ଜାତୀୟ

ହନିଟ୍ରାପ୍‌ରେ ୧୩ ଆଇଏଏସ୍‌ ଅଧିକାରୀ

ଭୋପାଳ,୨୭।୯:ମଧ୍ୟପ୍ରଦେଶ(ଏମ୍‌ପି)ରେ ହନିଟ୍ରାପ୍‌ ମାମଲା ସବୁ ସରହଦ ପାର୍‌ କରିଯାଇଛି। ଏହି ମାମଲାରେ ୧୩ ଆଇଏଏସ୍‌ ଅଫିସର ସମ୍ପୃକ୍ତ ଥିବା ଘଟଣା ଲୋକଲୋଚନକୁ ଆସିଛି। ଏହି ଆଇଏଏସ୍‌ମାନେ କୃଷି, ମତ୍ସ୍ୟ, ସଂସ୍କୃୃତି, ଶିଳ୍ପ, ନଗର ଉନ୍ନୟନ, ଶ୍ରମ, ଜଙ୍ଗଲ, ଜଳ ସମ୍ପଦ, ସାଧାରଣ…

ଭାରତକୁ ଓଆଇସିର ପରାମର୍ଶ:୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୭।୯:ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଇସ୍‌ଲାମିକ୍‌ ସହଯୋଗ ସଂଗଠନ (ଓଆଇସି)ର ସମର୍ଥନ ହାସଲ କରିବାରେ ସଫଳ ହୋଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଉକ୍ତ ସଂଗଠନ ଭାରତକୁ ପରାମର୍ଶ ଦେଇଛି। ଓଆଇସି କଶ୍ମୀର…

ମହାରାଷ୍ଟ୍ରରେ ଜଳ ତାଣ୍ଡବ:ବର୍ଷାବିତ୍ପାତରେ ୧୯ ମୃତ, ୧୧ ନିଖୋଜ

ପୁଣେ,୨୭।୯(ପି.ଟି.):ମହାରାଷ୍ଟ୍ରରେ ଲଗାଣବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ପୁଣେ, ଜଲଗାଓଁ ଓ ନାଶିକ୍‌ରରେ କାନ୍ଥ ଭୁଶୁଡ଼ିଯିବା ସହ ଗଛ ଓ ବିଦ୍ୟୁତ୍‌ ପୋଲ ଉପୁଡ଼ିଯାଇଛି। ଏଥିଯୋଗୁ ୧୯ ଜଣଙ୍କ ପ୍ରାଣହାନି ଘଟିବା ସହ ୧୧ ନିଖୋଜ ହୋଇଯାଇଛନ୍ତି।…

୪ ସପ୍ତାହରେ ଅଯୋଧ୍ୟା ରାୟ: ସିଜେଆଇ କହିଲେ,ଚମତ୍କାର ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୯(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାର ଶୁଣାଣି ଯେକୌଣସି ପ୍ରକାରେ ଅକ୍ଟୋବର ୧୮ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଉଭୟ ହିନ୍ଦୁ ଓ ମୁସଲମାନ ପକ୍ଷର ଓକିଲମାନଙ୍କୁ କହିଛନ୍ତି। ଯଦି ଆସନ୍ତା ୪ ସପ୍ତାହ ମଧ୍ୟରେ…

ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬

ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ ମଧ୍ୟରୁ ଭାଜପା ୧୪୪ ଓ ଶିବସେନା ୧୨୬ ଆସନରେ ସେମାନଙ୍କ ପ୍ରାର୍ଥୀ ଦେବା ଲାଗି…

ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍‌ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍‌ବିଏଫ୍‌ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ ବ୍ୟକ୍ତିବିଶେଷ…

ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି। ମାସେ ପର୍ଯ୍ୟନ୍ତ ପ୍ରତିଦିନ ଗୋଟିଏ ସିଝାଅଣ୍ଡା ସହ ଚାମୁଚେ ଅଦା ରସ ଓ ମହୁ…

ନିସ୍ତବ୍ଧ ରାତିରେ ଏହି ମନ୍ଦିରରେ କଥାବାର୍ତ୍ତା ହୁଅନ୍ତି ମୂର୍ତ୍ତି…

ବିଜ୍ଞାନ ଯୁଗରେ କୌଣସି କଥା ଅସମ୍ଭବ ନୁହେଁ। ତେବେ ମନ୍ଦିରରେ ମୂର୍ତ୍ତିଗୁଡିକ ମଣିଷ ପରି କଥା କହୁଥିବା ଶୁଣିଲେ ବିଶ୍ୱାସ ହୋଇ ନ ଥାଏ। ବିହାର ବସ୍ତାରଠାରେ ଥିବା ରାଜ ରାଜେଶ୍ୱରୀ ତ୍ରିପୁରା ସୁନ୍ଦରୀ ମନ୍ଦିରରେ ଏଭଳି ଘଟଣା ଘଟିଥାଏ ବୋଲି…

ଅଯୋଧ୍ୟା ମାମଲା: କ୍ଷମା ମାଗିଲା ମୁସଲିମ୍‌ ପକ୍ଷ

ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ଜମି ବିବାଦର ଶୁଣାଣିବେଳେ ଗୁରୁବାର ସୁପ୍ରିମକୋର୍ଟରେ କ୍ଷମା ମାଗିଛି ମୁସଲିମ ପକ୍ଷ। ୨୦୦୩ରେ ଏଏସଆଇ ଦେଇଥିବା ରିପୋର୍ଟ ଉପରେ ମୁସଲିମ ପକ୍ଷ ପ୍ରଶ୍ନ ଉଠାଇଥିଲେ। ଏହାପରେ ସୁପ୍ରିମକୋର୍ଟ ରିପୋର୍ଟ ଉପରେ କାହିଁକି ପ୍ରଶ୍ନ ଉଠାଉଛନ୍ତି ବୋଲି କହିବା ସହ…

ପିଓକେରେ ପୁଣି ଭୂକମ୍ପ: ୫୩ ଆହତ

ଇସଲାମାବାଦ,୨୬।୯: ପାକିସ୍ତାନ ଅଧିକୃତ କଶ୍ମୀରରେ ସପ୍ତାହକ ଭିତରେ ଦ୍ୱିତୀୟଥର ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିଲା ବୋଲି ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ମୀରପୁର ହୋଇଥିଲାବେଳେ ଏହା ପାକିସ୍ତାନର ଇସାଲାମାବାଦ, ଲାହୋର ଆଦି ଅଞ୍ଚଳରେ ଅନୁଭୂତ…

ମହାତ୍ମାଙ୍କ ୧୫୦ ତମ ଜୟନ୍ତୀ: ଭାଜପା-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୯: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଅକ୍ଟୋବର ୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ସ୍ବଚ୍ଛତା ବାର୍ତ୍ତା ଦେବେ। କଂଗ୍ରେସ ପକ୍ଷରୁ ଦିଲ୍ଲୀରେ ପଦଯାତ୍ରା କରାଯିବ। ଏଥିରେ ଅଧ୍ୟକ୍ଷା…

ମନମୋହନ ସିଂହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନର କାମନା କରିଛନ୍ତି। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri