ଜାତୀୟ

ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୩୧।୧୨: ଝାଡ଼ଖଣ୍ଡରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଛନ୍ତି। ଲାଟେହାର ଜିଲାର ମହୁଆ ମିଲାନ ରେଲଓ୍ବେ ଷ୍ଟେଶନ ନିକଟରେ ମାଓବାଦୀଙ୍କ ଗରିଲା ବାହିନୀ ୪ଟି ଗାଡ଼ି ନିଆଁ ଲଗାଇ ପୋଡ଼ିଦେଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ନିଆଁ…

ମୋଦିଙ୍କ ସିଏଏ ସମର୍ଥନ ଅଭିଯାନକୁ ବିରୋଧ: ୨୪ ଘଣ୍ଟାରେ ୬ ଲକ୍ଷରୁ ଅଧିକ ଟୁଇଟ୍‌

ନୂଆଦିଲ୍ଲୀ,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସମର୍ଥନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଏକ ଟୁଇଟର ଅଭିଯାନ ଆରମ୍ଭ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଏହି ଅଭିଯାନକୁ ବିରୋଧ କରି ସୋମବାର ଏକ ଅଭିଯାନ ମଧ୍ୟ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ଗତ ୨୪…

ପ୍ଲାଷ୍ଟିକ ବୋତଲରେ ବନ୍ଦୀ ହେଲା ମଣିଷ

କୋଚି,୩୧।୧୨: ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ଉପରେ କିକି ପ୍ରଭାବ ପକାଇଥାଏ ତାକୁ ନେଇ ଏବେ ଜନ ସଚେତନତା ସୃଷ୍ଟି କରାଯାଉଛି। କେରଳର କୋଚିରେ ଏବେ ପ୍ଲାଷ୍ଟିକର ବ୍ୟବହାରକୁ ନେଇ ଏମିତି ଏକ କଳାକୃତି ପ୍ରଦର୍ଶନ କରାଯାଇଛି ଯାହା ସମସ୍ତଙ୍କ ଦୃଷ୍ଟି…

୨୮ତମ ସେନା ମୁଖ୍ୟ ହେଲେ ନରାଓ୍ବଣେ: ନୂଆବର୍ଷରୁ ସିଡିଏସ୍‌ ଭାର ସମ୍ଭାଳିବେ ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ମଙ୍ଗଳବାର ୨୮ତମ ସେନା ମୁଖ୍ୟ ଭାବେ ଲ୍ୟୁଟନାଣ୍ଟ୍‌ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନରାଓ୍ବଣେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ଆସନ୍ତା ୩ ବର୍ଷ ଏହି ପଦବୀରେ କାର୍ଯ୍ୟ କରିବେ। ଏହା ସହିତ ଜେନେରାଲ ବିପିନ୍‌…

ଗୋମୁତ୍ରରୁ ପ୍ରସ୍ତୁତ କ୍ୟାପସୁଲ୍‌ ଦ୍ୱାରା ଭଲ ହେବ କ୍ୟାନସର !

ଅହମ୍ମଦାବାଦ୍‌,୩୧।୧୨: ଗୋମୁତ୍ରରୁ ପ୍ରସ୍ତୁତ କ୍ୟାପସୁଲ୍‌ ଦ୍ୱାରା କ୍ୟାନସର ଭଲ ହେବ ବୋଲି ଗୁଜରାଟର ସର୍ଦ୍ଦାର ବଲ୍ଲଭଭାଇ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ପ୍ରଫେସର ଡ. ଭାରତ ଢ଼ୋଲକିଆଙ୍କ ନେତୃତ୍ୱରେ ହୋଇଥିବା ଦୀର୍ଘଦିନର ଗବେଷଣାରୁ…

ମସଜିଦ୍‌ ନିର୍ମାଣ ପାଇଁ ୫ ସ୍ଥାନ ଚୟନ କଲେ ଯୋଗୀ ସରକାର

ଅଯୋଧ୍ୟା,୩୧।୧୨: ରାମ ମନ୍ଦିର ମାମଲାର ଚୂଡ଼ାନ୍ତ ରାୟରେ ମସଜିଦ୍‌ ନିର୍ମାଣ ପାଇଁ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୫ଟି ସ୍ଥାନ ଚୟନ କରିଛନ୍ତି। ଏସବୁ ସ୍ଥାନ ପଞ୍ଚକୋଶୀ ପରିକ୍ରମା…

