ବିହାର ଜେଲ୍ରେ ଛଟ୍ ପର୍ବର ଆସର
ପାଟନା,୧।୧୧: ବିହାରୀ ସମ୍ପ୍ରଦାୟର ମୁଖ୍ୟ ପର୍ବ କୁହାଯାଉଥିବା ଛଟ୍ ପାଇଁ ଏବେଠାରୁ ଗଁାରୁ ସହର ସଜେଇ ହେଲାଣି। ବିହାରର ଗଳି କନ୍ଦି ଠାରୁ ଆରମ୍ଭ କରି ଏଠାକାର ଜେଲ୍ରେ ଛଟି ମା’ଙ୍କ ଗୀତ ଗୁଞ୍ଜରି ଉଠିଲାଣି। ଜେଲ୍ରେ ଭକ୍ତିମୟ ପରିବେଶ ସୃଷ୍ଟି…
କିରଣ ବେଦୀଙ୍କୁ ରାକ୍ଷସ ବୋଲି କହିଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ
ପୁଡୁଚେରୀ,୧।୧୧: ଯେବେଠାରୁ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ଭି. ନାରାୟଣସ୍ବାମୀ ଶାସନ ଭାର ଗ୍ରହଣ କଲେଣି ସେବେଠାରୁ ପୁଡୁଚେରୀ ଉପରାଜ୍ୟପାଳ ଥିବା କିରଣ ବେଦୀଙ୍କ ସହ ତାଙ୍କର ତୁତୁମେମେ ଲାଗି ରହିଛି। ଗୁରୁବାର ଲୌହମାନବୀ ତଥା ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା…
ନଭେମ୍ବର ୫ ପର୍ଯ୍ୟନ୍ତ ବନ୍ଦ ରହିବ ଦିଲ୍ଲୀର ସମସ୍ତ ସ୍କୁଲ
ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ସାଂଘାତିକ ସ୍ତରକୁ ଚାଲିଯାଇଥିବା ଜଣାପଡିଛି। ଫଳରେ ଦିଲ୍ଲୀବାସୀ ଏବେ ଏକ ପ୍ରକାର ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଶାସନାଧିନ ସରକାର ଆସନ୍ତା ୫…
ପ୍ରେମ ବିବାହକୁ ନା, ଦ୍ୱିତୀୟ ବିବାହକୁ ମିଳିବ ପ୍ରୋତ୍ସାହନ: କର୍ନାଟକ ସରକାର
ବେଙ୍ଗାଲୁରୁ,୨।୧୧: ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କ ନେତୃତ୍ୱାଧିନ କର୍ନାଟକ ସରକାର ଏବେ ସାମୁହିକ ବିବାହର ଆୟୋଜନ କରିବାକୁ ଯାଉଛନ୍ତି। ଏହା ବର୍ଷକୁ ୨ ଥର ଆୟୋଜନ କରାଯିବ। ହେଲେ ଯେଉଁମାନେ ପ୍ରେମ ବିବାହ କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଏଥିରେ ଗ୍ରହଣ କରାଯିବ ନାହିଁ…
ପ୍ରଦୁଷଣ ପାଇଁ ଦିଲ୍ଲୀରେ ଜରୁରୀ ଘୋଷଣା: ଛଟ୍ରେ ଫୁଟାଯିବନି ବାଣ
ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ-ଏନ୍ସିଆରରେ ସୁପ୍ରିମକୋର୍ଟର ଏକ ଖଣ୍ଡପୀଠ ଶୁକବ୍ରାର ଜନସାଧାରଣଙ୍କ ସ୍ବାସ୍ଥ୍ୟଗତ କାରଣକୁ ନଜରରେ ରଖି ଏକ ଜରୁରୀ ଘୋଷଣା କରିଛନ୍ତି। ଏଥିସହ ନଭେମ୍ବର ୫ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କେବଳ ସେତିକି ନୁହେଁ ଛଟ୍ ପୂଜାରେ ବାଣ…
ଝାଡଖଣ୍ଡ ବିଧାନସଭା ପାଇଁ ଆଜି ହେବ ତାରିଖ ଘୋଷଣା
ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ନେଇ ଶୁକ୍ରବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଅପରାହ୍ନ ୪ଟା ୩୦ରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏହି ତାରିଖ ଘୋଷଣା କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜ୍ୟରେ ନିର୍ବାଚନ ଆଚାର ସଂହିତା ଲାଗୁ…
