ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପିଆଜ ବିକି ନିଆରା ପ୍ରତିବାଦ
ଆଗ୍ରା, ୧୦।୧୨: ବର୍ତ୍ତମାନ ମହଙ୍ଗା ବଜାରରେ ପିଆଜ ଦର ଶହେ ଟଙ୍କାରୁ ଟପିଛି। ପିଆଜର ମୂଲ୍ୟ ବୃଦ୍ଧି ହେବାରୁ ଏହାର ପ୍ରଭାବ ସିଧାସଳଖ ଗରିବ ଓ ମଧ୍ୟବିତ୍ତ ପରିବାରବର୍ଗଙ୍କ ଉପରେ ପଡୁଛି। ଆଗ୍ରାରେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ଟଙ୍କାରେ ବିକ୍ରି…
‘ମେକ୍ ଇନ୍ ଇଣ୍ଡିଆ’ ଏବେ ‘ରେପ ଇନ୍ ଇଣ୍ଡିଆ’: ଅଧିର ରଞ୍ଜନ
ନୂଆଦିଲ୍ଲୀ,୧୦।୧୨: ଦେଶରେ ମହିଳାଙ୍କ ପ୍ରତି ବଢି ଚାଲିଥିବା ଅପରାଧକୁ ନେଇ ଗୃହ ହୋଇଛି ସରଗରମ। ମଙ୍ଗଳବାର ଏହାକୁ ନେଇ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ସବୁ ବିଷୟରେ…
‘ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ୱାସ’: ୨୦୧୯ର ଗୋଲ୍ଡେନ୍ ଟୁଇଟ୍
ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭା ନିର୍ବାଚନ ସମୟରେ ଟୁଇଟରରେ ଦେଇଥିବା ସ୍ଲୋଗାନ୍ ‘ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ୱାସ’କୁ ଟୁଇଟର ପକ୍ଷରୁ ୨୦୧୯ ବର୍ଷର ଗୋଲ୍ଡେନ୍ ଟୁଇଟ୍ ଭାବେ ଘୋଷଣା କରାଯାଇଛି। ଏହାକୁ ମେ ୨୩ ଅପରାହ୍ନ ୨ଟା…
ଫାରୁକ ଅବଦୁଲାଙ୍କ ପିତାଙ୍କୁ ୧୧ ବର୍ଷ ଜେଲରେ ରଖିଥିଲା କଂଗ୍ରେସ: ଶାହ
ନୂଆଦିଲ୍ଲୀ,୧୦।୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ଲୋକ ସଭାରେ ଜମ୍ମୁ-କଶ୍ମୀରରେ ବନ୍ଦୀଥିବା ନେତାଙ୍କୁ ନେଇ ନିଜର ମତ ରଖିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରେ ଗୃହବନ୍ଦୀ ଥିବା ନେତାଙ୍କୁ ମୁକୁଳାଇବା କାମ ସେଠାକାର ପ୍ରଶାସନର। ଏହି ମାମଲାରେ କେନ୍ଦ୍ର ସରକାର ହସ୍ତକ୍ଷେପ…
ପିଆଜ କିଣିବା ପାଇଁ ଧାଡିରେ ଛିଡା ହୋଇଥିବା ଚାଷୀଙ୍କ ମୃତ୍ୟୁ
ବିଜୟଓ୍ବାଡା,୧୦।୧୨: ସାରା ଦେଶରେ ପିଆଜର ଦରବୃଦ୍ଧି ଲୋକଙ୍କୁ କନ୍ଦାଉଛି। ଏହାର ବର୍ଦ୍ଧିତ ଦର ସିଧାସଳଖ ଲୋକଙ୍କ ପକେଟ ଉପରେ ପଡ଼ୁଛି। ଆନ୍ଧ୍ରପ୍ରଦେଶରେ ସବ୍ସିଡିରେ ମିଳୁଥିବା ପିଆଜକୁ କିଣିବା ପାଇଁ ଧାଡିରେ ଠିଆ ହୋଇଥିବା ଜଣେ ବ୍ୟକ୍ତିଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ,…
ସୁନିଲ ସେଟ୍ଟିଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ
ନୂଆଦିଲ୍ଲୀ,୧୦।୧୨: ବଲିଉଡ୍ ଅଭିନେତା ସୁନିଲ ସେଟ୍ଟିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ନ୍ୟାଶନାଲ ଆଣ୍ଟି-ଡୋପିଂ ଏଜେନ୍ସି(ଏନ୍ଏଡିଏ)ର ବ୍ରାଣ୍ଡ ଆମ୍ବାସଡର ଭାବେ ମଙ୍ଗଳବାର ସୁନିଲଙ୍କୁ ନିଯୁକ୍ତ କରାଯାଇଛି। ନିକଟରେ ଏନ୍ଏଡିଏ ଓ ଅଲ୍ ଇଣ୍ଡିଆ ଫୁଟବଲ ଫେଡରେଶନ(ଏଆଇଏଫ୍ଏଫ୍) ମିଳିତ ଭାବେ ଏକ ଆଣ୍ଟି…
