ଜାତୀୟ

ଗୋରଖନାଥଙ୍କୁ ଖେଚୁଡି ଚଢ଼ାଇଲେ କଣ୍ଠଶିଳ୍ପି ଅନୁରାଧା

ଲକ୍ଷ୍ନୌ,୧୪।୧: ବଲିଉଡ୍‌ର ପ୍ରସିଦ୍ଧ କଣ୍ଠଶିଳ୍ପି ଅନୁରାଧା ପୋଡଓ୍ବାଲ ଉତ୍ତରପ୍ରଦେଶର ଗୋରଖପୁରରେ ଅବସ୍ଥିତ ଗୋରଖନାଥ ମନ୍ଦିରକୁ ମଙ୍ଗବଳାର ଗସ୍ତ କରିଛନ୍ତି। ସେଠାରେ ଗୁରୁ ଗୋରଖନାଥଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଖେଚୁଡି ସମର୍ପଣ କରିଥିଲେ। ଏହାପରେ ଅନୁରାଧା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ…

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ସଶସ୍ତ୍ର ବଳ ଭୂତପୂର୍ବ ସୈନିକ ଦିବସ ଅବସରରେ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ପାଖକୁ…

ପୁଲଓ୍ବାମା ଆକ୍ରମଣର ପୁଣିଥରେ ଯାଞ୍ଚ୍‌ ଦାବି କଲା କଂଗ୍ରେସ: ଦାବିନ୍ଦରଙ୍କ ପଛରେ କାହାର ମାଷ୍ଟର ମାଇଣ୍ଡ୍‌ ?

ନୂଆଦିଲ୍ଲୀ,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଛି। ତାଙ୍କର ଆତଙ୍କବାଦୀ ଅଫଜଲ ଗୁରୁଙ୍କ ସହିତ ସମ୍ପର୍କ ଥିବା ଜଣାପଡ଼ିଛି। ଏହି ମାମଲାରେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ…

୨୨ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ଦୋଷୀ: ଖାରଜ ହେଲା କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନ ମଙ୍ଗଳବାର ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠରେ ଜଷ୍ଟିଶ ଏନ୍‌ଭି ରାମଣ, ଅରୁଣ ମିଶ୍ର, ଆର୍‌ଏଫ୍‌ ନରିମନ, ଆର୍‌…

ଦରବୃଦ୍ଧି, ବେରୋଜଗାରକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଦରବୃଦ୍ଧିକୁ ନେଇ ବାରମ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ଟାର୍ଗେଟ କରୁଛି କଂଗ୍ରେସ। ଏପଟେ ଖାଦ୍ୟ ପଦାର୍ଥ ଓ ଇନ୍ଧନର ଦରବୃଦ୍ଧି ୫ ବର୍ଷ ମଧ୍ୟରେ ସର୍ବାଧିକ ହୋଇଛି ବୋଲି ମଙ୍ଗଳବାର ଏହା ପ୍ରକାଶ…

ସୀମାରେ ପାକିସ୍ତାନୀ ଡ୍ରୋନ୍‌

ଫିରୋଜପୁର,୧୪।୧: ପଞ୍ଜାବର ଭାରତ-ପାକିସ୍ତାନ ସୀମାରେ ପୁଣିଥରେ ଏକ ପାକିସ୍ତାନୀ ଡ୍ରୋନ୍‌ ସୋମବାର ରାତିରେ ଦେଖାଯାଇଥିବା ସୂଚନା ମିଳିଛି। ସୀମାରେ ମୁତୟନ ଥିବା ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ)ର ଯବାନମାନେ ସେହି ଡ୍ରୋନ୍‌କୁ ଖସାଇବା ପାଇଁ ଗୁଳି ଚଳାଇଥିଲେ ମଧ୍ୟ ଏହା ଖସି ଯାଇଥିବା…

ପିଓକେ ଉପରେ ଆକ୍ରମଣ ନେଇ ନରାଓ୍ବଣେଙ୍କ ମନ୍ତବ୍ୟ: ଚିନ୍ତା କରାଯିବ କହିଲେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଛନ୍ତି ଯେ, ସେନା ଉପରେ ଭରସା ଅଛି। ତେବେ ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା କରାଯିବ। ନରାଓ୍ବଣେ…

ଚଳିତବର୍ଷ ମକର ସଂକ୍ରାନ୍ତିରେ ଲାଲୁଙ୍କ ବାସଭବନରେ ଆୟୋଜିତ ହେବନାହିଁ ଦହି-ଚୁଡା ଭୋଜି

ପାଟନା,୧୪।୧: ଆରଜେଡି ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଜେଲ୍‌ ଯିବା ପରେ ତାଙ୍କ ବାସଭବନରେ ପର୍ବପର୍ବାଣୀର ଉତ୍ସାହ ଆଉ ଦେଖିବାକୁ ମିଳୁନାହିଁ। ସବୁ ବର୍ଷ ମକର ସଂକ୍ରାନ୍ତି ଅବସରରେ ପାଟନା ସ୍ଥିତ ଲାଲୁଙ୍କ ବାସଭବନରେ ଦହି ଓ ଚୁଡା ଭୋଜିର ଆୟୋଜନ…

କମିଲା ପିଆଜ ଦର

ନୂଆଦିଲ୍ଲୀ,୧୪।୧: ଗୋଟିଏ ମାସ ପୂର୍ବରୁ ଲୋକଙ୍କୁ କନ୍ଦାଉଥିବା ପିଆଜର ଦାମ୍‌ ଏବେ କମିଛି। ଉତ୍ତର ପ୍ରଦେଶରେ ଏବେ ସାଧାରଣ ପିଆଜ ଦର ୫୦-୬୦ ଟଙ୍କାରେ ପହଞ୍ଚିଛି। ପ୍ରକୃତରେ ବିଦେଶରୁ ଆସିଥିବା ପିଆଜ ଏବେବି ବଜାରରେ ଉପଲବ୍ଧ ହେଉଥିବା ବେଳେ ଅନ୍ୟପଟେ ପିଆଜ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ଏଥିପାଇଁ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ୭୦ ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହାର ସମୟ ସୀମା ସକାଳ…

ତୁଷାର ଝଡ଼: ୩ ଯବାନ ଶହୀଦ୍‌; ୫ ସାଧାରଣ ଲୋକଙ୍କ ମୃତ୍ୟୁ

ଶ୍ରୀନଗର,୧୪।୧: ଉତ୍ତର କଶ୍ମୀରରେ ଦୀର୍ଘ ୪୮ ଘଣ୍ଟା ଧରି ଜାରି ରହିଥିବା ତୁଷାର ଝଡ଼ରେ ସାଧାରଣ ଜୀବନ ଯାତ୍ରା ଠପ୍‌ ହୋଇ ଯାଇଛି। ତୁଷାର ଝଡ଼ ଯୋଗୁ ହୋଇଥିବା ହିମ ସ୍ଖଳନରେ ୩ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏଥିରେ ୫…

ଦିଲ୍ଲୀରେ ସିଲିଣ୍ଡର ବ୍ଲାଷ୍ଟ: ୪ଆହତ

ନୂଆଦିଲ୍ଲୀ,୧୪।୧: ଗତ କିଛି ଦିନରୁ ଦିଲ୍ଲୀରେ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସୁଛି। ଇତିମଧ୍ୟରେ ପଶ୍ଚିମ ଦିଲ୍ଲୀର ଉତ୍ତମ ନଗର ଅଞ୍ଚଳର ଏକ ଘରେ ସିଲିଣ୍ଡର ବ୍ଲାଷ୍ଟ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ୪ଜଣ ଆହତଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?