ପ୍ରିୟଙ୍କା ଗାନ୍ଧୀଙ୍କ ମୋବାଇଲ୍ ହ୍ୟାକ୍ କରାଯାଇଛି: କଂଗ୍ରେସ
ନୂଆଦିଲ୍ଲୀ,୩।୧୧:ହ୍ବାଟସଆପ୍ ହ୍ୟାକ ଘଟଣାକୁ ନେଇ ରବିବାର ଭାଜପା ଉପରେ ଦୋଷ ଲଦିଛି ବିରୋଧୀ କଂଗ୍ରେସ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ବି ହ୍ବାଟସଆପ୍ ପକ୍ଷରୁ ସ୍ପାଇୱେୟାର ମେସେଜ ପଠାଯାଇଛି ବୋଲି କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି। ଯେଉଁ ଫୋନକୁ ହ୍ବାଟସଆପ୍ରେ…
ରାଜଧାନୀ ଛାଡିବାକୁ ଚାହୁଁଛନ୍ତି ଲୋକେ
ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଏବେ ଅଧିକ ହୋଇଯାଇଛି ଯେ ଏଠାରେ ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଟଣା ଓଟରା ଚାଲିଥିବା ବେଳେ ଏହାର କୌଣସି ସମାଧାନ ହୋଇ…
ଶିବସେନା-ଏନ୍ସିପି ମଧ୍ୟରେ ମେସେଜ୍ ପଲିଟିକ୍ସ
ମୁମ୍ବାଇ,୩।୧୧: ମହାରାଷ୍ଟ୍ର ରାଜନୀତି ଏବେ ରୋଚକ ହେବାରେ ଲାଗିଛି। ସରକାର ଗଠନକୁ ନେଇ ଭାଜପା-ଶିବସେନା ମଧ୍ୟରେ ଗଣିତ ଛିଡି ପାରୁ ନ ଥିବା ବେଳେ ଏବେ ଶିବସେନା-ଏନ୍ସିପି ମଧ୍ୟରେ ମେସେଜ୍ ପଲିଟିକ୍ସ ଆରମ୍ଭ ହୋଇଯାଇଛି। ଏନ୍ସିପି ନେତା ଅଜିତ ପାଓ୍ବାର କହିଛନ୍ତି…
ଭିଡ଼ହିଂସା ଭୟ: ଗରମ ପୋଷାକ ବିକ୍ରି କରିବାକୁ ବାହାର ରାଜ୍ୟକୁ ଆସିବେନି ୭୫ ପ୍ରତିଶତ କଶ୍ମୀରବାସୀ
ଶ୍ରୀନଗର,୩।୧୧: ଚଳିତ ଶୀତଋତୁରେ ଗରମ ପୋଷାକ ବିକ୍ରି କରିବାକୁ ୭୫ ପ୍ରତିଶତ କଶ୍ମୀରବାସୀ ବାହାର ରାଜ୍ୟକୁ ଆସିବେନି। ଭିଡ଼ହିଂସା ଭୟ ଯୋଗୁ ସେମାନେ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ଏହା ସହିତ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ୧୪୪ ଧାରା…
ଫାଉଡା ଧରି ନାଳ ସଫା କଲେ ମନ୍ତ୍ରୀ
ଗ୍ବାଲିୟର,୩।୧୧: ମଧ୍ୟପ୍ରଦେଶ କ୍ୟାବିନେଟର ମନ୍ତ୍ରୀ ଥିବା ପ୍ରଦୁମ୍ନ ସିଂ ତୋମର ପୁଣିଥରେ ଫାଉଡା ଧରି ନାଳ ସଫା କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଗ୍ବାଲିୟରରେ ତୋମାରଙ୍କର ଏହି ବାସ୍ତବିକ ସଫେଇ ଅଭିଯାନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ୮ ଫୁଟ…
ଅପରେଶନ୍ ‘ମା’: ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକଙ୍କ ଘର ବାହୁଡ଼ା
ଶ୍ରୀନଗର,୩।୧୧: ଜମ୍ମୁ-କଶ୍ମୀରରେ ଆରମ୍ଭ ହୋଇଥିବା ‘ମା’ ଅପରେଶନ୍ ଅନ୍ତର୍ଗତ ଇତିମଧ୍ୟରେ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକ ଘର ବାହୁଡ଼ିଛନ୍ତି। ଲ୍ୟୁଟନାଟ୍ ଜେନେରାଲ କନଓ୍ବଲ୍ଜିତ୍ ସିଂ ଧିଲୋନ୍ଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଏହି ଅପରେଶନ୍ ବେଶ୍ ସଫଳ ରହିଥିବା କୁହାଯାଉଛି।…
