ମଇଁଷି ଶିଙ୍ଘରେ ତେଲ ମାଲିସ୍ ପାଇଁ ୧୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ଲାଲୁ
ନୂଆଦିଲ୍ଲୀ, ୨୮।୭: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବ ପୁଣି ଚର୍ଚ୍ଚାର ପରିସରକୁ ଆସିଛନ୍ତି। କେବଳ ମଇଁଷି ଶିଙ୍ଘରେ ତେଲ ମାଲିସ୍ ପାଇଁ ଲାଲୁ ୧୬ ଲକ୍ଷ ଟଙ୍କା...
ଭାଜପାରେ ସାମିଲ ନ ହେବାରୁ ନେତାଙ୍କ ଉପରେ ଚାପ ପକାଯାଉଛି: ଶରଦ ପାଓ୍ବାର
ମୁମ୍ବାଇ,୨୮।୭: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କେନ୍ଦ୍ରର ଭାଜପା ସରକାରଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ପାଓ୍ବାର କହିଛନ୍ତି ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଭାଜପା ନିଜ ଶକ୍ତିର ଦୂରୁପଯୋଗ କରୁଛି। ଯେଉଁନେତାମାନେ ଭାଜପାରେ ସାମିଲ ହେବାକୁ ରାଜି...
କାଉଡି ଯାତ୍ରାରେ ମାତାପିତାଙ୍କୁ ଭାର କରି ନେଲେ ୪ ଭାଇ
ଶାମଲି,୨୮।୭: ହରିୟାନା ପାନିପଥର ୪ ଭାଇ କାଉଡି ଯାତ୍ରାରେ ବାହାରିଥିବା ବେଳେ ସେମାନେ ତାଙ୍କ ମାତାପିତାଙ୍କୁ ଉତ୍ତରାଖଣ୍ଡର ହରିଦ୍ୱାରଠାରୁ ଭାରରେ ବୋହି ରବିବାର ଶାମଲିରେ ପହଞ୍ଚିଛନ୍ତି। ବାଉଁଶ ଭାରରେ ଦୁଇପଟେ ଟୋକେଇରେ ରଖି ସେମାନେ ମାତା ପିତାଙ୍କୁ ଶିବଙ୍କ ଦର୍ଶନ...
ଉତ୍ତରାଖଣ୍ଡ ସରକାରୀ ହସ୍ପିଟାଲକୁ ଯିବାକୁ ଡରିଲେଣି ରୋଗୀ
ହଲଦଓ୍ବାନି,୨୮।୭: ଉତ୍ତରାଖଣ୍ଡର ସରକାରୀ ହସ୍ପିଟାଲରେ ଗତ ୯ ବର୍ଷ ମଧ୍ୟରେ ପ୍ରାୟ ୧୩ହଜାର ୧୮୭ ରୋଗୀଙ୍କ ମୃତ୍ୟୁ ହୋଇଥିବା ଏକ ରିପୋର୍ଟରୁ ଜଣାପଡିଛି। ଆର୍ଟିଆଇ କର୍ମୀ ହେମନ୍ତ ଗୌନିଆଙ୍କ ପ୍ରଶ୍ନରେ ମେଡିକାଲ ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି। ଏବେ...
୩ ଅଯୋଗ୍ୟ ଘୋଷିତ ବିଧାୟକ ଯିବେ ସୁପ୍ରିମ୍କୋର୍ଟ: ବାଚସ୍ପତିଙ୍କ ନିଷ୍ପତ୍ତିକୁ କଂଗ୍ରେସ-ଜେଡିଏସ୍ କଲେ ସ୍ବାଗତ
ବେଙ୍ଗାଲୁର୍,୨୮।୭: କର୍ନାଟକରେ କ୍ଷମତା କନ୍ଦଳ ଡ୍ରାମା ଶେଷ ହେବାର ନାଁ ଧରୁନି। ବାଚସ୍ପତି ଆର୍ ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏହା ପରେ ରବିବାର ୧୪ ବିଧାୟକଙ୍କୁ ମଧ୍ୟ ସମଦଶା ଭୋଗିବାକୁ ପଡ଼ିଛି। ତେବେ...
କେନ୍ଦ୍ର ସରକାରଙ୍କୁ ମେହବୁବାଙ୍କ ଚେତାବନୀ: ଅନୁଚ୍ଛେଦ ୩୫-ଏ ବାରୁଦ ଗଦା ଭଳି ବିପଦପୂର୍ଣ୍ଣ
ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସରକାରଙ୍କୁ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍ତି ଚେତାବନୀ ଦେଇଛନ୍ତି। ରବିବାର ମେହବୁବା କହିଛନ୍ତି ଯେ, କେନ୍ଦ୍ର ସରକାର ଅନୁଚ୍ଛେଦ ୩୫-ଏରେ ପରିବର୍ତ୍ତନ ଆଣିବାର ଯୋଜନା କରୁଛନ୍ତି। ତେବେ ଏଭଳି ଦୁଃସାହସ କରିବା ଭୟଙ୍କର ପରିସ୍ଥିତି ସୃଷ୍ଟି...