ପିଆଜ ଶୁଙ୍ଘାଇ ହୋସ୍ ଅଣାଯାଏ; ତେବେ ତାହା ଏବେ ନୁହେଁ ସମ୍ଭବ: ଶିବସେନା
ମୁମ୍ବାଇ,୧୦।୧୨: ଦେଶରେ ପିଆଜର ଦାମ ଆକାଶ ଛୁଇଁଛି। ସେହିପରି ଅର୍ଥବ୍ୟବସ୍ଥା ମଧ୍ୟ ସଙ୍କଟରେ ପଡ଼ିଛି। ଏହାକୁ ନେଇ ଶିବସେନା ମୁଖପତ୍ର ସାମନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଛି। ସାମନାରେ ପ୍ରକାଶିତ ଏକ ଲେଖାରେ କୁହାଯାଇଛି ଯେ, ପିଆଜ…
ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ
ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍ ହୋଇଛି। ରିଲିଜ୍ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର ବିଭିନ୍ନ ସହରରେ ଫିଲ୍ମକୁ ବ୍ୟାନ କରିବା ପାଇଁ ଆନ୍ଦୋଳନକାରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଙ୍ଗଳବାର…
ନାଗରିକତା ସଂଶୋଧନ ବିଲ୍କୁ ନେଇ ଜେଡିୟୁରେ ଫାଟ
ପାଟନା,୧୦।୧୨: ନାଗରିକତା ସଂଶୋଧନ ବିଲ୍ ସୋମବାର ରାତିରେ ଲୋକ ସଭାରେ ଗୃହୀତ ହେବା ପରେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି। ଏହି ବିଲ୍କୁ ନେଇ ବିହାରର ଜେଡି(ୟୁ)ରେ ଫାଟ ସୃଷ୍ଟି ହୋଇଥିବା କୁହାଯାଉଛି। କାରଣ ଦଳ…
ବୁଧବାର ରାଜ୍ୟ ସଭାରେ ଆଗତ ହେବ ନାଗରିକତା ସଂଶୋଧନ ବିଲ୍
ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍ ଲୋକସଭାରେ ଗୃହୀତ ହୋଇଛି। ଏବେ ଏହାକୁ ବୁଧବାର ରାଜ୍ୟ ସଭାରେ ଉପସ୍ଥାପନ କରାଯିବ। ନାଗରିକତା ସଂଶୋଧନ ବିଲ୍ରେ ୧୯୫୫ ନାଗରିକତା ଅଧିନିୟମରେ କେତେକ ପରିବର୍ତ୍ତନ ଅଣାଯାଇଛି। ଏହାଦ୍ୱାରା ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ…
ନିର୍ଭୟା ବଳାତ୍କାର ମାମଲା: ଅଭିଯୁକ୍ତ ବିନୟ ଶର୍ମାଙ୍କୁ ତିହାର ଜେଲ୍କୁ ସ୍ଥାନାନ୍ତର
ନୂଆଦିଲ୍ଲୀ,୧୦।୧୨: ନିର୍ଭୟା ବଳାତ୍କାର ମାମଲାର ଅଭିଯୁକ୍ତ ବିନୟ ଶର୍ମାଙ୍କୁ ତିହାର ଜେଲ୍କୁ ସ୍ଥାନାନ୍ତରିତ କରାଯାଇଛି। ଆଗରୁ ସେ ମଣ୍ଡୋଲି ଜେଲରେ ବନ୍ଦୀ ଥିଲେ। ପୂର୍ବରୁ ଅନ୍ୟ ୩ ଅଭିଯୁକ୍ତ ମୁକେଶ, ପବନ ଓ ଅକ୍ଷୟ ତିହାର ଜେଲରେ ବନ୍ଦୀ ଅଛନ୍ତି। ୨୦୧୨…
ବୋମା ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ହାଫିଜଙ୍କ ପୁଅ
ନୂଆଦିଲ୍ଲୀ,୧୦।୧୨: ମୁମ୍ବାଇ ବିସ୍ଫୋରଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦଙ୍କ ପୁଅ ତହ୍ଲା ସଇଦ ଏକ ବୋମା ବିସ୍ଫୋଣର ସ୍ଥଳରୁ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣ ସମୟରେ ନିଜେ ହାଫିଜ ମଧ୍ୟ ସେଠାରେ ଥିବା ବିଶେଷ ସୂତ୍ରରୁ ମିଳିଥିବା…
Archives