ଦିଲ୍ଲୀରେ ଘନ ଧୂଆଁ ଚାଦର: ୩୨ ବିମାନର ଗତିପଥରେ ପରିବର୍ତ୍ତନ
ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀରେ ସୃଷ୍ଟି ହୋଇଥିବା ଘନ ଧୂଆଁ ଚାଦର ଯୋଗୁ ବିମାନ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ରବିବାର ଦିଲ୍ଲୀ ଅଭିମୁଖେ ଆସୁଥିବା ୩୨ଟି ବିମାନକୁ ଅବତରଣ ପାଇଁ ବାରଣ କରାଯାଇଛି। ଘନ ଧୂଆଁ ଯୋଗୁ ରନ୍ଓ୍ବେ ନ ଦେଖାଯିବାରୁ…
ଲୋକଗୀତ ଗାଇ ପୁଅକୁ ଶେଷ ବିଦାୟ ଦେଲେ ମା’
ରାଜନନ୍ଦଗାଁ,୩।୧୧: ମା’ ସବୁବେଳେ ମା’। କୁହାଯାଏ ସେ ସର୍ବଂସହା। ସନ୍ତାନ ପାଇଁ ମା’ ସବୁକିଛି କରିପାରେ। ଏମିତିକି ନିଜ ଜୀବନକୁ ବାଜି ବି ଲଗାଇପାରେ। ଛତିଶଗଡ଼ ରାଜନନ୍ଦଗାଁରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି…
ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ: ସଞ୍ଜୟ ରାଉତ
ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ ଥିବା ସଞ୍ଜୟ ରାଉତ କହିଛନ୍ତି। ରାଜ୍ୟରେ ଶିବସେନାର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସରକାର ଗଠନ କରାଯିବ ବୋଲି ସଞ୍ଜୟ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।…
୪୧ ବର୍ଷ ମଧ୍ୟରେ ବିଭିନ୍ନ ରାଜ୍ୟରେ ଗଠିତ ହୋଇଛି ୪୦ ମେଣ୍ଟ ସରକାର: ହାରାହାରି କାର୍ଯ୍ୟକାଳ ୨୬ ମାସ
ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ରାଜ୍ୟରେ ଗତ ୪୧ ବର୍ଷ ମଧ୍ୟରେ ୧୯୭୭ଠାରୁ ୪୦ ମେଣ୍ଟ ସରକାର ଗଠନ ହୋଇଛି। ତେବେ ଏସବୁ ସରକାରଙ୍କ ହାରାହାରି କାର୍ଯ୍ୟକାଳ ୨୬ ମାସ ରହିଥିବା ନିର୍ବାଚନ କମିଶନଙ୍କ ରେକର୍ଡରୁ ଜଣାପଡ଼ିଛି। ୧୯୭୭ଠାରୁ ୨୦୧୮ ମଧ୍ୟରେ ବିଭିନ୍ନ…
ଦୀର୍ଘ ୩୦ବର୍ଷ ହେବ ମହିଳା ବେଶରେ ରହୁଛନ୍ତି ଏହି ପୁରୁଷ
ଜୌନପୁର,୩।୧୧: ଉତ୍ତର ପ୍ରଦେଶ ଜୌନପୁରରେ ଚିନ୍ତାହରଣ ଚୌହାନ(୬୬) ନାମକ ଜାଣ ବୃଦ୍ଧ ଦୀର୍ଘ ୩୦ ବର୍ଷ ହେବ ନାରୀ ବେଶରେ ରହୁଛନ୍ତି। କଥାଟା କାହାଣୀ ଭଳି ଲାଗୁଥିଲେ ବି ସତ। ହେଲେ ସେ ଯାହା କୁହନ୍ତି ତାହା ଅନ୍ଧବିଶ୍ୱାସ ଭଳି ଲାଗୁଥିଲେ…
ଘୂର୍ଣ୍ଣିବାତ୍ୟା ‘ମାହା’ର ପ୍ରଭାବ: ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା
ନୂଆଦିଲ୍ଲୀ,୩।୧୧: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ‘ମାହା’ର ପ୍ରଭାବରେ ଭାରତର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି କେନ୍ଦ୍ରୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ରବିବାର ସୁଦ୍ଧା ଗୁଜରାଟ ଓ ସୌରାଷ୍ଟ୍ର ଉପକୂଳରେ ପ୍ରବଳ ବର୍ଷା…
Archives