ମାନବ ସେବା ହିଁ ମାଧବ ସେବା: କାଉଡିଆଙ୍କ ପାଦ ଦାବିଲେ ଏସ୍ପି
ଲକ୍ଷ୍ନୌ, ୨୮।୭: ଶ୍ରାବଣରେ ଆରମ୍ଭ ହୋଇଯାଇଛି କାଉଡି ଯାତ୍ରା। ବିଶେଷ କରି ଉତ୍ତର ପ୍ରଦେଶରେ କାଉଡିଆଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାମାନ କରାଯାଇଛି। ଏମାନଙ୍କ ପାଇଁ ଖୋଲାଯାଇଥିବା ପ୍ରାକୃତିକ ଚିକିତ୍ସା ସେବା ଶିବିରର ଉଦ୍ଘାଟନ କରିବାକୁ ଶାମଲିର ଏସ୍ପି ଅଜୟ କୁମାରଙ୍କୁ...
କର୍ନାଟକ ରାଜନୀତି ପୁଣି ସରଗରମ: ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କଲେ ବାଚସ୍ପତି
ବେଙ୍ଗାଲୁର୍,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍. ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ତେବେ ରବିବାର ରମେଶ...
ସରକାରଠାରୁ ଦୂରେଇ ରହିବେ ୟେଦୁରପ୍ପାଙ୍କ ପରିବାର
ବେଙ୍ଗାଲୁରୁ,୨୮।୭: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ବିଏସ୍ ୟେଦୁରପ୍ପା କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ନାନା ପ୍ରଶ୍ନ ଉଙ୍କି ମାରିଛୁ। ଏବେ ପ୍ରଶ୍ନ ଉଠିଛି କି ୟେଦୁରପ୍ପା ସରକାରରେ ତାଙ୍କ ପରିବାର ସାମିଲ ହେବେ ନା...
ଦ୍ୱିତୀୟ ଇନିଂସ୍ର ଦ୍ୱିତୀୟ ମନ୍ କି ବାତ୍ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି
ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍ର ଦ୍ୱିତୀୟ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ ଘରେ ପାନୀୟ ଜଳ ପହଞ୍ଚାଇବା ଲକ୍ଷ୍ୟ ନେଇ କାର୍ଯ୍ୟ ଜାରି ରଖିଛନ୍ତି। ଜଳ...
ଏଠି ବଳଦ ନୁହେଁ ମଣିଷ କରୁଛନ୍ତି ହଳ
ଝାବୁଆ,୨୮।୭: ମଧ୍ୟପ୍ରଦେଶର ଝାବୁଆ ଜିଲା ଉମରକୋଟ ଗ୍ରାମରେ ରହୁଥିବା ଆଦିବାସୀ ଆଜିବି ବଳଦ ବଦଳରେ ମହିଳାଙ୍କୁ ହଳ କାମରେ ନିୟୋଜିତ କରୁଥିବା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ରତନ ଭୋବର ଓ ତାଙ୍କ ସ୍ତ୍ରୀ ରାମଲି ୫ଟି ପିଲାଙ୍କୁ ନେଇ...
ମୁସଲମାନ୍ ଯୁବକ ପାଲଟିଲେ କାଉଡ଼ିଆ: ଭାରତରେ ଗୀତା-କୋରାନ୍ ଏବଂ ସବୁ ସମ୍ପ୍ରଦାୟ ସମାନ ବୋଲି କହିଲେ
ଲକ୍ଷ୍ନୌ,୨୮।୭: ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ପାଇଁ କାଉଡ଼ିଆମାନେ ପବିତ୍ର ନଦୀଜଳ ବୋହି ନେଇଥାନ୍ତି। ଏହାକୁ ମୁଖ୍ୟତଃ ହିନ୍ଦୁମାନେ ହିଁ କରିଥାନ୍ତି। ତେବେ ଉତ୍ତରପ୍ରଦେଶର ଜଣେ ମୁସଲମାନ ଯୁବକ ବାବୁ ଖାଁ କାଉଡ଼ିଆ ସାଜିଛନ୍ତି। ବାବୁ ଖାଁଙ୍କ ଉଦ୍ୟମ...
Archives


