ଜାତୀୟ

ନାଗରିକତ୍ୱ ବିଲ୍‌କୁ ନେଇ ଆସାମ, ତ୍ରିପୁରାରେ ବିରୋଧ ପ୍ରଦର୍ଶନ ଜାରି: ରଣଜୀ ଟ୍ରଫି ବାତିଲ

ଗୁଆହାଟି,୧୨।୧୨: ନାଗରିକତ୍ୱ(ସଂଶୋଧନ) ବିଲ୍‌ (ସିଏବି)କୁ ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ଜୋରଦାର ବିରୋଧ କରାଯାଉଛି। ସବୁଠାରୁ ଅଧିକ ବିରୋଧ ଆସାମରେ ଦେଖିବାକୁ ମିଳିଛି। ଏଠାରେ ଶହ ଶହ ଲୋକ ରାଜରାସ୍ତାକୁ ଓହ୍ଲାଇ ପୋଡାଜଳା ଓ ବିକ୍ଷୋଭ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆସମକୁ ବିମାନ…

ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ,୧୨।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସିଦ୍ଧରମୈୟାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ଫଳରେ ବୁଧବାର ବିଳମ୍ବିତ ରାତିରେ ସେ ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସିଦ୍ଧରମୈୟାଙ୍କ ପୁଅ ଯତୀନ୍ଦ୍ର କହିଛନ୍ତି,…

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଏହି ଖୁସିରେ ଜନ୍ମ ହୋଇଥିବା ନବଜାତ ଶିଶୁପୁତ୍ରଙ୍କ ନାମ ନାଗରିକତା ରଖିଛନ୍ତି ଜଣେ…

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୮ଟି ଜିଲାର ୧୭ଟି ଆସନ ଲାଗି ମତଦାନ କରାଯାଉଛି। ଶାନ୍ତିପୂର୍ଣ୍ଣ…

ମା’ବାପାଙ୍କୁ ହଇରାଣ କଲେ ୬ ମାସ ଜେଲ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ମାତାପିତା କିମ୍ବା ବରିଷ୍ଠ ନାଗରିକଙ୍କୁ ଖରାପ ବ୍ୟବହାର ଦେଖାଇଲେ ୬ ମାସ ଜେଲ୍‌ କିମ୍ବା ୧୦ ହଜାର ଟଙ୍କା ଜରିମାନା ବା ଉଭୟ ଦଣ୍ଡ ଭୋଗିବାକୁ ପଡିବ। ଏନେଇ ଲୋକ ସଭାରେ ବୁଧବାର ବିଲ୍‌ ଆଗତ ହୋଇଛି। ମାତାପିତା ଓ…

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭା ଟିଭି (ଆର୍‌ଏସ୍‌ଟିଭି) ସାମୟିକ ଭାବେ ଏହାର ପ୍ରସାରଣ…

ଚାକିରି ଛାଡ଼ିଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ମୁମ୍ବାଇ,୧୨ା୧୨: ରାଜ୍ୟ ସଭାରେ ନାଗରିକତ୍ୱ ସଂଶୋଧନ ବିଲ୍‌, ୨୦୧୯ ଗୃହୀତ ହେବା ପରେ ଏହାର ପ୍ରତିବାଦରେ ଚାକିରି ଛାଡ଼ିଛନ୍ତି ମହାରାଷ୍ଟ୍ରର ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅବ୍‌ଦୁର ରହମନ। ଏହି ବିଲ୍‌ ବିରୋଧରେ ଖୋଲାଖୋଲି ଭାବେ ବିକ୍ଷୋଭ କରିବା ପାଇଁ ସେ ଇସ୍ତଫା…

ସୁପ୍ରିମକୋର୍ଟରେ ନିର୍ଦ୍ଧାରଣ ହେବ ନାଗରିକତ୍ୱ ଆଇନର ଭାଗ୍ୟ: ଚ୍ୟାଲେଞ୍ଜ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୨ା୧୨(ପି.ଟି.): କାମ ଦେଲାନି ବିରୋଧୀଙ୍କ ବିରୋଧ। ଲୋକ ସଭା ପରେ ରାଜ୍ୟ ସଭାରେ ଗୃହୀତ ହୋଇଛି ନାଗରିକତ୍ୱ ସଂଶୋଧନ ବିଲ୍‌। ଏହା ଆଇନରେ ପରିଣତ ହେବା ପାଇଁ କେବଳ ରାଷ୍ଟ୍ରପତିଙ୍କ ଅନୁମୋଦନକୁ ଅପେକ୍ଷା। ତେବେ ଏହି ବିବାଦୀୟ ବିଲ୍‌ ସାମ୍ନାରୁ ପ୍ରତିବନ୍ଧକ…

ଉତ୍ତରପୂର୍ବରେ ନିଆଁ

ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍‌ଏସ୍‌): ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ପାସ୍‌ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏହାକୁ ଉଚ୍ଚ ସଦନରେ ଉପସ୍ଥାପନ କରିବାବେଳେ ବିଲ୍‌କୁ ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ ରାଜ୍ୟରେ…

ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି) ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ରାଷ୍ଟ୍ରପତିଙ୍କ ସ୍ବୀକୃତି ପରେ ଏହା ଆଇନରେ ପରିଣତ ହେବ। ଏହାପରେ ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ସମ୍ମୁଖୀନ ହୋଇ ଭାରତରେ ଆସି ରହିଥିବା ଅଣମୁସଲମାନମାନଙ୍କୁ…

ଆସାମ-ତ୍ରିପୁରାରେ ସ୍ଥିତି ଅସମ୍ଭାଳ: ସେନା ସହାୟତା ଲୋଡିଲା ପ୍ରଶାସନ

ଗୁଆହାଟି/ଅଗରତାଲା,୧୧।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା ଜାରି ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ପ୍ରଶାସନ…

ହାଇଦ୍ରାବାଦ୍‌ ଘଟଣା ପରେ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି ଲକ୍ଷେ ୩୦ ହଜାର: ୭ ସେକେଣ୍ଡରେ ମିଳିବ ଉତ୍ତର

ବେଙ୍ଗାଲୁରୁ,୧୧।୧୨: ହାଇଦ୍ରାବାଦ୍‌ ଘଟଣା ପରେ ବେଙ୍ଗାଲୁରୁରେ ଲକ୍ଷେ ୩୦ ହଜାର ଲୋକ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି। ଏନେଇ ବେଙ୍ଗାଲୁରୁ ପୋଲିସ ଡେପୁଟି କମିଶନର କୁଲଦୀପ୍‌ ଜୈନ କହିଛନ୍ତି ଏହି ଆପ୍‌ ଦ୍ୱାରା ସହାୟତା ଲୋଡୁଥିବା ବ୍ୟକ୍ତିଙ୍କୁ ୭ ସେକେଣ୍ଡ ମଧ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri