ଜାତୀୟ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ୩୬ ନମ୍ବର ବୁଥ୍‌ରେ ପଥରମାଡ ସହ ଗୁଳିଚାଳନା

ଗୁମଲା,୭।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଗୁମଲା ଜିଲାର ସିସାଇ ବିଧାନସଭା ଅଞ୍ଚଳରେ ବୁଥ୍‌ ନମ୍ବର ୩୬ରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଇଣ୍ଡୋ-ତିବତାନ ବର୍ଡର ପୋଲିସ(ଆଇଟିବିପି) ପକ୍ଷରୁ…

ଦେଶରେ ବଳାତ୍କାର ଘଟଣା ବୃଦ୍ଧିର କାରଣ ଅଶ୍ଳୀଳ ସାଇଟ୍‌: ନୀତୀଶ

ପାଟନା,୭।୧୨: ଦେଶରେ ଦିନକୁ ଦିନ ବଢି ଚାଲିଥିବା ବଳାତ୍କାର ମାମଲାକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ହାଇଦ୍ରାବାଦ ଗଣ ବଳାତ୍କାର ପରେ ଏନ୍‌କାଉଣ୍ଟରକୁ ୨୪ ଘଣ୍ଟା ନ ପୁରୁଣୁ ଆଖି ବୁଜିଛନ୍ତି ଉନ୍ନାଓ ପୀଡିତା। ଏମିତି ଘଟଣାକୁ ନେଇ ପ୍ରତିକ୍ରିୟ…

ସେନା କର୍ମଚାରୀଙ୍କ କଲ୍ୟାଣ ଲାଗି ଏକ ପ୍ରୟାସ

ସେନା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ପାଇଁ ୧୯୪୯ରୁ ପ୍ରତିବର୍ଷ ୭ ଡିସେମ୍ବରରେ ସଶସ୍ତ୍ର ସେନା ପତାକା ଦିବସ ଭାରତରେ ପାଳନ କରାଯାଉଛି। ଦେଶର ଏକତା ଓ ଅଖଣ୍ଡତା ଲାଗି ଶହୀଦ ହୋଇଥିବା ଯବାନମାନଙ୍କୁ ବି ଏହି ଦିନ ସ୍ମରଣ କରାଯାଏ।…

ଆର୍‌ସି ଏବଂ ଡିଏଲ୍‌ ସହିତ ଲିଙ୍କ୍‌ ହେବ ମୋବାଇଲ୍‌ ନମ୍ବର: ମୋଦି ସରକାର ଲୋଡିଲେ ଲୋକଙ୍କ ମତାମତ

ନୂଆଦିଲ୍ଲୀ,୭।୧୨: ଏଣିକି ରେଜିଷ୍ଟ୍ରେଶନ ସାର୍ଟିଫିକେଟ(ଆର୍‌ସି) ଏବଂ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ସହିତ ମୋବାଇଲ୍‌ ନମ୍ବରକୁ ଲିଙ୍କ୍‌ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରିଛନ୍ତି। ତେବେ ଏସମ୍ପର୍କରେ ଦେଶର ସାଧାରଣ ଲୋକଙ୍କଠାରୁ ସରକାର ମତାମତ ଲୋଡିଛନ୍ତି। ଏସମ୍ପର୍କିତ ମତାମତ ଡିସେମ୍ବର…

ଉନ୍ନାଓରେ ୧୧ମାସରେ ୯୦ ବଳାତ୍କାର ଘଟଣା: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ, ୭।୧୨: ଉନ୍ନାଓ ବଳାତ୍କାର ଘଟଣାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଗତ ୧୧ ମାସ ମଧ୍ୟରେ ଉନ୍ନାଓରେ ୯୦ ବଳାତ୍କାର ଘଟଣା ଘଟିଥିବା ସେ ଅଭିଯୋଗ କରିଛନ୍ତି।…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ ଶେଷ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏଥିରେ…

ସୁପ୍ରିମକୋର୍ଟରେ ୬ ରିଭ୍ୟୁ ପିଟିଶନ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ନଭେମ୍ବର ୯ରେ ସୁପ୍ରିମକୋର୍ଟଙ୍କ ୫ଜଣିଆ ଖଣ୍ଡପୀଠ ବହୁ ପ୍ରତୀକ୍ଷିତ ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ଦେଇ ରାମମନ୍ଦିର ନିର୍ମାଣ ପଥ ପରିଷ୍କାର କରିଥିବାବେଳେ ଏହା ବିରୋଧରେ ଶୁକ୍ରବାର ଭିନ୍ନ ଭିନ୍ନ ଭାବେ ୬ଟି ରିଭ୍ୟୁ ପିଟିଶନ ଦାଖଲ…

