ଏମ୍ଟିଏନ୍ଏଲ୍ ବିଲ୍ଡିଂରେ ନିଆଁ
ମୁମ୍ବାଇ,୨୩ା୭(ଆଇଏଏନ୍ଏସ୍): ମୁମ୍ବାଇର ବାନ୍ଦ୍ରାଠାରେ ଥିବା ଏମ୍ଟିଏନ୍ଏଲ୍ ବିଲ୍ଡିଂରେ ସୋମବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଉକ୍ତ ବିଲ୍ଡିଂରେ ଫସିଥିବା ୮୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଅପରାହ୍ନ ୩ଟା ୧୦ରେ ଏହି ୯ ମହଲା ବିଲ୍ଡିଂର ଚତୁର୍ଥ ମହଲାରେ ନିଆଁ ଲାଗିଯାଇଥିଲା। କ୍ରମେ...
ମୋତେ ବଳିବୋଦା କରନାହିଁ: ବାଚସ୍ପତି
ବେଙ୍ଗାଲୁରୁ,୨୩ା୭(ପି.ଟି.): କର୍ନାଟକ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀ ଆଣିଥିବା ଆସ୍ଥାଭୋଟ ଉପରେ କ୍ରମାଗତ ତୃତୀୟ ଦିନ ପାଇଁ ଆଲୋଚନା ଜାରି ରହିଥିବାବେଳେ ଭୋଟ ପ୍ରକ୍ରିୟାକୁ ବିଳମ୍ବିତ କରିବା ଲାଗି ବାଚସ୍ପତି କେ.ଆର୍. ରମେଶ କୁମାରଙ୍କ ଉପରେ ଚାପ ପକାଯାଇଥିଲା। ବିଦ୍ରୋହୀ...
ସୁପ୍ରିମକୋର୍ଟ ରାୟ ନ ଆସିବା ପର୍ଯ୍ୟନ୍ତ ହୋଇ ନ ପାରେ ଆସ୍ଥା ଭୋଟ: ସିଦ୍ଧରମେୟା
ବେଙ୍ଗାଲୁରୁ,୨୨।୭: କର୍ନାଟକର ରାଜନୈତିକ ସଙ୍କଟ ବେଳକୁ ବେଳ ନୂଆ ମୋଡ ନେଉଛି। ବାଚସ୍ପତି କେ ଆର୍ ରମେଶ କୁମାର କୁମାରସ୍ବାମୀ ସରକାରଙ୍କୁ ଶୀଘ୍ର ଆସ୍ଥା ଭୋଟ କରିବାକୁ କହୁଥିବା ବେଳେ ଅନ୍ୟପଟେ ନିର୍ଦ୍ଦଳୀୟ ବିଧାୟକଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣି...
ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୨୨।୭: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨ର ସଫଳ ଉତ୍କ୍ଷେପଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ଇସ୍ରୋର ସଫଳତା ହୋଇଥିବା ବେଳେ ଭାରତୀୟ ମହାକାଶ ଗବେଷଣାରେ...
ପୃଥିବୀ କକ୍ଷରେ ଚନ୍ଦ୍ରୟାନ-୨; ଇତିହାସ ରଚିଲା ଇସ୍ରୋ
ଶ୍ରୀହରିକୋଟା,୨୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରୟାନ-୨ ସୋମବାର ଅପରାହ୍ନ ୨ଟା ୪୩ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍କ୍ଷେପଣ କରାଯାଇଛି। ଜିଏସ୍ଏଲ୍ଭି ମାର୍କ-୩ ବାହୁବଳୀ ରକେଟରେ ଏହାର ଉତ୍କ୍ଷେପଣ ହୋଇଛିି। ଏହା ସେପ୍ଟେମ୍ବର ୬ରେ...
ସିଦ୍ଧୁ ଦଳର କେଉଁ ସ୍ଥାନରେ ରହିବେ ସ୍ଥିର କରିବେ ପ୍ରିୟଙ୍କା
ନୂଆଦିଲ୍ଲୀ,୨୨।୭: ପଞ୍ଜାବ କ୍ୟାବିନେଟରୁ ଇସ୍ତଫା ଦେବା ପରେ ଭାରତୀୟ ଦଳର ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଏବେ ଦଳରେ ରହିବେ କି ନା ଯଦି ରହିବେ ତେବେ କେଉଁ ସ୍ଥାନରେ ରହିବେ ଏହା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ...
ପ୍ରିୟଙ୍କା ହୁଅନ୍ତୁ କଂଗ୍ରେସ ଅଧ୍ୟକ୍ଷ: ଶତ୍ରୁ
ନୂଆଦିଲ୍ଲୀ,୨୨।୭: କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନ ଥିବା ବେଳେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସ ଅଧ୍ୟକ୍ଷ ହୁଅନ୍ତୁ ବୋଲି ଟୁଇଟ୍ କରି ଇଚ୍ଛା ପ୍ରକାଶ କରିଛନ୍ତି କଂଗ୍ରେସ ନେତା ଶତ୍ରୁଘ୍ନ...
