ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଲେ ସଲମାନ୍: ସୋସିଆଲ୍ ମିଡ଼ିଆରେ ଭାଇରାଲ; ଦେଖିଲେଣି ୮ ଲକ୍ଷରୁ ଅଧିକ
ମୁମ୍ବାଇ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବଲିଉଡ୍ ଅଭିନେତା ସଲମାନ୍ ଖାଁ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ସେ ସ୍ବଚ୍ଛ ଭାରତ ଅଭିଯାନ ଜାରି ରଖିବା ସହିତ ସମସ୍ତଙ୍କୁ ଫିଟ୍ ରହିବାକୁ ଅନୁରୋଧ କରିଛନ୍ତି। ଏହାର ଭିଡ଼ିଓ…
ଭାରତ ଆସିବେ ଚୀନ ରାଷ୍ଟ୍ରପତି ଶି. ଜିନପିଙ୍ଗ୍
ଚେନ୍ନାଇ,୨।୧୦: ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ଚୀନ ରାଷ୍ଟ୍ରପତି ଶି. ଜିନପିଙ୍ଗ୍ ଭାରତ ଗ୍ରସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚେନ୍ନାଇର ମହାବଳୀପୁରମ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଏହି ଦୁଇନେତାଙ୍କ ସ୍ବାଗତ ପାଇଁ ସେଠାରେ…
ଇସ୍ରୋ ବୈଜ୍ଞାନିକଙ୍କ ସନ୍ଦେହ ଜନକ ମୃତ୍ୟୁ: ତଦନ୍ତ ଜାରି
ହାଇଦ୍ରାବାଦ୍,୨।୧୦: ଇସ୍ରୋ ବୈଜ୍ଞାନିକ ଏସ୍.ଆର୍. ସୁରେଶ କୁମାରଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଆମେରପେଟ୍ ସ୍ଥିତ ନିଜ ବାସ ଭବନରୁ ସୁରେଶଙ୍କ ମୃତ୍ୟୁ ଦେହକୁ ଉଦ୍ଧାର କରାଯାଇଛି। ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଯାଇଛି। ସୁରେଶ ଇସ୍ରୋର ନ୍ୟାସନାଲ ରିମୋଟ…
ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ୧୧୫ ତମ ଜୟନ୍ତୀ ଅବସରରେ ବିଜୟଘାଟରେ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ଅନ୍ୟ ନେତାମାନେ ଏହି ଅବସରରେ ବିଜୟଘାଟ ଯାଇଛନ୍ତି।…
ନମସ୍ତେ ବାପୁ କହି ଗାନ୍ଧୀଙ୍କ ଛାତିରେ ୩ଟି ଗୁଳି ଚଳାଇଥିଲେ ଗଡସେ
ନୂଆଦିଲ୍ଲୀ,୨।୧୦:ଅକ୍ଟୋବର ୨ ତାରିଖ। ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ଜନ୍ମଦିନ। ଏବର୍ଷ ସାରା ଦେଶ ପାଳନ କରୁଛି ମହାତ୍ମାଙ୍କ ୧୫୦ ତମ ପୁଣ୍ୟତିଥି। ଏହି ପରିପ୍ରେକ୍ଷୀରେ ସବୁଠି ଚାଲିଛି ଗାନ୍ଧିସ୍ମୃତିର ରୋମନ୍ଥନ। ଏଇ ପରିପ୍ରେକ୍ଷୀରେ ମନେ ପଡେ ସେଦିନର କଥା ଯେଉଁଦିନ…
୨୦ ଅନୁପ୍ରବେଶ ପଥରେ ବହୁସ୍ତରୀୟ ସୁରକ୍ଷା: ଆତଙ୍କବାଦୀଙ୍କ ଗଳାବାଟ ବନ୍ଦ
ଜମ୍ମୁ,୨ା୧୦(ପି.ଟି.): ଜମ୍ମୁ-କଶ୍ମୀର ସଂଲଗ୍ନ ଭାରତ-ପାକିସ୍ତାନ ସୀମା ଦେଇ ଆଉ ଆସିପାରିବେନି ସଶସ୍ତ୍ର ଆତଙ୍କବାଦୀ। ସେମାନଙ୍କ ଗଳାବାଟକୁ ସମ୍ପୂର୍ଣ୍ଣ ଭାବେ ବନ୍ଦକରି ଦିଆଯାଇଛି। ସୁରକ୍ଷା ସଂସ୍ଥାଗୁଡ଼ିକ ଆତଙ୍କବାଦୀଙ୍କ ୨୦ଟି ଅନୁପ୍ରବେଶ ପଥକୁ ଚିହ୍ନଟ କରି ସେଠାରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି।…
