ସନ୍ଧ୍ୟା ୬ଟା ପୂର୍ବରୁ ସଂଖ୍ୟା ଗରିଷ୍ଠତା ପ୍ରମାଣ ଦେବାକୁ କହିଲେ ରାଜ୍ୟପାଳ
ବେଙ୍ଗାଲୁରୁ,୧୯।୭: କର୍ନାଟକ ମେଣ୍ଟ ସରକାର ଏବେ ସଂଖ୍ୟା ଗରିଷ୍ଠତା ପ୍ରମାଣକୁ ନେଇ ଏକ ପ୍ରକାର କାଠ ଗଡାରେ ଠିଆ ହୋଇଛି କହିଲେ ଭୁଲ୍ ହେବ ନାହିଁ। ଏହାକୁ ନେଇ ୨ ଦିନ ହେବ ବିଧାନସଭାରେ ଚାଲିଥିବା ହଟ୍ଟଗୋଳ ଶେଷ ହେବାର...
ଅରୁଣାଚଳ ପ୍ରଦେଶରେ ଭୂକମ୍ପ
ଇଟାନଗର,୧୯।୭: ଉତ୍ତରର୍ପୂବ ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ଏକ ଭୂକମ୍ପ ଅନୁମୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୫। ଆସାମରେ ମଧ୍ୟ ଏହା ସାମାନ୍ୟ ଅନୁଭୂତ ହୋଇଥିବା କୁହାଯାଉଛି। ପୂର୍ବ କାମେଙ୍ଗରେ ଏହାର କେନ୍ଦ୍ରସ୍ଥଳ ଥିବା ବେଳେ ଏଥିରେ...
ବନ୍ୟା ପୀଡିତ ପରିବାରଙ୍କୁ ୬ ହଜାର ଟଙ୍କା ଦେବାକୁ ଘୋଷଣା କଲେ ନୀତୀଶ
ପାଟନା,୧୯।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଉତ୍କଟ ରୂପ ଧାରଣ କରିଛି ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଶୁକ୍ରବାର ସଚିବାଳୟରେ ଏକ ବୈଠକ ଡକାଇଥିଲେ। ଏହି ବୈଠକରେ ନୀତୀଶ ସୂଚନା ଦେଇଛନ୍ତି କି...
ନିଆଁ ଜଳାଇ ଆତ୍ମଦାହ କରୁଥିଲେ ମହିଳା, ଲୋକେ ମାତିଥିଲେ ଭିଡିଓ ଶୁଟିଂରେ
ରାଞ୍ଚି, ୧୯।୭: ଝାଡଖଣ୍ଡର ହଜାରିବାଗ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ଭାଇଙ୍କ ମୃତ୍ୟୁ ପରେ ଗାଁ ମଝିରେ ନିଆଁ ଜଳାଇ ଆତ୍ମଦାହ କରିବାକୁ ପ୍ରସ୍ତୁତ ହେଉଥିଲାବେଳେ ସ୍ଥାନୀୟ ଲୋକେ ମୋବାଇଲରେ ଭିଡିଓ ଶୁଟିଂ କରୁଥିଲେ, ତାଙ୍କୁ ରୋକିବାକୁ...
ଧାର୍ଯ୍ୟ ସମୟରେ ହୋଇ ପାରିଲାନି ଆସ୍ଥା ଭୋଟ: ୩ଟା ପର୍ଯ୍ୟନ୍ତ ଗୃହ ମୁଲତବି
ବେଙ୍ଗାଲୁର,୧୯।୭: ରାଜ୍ୟପାଳଙ୍କ ନିର୍ଦ୍ଦେଶ ପରେ ମଧ୍ୟ ହୋଇ ପାଲିଲାନି ଆସ୍ଥା ଭୋଟ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଏଚ୍ ଡି କୁମାରସ୍ବାମୀ କହିଲେ ଆସନ୍ତା ସୋମବାର ଅବା ମଙ୍ଗଳବାର ପର୍ଯ୍ୟନ୍ତ ଏହା ଚାଲିପାରେ। ଏଥିରୁ ଆଲୋଚନା ହେଉଛି କି ପୁଣି ଥରେ ଉଭୟ...
ନବଜାତ ଶିଶୁ କନ୍ୟାକୁ ନାଳରେ ଫୋପାଡିଲେ ମା’ ଉଦ୍ଧାର କଲା କୁକୁର
କୌଥଲ,୧୯।୭: ହରିୟାଣାର କୌଥଲରେ ଶିଶୁ କନ୍ୟାକୁ ଅଲୋଡା ଭାବି ଜନ୍ମିତ ମା’ ଫିଙ୍ଗି ଦେଇଛନ୍ତି ନାଳ ଭିତରକୁ। ସୂଚନା ଅନୁଯାୟୀ, କୌଥାଲରେ ଜଣେ ମହିଳା ଶିଶୁ କନ୍ୟାକୁ ଜନ୍ମ ଦେବାର ମାତ୍ର କେଇ ଘଣ୍ଟା ପରେ ପଲିଥିନରେ ଗୁଡାଇ ନାଳରେ...
କପିଲ ଶର୍ମାଙ୍କ ଘରେ ଲାଗିଲା ନିଆଁ
ମୁମ୍ବାଇ,୧୯।୭: କମେଡି କିଙ୍ଗ କପିଲ ଶର୍ମାଙ୍କ ମୁମ୍ବାଇ ସ୍ଥିତ ଫ୍ଲାଟରେ ଗୁରୁବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିବା ଖବର ମିଳିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କୁହାଯାଉଛି...
ଉତ୍ତରପ୍ରଦେଶରେ ବିକ୍ରି ହେଉଛି ମୋଦି ଯୋଗୀଙ୍କ ଫଟୋ ଥିବା କାଉଡିଆ ପୋଷାକ
ବାରଣାସୀ,୧୯।୭: କାଉଡି ଯାତ୍ରା ପୂର୍ବରୁ ଉତ୍ତରପ୍ରଦେଶର ବାରଣାସୀର ଦୋକାନଗୁଡିକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଥିବା ରଙ୍ଗବେରଙ୍ଗର ପୋଷାକ ମିଳୁଥିବା ଦେଖିବାକୁ ମିଳିଛି। କାଉଡି ଯାତ୍ରା ୧୭ ଜୁଲାଇକୁ ଆରମ୍ଭ ହୋଇଥିବା ବେଳେ ୧୫...
ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ହୁଅନ୍ତୁ, ୧୦୦୧ ଶିଡ଼ି ଚଢି ମନ୍ଦିରରେ ପ୍ରାର୍ଥନା କଲେ ଭାଜପା ଏମ୍ପି
ବେଙ୍ଗାଲୁରୁ, ୧୯।୭: କର୍ନାଟକରେ ଏବେ ଚାଲିଛି ରାଜନୈତିକ ନାଟକ। କ୍ଷମତା ପାଇଁ ଚାଲିଛି ଜୋରଦାର ଲଢେଇ। ବିଧାନସଭାରେ ଆସ୍ଥା ଭୋଟ ପୂର୍ବରୁ ଭାଜପା ସାଂସଦ ଶୋଭା କରାନ୍ଦଲଜ୍ ମହୀଶୂର ପ୍ରସିଦ୍ଧ ଚାମୁଣ୍ଡେଶ୍ୱରୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ବିଏସ ୟେଦୁରପ୍ପା...
ସୋନଭଦ୍ର ହତ୍ୟାକାଣ୍ଡ: ପୀଡିତଙ୍କ ପରିବାରକୁ ଭେଟି ନ ପାରି ଧାରଣାରେ ବସିଲେ ପ୍ରିୟଙ୍କା
ଲକ୍ଷ୍ନୌ, ୧୯।୭: ଉତ୍ତର ପ୍ରଦେଶର ସୋନଭଦ୍ର ଜିଲାର ଘୋରାବଲ କୋତବାଲୀ ଅଞ୍ଚଳର ମୂର୍ତ୍ତିଆ ଗାଁରେ ଜମି ବିବାଦକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ରକ୍ତ ସଂଘର୍ଷ ଘଟି ୧୦ ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୨୦ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ...
ପଶୁ ଚୋରି ସନ୍ଦେହରେ ୩ ଜଣଙ୍କୁ ପିଟିପିଟି ମାରିଦେଲେ ଗାଁ ଲୋକେ
ପାଟଣା, ୧୯।୭: ବିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ପଶୁ ଚୋରି ସନ୍ଦେହରେ ୩ ଜଣଙ୍କୁ ପିଟିପିଟି ହତ୍ୟା କରିଛନ୍ତି ଗାଁ ଲୋକେ। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଛପ୍ରାର ବନିଆପୁରରେ ଶୁକ୍ରବାର ସକାଳେ...
୧୦୦ରୁ ଅଧିକ ଏନ୍କାଉଣ୍ଟର କରିଥିବା ପୋଲିସ ଶେଷରେ ଚାକିରି ଛାଡି କରିବେ ରାଜନୀତି
ପୁଣେ, ୧୯।୭: ମହାରାଷ୍ଟ୍ରର ଲୋକପ୍ରିୟ ପୋଲିସ ଅଫିସର ପ୍ରଦୀପ ଶର୍ମା ଚାକିରିରୁ ଇସ୍ତଫା ଦେଇଛନ୍ତି। ଠାଣେ କ୍ରାଇମବ୍ରାଞ୍ଚ୍ରେ କାର୍ଯ୍ୟରତ ଥିବା ପ୍ରଦୀପ ରାଜନୀତିରେ ଯୋଗଦେବା ପାଇଁ ଚାକିରି ଛାଡିଥିବା କୁହାଯାଉଛି। ସେ ଶିବସେନା ଟିକେଟରୁ ବିଧାନସଭା ନିର୍ବାଚନ ଲଢିପାରନ୍ତି ବୋଲି...
Archives


