ଜାତୀୟ

ଅନୁପସ୍ଥିତ ଏମ୍‌ପିଙ୍କୁ ମିଳିବନି ପ୍ରଶ୍ନ ପଚାରିବା ସୁଯୋଗ

ନୂଆଦିଲ୍ଲୀ,୪ା୧୨(ପି.ଟି.): ପ୍ରଶ୍ନୋତ୍ତର କାଳରେ ଯେଉଁ ଏମ୍‌ପିମାନେ ପ୍ରଶ୍ନ ପଚାରିବାକୁ ନାଁ ଦେଉଛନ୍ତି, ସେମାନେ ଅନୁପସ୍ଥିତ ରହିଲେ ଅଧିବେଶନର ଅବଶିଷ୍ଟ ସମୟରେ ପ୍ରଶ୍ନ ପଚାରିବାକୁ ସେମାନଙ୍କୁ ସୁଯୋଗ ମିଳିବ ନାହିଁ ବୋଲି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ମଙ୍ଗଳବାର ଘୋଷଣା କରିଛନ୍ତି।…

ରାଜ୍ୟ ସଭାରେ ଏସ୍‌ପିଜି ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୪ା୧୨(ପି.ଟି.): ଏସ୍‌ପିଜି ସଂଶୋଧନ ବିଲ୍‌ ମଙ୍ଗଳବାର ରାଜ୍ୟ ସଭାରେ ଗୃହୀତ ହୋଇଯାଇଛି। ଏହା ଏକ ରାଜନୈତିକ ଷଡ଼ଯନ୍ତ୍ର ବୋଲି ବିରୋଧୀ ଦଳଗୁଡିକ କରିଥିବା ଅଭିଯୋଗକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ପ୍ରତ୍ୟାଖ୍ୟାନ କରିଥିଲେ। କେବଳ ଗାନ୍ଧୀ ପରିବାର ନୁହେଁ, ସମସ୍ତ ୧୩୦ କୋଟି…

ମଧ୍ୟାହ୍ନଭୋଜନରେ ମୂଷା

ଲକ୍ଷ୍ନୌ, ୪ା୧୨: ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ସ୍କୁଲର ମଧ୍ୟାହ୍ନ-ଭୋଜନରେ ମଲାମୂଷା ଦେଖିବାକୁ ମିଳିଛି। ମଧ୍ୟାହ୍ନଭୋଜନ ଖାଇଥିବା ଛାତ୍ର ଓ ଶିକ୍ଷକଙ୍କ ମଧ୍ୟରୁ ୯ ଜଣଙ୍କ ବାନ୍ତି ହେବାରୁ ସେମାନଙ୍କୁ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…

‘ବଳାତ୍କାରୀଙ୍କୁ ୬ ମାସରେ ଫାଶୀ ଲାଗି ଆଇନ ହେଉ’

ନୂଆଦିଲ୍ଲୀ,୪ା୧୨: ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ି ମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଉଥିବାବେଳେ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ବାତି ମାଲିଓ୍ବାଲ ୬ ମାସ ମଧ୍ୟରେ ବଳାତ୍କାରୀଙ୍କୁ ଫାଶୀ ଦେବା ଲାଗି ସରକାର ଆଇନ ଆଣିବାକୁ ଦାବି…

ଭୟ କମାଉଛି ବିଳମ୍ବିତ ନ୍ୟାୟ

ନୂଆଦିଲ୍ଲୀ,୪ା୧୨: ପରିସଂଖ୍ୟାନ କହେ ପ୍ରତି ୧୫ ମିନିଟରେ ଭାରତର କେଉଁଠି ନା କେଉଁଠି ଜଣେ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ୨୦୧୭ରେ ରୁଜୁ ହୋଇଥିବା ମୋଟ ୩୨,୫୫୯ ବଳାତ୍କାର ମାମଲା ମଧ୍ୟରୁ ୨୯୮ ଘଟଣା (୦.୯%) ଏପରି ରହିଛି, ଯେଉଁଠି ପୀଡ଼ିତା…

ସରକାରୀ ନିଯୁକ୍ତି ଲାଗି ଗୋଟିଏ ପରୀକ୍ଷା

ନୂଆଦିଲ୍ଲୀ,୪ା୧୨(ପି.ଟି.): ସରକାରୀ ସଂସ୍ଥାରେ ଗ୍ରୁପ୍‌ ବି ଏବଂ ସି ପଦବୀରେ ସମସ୍ତ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ହେବ। ଗୋଟିଏ ସଂସ୍ଥା ଏହି ସାଧାରଣ ଯୋଗ୍ୟତା ପରୀକ୍ଷା (ସିଇଟି) ପରିଚାଳନା କରିବ ବୋଲି କେନ୍ଦ୍ର ସରକାର ପ୍ରସ୍ତାବ ଆଣିଛନ୍ତି। ଭାରତୀୟ ପ୍ରଶାସନିକ…

ବଳାତ୍କାର ପରେ ଗୁଳି: ଜାଳିଦେଲେ ଯୁବତୀଙ୍କ ମୃତଦେହ

ବକ୍ସର, ୪ା୧୨ : ହାଇଦ୍ରାବାଦରେ ଜଣେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ିମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ନିଆଁ ଜଳୁଥିବାବେଳେ ବିହାରର ବକ୍ସର ଜିଲା ଅନ୍ତର୍ଗତ କୁକୁଢା ଗ୍ରାମରେ ଜଣେ ଯୁବତୀଙ୍କୁ ବଳାତ୍କାର ପରେ ଗୁଳିକରି ହତ୍ୟା କରାଯାଇଛି। ଏପରି କି…

ହୋମଗାର୍ଡ ଦୁର୍ନୀତିରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ହୋମଗାର୍ଡ ବିଭାଗରେ ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଉକ୍ତ ବିଭାଗରେ ପୋଲିସ କର୍ମଚାରୀ ମିଛ ଉପସ୍ଥାପନ ଦେଖାଇ କୋଟି କୋଟି ଟଙ୍କା ହଡପ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍‌ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ କରିଛନ୍ତି। ଏହାର ପାଲଟା ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିଚାଳନା କରାଯାଇଛି। ଏଥିରେ…

ରାଜନାଥଙ୍କ ଗାଡ଼ି ସାମ୍ନାକୁ ଆସି ମୋଦିଙ୍କୁ ଭେଟିବାକୁ କହିଲେ ଯୁବକ

ନୂଆଦିଲ୍ଲୀ,୩।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସୁରକ୍ଷାରେ ଅବହେଳା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସଂସଦ ଭବନ ବାହାରେ ରାଜନାଥଙ୍କ ଗାଡ଼ି ସମ୍ମୁଖକୁ ହଠାତ୍‌ ଆସି ଜଣେ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଖା କରିବାକୁ ଚାହୁଁଛନ୍ତି ବୋଲି କହିଥିଲେ। ଏହାପରେ ସେଠାରେ…

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ସେ ସଫା ସଫା କହିଦେଇଛନ୍ତି। ଜାତି ଓ ଧର୍ମ ଆଧାରରେ…

ମଧ୍ୟପ୍ରଦେଶରେ ବଳାତ୍କାରର ଶିକାର ହେଲେ ୪ବର୍ଷର ଶିଶୁ

ଇନ୍ଦୋର,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳତ୍କାର ପରେ ହତ୍ୟା ଘଟଣା ଥମି ନ ଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶରେ ଜଣେ ୪ବର୍ଷର ଶିଶୁକୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri