଛି। ତେବେ ଏହି ସମୟ ମଧ୍ୟରେ ଗୋଟିଏ ବର୍ଷରେ ଷ୍ଟାଚ୍ୟୁ ଅଫ୍ ୟୁନିଟି ୬୩…
ସୁଷମା ସ୍ବରାଜଙ୍କୁ ମନେପକାଇଲେ ସ୍ବାମୀ: କହିଲେ ବିଦେଶରେ ନୁହେଁ, ନିଜ ଦେଶରେ ହିଁ ସର୍ଜରୀ କରିବାକୁ ଚାହୁଁଥିଲେ
ନୂଆଦିଲ୍ଲୀ, ୫।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ଚଳିତବର୍ଷ ଅଗଷ୍ଟରେ ନିଧନ ହୋଇଯାଇଥିଲା। ତାଙ୍କ ବିୟୋଗର ୩ମାସ ପରେ ସ୍ବାମୀ ସ୍ବରାଜ କୌଶଳ ଏକ ଭାବପ୍ରବଣ ଟୁଇଟ କରିଛନ୍ତି। ସେ ଟୁଇଟରେ…
Archives


