କଶ୍ମୀରରୁ କନ୍ୟାକୁମାରୀ: ୮ ଦିନରେ ସାଇକେଲ୍ରେ ୩୬ ହଜାର କିମି
ବେଙ୍ଗାଲୁରୁ,୨।୧୧: କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ କମ୍ ସମୟରେ ସାଇକେଲ ଯାତ୍ରା କରି ଲ୍ୟୁଟ୍ନାଟ୍ କଲୋନେଲ୍ ଭାରତ ପାନ୍ନୁ ଗିନିଜ୍ ରେକର୍ଡ କରିଛନ୍ତି। ସେ ଧାର୍ଯ୍ୟ ୩୬ ହଜାର କିମିକୁ ୮ ଦିନ ୯ ଘଣ୍ଟା ୪୮ ମିନିଟ୍ରେ ଅତିକ୍ରମ କରିପାରିଛନ୍ତି। ଭାରତ…
୨୦୨୧ ଜନଗଣନା ପରେ ସାରା ଦେଶରେ ଲାଗୁ ହେବ ଏନ୍ଆର୍ସି
ନୂଆଦିଲ୍ଲୀ,୨।୧୧: ରାଷ୍ଟ୍ରୀୟ ସ୍ତରରେ ୨୦୨୧ରେ ଜନ ଗଣନା ସରିବା ପରେ ସାରା ଦେଶରେ ଆସାମ ଭଳି ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍ଆର୍ସି) ଲାଗୁ କରାଯିବ ବୋଲି ଜଣାପଡିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ଆନୁଷଙ୍ଗିକ ସଂଗଠନ, ସରକାରୀ ପ୍ରତିନିଧି ଓ ଭାଜପା ନେତାଙ୍କ…
ମହାରାଷ୍ଟ୍ର ରାଜନୀତିରେ ଆସିଲା ନୂଆ ମୋଡ଼: ଶିବସେନା ସହିତ ସରକାର ଗଠନ ପାଇଁ ସୋନିଆଙ୍କୁ ପରାମର୍ଶ ଦେଲେ କଂଗ୍ରେସ ସଦସ୍ୟ
ମୁମ୍ବାଇ,୨।୧୧: ମହାରାଷ୍ଟ୍ର ରାଜନୀତିରେ ଏବେ ଏକ ନୂଆ ମୋଡ଼ ଆସିଛି। ଶିବସେନା-ଭାଜପା ମଧ୍ୟରେ ଅଙ୍କକଷା ଛିଣ୍ଡୁନି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ସଦସ୍ୟମାନେ ଶିବସେନା ସହିତ ମେଣ୍ଟ ସରକାର ଗଠନ ପାଇଁ ସୋନିଆ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି। କଂଗ୍ରେସ ସଦସ୍ୟ ହୁସେନ୍…
୯୦ ବର୍ଷ ବୟସରେ ପୁଲ୍-ଅପ୍ସ: ଚର୍ଚ୍ଚାରେ ଅବସରପ୍ରାପ୍ତ ଏୟାର ମାର୍ଶାଲ
ନୂଆଦିଲ୍ଲୀ: ନିଜକୁ ଫିଟ୍ରଖିବା ଲାଗି ସମସ୍ତେ ଚାହାନ୍ତି। ହେଲେ ସମୟ ଅଭାବରୁ ଅଧିକାଂଶ ଜିମ୍ ଯିବା କିମ୍ବା ଶାରୀରିକ ପରିଶ୍ରମ କରିବା ପସନ୍ଦ କରି ନ ଥାନ୍ତି। ଫଳରେ ନାନା ରୋଗ ଅକାଳରେ ମାଡ଼ିବସେ। ବର୍ତ୍ତମାନ ସମୟରେ ଏକ ସାଧାରଣ ବ୍ୟାୟାମ…
୩ ଦିନିଆ ବିଦେଶ ଗସ୍ତରେ ମୋଦି
ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ ଶନିବାର ମୋଦି ‘ସ୍ବାସଦି ପିଏମ୍ ମୋଦି’ ନାମକ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେବେ। ମୋଦିଙ୍କର ଏହି…
ବାରାଣସୀରେ ବିଦ୍ୟୁତ୍ କାଟ୍: ହାଣ ମୁହଁରେ ନିର୍ଦ୍ଦେଶକ; ତଳ ପଦବୀରେ ଇଞ୍ଜିନିୟର ଭାବେ ହେଲେ ନିଯୁକ୍ତ
ଲକ୍ଷ୍ନୌ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ବିଦ୍ୟୁତ୍ କାଟ୍ ଯୋଗୁ ଶକ୍ତିି ବିଭାଗର ଜଣେ ନିର୍ଦ୍ଦେଶକ ପ୍ରଶାସନର ହାଣ ମୁହଁରେ ପଡ଼ିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ ସରକାର ନିର୍ଦ୍ଦେଶକ ପଦବୀରୁ ହଟାଇ ତଳ ପଦବୀରେ ଇଞ୍ଜିନିୟର ଭାବେ…
ଶିବସେନାକୁ ଝଟ୍କା: ମେଣ୍ଟ କରିବେନି ଶରଦ
ମୁମ୍ବାଇ,୨।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ସରକାର ଗଠନ କରିବା ଯୋଜନା କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍କା ଦେବାକୁ ଚାହଁୁଥିବା ଶିବସେନାକୁ ଲାଗିଛି ଝଟ୍କା। କାରଣ ଏବେ ଏନ୍ସିପି ନେତା ଶରଦ ପାଓ୍ବାର କେବଳ ବିରୋଧି ହୋଇ ରହିବେ ବୋଲି କହିଛନ୍ତି।…
ଶ୍ରୀରାମଙ୍କ ନାମରେ ପର୍ଯ୍ୟଟନ ବିସ୍ତାର ଯୋଜନା: ୪୪୦ କୋଟିରେ ୬୧ ହେକ୍ଟର ଜମି କିଣିବେ ଯୋଗୀ ସରକାର
ନୂଆଦିଲ୍ଲୀ,୨।୧୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ନାମରେ ପର୍ଯ୍ୟଟନ ବିସ୍ତାର ପାଇଁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ ସରକାର ଯୋଜନା କରିଛନ୍ତି। ଏନେଇ ଶ୍ରୀରାମଙ୍କ ଉପରେ ଆଧାରିତ ଏକ ଡିଜିଟାଲ ଲାଇବ୍ରେରୀ, ୨୨୧ ମିଟର ଉଚ୍ଚା କାଂସ୍ୟ ପ୍ରତିମା ସ୍ଥାପନ, ପାର୍କ ଏବଂ ପାର୍କିିଂ…
କର୍ନାଟକର ପୂର୍ବତନ ମନ୍ତ୍ରୀ ବୈଜନାଥଙ୍କ ପରଲୋକ
ବେଙ୍ଗାଲୁରୁ,୨।୧୧: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ସମାଜସେବୀ ବୈଜନାଥ ପାଟିଲଙ୍କର ଶନିବାର ୮୨ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ ତାଙ୍କୁ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ, ସିଏମ୍ ରାମକ୍ରିଷ୍ଣ ହେଗେଡେଙ୍କ…
ବାହାଡା ଦାନ୍ତ ପାଇଁ ତିନି ତଲାକ୍
ହାଇଦ୍ରାବାଦ, ୨ା୧୧(ପି.ଟି.): ହାଇଦ୍ରାବାଦର କୁଶାଇଗୁଡ଼ାରେ ଜଣେ ଅଟୋ ଡ୍ରାଇଭର ନିଜ ସ୍ତ୍ରୀଙ୍କ ବାହାଡା ଦାନ୍ତ ପାଇଁ ତାଙ୍କୁ ତିନି ତଲାକ୍ ଦେଇଥିବା ଅଭିଯୋଗ ହୋଇଛିି। ଏନେଇ ଥାନାରେ ମାମଲା ରୁଜୁହେବା ପରେ ଯୁବକଙ୍କ ବିରୋଧରେ ଆଇପିସିର ବିଭିନ୍ନ ଦଫା ଲଗାଯାଇଛି। ବାହାଘରକୁ…
କର୍ତାରପୁର ଯିବା ଲାଗି ଭାରତୀୟ ଶିଖ୍ଙ୍କୁ ପାସ୍ପୋର୍ଟ ଦରକାର ନାହିଁ
ଇସ୍ଲାମାବାଦ,୨ା୧୧(ପି.ଟି.): କର୍ତାରପୁର ଦର୍ବାର ସାହିବ ଗୁରୁଦ୍ୱାର ଯିବା ଲାଗି ଭାରତୀୟ ଶିଖ୍ ତୀର୍ଥଯାତ୍ରୀମାନଙ୍କ କ୍ଷେତ୍ରରେ ପାସ୍ପୋର୍ଟ ଆବଶ୍ୟକ ନାହିଁ। ଏଥିସହିତ ସେମାନଙ୍କୁ ୧୦ଦିନ ପୂର୍ବରୁ ଆଗୁଆ ନାମ ପଞ୍ଜୀକରଣ କରିବାକୁ ମଧ୍ୟ ପଡ଼ିବନି। ତୀର୍ଥଯାତ୍ରୀମାନଙ୍କୁ କେବଳ ଏକ ବୈଧ ପରିଚୟପତ୍ର ସାଙ୍ଗରେ…
ଅଯୋଧ୍ୟା ରାୟ ପୂର୍ବରୁ ଶାନ୍ତ ରହିବାକୁ ଧର୍ମୀୟ ନେତାଙ୍କ ଆହ୍ବାନ
ଲକ୍ଷ୍ନୌ,୨ା୧୧: ଅଯୋଧ୍ୟା ଜମି ବିବାଦ ମାମଲା ରାୟ ଖୁବ୍ଶୀଘ୍ର ପ୍ରକାଶ ପାଇବାକୁ ଥିବାବେଳେ ଏହା ପୂର୍ବରୁ ଜନସାଧାରଣଙ୍କୁ ଶାନ୍ତ ରହିବା ପାଇଁ ବିଭିନ୍ନ ହିନ୍ଦୁ ଓ ମୁସଲମାନ ସଂଗଠନ ଏବଂ ଧର୍ମୀୟ ନେତାମାନେ ଆହ୍ବାନ ଦେଇଛନ୍ତି। ସାମ୍ପ୍ରଦାୟିକ ସଦ୍ଭାବନା ବଜାୟ ରଖିବା…
Archives


