ଜାତୀୟ

ସିଏଏ ହିଂସାକୁ ନେଇ ବର୍ଷିଲେ ଶାହା: ଦିଲ୍ଲୀରେ ଦଙ୍ଗା ଲାଗି କଂଗ୍ରେସ, ଏଏପି ଦାୟୀ

ନୂଆଦିଲ୍ଲୀ,୭ା୧(ପି.ଟି.): ସିଏଏକୁ ବିରୋଧ କରି ଦିଲ୍ଲୀରେ ଦଙ୍ଗା ଓ ପୋଡ଼ାଜଳା ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କଂଗ୍ରେସ ଓ ଏଏପିକୁ ଦାୟୀ କରିଛନ୍ତି। ଲୋକଙ୍କୁ ବିଭ୍ରାନ୍ତ କରି ଏହି ଦୁଇ ଦଳ ପୋଡ଼ାଜଳା କରି ପାପ କରିଛନ୍ତି ବୋଲି ସେ ଏକ…

ବୁଧବାର ଭାରତ ବନ୍ଦ: କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ,୭ା୧: ୧୦ଟି ଟ୍ରେଡ ୟୁନିୟନ ପକ୍ଷରୁ ଆଗାମୀ ୮ତାରିଖରେ ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସରକାରଙ୍କ ଜନବିରୋଧୀ ନୀତିକୁ ବିରୋଧ କରି ଏଭଳି ଭାରତ ବନ୍ଦ ଡାକରା ଦିଆଯାଇଥିବାବେଳେ ପ୍ରାୟ ୨୫ କୋଟି ଲୋକ ଏଥିରେ ଭାଗ ନେବେ ବୋଲି କୁହାଯାଇଛି।…

ହଂକଂ ପଠାଯାଇଛି ୧୦୩୮ କୋଟି କଳାଧନ: ୫୧ ସଂସ୍ଥା ବିରୋଧରେ ସିବିଆଇ ମାମଲା

ନୂଆଦିଲ୍ଲୀ,୭ା୧(ପି.ଟି.): ଗତ ୨୦୧୪-୧୫ ବର୍ଷରେ ଭାରତରୁ ହଂକଂକୁ ୧୦୩୮ କୋଟି ୩୪ ଲକ୍ଷ ଟଙ୍କାର କଳାଧନ ପଠାଯାଇଥିବା ଅଭିଯୋଗରେ ସିବିଆଇ ୫୧ଟି ସଂସ୍ଥା ବିରୋଧରେ ମାମଲା ରୁଜୁ କରିଛି। ଅଧିକାଂଶ ସଂସ୍ଥା ଚେନ୍ନାଇ ବାସିନ୍ଦାଙ୍କ ମାଲିକାନାରେ ରହିଛି। ତିନୋଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର…

ଜେଏନ୍‌ୟୁ ଆକ୍ରମଣ: ଦେଶବ୍ୟାପୀ ନିନ୍ଦା

ନୂଆଦିଲ୍ଲୀ,୭ା୧(ପି.ଟି./ଆଇଏଏନ୍‌ଏସ୍‌): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପରିସରରେ ରବିବାର ରାତିରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦେଶବ୍ୟାପୀ ନିନ୍ଦା କରାଯାଇଛି। ଦିଲ୍ଲୀ ସମେତ ଓଡ଼ିଶା, ମହାରାଷ୍ଟ୍ର, କର୍ନାଟକ, ପଶ୍ଚିମବଙ୍ଗ, ବିହାର ସବୁଠାରେ ବିଭିନ୍ନ ଛାତ୍ର ସଂଗଠନ ଏବଂ…

ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ ଫଳାଫଳର ତାରିଖ ଘୋଷଣା କରିଛନ୍ତି। ଫେବୃଆରୀ ୮ରେ ମତଦାନ ହେବାକୁ ଥିବା ବେଳେ ୧୧କୁ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ପଥେ ସବୁ ରାଜନୈତିକ ଦଳ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର କାର୍ଯ୍ୟକାଳ ଆସନ୍ତା ଫେବୃୟାରୀରେ ପୂରଣ ହେଉଥିବା ବେଳେ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଆସନ୍ତା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଫେବୃୟାରୀ ୮ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ଓ ଏହାର ଫଳାଫଳ…

ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ମମତାଙ୍କ ନାଁରେ ସୁପ୍ରିମକୋର୍ଟରେ ଆବେଦନ

କୋଲକାତା,୬।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୋମବାର ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ମମତାଙ୍କୁ ପଦରୁ ହଟାଇବା ପାଇଁ ରାଜ୍ୟପାଳ ଜଗଦୀପ ଧନଖରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଏଥିରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ…

ଜମ୍ମୁ-କଶ୍ମୀର ଛାତ୍ରୀଛାତ୍ରଙ୍କୁ ମିଳିଲା ଇଣ୍ଟରନେଟ୍‌ ସୁବିଧା

ଶ୍ରୀନଗର,୬।୧: ବେଶ୍‌ କିଛିଦିନ ହେବ ଜମ୍ମୁ-କଶ୍ମୀରରେ ଇଣ୍ଟରନେଟ୍‌ ସେବା ବନ୍ଦ କରି ଦିଆଯାଇଥିବା ବେଳେ କିଛିଦିନ ତଳେ ଏହା ପୁଣିଥରେ କାର୍ଯ୍ୟକାରୀ କରାଯାଇଥିଲା। ଆଗକୁ ନିଟ୍‌(ଏନ୍‌ଇଇଟି) ୨୦୨୦ ପରୀକ୍ଷା ଥିବା ବେଳେ ଅଓ୍ବନ୍ତିପୋରାରେ ସୋମବାର ଛାତ୍ରୀଛାତ୍ରଙ୍କୁ ଇଣ୍ଟରନେଟ୍‌ ସୁବିଧା ଯୋଗାଇ ଦିଆଯାଇଥିବା…

କୌରବଙ୍କ ରାଜଧାନୀର ପୁନଃ ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ମିରଟ ଜିଲାରେ ଥିବା କୌରବଙ୍କ ରାଜଧାନୀ ହସ୍ତିନାପୁରର ପୁନଃ ନିର୍ମାଣ ପାଇଁ ଦାୟିତ୍ୱ ନେଇଛନ୍ତି। ମହାଭାରତ ସମୟରୁ ରହିଥିବା ଏହି ସହରର ବିକାଶ ପାଇଁ ଯୋଗୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ଜେଏନ୍‌ୟୁ ହିଂସା ମାମଲାରେ ପୋଲିସକୁ ସମନ ଜାରି କଲେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ) କ୍ୟାମ୍ପସ୍‌ରେ ରବିବାର ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଦେଇଥିଲା। ଛାତ୍ରୀଛାତ୍ରଙ୍କୁ ମାରପିଟ କରିବା ସହ ବ୍ୟାପକ ଭଙ୍ଗାରୁଜା କରାଯାଇଥିଲା। ଏହି ଘଟଣାରେ ଜେଏନ୍‌ୟୁ ଛାତ୍ରସଂଘର ଅଧ୍ୟକ୍ଷ ଲହୁଲୁହାଣ ହୋଇଥିବା ବେଳେ କେତେଜଣ ଛାତ୍ର ଗୁରୁତର ଆହତ…

ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା ହୋଇଛି। ଫେବୃୟାରୀ ୮ରେ ଭୋଟିଂ କରାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ସୂଚନା ଦେଇଛନ୍ତିି। ଗୋଟିଏ ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଏହାର ଫଳାଫଳ ଫେବୃୟାରୀ…

ଉଦ୍ଧବଙ୍କୁ ଭେଟିଲେ ଗେହଲଟ

ମୁମ୍ବାଇ,୬।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମୁମ୍ବାଇଠାରେ ଏକ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ଏହାପରେ ସେ ଖବରଦାତାଙ୍କୁ କହିଛନ୍ତି ଉଭୟ ନିଜ ନିଜ ରାଜ୍ୟପାଇଁ କିଭଳି ଉନ୍ନତି ମୂଳକ କାମ କରିବେ ସେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?