ମାଲେଗାଓଁ ବିସ୍ଫୋରଣ ମାମଲା: ଅଗଷ୍ଟ ୨କୁ ଘୁଞ୍ଚିଲା ଶୁଣାଣି
ମୁମ୍ବାଇ,୨୨।୭: ମାଲେଗାଓଁରେ ୨୦୦୮ ରେ ହୋଇଥିବା ବିସ୍ଫୋରଣ ମାମଲାର ପରବର୍ତ୍ତି ଶୁଣାଣି ଆସନ୍ତା ଅଗଷ୍ଟ ୨କୁ ଘୁଞ୍ଚାଇ ଦିଆଯାଇଛି। ସୋମବାର ବମ୍ବେ ହାଇକୋର୍ଟ ଏହି ଶୁଣାଣିକୁ ଅଗଷ୍ଟ ୨କୁ ଘୁଞ୍ଚାଇ ଦେଇଛନ୍ତି। ଲ୍ୟୁଟନାଟ୍ କର୍ଣ୍ଣେଲ ପ୍ରସାଦ ପୁରୋହିତଙ୍କ ଦ୍ୱାରା କରାଯାଇଥିବା...
ସେନାରେ ବଡ଼ ଧରଣର ଅଦଳବଦଳ: ନରାଓ୍ବନେ ଉପମୁଖ୍ୟ ହେବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୨୨।୭: ଭାରତୀୟ ସେନାରେ ବଡ଼ ଧରଣର ଅଦଳବଦଳ ହେବାର ସମ୍ଭାବନା ରହିଛି। ସେନା ଉପମୁଖ୍ୟଙ୍କ ନିଯୁକ୍ତି ସହିତ ଅନ୍ୟ କମାଣ୍ଡର ପଦବୀ ସମ୍ପର୍କରେ ମଧ୍ୟ ଘୋଷଣା କରାଯିବ ବୋଲି କୁହାଯାଉଛି। ସେନା ଉପମୁଖ୍ୟ ଭାବେ କମାଣ୍ଡର ଲ୍ୟୁଟ୍ନାଟ୍ ଜେନେରାଲ ଏମ୍.ଏମ୍....
ନିଶ କାଟିଦେବାରୁ ବାରିକଙ୍କ ନାଁରେ ମାମଲା ରୁଜୁ କଲେ ଯୁବକ
ନାଗପୁର, ୨୨।୭: ମହାରାଷ୍ଟ୍ରର ନାଗପୁରରେ ଏକ ଅଜବ ଘଟଣା ଘଟିଛି। ବିନା ଅନୁମତିରେ ନିଶ କାଟିଦେବାରୁ ତାଙ୍କ ନାଁରେ ଥାନାରେ ମାମଲା ରୁଜୁ କରିଛନ୍ତି ଜଣେ ଯୁବକ। ଏଭଳି ଘଟଣା ପରେ ସ୍ଥାନୀୟ ଅଞ୍ଚଳର ବାରିକ ସଂଗଠନ ପକ୍ଷରୁ ଏହାକୁ...
ଚନ୍ଦ୍ରୟାନ-୨: ମହିଳା ବୈଜ୍ଞାନିକଙ୍କ ଉପରେ ଗୁରୁ ଦାୟିତ୍ୱ
ବେଙ୍ଗାଲୁରୁ,୨୨।୭: ଚନ୍ଦ୍ରାୟାନ-୨ର ନେତୃତ୍ୱ ୨ ମହିଳା ବୈଜ୍ଞାନିକଙ୍କୁ ଦିଆଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମହାକାଶ ମିଶନରେ ଏହା ପ୍ରଥମ ଥର ହେବାକୁ ଯାଉଛି। ଏଥିରେ ଭନିଥା ମୁଥୈୟା ପ୍ରୋଜେକ୍ଟ ଡାଇରେକ୍ଟ ଭାବେ କାମ କରୁଥିବା ବେଳେ ରିତୁ...
ଅଗଷ୍ଟରେ ମୋଦିଙ୍କ ୨ ଦିନିଆ ଭୁଟାନ ଗସ୍ତ
ନୂଆଦିଲ୍ଲୀ,୨୨।୭: ଅଗଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଯିବେ। ଦୁଇଦେଶ ମଧ୍ୟରେ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଏହି ଗସ୍ତର ଲକ୍ଷ୍ୟ ବୋଲି ପିଏମ୍ଓ ପକ୍ଷରୁ କୁହାଯାଇଛି। ଏହି ଗସ୍ତ ସମୟରେ ଦୁଇଦେଶ ମଧ୍ୟରେ କେତେକ...
Archives


