ଜାତୀୟ

ଝାଡ଼ଖଣ୍ଡ ଭୋଟବେଳେ ହିଂସା: ଗୁଳିମାଡ଼ରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୭ା୧୨(ପି.ଟି.): ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସାକାଣ୍ଡ ଘଟିଛି। ସିସାଇ ବିଧାନସଭା ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬ ନଂ. ବୁଥରେ କୌଣସି କାରଣକୁ ନେଇ ଦୁଇ ରାଜନୈତିକ ଦଳ ମଧ୍ୟରେ ବିବାଦ ଦେଖାଦେବାରୁ ପୋଲିସ ଏଥିରେ ହସ୍ତକ୍ଷେପ…

ଉତ୍ତରପ୍ରଦେଶରେ ପୁଣି ଲଜ୍ଜା: ନାବାଳିକାକୁ ଗଣବଳାତ୍କାର, ୪ ଗିରଫ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ଦେଶର ବିଭିନ୍ନ ସ୍ଥାନରେ ଗୋଟାକ ପରେ ଗୋଟେ ଗଣବଳାତ୍କାର ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଉନ୍ନାଓ କାଣ୍ଡ ପରେ ପୀଡ଼ିତା ଆଖିବୁଜିବା, ହାଇଦ୍ରାବାଦରେ ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ୪ ଅଭିଯୁକ୍ତଙ୍କୁ ପୋଲିସ ଏନ୍‌କାଉଣ୍ଟର…

ଉନ୍ନାଓ ପୀଡିତାଙ୍କ ମୃତ୍ୟୁକୁ ନେଇ ରାଜନୀତି ସରଗରମ: ଭାଜପା କାର୍ଯ୍ୟାଳୟ ଘେରିଲେ କଂଗ୍ରେସକର୍ମୀ

ଲକ୍ଷ୍ନୌ,୭।୧୨: ଉନ୍ନାଓ ବଳାତ୍କାର ପୀଡିତାଙ୍କ ମୃତ୍ୟୁ ପରେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନେକ ରାଜନୈତିକ ଦଳ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଥିବା ବେଳେ ତୁରନ୍ତ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ୫ଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ଶନିବାର ଦ୍ୱିତୀୟ ପର୍ଯ୍ୟାୟ…

ପିଆଜର ଦରବୃଦ୍ଧିକୁ ନେଇ ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଟ୍ବିଙ୍କିଲ

ମୁମ୍ବାଇ,୭।୧୨: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ଯଦିଓ ଏବେ ବଡ ପରଦାଠାରୁ ବହୁ ଦୂରରେ ରହିଛନ୍ତି ହେଲେ ସେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଏମିତିକି ସୋସିଆଲ ଇସ୍ୟୁକୁ ନେଇ ସେ ଅନେକ ସମୟରେ ବ୍ଲଗ ମଧ୍ୟ ଲେଖି ଥାଆନ୍ତି। ଏବେ…

ଭାରତ ବଳାତ୍କାରୀଙ୍କ କ୍ୟାପିଟାଲ: ରାହୁଲ

ଓ୍ବାୟନାଡ,୭।୧୨: କେରଳର କଂଗ୍ରେସ ଏମ୍‌ପି ନିଜ ନିର୍ବାଚନ ମଣ୍ଡଳୀ ଓ୍ବାୟନାଡ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଦେଶରେ ଏବେ ବଢି ଚାଲିଥିବା ହିଂସା ଓ ବଳାତ୍କାର ପାଇଁ ସରକାର ଦାୟୀ। ଏଠାରେ ଜନତା ଆଇନକୁ…

ରାଜକ୍ଷମା ଆବେଦନକୁ ଫେରାଇ ନେବାକୁ ଚାହୁଁଛନ୍ତି ନିର୍ଭୟା ମାମଲାର ଅଭିଯୁକ୍ତ

ନୂଆଦିଲ୍ଲୀ,୭।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଅଭିଯୁକ୍ତ ବିନୟ ଶର୍ମା ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା କ୍ଷମା ଆବେଦନକୁ ଖୁବଶୀଘ୍ର ଫେରାଇ ନେବା ଲାଗି ଆବେଦନ କରିଛନ୍ତି। ସେ କହିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ରାଜକ୍ଷମା ଆବେଦନ ପାଇଁ…