ମୌସୁମୀ ବର୍ଷା ନେଲାଣି ୧,୬୭୩ ଜୀବନ
ନୂଆଦିଲ୍ଲୀ, ୨ା୧୦(ପି.ଟି.): ଲଗାଣ ବର୍ଷା ଯୋଗୁ ବିହାର ଓ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୫୭ ଟପିଛି। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ୧୦% ଅଧିକ ହୋଇଛି, ଯାହାକି ୨୫ ବର୍ଷରେ ସର୍ବାଧିକ। ଚଳିତବର୍ଷ ବର୍ଷାଜନିତ କାରଣରୁ ଜୁନ ମାସରୁ ଏପର୍ଯ୍ୟନ୍ତ ଦେଶରେ…
ରାଜୀବ କୁମାରଙ୍କୁ ଆଗୁଆ ଜାମିନ
କୋଲକାତା, ୨ା୧୦(ପି.ଟି.): ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ ବରିଷ୍ଠ ପୋଲିସ ଅଧିକାରୀ ରାଜୀବ କୁମାରଙ୍କୁ ମଙ୍ଗଳବାର କୋଲକାତା ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବିଚାରପତି ଜଷ୍ଟିସ ଏସ୍. ମୁନ୍ସିି ଓ ଜଷ୍ଟିସ ଏସ୍. ଦାସଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି…
ପଶ୍ଚିମବଙ୍ଗରେ ଲାଗୁହେବ ଏନ୍ଆର୍ସି
କୋଲକାତା, ୨ା୧୦(ପି.ଟି.): ପଶ୍ଚିମବଙ୍ଗରେ ଏନ୍ଆର୍ସି( ଜାତୀୟ ନାଗରିକ ପଞ୍ଜିକା) ଲାଗୁ କରାଯିବ। ଏହା ପୂର୍ବରୁ ନାଗରିକତ୍ୱ ସଂଶୋଧନ ବିଲ୍ ପାସ୍ କରାଯାଇ ସମସ୍ତ ହିନ୍ଦୁ, ଶିଖ୍, ଜୈନ୍ ଓ ବାୈଦ୍ଧ ଧର୍ମାବଲମ୍ବୀଙ୍କୁ ଏନ୍ଆର୍ସିରେ ସାମିଲ କରାଯିବ ବୋଲି ମଙ୍ଗଳବାର ଏକ ସେମିନାର୍ରେ…
ଏସ୍ସି, ଏସ୍ଟି ଆଇନ: ବିନା ତଦନ୍ତରେ ଦାଏର ହୋଇପାରିବ ଏଫ୍ଆଇଆର୍; ରାୟ ପ୍ରତ୍ୟାହାର କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୧୦(ପି.ଟି.): ତଫସିଲଭୁକ୍ତ ଜାତି (ଏସ୍ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍ଟି) ଆଇନ ସମ୍ପର୍କିତ ରାୟ ଦେବାର ଦେଢ଼ବର୍ଷ ପରେ ସୁପ୍ରିମକୋର୍ଟ ଏହାକୁ ଆଂଶିକ ଭାବେ ପ୍ରତ୍ୟାହାର କରିନେଇଛନ୍ତି। ଏହାସହ ଦେଶରେ ସମାନତା ଓ ଦଓ୍ବୋନି ଅଧିକାର ପାଇଁ ଦଳିତମାନଙ୍କ ଲଢ଼େଇ ଅଦ୍ୟାବଧି…
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି
ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୦ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବୁଧବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।…
ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…
ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ । କୋଷ୍ଠକାଠିନ୍ୟ…
Archives


