ଜାତୀୟ

ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ସିସିଡିର କାମଚଳା ଅଧ୍ୟକ୍ଷ ହେଲେ ଏସ୍‌.ଭି. ରଙ୍ଗନାଥ

ବେଙ୍ଗାଲୁରୁ,୩୧।୭: ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥଙ୍କ ମୃତଦେହ ମିଳିବା ପରେ ଚାରିଆଡେ ବିଷାଦର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ଏସ୍‌.ଭି. ରଙ୍ଗନାଥଙ୍କୁ ସିସିଡିର କାମଚଳା ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ଏହାସହ ନୀତିନ ବାଗମାନେଙ୍କୁ ଅନ୍ତରୀଣ...

କ୍ରିକେଟ୍‌ ଦୁର୍ନୀତି ମାମଲା: ଫାରୁକ୍‌ ଅବଦୁଲ୍ଲାଙ୍କୁ ଇଡି ପକ୍ଷରୁ ଜେରା

ଚଣ୍ଡିଗଡ, ୩୧।୭: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ଜେରା କରାଯାଇଛି। ଜମ୍ମୁ କଶ୍ମୀର କ୍ରିକେଟ ଆସୋସିଏସନ (ଜେକେସିଏ) ଦୁର୍ନୀତି ମାମଲାରେ ଇଡି ଏହି ଜେରା କରିଛି। ବୁଧବାର ଫାରୁକଙ୍କ ଚଣ୍ଡିଗଡସ୍ଥିତ କାର୍ଯ୍ୟାଳୟରେ...

 ଏନଟିଆର୍‌ ଥିଲେ ବାହୁବଳୀ; ମାତ୍ର ଚନ୍ଦ୍ରାବାବୁ କଟପ୍ପା: ସୁନୀଲ୍‌ ଦେଓଘର

ହାଇଦ୍ରାବାଦ୍‌,୩୧।୭: ତେଲୁଗୁ ଦେଶମ୍‌ ପାର୍ଟିର ସଂସ୍ଥାପକ ଏନ୍‌ଟିଆର୍‌ ବାହୁବଳୀ ଥିଲେ। ଅପରପକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ହେଉଛନ୍ତି କଟପ୍ପା। ପ୍ରକୃତ ପକ୍ଷେ ଚନ୍ଦ୍ରାବାବୁ ହେଉଛନ୍ତି ଚନ୍ଦାବାବୁ। ଏଭଳି କହିଛନ୍ତି ରାଜ୍ୟ ଭାଜପା ସହ-ପ୍ରଭାରୀ ସୁନୀଲ୍‌ ଦେଓଘର। ରାଜ୍ୟରେ ଓ୍ବାଇଏସ୍‌ଆର୍‌...

କର୍ନାଟକ ବିଧାନସଭାର ନୂଆ ବାଚସ୍ପତି ବିଶେଶ୍ୱର ହେଗଡେ

ବେଙ୍ଗାଲୁର,୩୧।୭: କର୍ନାଟକ ବିଧାନସଭାର ନୂଆ ବାଚସ୍ପତି ଭାବେ ଭାଜପା ବିଧାୟକ ବିଶେଶ୍ୱର ହେଗଡେ କାଗେରୀ ବୁଧବାର ନିଯୁକ୍ତ ହୋଇଛନ୍ତି। ସେ ମଙ୍ଗଳବାର ବିଧାନସଭାରେ ବାଚସ୍ପତି ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ। କର୍ନାଟକରେ କଂଗ୍ରେସ-ଜେଡିଏସ୍‌ର ମେଣ୍ଟ ସରକାର ଭାଙ୍ଗିବା ସହ...

ଜମ୍ମୁ-କଶ୍ମୀରରେ ଅତିରିକ୍ତ ୧୦ ହଜାର ସୁରକ୍ଷାକର୍ମୀ: ପ୍ରତି ପଞ୍ଚାୟତରେ ଅଗଷ୍ଟ ୧୫ରେ ଜାତୀୟ ପତାକା ହେବ ଉତ୍ତୋଳନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରକୁ ୧୦ ହଜାର ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ପଠାଯିବା ଯିବା ନେଇ ନାନା ଆଲୋଚନା ହେଉଛି। ତେବେ ଏବେ କୁହାଯାଉଛି ଯେ, କେନ୍ଦ୍ର ସରକାର ସ୍ବାଧୀନତା ଦିବସ ଅବସରରେ ରାଜ୍ୟର ପ୍ରତି ପଞ୍ଚାୟତରେ ଜାତୀୟ ପତାକା ଉତ୍ତୋଳନ କରିବା ଲାଗି...

ଭାରତର ପାକିସ୍ତାନ ଓ୍ବାଲି ଗଳିର ନାମ ପରିବର୍ତ୍ତନ ପାଇଁ ମୋଦିଙ୍କୁ ଚିଠି

ନୂଆଦିଲ୍ଲୀ,୩୧।୭: ଭାରତରେ ରହିଛି ପାକିସ୍ତାନ ଓ୍ବାଲି ଗଳି ନାମରେ ଏକ କଲୋନୀ। ଏହି କଲୋନୀ ଗ୍ରେଟର ନୋଏଡ଼ାଠାରେ ରହିଛି। ଏହାର ନାମ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମନ ସବୁବେଳେ ଦୁଃଖ। କଲୋନୀର ନାମ ପରିବର୍ତ୍ତନ ପାଇଁ ଏଠାକାର ବାସିନ୍ଦା ଏବେ...

‘ପ୍ରାର୍ଥନା କରୁଥିଲି, ସେହି ମୃତଦେହ ସିଦ୍ଧାର୍ଥଙ୍କର ହୋଇ ନ ଥାଉ’

ବେଙ୍ଗାଲୁରୁ, ୩୧।୭: ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ କନର୍ର୍ାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ଉଦ୍ଧାର କରାଯାଇଛି। ସୋମବାର ସନ୍ଧ୍ୟାରୁ ନେତ୍ରବତୀ ନଦୀ ପୋଲରୁ ହିଁ କେଉଁଆଡେ ନିଖୋଜ ଥିଲେ...

ଉନ୍ନାଓ ଘଟଣା: ହସିି ଫଶିଗଲେ ଜୟା

ନୂଆଦିଲ୍ଲୀ, ୩୧।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ କାର୍‌ ଦୁର୍ଘଟଣାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ବୁଧବାର ଏହି ଘଟଣାକୁ ବିରୋଧ କରି ସମାଜବାଦୀ ପାର୍ଟ ଏବଂ ତୃଣମୂଳ କଂଗ୍ରେସର ଏମ୍‌ପିମାନେ ଦିଲ୍ଲୀରେ ବିରୋଧ ପ୍ରଦର୍ଶନ କରିଥିଲେ।...

ଭାଜପାରେ ଯୋଗଦେଲେ କଂଗ୍ରେସ-ଏନସିପି ବିଧାୟକ ଓ ବହୁ ସମର୍ଥକ

ମୁମ୍ବାଇ,୩୧।୭: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ କଂଗ୍ରେସ-ଏନ୍‌ସିପିର ୪ ବିଧାୟକ ବୁଧବାର ସେମାନଙ୍କ ସମର୍ଥକଙ୍କ ସହିତ ଭାଜପାରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌, ଭାଜପା ରାଜ୍ୟ ସଭାପତି ଚନ୍ଦ୍ରକାନ୍ତ ପାଟିଲ୍‌ ଏବଂ ମୁମ୍ବାଇ ଭାଜପା ମୁଖ୍ୟ ମଙ୍ଗଳ...

ଟିକ୍‌ଟକ୍‌ ନିଶାରେ ମହିଳା କନଷ୍ଟେବଳ

ନୂଆଦିଲ୍ଲୀ, ୩୧।୭: ଟିକ୍‌ଟକ୍‌ ଭିଡିଓ କରିବା ନିଶା ଏବେ ସମସ୍ତଙ୍କୁ ଘାରିଛି। କାର୍ଯ୍ୟକ୍ଷେତ୍ରରେ ଥାଇ ବି ଟିକ୍‌ଟକ୍‌ରେ ମାତୁଛନ୍ତି କର୍ମଚାରୀ। ଦିଲ୍ଲୀର ଦୁଇ ମହିଳା କନଷ୍ଟେବଳଙ୍କ ଟିକ୍‌ଟକ୍‌ ଭିଡିଓ ଏବେ ଭାଇରାଲ ହେଉଛି। କାର୍ଯ୍ୟରତ ଦୁଇ କର୍ମଚାରୀ ପୋଲିସ୍‌ ବର୍ଦ୍ଦିରେ...

ଶେଷ ଚିଠିରେ କ’ଣ ଲେଖିଥିଲେ ସିଦ୍ଧାର୍ଥ

ବେଙ୍ଗାଲୁରୁ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଖୋଜ ହେବାର ଦୁଇ ଦିନ ପରେ ବୁଧବାର କର୍ଣ୍ଣାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ...

ଶ୍ରାବଣ ମାସରେ ମୁସଲମାନ୍‌ ଡେଲିଭରୀ ବୟଠାରୁ ଖାଦ୍ୟ ଗ୍ରହଣ କଲେ ନି ଗ୍ରାହକ: ଖାଦ୍ୟର ନାହିଁ ଧର୍ମ, ଖାଦ୍ୟ ହିଁ ଧର୍ମ ଜବାବ ଦେଲା ଜୋମାଟୋ

ନୂଆଦିଲ୍ଲୀ,୩୧।୭: ଜୋମାଟୋ ଅନ୍‌ଲାଇନ୍‌ ଫୁଡ୍‌ ସର୍ଭିସ୍‌ ଦ୍ୱାରା ପଠାଯାଇଥିବା ଖାଦ୍ୟକୁ ଅମିତ୍‌ ଶୁକ୍ଳା ନାମକ ଜଣେ ବ୍ୟକ୍ତି ଫେରାଇ ଦେଇଛନ୍ତି। ଡେଲିଭରୀ ବୟ ମୁସଲମାନ୍‌ ଥିବାରୁ ଅମିତ୍‌ ଶ୍ରାବଣ ମାସରେ ଏହା ଗ୍ରହଣ କରିବାକୁ ମନା କରିଥିଲେ। ଏନେଇ ଅମିତ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri