ଗୋଟିଏ ସ୍ଥାନରେ ଅଧିକ ସମୟ ବସି କାମ କରୁଥିଲେ ହୋଇପାରେ ଏହି ରୋଗ
ଆଧୁନିକ ଜୀବନଶୈଳୀର ପ୍ରଭାବ ଯୋଗୁ ଶାରୀରିକ ଗତିବିଧି ସମ୍ପୂର୍ଣ୍ଣ ରୂପେ ଠପ୍ ହୋଇଯାଇଛି କହିଲେ ଚଳେ। ଏହାରି ଫଳସ୍ବରୂପ ଭବିଷ୍ୟତରେ ଜଣେ ସୁସ୍ଥ ମଣିଷ ବସି ବସି ଭିନ୍ନକ୍ଷମ ଆଡ଼କୁ ଗତି କରିପାରେ ବୋଲି ଗବେଷଣାରୁ ଜଣାପଡ଼ିଛି। ବିଶେଷକରି କାର୍ଯ୍ୟାଳୟରେ ସିଟ୍ରେ…
ଯାଦବପୁର ବିଶ୍ୱବିଦ୍ୟାଳୟରେ ବାବୁଲ ସୁପ୍ରିଓ ହଟ୍ଟହଟା
କୋଲକାତା,୧୯ା୯(ପି.ଟି.): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ଆୟୋଜିତ ଏକ ସେମିନାରରେ ଉଦ୍ବୋଧନ ଦେବାକୁ ଯାଇଥିବା କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିଓଙ୍କୁ ଯାଦବପୁର ବିଶ୍ୱବିଦ୍ୟାଳୟରେ ହଟ୍ଟହଟା ହେବାକୁ ପଡ଼ିଛି। ଗୋଟିଏ ଛାତ୍ରଗୋଷ୍ଠୀ ତାଙ୍କୁ କଳାପତାକା ଦେଖାଇବା ସହ ଠେଲାପେଲା କରିଥିଲେ। ବାମଦଳ…
ପରଫ୍ୟୁମ୍-ଡିଓ ବି ମଶାଙ୍କୁ କରେ ଆକୃଷ୍ଟ…
କେତେକ ବ୍ୟକ୍ତିଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମଶା କାମୁଡ଼ନ୍ତି। ଏହା ସ୍ଥଳ ବିଶେଷରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ଲଡ୍ ଗ୍ରୁପ୍ ଉପରେ ନିର୍ଭର କରିଥାଏ। ତେବେ ପରଫ୍ୟୁମ୍, ଡିଓ ତଥା ଅନ୍ୟ ପ୍ରସାଧନ ସାମଗ୍ରୀ ବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ମଶା ଅଧିକ କାମୁଡ଼ିଥାନ୍ତି…
ଝିଅ ବାହାଘର ହେଉଛି ୫୧ ଟଙ୍କାରେ
ରାଞ୍ଚି: ହଜାର କି ଶହେ ନୁହେଁ ୫୧ ଟଙ୍କାରେ ଝିଅ ବାହାଘର ହେଉଛି ରାଞ୍ଚିର ପାହାଡି ମନ୍ଦିରରେ। ଏହି ମନ୍ଦିରରେ ପୂଜା କରିବା ବ୍ୟୟବହୁଳ ହୋଇଥିତ୍ବାବେଳେ ବାହାଘର ପୂରା କମ୍ ଖର୍ଚ୍ଚରେ କରାଯାଉଛି। ଅନ୍ତ୍ୟୋଦୟ ଓ ଲଲକାର୍ଡଧାରୀମାନଙ୍କୁ ଯେମିତି ସରକାରୀ ଯୋଜନାରୁ…
୨୦ ବର୍ଷ ପରେ କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଲେ
ଅହମ୍ମଦାବାଦ: ଦୁର୍ଘଟଣାରେ ଜଣେ ପଙ୍ଗୁ ହୋଇଯିବା ପରେ ଦୀର୍ଘ ଦୁଇ ଦଶନ୍ଧି ପରେ କ୍ଷତିପୂରଣ ପାଇବା ଘଟଣା ଏବେ ସାମନାକୁ ଆସିଛି। ଗୁଜରାଟର ଅହମ୍ମଦାବାଦରେ ରହୁଥିବା ମନୀଷ ଖ୍ରୀଷ୍ଟି ଏକ ଦୁର୍ଘଟଣାରେ ପଙ୍ଗୁ ହୋଇଯିବା ପରେ କ୍ଷତିପୂରଣ ପାଇବାକୁ ମିର୍ଜାପୁର ଗ୍ରାମୀଣ…
ଗୁଜରାଟ ମହାରାଷ୍ଟ୍ରର ଛୋଟଭାଇ: ମୋଦି
ନାସିକ୍,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ନାସିକ୍ଠାରେ ଏକ ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ଯେ, ଗୁଜରାଟ ହେଉଛି ମହାରାଷ୍ଟ୍ରର ଛୋଟ ଭାଇ। ମୁଁ ଗୁଜରାଟରୁ ମହାରାଷ୍ଟ୍ରକୁ ଆସିଛି। ଏହାସହିତ ସେ କେନ୍ଦ୍ର ସରକାରଙ୍କ ଉପଲବ୍ଧି ସମ୍ପର୍କରେ…