ମହାରାଷ୍ଟ୍ର ସରକାରଙ୍କ କ୍ୟାବିନ ନମ୍ବର ୬୦୨ରେ ବସିବାକୁ ଡରୁଛନ୍ତି ମନ୍ତ୍ରୀ

ମୁମ୍ବାଇ,୩୧।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ମଧ୍ୟ ସରିଛି। ଏବେ ବିଭାଗ ବଣ୍ଟନ ସହ ମନ୍ତ୍ରୀମାନଙ୍କୁ ସେମାନଙ୍କ ଅଫିସ କ୍ୟାବିନ ବଣ୍ଟା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ସମୟରେ ଚର୍ଚ୍ଚାକୁ…

ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ: ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କିଙ୍କ ଇସ୍ତଫା ଘୋଷଣା

ମୁମ୍ବାଇ, ୩୧।୧୨: ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ ଦେଖାଦେଇଛି। ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କି ଇସ୍ତଫା ଦେବା ସମ୍ପର୍କରେ ଘୋଷଣା କରିଛନ୍ତି। ସେ ଆଉ ରାଜନୀତି ପାଇଁ ଯୋଗ୍ୟ ନ ଥିବା କହି ସନ୍ୟାସ ନେବା ଲାଗି ମନ…

ଥଣ୍ଡାରେ ଥରିଲା ରାଜଧାନୀ: ବିଳମ୍ବରେ ଉଡିଲା ୪୫୦ ବିମାନ

ନୂଆଦିଲ୍ଲୀ,୩୧।୧୨: ଦିଲ୍ଲୀ ସମେତ ଉତ୍ତର ଭାରତରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ମଙ୍ଗଳବାର ଦିଲ୍ଲୀରେ ନ୍ୟୁନତମ ତାପମାତ୍ରା ୪ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ଏହି ଖରାପ ପାଗର ପ୍ରଭାବ ସିଧାସଳଖ ବିମାନ ବନ୍ଦର…

ଅବସର ନେଲେ ବିପିନ ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ସେନାରେ ୩ ବର୍ଷର କାର୍ଯ୍ୟକାଳ ପରେ ମଙ୍ଗଳବାର ସେନାମୁଖ୍ୟ ବିପିନ ରାଓ୍ବତ ଅବସର ନେଇଛନ୍ତି। କାର୍ଯ୍ୟକାଳର ଶେଷ ଦିନରେ ସେ ଓ୍ବାର ମେମୋରିଆଲ ଯାଇ ସେଠାରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଭାବେ କାର୍ଯ୍ୟଭାର…

ରାହୁଲ ଗାନ୍ଧୀ ଜଣେ ମହାମୂର୍ଖ: ଭାଜପା ଏମ୍‌ପି

କୁରୁକ୍ଷେତ୍ର,୩୧।୧୨:ସିଏଏ ନେଇ କେନ୍ଦ୍ର ସରକାର ଏବଂ ବିରୋଧି ଦଳଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଏହି ମର୍ମରେ କୁରୁକ୍ଷେତ୍ର ଭାଜପା ଏମ୍‌ପି ନାୟବ ସୈନି ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିବା ସହିତ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ସ୍ଥାନୀୟ…

ଦୁର୍ଗାଙ୍କ ମନ୍ତ୍ର ଟୁଇଟ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦୁର୍ଗାଙ୍କର ଏକ ମନ୍ତ୍ର ଟୁଇଟ୍‌ କରିବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ପ୍ରିୟଙ୍କାଙ୍କ ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ସୋମବାର ରାତିରେ ଦୁର୍ଗା ସ୍ତୁତିର ଏକ ମନ୍ତ୍ର ଟୁଇଟ୍‌ କରାଯାଇଛି। ପ୍ରିୟଙ୍କା ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?