ଏନ୍‌ଏଚ୍‌ଆର୍‌ସିର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୨(ପି.ଟି.): ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ ଅଭିଯୁକ୍ତଙ୍କୁ ପୋଲିସ ଗୁଳିକରି ମାରିଦେବା ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନିଜଆଡୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌କାଉଣ୍ଟର ଚିନ୍ତାର ବିଷୟ ଏବଂ ଏହାର…

ଲୋକ ସଭା ଦିନକ ପାଇଁ ମୁଲତବୀ

ନୂଆଦିଲ୍ଲୀ,୭ା୧୨(ପି.ଟି.): ଉନ୍ନାଓ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହୁଥିବାବେଳେ ଦୁଇ କଂଗ୍ରେସ ଏମ୍‌ପି ତାଙ୍କ ପ୍ରତି ଧମକପୂର୍ଣ୍ଣ ଆକ୍ଷେପ କରିବାରୁ ଭାଜପା ଓ ଅନ୍ୟ ଦଳର ସଦସ୍ୟମାନେ କ୍ଷମାମାଗିବା ପାଇଁ ଅଡିବସିବାରୁ ଗୃହ ଅଚଳ ହୋଇଥିଲା। ଫଳରେ ଗୃହରେ ଅଧ୍ୟକ୍ଷତା କରୁଥିବା…

ଭାଜପା ସପକ୍ଷରେ ଏକ୍‌ଜିଟ ପୋଲ୍‌ ରିପୋର୍ଟ

ବେଙ୍ଗାଲୁରୁ, ୭ା୧୨: କର୍ନାଟକର ୧୫ ବିଧାନସଭା ଆସନ ଲାଗି ଗୁରୁବାର ଭୋଟଗ୍ରହଣ କରାଯାଇଥିବାବେଳେ ଏକ୍‌ଜିଟ ପୋଲ ସର୍ଭେ ରିପୋର୍ଟରେ ଫଳାଫଳ ଭାଜପା ସପକ୍ଷରେ ଯିବ ବୋଲି ମତ ଦେଇଛି। ସ୍ଥାନୀୟ କନ୍ନଡ ନ୍ୟୁଜ୍‌ ଚ୍ୟାନେଲ ପାଓ୍ବାର ଟିଭି ପକ୍ଷରୁ ଭାଜପାକୁ ୮ରୁ…

ବିଫଳତାରୁ ଧ୍ୟାନ ହଟାଇବାକୁ ଉଦ୍ୟମ

ନୂଆଦିଲ୍ଲୀ,୭ା୧୨(ପି.ଟି.): କୌଣସି ପରିସ୍ଥିତିରେ ବି ପୋଲିସ ଭିଡ଼ହିଂସାକାରୀ ଉତ୍ତ୍ୟକ୍ତ ଲୋକଙ୍କ ଭଳି କାର୍ଯ୍ୟ କରିପାରିବ ନାହିଁ ବୋଲି ଅଧିକାର କର୍ମୀମାନେ କହିଛନ୍ତି। ମହିଳାମାନଙ୍କ ଅଧିକାରକୁ ସୁରକ୍ଷା ଦେବାରେ ସରକାରଙ୍କ ବିଫଳତାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏନ୍‌କାଉଣ୍ଟର ଏକ ଉଦ୍ୟମ ବୋଲି…

ପ୍ରଶ୍ନ ଘେରରେ ଏନ୍‌କାଉଣ୍ଟର

୨୦୧୨ ଡିସେମ୍ବର ୧୬ ନିର୍ଭୟା ଗଣବଳାତ୍କାର ଓ ହତ୍ୟାକାଣ୍ଡକୁ ୭ ବର୍ଷ ପୂରିବାକୁ ଯାଉଛି। ଏହି ମାମଲାର ଦୋଷୀମାନଙ୍କୁ ଫାଶୀଖୁଣ୍ଟ ଅପେକ୍ଷା କରିଥିବାବେଳେ ଗତ ୨୭ରେ ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ପୋଡ଼ିଦିଆଯାଇଛି। ୨୮ରେ ପୀଡ଼ିତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri