ସ୍ଥାବର ସମ୍ପତ୍ତି ଆଧାର ସହିତ ହେବ ଲିଙ୍କ୍: ମୋଦି ସରକାର ଆଣିବେ ଆଇନ; ଡ୍ରାଫ୍ଟ୍ ପ୍ରସ୍ତୁତ
ନୂଆଦିଲ୍ଲୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସ୍ଥାବର ସମ୍ପତ୍ତିକୁ ଆଧାର ସହିତ ଲିଙ୍କ୍ କରିବା ଲାଗି ଯୋଜନା କରିଛନ୍ତି। ଏନେଇ ପାଞ୍ଚ ଜଣିଆ ସଂସଦୀୟ କମିଟି ଗଠନ କରାଯିବା ସହିତ ଡ୍ରାଫ୍ଟ୍ ମଧ୍ୟ ପ୍ରସ୍ତୁତ ହୋଇସାରିଛି। ଏହା ଆଇନରେ ପରିଣତ ହେଲେ…
ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀ ଗିରଫ: ବିନା ଭିଜାରେ ବାସ କରୁଥିବା ଅଭିଯୋଗ
ବେଙ୍ଗାଲୁରୁ,୨୬।୧୦: କର୍ନାଟକ ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀଙ୍କୁ ଗିରଫ କରାଯାଇଛି। ସେମାନେ ବିନା ଭିଜାରେ ସହରରେ ବାସ କରୁଥିବା ଅଭିଯୋଗ ହୋଇଛି। ସହରରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଅଭିଯୋଗ ମିଳିବା ପରେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା।…
ମୁଖ୍ୟମନ୍ତ୍ରୀ ଆସନ ଉପରେ ଶିବସେନାର ନଜର: ଅଢେଇ ବର୍ଷ ପାଇଁ ମାଗିପାରେ ଗାଦି
ମୁମ୍ବାଇ,୨୬।୧୦: ମହାରାଷ୍ଟ୍ରରେ ରାଜନୀତି ଏବେ ସରଗରମ। କାରଣ ବିଧାନସଭା ନିର୍ବାଚନ ପରେ ଏବେ ରାଜ୍ୟରେ ଭାଜପା-ଶିବସେନା ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ପୂର୍ବରୁ ୫୦-୫୦ ଆସନ ବୁଝାମଣାକୁ ନେଇ ଶିବସେନା ଭାଜପା ସହ ମେଣ୍ଟ କରିଥିବା ବେଳେ ଏବେ ଏହି…
ଭାରତ ରତ୍ନକୁ ନେଇ ଭାଜପା-କଂଗ୍ରେସ ଟଣାଓଟରା: ଭଗତ ସିଂ,ସୁଖଦେବ, ରାଜଗୁରୁଙ୍କୁ ମିଳୁ ଭାରତ ରତ୍ନ; ଦାବି କଲା କଂଗ୍ରେସ
ନୂଆଦିଲ୍ଲୀ,୨୬।୧୦: ଭାରତ ରତ୍ନକୁ ନେଇ ଭାଜପା-କଂଗ୍ରେସ ମଧ୍ୟରେ ଟଣାଓଟରା ଜାରି ରହିଛି। ପୂର୍ବରୁ ଭାଜପା ପକ୍ଷରୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଘୋଷଣା ପତ୍ରରେ କୁହାଯାଇଥିଲା କି ଦଳ କ୍ଷମତାକୁ ଆସିଲେ ବୀର ସାବରକରଙ୍କୁ ଭାରତ ରତ୍ନ ପ୍ରଦାନ ପାଇଁ ଅପିଲ୍ କରିବ।…
ଖଟ୍ଟର ବିଧାୟକ ଦଳ ନେତା ନିର୍ବାଚିତ: ଦୀପାବଳିରେ ନେଇ ପାରନ୍ତି ଶପଥ
ଚଣ୍ଡିଗଡ଼,୨୬।୧୦: ହରିୟାଣାର ରାଜନୈତିକ ସ୍ଥିତି ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଭାଜପା ନବନିର୍ବାଚିତ ବିଧାୟକଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କୁ ନେତା ଭାବେ ନିର୍ବାଚିତ କରାଯାଇଛି। ଶନିବାର ଚଣ୍ଡିଗଡ଼ରେ ଭାଜପା ନିବନିର୍ବାଚିତ ବିଧାୟକଙ୍କ ବୈଠକରେ ଏହା ସମ୍ପନ୍ନ ହୋଇଛି। ରାଜ୍ୟପାଳ ସତ୍ୟଦେବ…
ମହାରାଷ୍ଟ୍ର ଅପେକ୍ଷା ହରିୟାଣା ବିଧାୟକ ଅଧିକ ପାଠୁଆ
ନୂଆଦିଲ୍ଲୀ : ସଦ୍ୟସମାପ୍ତ ବିଧାନସଭା ନିର୍ବାଚନରେ ମହାରାଷ୍ଟ୍ର ଅପେକ୍ଷା ହରିୟାଣାରେ ଅଧିକ ଶିକ୍ଷତ ବିଧାୟକ ଅଛନ୍ତି। ପିଆର୍ଏସ୍ ଲେଜିସ୍ଲେଟିଭ୍ ରିସର୍ଚ୍ଚ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ମହାରାଷ୍ଟ୍ରର ମୋଟ ୨୮୮ ବିଧାୟକଙ୍କ ମଧ୍ୟରୁ ୫୭ ପ୍ରତିଶତ ସ୍ନାତକ ପାସ୍ କରିଥିବାବେଳେ ହରିୟାଣାରେ…