ଏହି ଭାରତୀୟ ଗାଁରେ ସମସ୍ତେ କଥା ହୁଅନ୍ତି ପର୍ତ୍ତୁଗିଜ୍ ଭାଷାରେ
ଭାରତ ଏମିତି ଏକ ଦେଶ ଯେଉଁଠି ସବୁଧର୍ମ ଓ ବହୁ ଭାଷାଭାଷୀର ଲୋକେ ବସବାସ କରନ୍ତି। କିନ୍ତୁ ମହାରାଷ୍ଟ୍ର ରାଇଗଡର କୋରଲାଇ ଗାଁ ସବୁଠାରୁ ନିଆରା। କାରଣ ଏଠାରେ ଥିବା ଭାରତୀୟମାନେ ପର୍ତ୍ତୁଗିଜ୍ ଭାଷାରେ କଥା ହୁଅନ୍ତି। କଥାଟା ଅଡୁଆ ଲାଗୁଥିଲେ…
ରିଲିଫ ସାମଗ୍ରୀ ବଣ୍ଟନ ସମୟରେ ଗଳିପଡ଼ିଲେ ଜିଲାପାଳ
ବାରାଣସୀ,୧୯।୯: ପୂର୍ବାଞ୍ଚଳ ବାରାଣସୀ ସମେତ ବହୁ ଆଖପାଖ ଜିଲାରେ ଗଙ୍ଗାର ଜଳସ୍ତର ବଢ଼ିବାରେ ଲାଗିଛି। ଏଥିଯୋଗୁ ସ୍ଥାନୀୟ ଅଞ୍ଚଳଗୁଡିକରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ସ୍ଥାନୀୟ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଅନ୍ୟପଟେ ଜିଲାରେ…
ଚିଦାମ୍ବରମଙ୍କୁ ମିଳିଲାନି ଜାମିନ
ନୂଆଦିଲ୍ଲୀ,୧୯।୯: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୁଣିଥରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ଲାଗିଛି ଝଟ୍କା। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ଗୁରୁବାର ପୁଣିଥରେ ତାଙ୍କୁ ବିଚାର ବିଭାଗୀୟ ଅଦାଲତକୁ ପଠାଇ ଦେଇଛନ୍ତି। ଏବେ ସେ ୧୪ ଦିନ ଅର୍ଥାତ୍ ଅକ୍ଟୋବର ୩…
ସିବିଆଇକୁ ମିଳିଲା ରାଜୀବଙ୍କ ଠିକଣା
କୋଲକାତା,୧୯।୯: ଶାରଦା ଚିଟପଣ୍ଡ ମାମଲାରେ ଛନ୍ଦି ହୋଇଥିବା କୋଲକାତାର ପୂର୍ବତନ କମିଶନର ରାଜୀବ କୁମାରଙ୍କ ଠିକଣା ମିଳିଛି। ଗୁରୁବାର ରାଜୀବଙ୍କ ଠିକଣା ମିଳିବା ପରେ ସିବିଆଇର ଗୋଟିଏ ଟିମ୍ ସିଜିଓ କମ୍ଲେକ୍ସ ଯାଇଥିବା ବେଳେ ଅନ୍ୟ ଟିମ୍ କୋଲକାତା ସ୍ଥିତ ୩୪-ପାର୍କ…
ଲ୍ୟାଣ୍ଡର ବିକ୍ରମ ସହ ସମ୍ପର୍କ ନ କରିପାରି ପ୍ରୟାଗରାଜରେ ସଫ୍ଟ ଲ୍ୟାଣ୍ଡିଂ କଲେ ଯୁବକ
ପ୍ରୟାଗରାଜ,୧୯।୯: ପ୍ରୟାଗରାଜରେ ୩ଦିନରୁ ଜାରି ରହିଥିବା ଡ୍ରାମା ବୁଧବାର ଶେଷ ହୋଇଛି। ଫିଲ୍ମ ସୋଲେରେ ଯେଉଁଭଳି ଧର୍ମେନ୍ଦ୍ର ଟାଓ୍ବାର ଉପରେ ଚଢ଼ି ବାସନ୍ତୀ ସହ ବିବାହ ପାଇଁ ଜିଦ୍ ଧରିଥିଲେ। ସେହିପରି ଚନ୍ଦ୍ରକୁ ଯାଇଥିବା ବିକ୍ରମ ଲ୍ୟାଣ୍ଡର ସହ ସମ୍ପର୍କ କରିବା…
‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ବଡ଼ ଘୋଷଣା କରିପାରନ୍ତି ଟ୍ରମ୍ପ
ନୂଆଦିଲ୍ଲୀ,୧୯।୯: ଆସନ୍ତା ୨୨ରେ ଆମେରିକାର ହ୍ୟୁଷ୍ଟନଠାରେ ପାଖାପାଖି ୫୦ ହଜାର ଭାରତୀୟଙ୍କୁ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଯୋଗ ଦେବେ ବୋଲି ହ୍ବାଇଟ୍ ହାଉସ୍ ପକ୍ଷରୁ…
Archives


