ମହାରାଷ୍ଟ୍ରରେ ୨୦୧୯ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି
ନୂଆଦିଲ୍ଲୀ, ୨୩।୯: ଚଳିତ ଥର ଆମ୍ ଆଦ୍ମୀ ପାର୍ଟି (ଏଏପି) ୨୦୧୯ ମହାରାଷ୍ଟ୍ର ବିଧାନସଭା ଆସନ ପାଇଁ ନିର୍ବାଚନ ଲଢ଼ିବ ବୋଲି ଜଣାପଡ଼ିଛି। ଏନେଇ ଏଏପି ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୫୦ଟି ଆସନ ପାଇଁ ଦଳ…
ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଖୋଲିଲା ମା’ବୈଷ୍ଣୋଦେବୀଙ୍କ ପୁରୁଣା ଗୁମ୍ଫା
କଟରା,୨୩।୯: ଜମ୍ମୁରେ ଥିବା ମା’ ବୈଷ୍ଣୋଦେବୀ ଭକ୍ତଙ୍କ ପାଇଁ ଏକ ଖୁସି ଖବର। ନବରାତ୍ର ଅବସରରେ ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଏବେ ପୁରୁଣା ଗୁମ୍ପାର ସ୍ବର୍ଣ୍ଣିମ ଦର୍ଶନ କରିପାରିବେ। ମା’ବୈଷ୍ଣୋଦେବୀଙ୍କ ଶ୍ରାଇନ ବୋର୍ଡ ଦ୍ୱାରା ମା’ଙ୍କ ପ୍ରାଚୀନ ଗୁମ୍ଫାର…
କେଦାରନାଥରେ ତୀର୍ଥଯାତ୍ରୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ଡେରାଡୁନ,୨୩।୯: ଉତ୍ତରାଖଣ୍ଡ କେଦାରନାଥରେ ସୋମବାର ଏକ ବଡ଼ ଦୁର୍ଘଟଣା ହେବାରୁ ଅଳ୍ପକେ ବର୍ତ୍ତିଯାଇଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ଉଡାଣ ଭରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ହେଲିକପ୍ଟରର ବହୁ କ୍ଷତି ହୋଇଥିବା ବେଳେ ଏଥିରେ ପାଇଲଟ ସମେତ…
ମୋବାଇଲ ଭ୍ୟାନରେ ପିଆଜ ଯୋଗାଇବେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୩।୯: ଦେଶର ଅଧିକାଂଶ ସ୍ଥାନରେ ଏବେ ପିଆଜ କିଲୋ ପିଛା ଦାମ୍ ୫୦ ଟଙ୍କା ଛୁଇଁଥିବା ବେଳେ ସାଧାରଣ ଖାଉଟି ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ମୋବାଇଲ ଭ୍ୟାନ ମାଧ୍ୟମରେ…
ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍ଆର୍ସି: ମମତା
କୋଲକାତା,୨୩।୯: ନ୍ୟାସନାଲ ରେଜିଷ୍ଟର ଅଫ୍ ସିଟଜେନ୍ସ(ଏନ୍ଆର୍ସି) ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏନ୍ସିଆର୍ ଭୟରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜାଣିବା ପରେ ମମତା କହିଛନ୍ତି ଏହାକୁ ନେଇ କେହି ଭୟଭିତ ହେବା ଦରକାର…
ଶହେ ଟଙ୍କା ପାଇଁ ୭୭ହଜାର ଟଙ୍କା ହରେଇଲେ ଇଞ୍ଜିନିୟର
ପାଟନା,୨୩।୯: ଲଗାତାର କିଛି ଦିନରୁ ଲୋକମାନେ ଅନ୍ଲାଇନ୍ରେ ଖାଦ୍ୟ ମଗାଇ ଠକେଇର ଶିକାର ହେଉଥିବା ଘଟଣା ସାମ୍ନାକୁ ଆସିଛି। ଏହି କ୍ରମରେ ଜଣେ ଇଞ୍ଜିନିୟର ମଧ୍ୟ ଠକେଇର ଶିକାର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବିହାରର ରାଜଧାନୀ ପାଟନାରେ ବିଷ୍ଣୁ ନାମକ ଜଣେ…