ଏଏପି ବିଧାୟକ ଗିରଫ
ନୂଆଦିଲ୍ଲୀ,୧।୧୧: ଆମ୍ ଆଦମୀ ପାର୍ଟି(ଏଏପି)ର ବିଧାୟକ ଅଖିଳେଶ ପତି ତ୍ରିପାଠୀଙ୍କୁ ଦିଲ୍ଲୀ ପୋଲିସ ଶୁକ୍ରବାର ଗିରଫ କରିଛି। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ଗୁରୁବାର ବିଧାୟକ ହାଜର ହୋଇ ନ ଥିବାରୁ ତାଙ୍କ ବିରୋଧରେ ଜାମିନ ବିହିନ ଗିରଫ ପରଓ୍ବାନା ଜାରି…
ମହାରାଷ୍ଟ୍ରରେ ସରକାର ଗଢିବାକୁ ଚାହିଁଲାଣି ଏନ୍ସିପି
ମୁମ୍ବାଇ,୧।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଅକ୍ଟୋବର ୨୪ରୁ ପ୍ରକାଶିତ ହୋଇ ସାରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ସେଠାରେ ସରକାର ଗଠନ କରାଯାଇ ପାରି ନାହିଁ। କାରଣ ଭାଜପା ଓ ଶିବସେନା ମଧ୍ୟରେ ହୋଇଥିବା ମେଣ୍ଟରେ କିଏ ହେବ ମୁଖ୍ୟମନ୍ତ୍ରୀ ତାହା ଏପର୍ଯ୍ୟନ୍ତ…
କେନ୍ଦ୍ରଶାସିତ ଜମ୍ମୁ-କଶ୍ମୀରର ପ୍ରଥମ ଶୁକ୍ରବାର: ଜାମିଆ ମସ୍ଜିଦ୍ରେ ନମାଜ୍ ଉପରେ ଲାଗିଲା କଟକଣା
ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର ପାଇଁ ଶୁକ୍ରବାର ଥିଲା ଏକ ନୂଆ ସକାଳ। କାରଣ ଏହା ରାଜ୍ୟ ନୁହେଁ ବରଂ କେନ୍ଦ୍ରଶାସିତ ପ୍ରଦେଶ ଭାବେ ଆରମ୍ଭ କରିଛି ଇତିହାସ। ଅକ୍ଟୋବର ୩୧ରୁ ଲାଗୁ ହୋଇଥିବା ନୂଆ ନିୟମ ଅନୁସାରେ ନଭେମ୍ବର ୧ର ପ୍ରଥମ ଶୁକ୍ରବାର…
ଦୁଇ ଚକିଆ ଯାନରେ ଯାଉଥିବା ୪ ବର୍ଷର ପିଲା ବି ହେଲମେଟ୍ ପିନ୍ଧିବାକୁ ବାଧ୍ୟ
ଲକ୍ଷ୍ନୌ,୧।୧୧: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଶୁକ୍ରବାରଠାରୁ ଉତ୍ତର ପ୍ରଦେଶରେ ଏହାକୁ ଆହୁରି କଡାକଡି କରାଯାଇଛି। ସେଠାରେ ଏବେ ୨ ଚକିଆ ଯାନରେ ଯାଇଥିବା ଲୋକେ ନିଜେ ହେଲମେଟ୍ ପିନ୍ଧିବା ସହ ତାଙ୍କ ପଛରେ ବସିଥିବା ବ୍ୟକ୍ତି ବି ହେଲମେଟ୍…
ପିତାଙ୍କ ନାଁ ମଧ୍ୟପ୍ରଦେଶ, ପୁଅ ଭୋପାଳ
ଭୋପାଳ,୧।୧୧: ଆଜି ମଧ୍ୟପ୍ରଦେଶ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଜଣେ ବ୍ୟକ୍ତିଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କ ନାମ ହେଉଛି ମଧ୍ୟପ୍ରଦେଶ ସିଂ। ଡାବୁଆର ଶାସକୀୟ ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ କାର୍ଯ୍ୟରତ ମଧ୍ୟପ୍ରଦେଶ ନିଜ…
ଉପବାସରେ ବସିଲେ ବିଜୟ ଗୋଏଲ
ନୂଆଦିଲ୍ଲୀ,୧।୧୧: ଦୀପାବଳି ପରେ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ନେଇ ବିରୋଧୀ ଭାଜପା କେଜିରଓ୍ବାଲ ସରକାରଙ୍କୁ ଘେରିଛି। ଶୁକ୍ରବାର ଭାଜପା ନେତା ତଥା ରାଜ୍ୟସଭା ଏମ୍ପି ବିଜୟ ଗୋଏଲ ପ୍ରଦୂଷଣକୁ ନେଇ ଉପବାସରେ ବସିଛନ୍ତି। ନିଜ…
Archives