ଜେଜେପି ଛାଡିଲେ ତେଜ୍ବାହାଦୂର ଯାଦବ: ଭାଜପା ସହିତ ମେଣ୍ଟ ହରିୟାଣାବାସୀଙ୍କ ସହିତ ବିଶ୍ୱାସଘାତକତା
ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଭାଜପା ଜେଜେପି ସହିତ ମେଣ୍ଟ ସରକାର ଗଠନକୁ କଡ଼ା ସମାଲୋଚନା କରିଛନ୍ତି ତେଜ୍ବାହାଦୂର ଯାଦବ । ଏହାକୁ ବିରୋଧ କରି ସେ ଜେଜେପି ଛାଡିଥିବା ଘୋଷଣା କରିଛନ୍ତି। କରନାଲ୍ରୁ ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କ ସହିତ ନିର୍ବାଚନ ଲଢ଼ି ପରାଜିତ…
ପୃଥିବୀର ୫ ପୁରାତନ ଦାମୀ ବହି
ନୂଆଦିଲ୍ଲୀ: ଦୁନିଆରେ ଅନେକ ପ୍ରକାର ପୁସ୍ତକ ରହିଛି। ତେବେ ଏଭଳି କିଛି ପୁସ୍ତକ ଅଛି, ଯାହା ଦାମୀ ତଥା ମୂଲ୍ୟବାନ। ଦି କୋଡେକ୍ସ ଲିସେଷ୍ଟର ବିଶ୍ୱର ସବୁଠାରୁ ଦାମିକା ବହି ଭାବେ ପରିଚିତ। ଏହାର ରଚୟିତା ଲିଓନାର୍ଡୋ ଦା ଭିଞ୍ଚିି। ଏହି…
ଦୀପାବଳି ଉପଲକ୍ଷେ ଅଯୋଧ୍ୟାରେ ଜଳିବ ୫ଲକ୍ଷ ଦୀପ
ଲକ୍ଷ୍ନୌ,୨୬।୧୦: ଭଗବାନ ରାମଙ୍କ ନଗରୀ କୁହାଯାଉଥିବା ଅଯୋଧ୍ୟାରେ ଶନିବାର ଦୀପୋତ୍ସବର ତୃତୀୟ ସଂସ୍କରଣ ଲୋକାର୍ପିତ ହେବ। ଏହି ଉତ୍ସବରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅନ୍ୟ ବରିଷ୍ଠ ଅତିଥିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୭ଟାରୁ ସାଢେ…
ଦିଲ୍ଲୀ, ଏନ୍ସିଆର୍ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କଲା ପିଏମ୍ଓ: ଟାସ୍କଫୋର୍ସ ବୈଠକରେ ସମୀକ୍ଷା କଲେ ପି. କେ. ମିଶ୍ର
ନୂଆଦିଲୀ, ୨୬।୧୦(ପିଆଇବି): ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ପକ୍ଷରୁ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍ସିଆର୍)ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଗୁରୁବାର ସନ୍ଧ୍ୟାରେ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ସମସ୍ତ ଅଂଶୀଦାରଙ୍କୁ ନେଇ ଏକ…
ଭାଜପାରେ ପାଦ ଦେଉ ଦେଉ ବଢିଲା ଦୁଷ୍ୟନ୍ତଙ୍କ ସୁରକ୍ଷା
ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ଜନନାୟକ ଜନତା ପାର୍ଟି(ଜେଜେପି) ସହ ମେଣ୍ଟ କରି ସରକାର ଗଠନ କରିବାକୁ ଯାଉଛି। କାରଣ ହରିୟାଣାର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟା ଗରିଷ୍ଠତାଠାରୁ ୬ ଆସନ ପଛରେ ଥିବା ବେଳେ ଏବେ ଜେଜେପିକୁ…
ମାଡ଼ି ଆସୁଛି ବାତ୍ୟା ‘କୟାର’: କର୍ନାଟକରେ ପ୍ରବଳ ବର୍ଷା; ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
ବେଙ୍ଗାଲୁରୁ,୨୬।୧୦: ବାତ୍ୟା ‘କୟାର’ ମାଡ଼ି ଆସୁଛି। ପଶ୍ଚିମ-କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଏହି ବାତ୍ୟା ପ୍ରଭାବରେ କର୍ନାଟକରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବା ସହିତ ମାଛଧରା ଡଙ୍ଗାଗୁଡ଼ିକୁ ସମୁଦ୍ରକୁ ନ ଯିବା ପାଇଁ…
Archives