ଏଣିକି ହେଲମେଟ୍ ନ ପିନ୍ଧିବା ଠାରୁ ମହଙ୍ଗା ପଡ଼ିବ ରାସ୍ତା ଉପରେ ଆବର୍ଜନା ଫୋପାଡିବା
ଲକ୍ଷ୍ନୌ,୨୩।୯: ନୂଆ ମୋଟରଯାନ ନିୟମ ଅନୁଯାୟୀ ଏବେ ଉଲ୍ଲଂଘନକାରଙ୍କର ଯେଉଁ ଚାଲାଣ କଟାଯାଉଛି ତା’ଠାରୁ ମହଙ୍ଗା ହେବ ରାସ୍ତାରେ ଆବର୍ଜନା ଫୋପାଡ଼ିବ। ଏହି ଜରିମାନା ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ। ଏହା ହେଲମେଟ୍ ନ ପିନ୍ଧିବା ଜରିମାନାଠାରୁ ବି ବହୁ ଗୁଣା…
ଅଧାରେ ରହିଗଲା ଦୁବାଇ ସ୍ବପ୍ନ: ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ
ଅମରାବତୀ,୨୩।୯: ସୋସିଆଲ ମିଡିଆରେ ଟିକ୍ଟକ୍ ଭିଡିଓର ଏବେ ଟ୍ରେଣ୍ଡ ଚାଲିଥିବା ବେଳେ ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଯାଇସାରିଲାଣି। ହେଲେ କାହାରିବି ଚେତା ପଶୁନି। କିଛି ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ତେଲେଙ୍ଗାନାର ନିଜାମାବାଦରେ। ସୂଚନାଯୋଗ୍ୟ, ତେଲେଙ୍ଗାନାର ଗୋନୁଗୋପାଲ୍ଲା ଗଁାରେ…
ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ସାମରିକ ବାହିନୀ ତିଆରି କରୁଛି ଆଇଏସ୍ଆଇ: ଦାଉଦ୍ ଇବ୍ରାହିମ୍ଙ୍କୁ ମିଳିଛି ଅସ୍ତ୍ରଶସ୍ତ୍ର ଯୋଗାଇବା ଠିକା
ନୂଆଦିଲ୍ଲୀ,୨୩।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଏକ ସାମରିକ ବାହିନୀ ମଧ୍ୟ ଗଠନ କରାଯିବାର ଯୋଜନା କରାଯାଇଛି। ଏହି ସାମରିକ ବାହିନୀ ଳାଗି ଆବଶ୍ୟକ ଅସ୍ତ୍ରଶସ୍ତ୍ର ଯୋଗାଇବା ଲାଗି ଅଣ୍ଡରଓ୍ବାଲ୍ଡ୍ ଡନ୍…
ସିନେଟରଙ୍କ ସ୍ତ୍ରୀଙ୍କୁ ଭୁଲ ମାଗିଲେ ମୋଦି
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରବିବାର ଆମେରିକାର ହ୍ୟୁଷ୍ଟନଠାରେ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ତେବେ ବିଶ୍ୱରେ ମୋଦିଙ୍କ ଲୋକପ୍ରିୟତା କାହାକୁ ଅଛପା ନାହିଁ। ବ୍ୟବହାର ଦୃଷ୍ଟିରୁ ମୋଦିଙ୍କୁ କାହା ସହିତ ତୁଳନା କରାଯାଇ ପାରେ ନାହିଁ ବୋଲି କୁହାଯାଏ। କାରଣ…
ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୪୦ କିଗ୍ରା ବିସ୍ଫୋରକ ଜବତ
ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା ବିସ୍ଫୋରକ ଜବତ କରିଛନ୍ତି। ଏତେ ପରିମାଣର ବିସ୍ଫୋରକ କିଭଳି ଏଠାକୁ ଆସିଲା ସେ ନେଇ…
ଏମ୍ଆର୍ଆଇ ମେଶିନରେ ରୋଗୀଙ୍କୁ ରଖି ଭୁଲିଗଲେ ଟେକ୍ନିସିଆନ୍
ପଞ୍ଚକୁଲା,୨୩।୯: ହରିୟାଣାର ପଞ୍ଚକୁଲାରେ ଜଣେ ବରିଷ୍ଠ ନାଗରିକଙ୍କୁ ଏମ୍ଆର୍ଆଇ ମେଶିନରେ ରଖି ଟେକ୍ନିସିଆନ ଭୁଲିଯିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି ଘଟିଛି ସେକ୍ଟର ୬ରେ ଥିବା ଏକ ଘରୋଇ ହସ୍ପିଟାଲରେ। ସେଠାରେ ୬୧ ବର୍ଷୀୟ ରାମମେହେର ଏମ୍ଆର୍ଆଇ ପାଇଁ…
Archives