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଯୋଧପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଏଭଳି…

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର: ଏସ୍‌ଆଇଟି ଗଠନ ପାଇଁ ସୁପ୍ରିମ୍‌କୋର୍ଟରେ ଆବେଦନ; ଜୟା ବଚ୍ଚନ ଏବଂ ସ୍ବାତୀ ମାଲିଓ୍ବାଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ସପକ୍ଷରେ ମତାମତ ଦେଇଥିବା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନ ଏବଂ ଦିଲ୍ଲୀ ମହିଳା କମିଶନ ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ପାଇଁ ଏବେ ସମସ୍ୟା ସୃଷ୍ଟି ହୋଇଛି। ସେମାନଙ୍କ ବିରୋଧରେ ସୁପ୍ରିମ୍‌କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି।…

ଯୋଗୀଙ୍କ ଘୋଷଣା, ଫାଷ୍ଟ ଟ୍ରାକ୍‌ରେ ହେବ ଉନ୍ନାଓ ମାମଲାର ଶୁଣାଣି: ଅନ୍ୟପଟେ ଏହି ଘଟଣାକୁ ଟୁଇଟ କଲେ ମାୟାବତୀ

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜୀବନ୍ତ ଜଳାଇଦେଇଥିବା ବଳାତ୍କାର ପୀଡ଼ିତାଙ୍କ ଦିଲ୍ଲୀ ସଫ୍‌ଦରଜଙ୍ଗ ହସ୍ପିଟାଲରେ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ପୀଡ଼ିତାଙ୍କ ମୃତ୍ୟୁରେ ସାରା ଦେଶ ମର୍ମାହତ ହୋଇପଡ଼ିଛି। ଇତିମଧ୍ୟରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଥିବା ବେଳେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ…

ଉନ୍ନାଓ ଘଟଣାରେ ମର୍ମାହତ ମହିଳା ନିଜ ଝିଅ ଉପରେ ଢାଳିଲେ ପେଟ୍ରୋଲ: ଅବସ୍ଥା ଗୁରୁତର

ନୂଆଦିଲ୍ଲୀ,୭।୧୨: ଉନ୍ନାଓ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ବିରୋଧ କରୁଥିବା ଜଣେ ମହିଳା ସଫ୍‌ଦରଜଙ୍ଗ ହସ୍ପିଟାଲ ସାମ୍ନାରେ ନିଜ ୬ ବର୍ଷର ଝିଅ ଉପରେ ପେଟ୍ରୋଲ ଢାଳି ଦେଇଛନ୍ତି। ଏମିତି ବିରୋଧ ମହିଳା ଜନତାଙ୍କ ଉଦ୍ଦେଶ୍ୟରେ କରୁଥିଲେ ସତ ହେଲେ ଏଥିରେ…

ରାଜୀବ ଗାନ୍ଧୀଙ୍କଠାରୁ ଫେରାଇ ନିଆଯାଉ ଭାରତ ରତ୍ନ: ଦାବି କଲେ ହରସିମରତ୍‌ କୌର

ନୂଆଦିଲ୍ଲୀ,୭।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ପ୍ରଦାନ କରାଯାଇଥିବା ଭାରତ ରତ୍ନ ସମ୍ମାନକୁ ଫେରାଇ ନେବାକୁ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ହରସିମରତ୍‌ କୌର ଦାବି କରିଛନ୍ତି। ୧୯୮୪ରେ ହୋଇଥିବା ଶିଖ୍‌ ଦଙ୍ଗା ପାଇଁ ସେ ରାଜୀବ ଗାନ୍ଧୀଙ୍କୁ ଦାୟୀ କରି ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri