ଜାତୀୟ

୩ ମାସରେ ଜନ୍ମ ହୋଇନାହାନ୍ତି ଝିଅ

ଡେରାଡୁନ୍‌,୨୨ା୭: ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ୧୩୨ ଗାଁରେ ୩ମାସ ମଧ୍ୟରେ ଆଦୌ ଝିଅ ଜନ୍ମ ହୋଇନାହାନ୍ତି। ଏହି ସମୟ ମଧ୍ୟରେ ଜନ୍ମିତ ସମସ୍ତ ୨୧୬ ଶିଶୁ ପୁଅ। କେନ୍ଦ୍ର ସରକାର ‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ...

ପ୍ରଲୋଭନ ନଚେତ୍‌ ଜେଲ ଭୟ

କୋଲକାତା,୨୨ା୭(ପି.ଟି.): ଭାଜପା କର୍ନାଟକ ସୂତ୍ର ପ୍ରୟୋଗ କରି ପଶ୍ଚିମବଙ୍ଗରେ ମଧ୍ୟ ସମାନ ଶୈଳୀରେ ଘୋଡ଼ାବେପାର ଉଦ୍ୟମ ଚଳାଇଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକମାନଙ୍କୁ ଅର୍ଥ ଓ ଅନ୍ୟ ପ୍ରଲୋଭନ ଦେଖାଇ କିଣିବାକୁ ଉଦ୍ୟମ ଚଳାଇଛି। ଯେଉଁ ବିଧାୟକମାନେ ଭାଜପାରେ ଯୋଗଦେବାକୁ...

ମେଣ୍ଟର ଶେଷ ଉଦ୍ୟମ ବିଫଳ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୨ା୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ବିଧାନସଭାରେ ସୋମବାର ଆସ୍ଥାଭୋଟ ହେବାକୁ ଥିବାବେଳେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌)-କଂଗ୍ରେସ ମେଣ୍ଟ ସରକାର ବଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ଶେଷ ଉଦ୍ୟମ ବିଫଳ ହୋଇଛି। କୁମାରସ୍ବାମୀ ମୁଖ୍ୟମନ୍ତ୍ରୀ ପଦ...

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ ଯିବ ବହୁ ପ୍ରତୀକ୍ଷିତ ଚନ୍ଦ୍ରଯାନ-୨। ଏଥିପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଜୁଲାଇ ୧୫...

ଭାଜପା ୨ କୋଟି ଟଙ୍କାରେ ଟିଏମସି ବିଧାୟକଙ୍କୁ କିଣିବାକୁ ଚାହୁଁଛି: ମମତା

କୋଲକାତା, ୨୧।୭: ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। ୨୦୧୯ ଲୋକ ସଭା ନିର୍ବାଚନ ପରେ ପ୍ରଥମଥର ପାଇଁ ଏକ ରାଲିକୁ ସମ୍ବୋଧିତ କରି ସେ କହିଛନ୍ତି, ଭାଜପା ୨ କୋଟି ଟଙ୍କା ଦେଇ...

ହାତକାଟି ପ୍ରେମିକାଙ୍କ ମୁଣ୍ଡରେ ଲଗାଇଲେ ରକ୍ତସିନ୍ଦୁର, ସେଲ୍ଫି ନେବା ପରେ କଲେ ହତ୍ୟା

ପୁଣେ, ୨୧।୭: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ହାତକାଟି ନିଜ ପ୍ରେମିକାଙ୍କ ମୁଣ୍ଡରେ ରକ୍ତସିନ୍ଦୁର ଲଗାଇ ସେଲ୍ଫି ନେବା ପରେ ତାଙ୍କୁ ହତ୍ୟା କରିଛନ୍ତି। ପରେ ପ୍ରେମିକ ଜଣଙ୍କ ନିଜେ ଆତ୍ମହତ୍ୟା କରିଛନ୍ତି।...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯାଇଛି। ଦିଲ୍ଲୀର ଯମୁନା ନଦୀ କୂଳରେ ଥିବା ନିଗମ ବୋଧ ଘାଟରେ ପଞ୍ଚଭୂତରେ ଲିନ ହୋଇଛି ତାଙ୍କ ମର ଶରୀର।...

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ ଶରୀର ଶେଷଦର୍ଶନ କରିଥିଲେ। ଏହି ଅବସରରେ ୟୁପିଏ ସଭାପତି ସୋନିଆ ଗାନ୍ଧୀ ଏବଂ...

ସୋନଭଦ୍ରା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଯୋଗୀ

ସୋନଭଦ୍ରା,୨୧।୭: ଜମି ବିବାଦକୁ ନେଇ ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ରାଜନୀତି ହୋଇଛି ଉଷ୍ମ। ଏହି ଘଟଣାକୁ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ସୋନଭଦ୍ରା ଗସ୍ତ କରିଥିଲେ। ସେଠାରେ...

ହୋଟେଲରେ ଯୋଗ କଲେ କର୍ନାଟକ ଭାଜପା ବିଧାୟକ

ବେଙ୍ଗାଲୁରୁ,୨୧।୭: କର୍ନାଟକର କଂଗ୍ରେସ ଓ ଜେଡିଏସ୍‌ ମେଣ୍ଟ ସରକାରରେ ସଙ୍କଟ ଦେଖା ଦେଇଥିବା ବେଳେ ସୋମବାର ବିଧାନସଭାରେ ଅସ୍ଥା ଭୋଟର ଯୋଜନା ରହିଛି। ହେଲେ ଇତି ମଧ୍ୟରେ କର୍ନାଟକର ଭାଜପା ବିଧାୟକମାନେ ରାମଦା ହୋଟେଲରେ ଚିନ୍ତାମୁକ୍ତ ହେବା ପାଇଁ ରବିବାର...

ଏମ୍‌ପି ରାମଚନ୍ଦ୍ର ପାଶଓ୍ବାନଙ୍କ ପରଲୋକ

ନୂଆଦିଲ୍ଲୀ, ୨୧।୭: କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି ନେତା ରାମବିଳାଶ ପାଶଓ୍ବାନଙ୍କ ଭାଇ ରାମଚନ୍ଦ୍ରଙ୍କ ରବିବାର ପରଲୋକ ଘଟିଛି। ଜୁଲାଇ ୧୨ରେ ହୃଦ୍‌ଘାତ ଯୋଗୁ ତାଙ୍କୁ ଦିଲ୍ଲୀର ରାମମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ...

ଗୋଟିଏ ମେସେଜ୍‌ ୪୪ ଜଣ ସାଥୀଙ୍କୁ ଏକାଠି କଲା

ରତଲାମ,୨୧।୭: ଆଧୁନିକ ଯୁଗରେ ସମସ୍ତେ ମୋବାଇଲ ମାନିଆ ହୋଇଥିବା ବେଳେ ଏବେ ହ୍ବାଟସ୍‌ ଆପ୍‌ ମଧ୍ୟ ଅନେକ ସମୟରେ ଦୂରରେ ଥିବା ବନ୍ଧୁଙ୍କୁ ଏକାଠି କରିବାରେ ସାହାଯ୍ୟ କରୁଛି। ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଭୋପାଳର ୪୪ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri