ବନ୍ୟା ପରିସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଅନୁରୋଧ କଲେ ତେଜସ୍ବୀ
ପାଟନା.୨୦।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଏଠାରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ବନ୍ୟା ମୃତ୍ୟୁ ସଂଖ୍ୟା ୮୦ ଛୁଇଁଲାଣି। ଏପରି ସ୍ଥଳେ ଆର୍ଜେଡି ନେତା ତେଜସ୍ବୀ ଯାଦବ ପ୍ରଧାନମନ୍ତ୍ରୀ...
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାହୁଲ
ନୂଆଦିଲ୍ଲୀ,୨୦।୭: ଦୀର୍ଘ ୧୫ ବର୍ଷ କାଳ ଦିଲ୍ଲୀର ଶାସନ ଭାର ସମ୍ଭାଳିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କ ବିୟୋଗରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୋକ ପ୍ରକାଶ କରିଛନ୍ତି। ରାହୁଲ ଟୁଇଟ୍ କରି ଲେଖିଛନ୍ତି କଂଗ୍ରେସ ତା’ର ଗେଲ୍ଲା...
ଶିଲା ଦୀକ୍ଷିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କର ଶନିବାର ୮୧ ବର୍ଷ ବୟସରେ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ କହିଛନ୍ତି ଦୀକ୍ଷିତଙ୍କର ଦିଲ୍ଲୀପ୍ରତି ଅବଦାନ ବହୁତ। ଶାସନ କ୍ଷମତାରେ ଥିବା...
ପରପାରିରେ ଶିଲା ଦୀକ୍ଷିତ
ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଶନିବାର ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ଅସ୍ବାଭାବିକ ହୃଦ୍ସ୍ପନ୍ଦନ ଯୋଗୁ ତାଙ୍କୁ ଦିଲ୍ଲୀସ୍ଥିତ...
ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି
ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍ପିଏଫ୍ ଯବାନଙ୍କ ପକ୍ଷରୁ ଘେରାବନ୍ଦୀ କରାଯିବା ସହିତ ସର୍ଚ୍ଚ ଅପରେଶନ୍ ଆରମ୍ଭ...
ଜିଲା ନିର୍ବାଚନ ଅଧିକାରୀଙ୍କ ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋ
ହୋସିୟାରପୁର,୨୦।୭: ପଞ୍ଜାବ ହୋସିୟାରପୁର ଜିଲାର ନିର୍ବାଚନ ଅଧିକାରୀ ଲୋକଙ୍କ ସଚେତନତା ପାଇଁ ଲଗାଇଥିବା ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏହି ଫଟୋକୁ ନେଇ ଦାବି କରାଯାଇଛି କି...
ମହାରାଷ୍ଟ୍ରରେ ଭୂକମ୍ପ: ଲୋକେ ଆତଙ୍କିତ
ମୁମ୍ବାଇ,୨୦।୭: ମହାରାଷ୍ଟ୍ର ପାଲଘରରେ ଶନିବାର ପୂର୍ବାହ୍ନ ୯ଟା ୧୭ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ...
ବଦଳିଲେ ୬ଟି ରାଜ୍ୟର ରାଜ୍ୟପାଳ: ଉତ୍ତରପ୍ରଦେଶର ରାମ ନାଇକଙ୍କ ବଦଳରେ ଆନନ୍ଦୀବେନ ପଟେଲ
ନୂଆଦିଲ୍ଲୀ,୨୦।୭: କେନ୍ଦ୍ର ସରକାରଙ୍କ ସହମତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୬ଟି ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ଏଥିରେ ସବୁଠାରୁ ଆଗରେ ରହିଛନ୍ତି ମଧ୍ୟପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ। ତାଙ୍କୁ ଏବେ ଉତ୍ତରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଏହା ପୂର୍ବରୁ...
ବିଫଳତା ଲୁଚାଇବାକୁ ୧୪୪ ଧାରା ଜାରି କରିଛନ୍ତି ଯୋଗୀ ସରକାର: ମାୟାବତୀ
ଲକ୍ଷ୍ନୌ,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ଜମି ବିବାଦକୁ ନେଇ ମୃତ୍ୟୁ ହୋଇଥିବା ଆଦିବାସୀଙ୍କ ଘଟଣାକୁ ନେଇ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମାୟାବତୀ କହିଛନ୍ତି ଏହି ଘଟଣାରୁ ସ୍ପଷ୍ଟ ହେଉଛି ଯେ...
ଚମ୍ବଲରୁ ୬ଟି ରାଜ୍ୟକୁ ସପ୍ଲାଏ ହେଉଥିଲା ସିନ୍ଥେଟିକ୍ କ୍ଷୀର: ୫୭ ଗିରଫ
ଭୋପାଳ,୨୦।୭: ମଧ୍ୟପ୍ରଦେଶ ଗ୍ବାଲିୟର-ଚମ୍ବଲ ଅଞ୍ଚଳରେ ଚାଲିଥିବା ୩ଟି ସିନ୍ଥେଟିକ୍ କ୍ଷୀର କାରଖାନା ଉପରେ ପୋଲିସ ଚଢ଼ାଉ କରିଛି। ଏନେଇ ୫୭ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ସମୟରେ ସିନ୍ଥେଟିକ୍ କ୍ଷୀର ପ୍ରସ୍ତୁତିରେ ବ୍ୟବହୃତ ହେଉଥିବା ବିଭିନ୍ନ ପଦାର୍ଥ ଜବତ ହୋଇଛି।...
ଭାରତକୁ ଆସିଛି ୧୫୦ କିଗ୍ରା ହେରୋଇନ୍: ତାଲିବାନ୍ ସଂଗଠନର ହାତ ସନ୍ଦେହ
ନୂଆଦିଲ୍ଲୀ,୨୦।୭: ଭାରତକୁ ଆଫଗାନିସ୍ତାନ ତଥା ପାକିସ୍ତାନରୁ ଆସିଥିବା ୧୫୦ କିଲୋଗ୍ରାମ୍ ହେରୋଇନ୍କୁ ଇତିମଧ୍ୟରେ ପୋଲିସ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୬ ହଜାର କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଗତ ୧୨୦ ଦିନ ଧରି ପୋଲିସ...
ସୋନଭଦ୍ରା ହତ୍ୟାକାଣ୍ଡ: ପୀଡିତ ପରିବାରର ସମ୍ପର୍କୀୟଙ୍କୁ ଭେଟିଲେ ପ୍ରିୟଙ୍କା
ମିର୍ଜାପୁର,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଶୁକ୍ରବାର ପୀଡିତ ପରିବାରଙ୍କୁ ଭେଟିବାକୁ ଯାଇଥିବା ବେଳେ ପୋଲିସ ତାଙ୍କୁ ଅଧା ରାସ୍ତାରେ ଅଟକ ରଖିଥିଲା। ପ୍ରାୟ ୨୪...
Archives


