ଦେଶର ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ୟୁପିର ୬: ସବୁଠୁ ଆଗରେ ଗାଜିଆବାଦ
ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ସ୍ଥାନରେ ଏବେ ବାୟୁ ପ୍ରଦୂଷଣର ମାତ୍ରା ବେଳକୁ ବେଳ ବଢିବାରେ ଲାଗିଛି। ଦିଲ୍ଲୀ ସମେତ ଉତ୍ତର ପ୍ରଦେଶ, ହରିୟାଣାରେ ମଧ୍ୟ ପ୍ରଦୂଷଣର ମାତ୍ରା ସାଘାଂତିକ ସ୍ତରରେ ପହଞ୍ଚିଲାଣି। ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। କେନ୍ଦ୍ରୀୟ…
୧୦ ଦିନରେ ଆସିବ ୪ ଗୁରୁତ୍ୱପୂର୍ଣ୍ଣ ରାୟ: ନଭେମ୍ବର ୧୭ରେ ରଞ୍ଜନ ଗୋଗୋଇ ନେବେ ଅବସର
ନୂଆଦିଲ୍ଲୀ,୩।୧୧: ଆସନ୍ତା ୧୦ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ ରାୟ ଦେବେ। ନଭେମ୍ବର ୧୭ରେ ପ୍ରଧାନ ବିଚାରପତି ଅବସର ଗ୍ରହଣ କରିବେ। ଏହା ପୂର୍ବରୁ…
ଅପରିଷ୍କାର ପରିବେଶ ପାଇଁ ଅବିବାହିତ ରହୁଛନ୍ତି ଯୁବକ
ଲକ୍ଷ୍ନୌ,୩।୧୧: ସ୍ବଚ୍ଛ ଭାରତ ଅଭିଯାନରେ ଏବେ ଗାଁ ଠାରୁ ସହର ସମସ୍ତେ ସାମିଲ ହୋଇଛନ୍ତି ସତ। ହେଲେ ଏବେ ଉତ୍ତର ପ୍ରଦେଶର କାନପୁର ଜିଲା ନିକଟରେ ଥିବା କିଛି ଗାଁ ଏପରି ଅପରିଷ୍କାର ହୋଇ ରହିଛି ଯେ ଏଠାରେ ରୋଗ ବଢିବା…
ଛଟ୍ ପୂଜା ସମୟରେ ଅଘଟଣ: ମନ୍ଦିର ପ୍ରାଚୀର ଭୁଷୁଡି ୨ ମୃତ
ପାଟନା,୩।୧୧: ବିହାର ସମସ୍ତିପୁରର ହସନପୁରରେ ରବିବାର ଘଟିଛି ଏକ ଅଘଟଣ। ଏଠାରେ ଥିବା ଏକ ମନ୍ଦିରର ପ୍ରାଚୀର ଭୁଷୁଡି ପଡିବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମହିଳାମାନେ ଛଟ୍ ପୂଜା ପାଇଁ ବାଳ ସୂର୍ଯ୍ୟଙ୍କୁ ପୂଜା…
ମ୍ୟାଜିକ୍ ନମ୍ବର ପାଇଁ ଛିଡୁନି ଅଙ୍କକଷା: ମହାରାଷ୍ଟ୍ରରେ ସଙ୍କଟମୋଚନ ସାଜିବ କିଏ ?
ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁ ନ ଥିବାରୁ କଂଗ୍ରେସ, ଏନସିପି ସହିତ ଅନ୍ୟ ଛୋଟ ଛୋଟ ଦଳ କିଙ୍ଗ୍ମେକର ହେବାକୁ ଅପେକ୍ଷା କରିଛନ୍ତି। ଏପରିସ୍ଥଳେ ସଙ୍କଟମୋଚନ କିଏ ସାଜିବ…
ବର୍ଷା ପରେ ବି କମୁନି ରାଜଧାନୀରେ ପ୍ରଦୂଷଣର ସ୍ତର
ନୂଆଦିଲ୍ଲୀ,୩।୧୧: ଦିଲ୍ଲୀ ଏନ୍ସିଆର୍ରେ ବର୍ଷା ପରେ ବି କମୁନି ପ୍ରଦୂଷଣର ମାତ୍ରା। ଶନିବାର ରାତିରେ ଦିଲ୍ଲୀର କିଛି ଅଂଶରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଏବେବି ସେଠାରେ ବାୟୂ ପ୍ରଦୂଷରର ସ୍ତର ସାଂଘାତିକ ଅବସ୍ଥାରେ ରହିଛି। ରବିବାର ସକାଳେ ଏଠାକାର ପ୍ରଦୂଷଣର…
ମମତାଙ୍କ ଫୋନ୍ ଟ୍ୟାପିଙ୍ଗ୍ ଅଭିଯୋଗ
କୋଲକାତା, ୩ା୧୧(ପି.ଟି.): କେନ୍ଦ୍ର ସରକାରଙ୍କ ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଆକ୍ରମଣ କରିଛନ୍ତି। ସେ ଶନିବାର ଅଭିଯୋଗ କରି କହିଛନ୍ତି ଯେ, ମୋଦି ସରକାର ମୋ ଫୋନ୍ ଟ୍ୟାପିଙ୍ଗ୍ କରୁଛନ୍ତି। ଏହା ଏକ ଗୁରୁତର ଘଟଣା। ମୋଦି…
କର୍ନାଟକ ସରକାରଙ୍କ ବରଖାସ୍ତ ଦାବିକଲା କଂଗ୍ରେସ
ବେଙ୍ଗାଲୁରୁ,୩ା୧୧(ପି.ଟି.): କର୍ନାଟକରେ ବିଦ୍ରୋହୀ କଂଗ୍ରେସ-ଜେଡିଏସ୍ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପଛରେ ଭାଜପା କେନ୍ଦ୍ରୀୟ ନେତୃତ୍ୱ ସମ୍ପୃକ୍ତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା କହିଥିବାର ଅଡିଓ କ୍ଲିପ୍ ଲିକ୍ ହେବା ପରେ ବିବାଦ ଜୋର ଧରିଛି। ଏହାକୁ ନେଇ ଶନିବାର…
ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ଆହ୍ବାନ
ନୂଆଦିଲ୍ଲୀ,୩ା୧୧(ପି.ଟି.): ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ ବିରୋଧରେ ମିଳିତ ଲଢ଼େଇ ପାଇଁ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ)ର ସଦସ୍ୟ ରାଷ୍ଟ୍ରମାନଙ୍କୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦ ବିରୋଧୀ ଲଢ଼େଇ ପାଇଁ ବର୍ତ୍ତମାନର ସମସ୍ତ ଅନ୍ତର୍ଜାତୀୟ ଆଇନକୁ…
ଭାଜପା ଓ୍ବେବ୍ସାଇଟ୍ ହ୍ୟାକ୍ ପଛରେ ପାକିସ୍ତାନ
ନୂଆଦିଲ୍ଲୀ, ୩ା୧୧(ପି.ଟି.): ସନ୍ଦିଗ୍ଧ ପାକିସ୍ତାନୀ ହ୍ୟାକରମାନେ ଶନିବାର ଭାଜପାର ଦିଲ୍ଲୀ ୟୁନିଟ୍ ଓ୍ବେବ୍ସାଇଟ୍କୁ ହ୍ୟାକ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଜଣାପଡ଼ିଛି। ମହମ୍ମଦ ବିଲାଲ ଟିମ୍ ନାମକ ଏକ ହ୍ୟାକର ଗୋଷ୍ଠୀ ଏହି ହ୍ୟାକ୍…
ନୂଆ ମାନଚିତ୍ରରେ ପିଓକେର ୩ ଜିଲା
ନୂଆଦିଲ୍ଲୀ,୩ା୧୧(ପି.ଟି./ଆଇଏଏନ୍ଏସ୍): ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖକୁ ଦର୍ଶାଉଥିବା ଭାରତର ନୂଆ ମାନଚିତ୍ର ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ନୂଆ ରାଜନୈତିକ ମାନଚିତ୍ରରେ ୨୮ ରାଜ୍ୟ ଓ ୯ କେନ୍ଦ୍ରଶାସିତ ଅଞ୍ଚଳ ରହିଛି। ଦୁଇଟି ଜିଲା କାର୍ଗିଲ…
ଶୀତଦିନେ ସପ୍ତାହରେ ୨ ଥର କରନ୍ତୁ ଉଷୁମ ତେଲ ମାଲିସ୍…
ଶୀତଦିନେ ଶରୀରରେ ଉଷୁମ ତେଲ ମାଲିସ୍ କଲେ ଅନେକ ଉପକାର ମିଳିଥାଏ । ଏହା ଦ୍ୱାରା ରକ୍ତଚାପ ନିୟନ୍ତ୍ରିତ ହେବା ସହିତ ହାର୍ଟ ଆଟାକ୍ରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ସପ୍ତାହରେ ୨ ଥର ଏପରି କଲେ ଲୋମକୂପ…
Archives


