ଜାତୀୟ

ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର RSS ହେଡକ୍ୱାଟର ଯିବେ ମୋଦି, ଜାଣନ୍ତୁ କାହିଁକି ଏହା ସ୍ବତନ୍ତ୍ର

ନୂଆଦିଲ୍ଲୀ,୨୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୩୦ରେ ନାଗପୁରରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟାଳୟ ପରିଦର୍ଶନ କରିବେ। ପ୍ରଧାନମନ୍ତ୍ରୀ ହେବା ପରେ ୧୧ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ହେବ ଯେ ମୋଦି ଆରଏସଏସ ମୁଖ୍ୟାଳୟକୁ ଯିବେ ଏବଂ…

କ୍ଷମା ମାଗିବାକୁ ମନା କଲେ କୁନାଲ

ମୁମ୍ବାଇ,୨୫।୩: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଥିବା ଷ୍ଟାଣ୍ଡ-ଅପ କମେଡିଆନ କୁନାଲ କାମରା କ୍ଷମା ମାଗିବାକୁ ମନା କରିଦେଇଛନ୍ତି। ସୋମବାର ବିଳମ୍ବିତ ରାତିରେ ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟରେ କ୍ଷମା…

କଂଗ୍ରେସ ସହ ମିଶି ଖେଳ ଖେଳିବେ ଓଓ୍ବାଇସି, ସବୁ ପ୍ଲାନ ପ୍ରସ୍ତୁତ!

ନୂଆଦିଲ୍ଲୀ,୨୫।୩: ତେଲଙ୍ଗାନାର ସ୍ଥାନୀୟ ବିଧାନ ପରିଷଦ (MLC) ଆସନ ପାଇଁ ଆଗାମୀ ନିର୍ବାଚନରେ ଏଆଇଏମଆଇଏମ ଏବଂ କଂଗ୍ରେସ ମଧ୍ୟରେ ସମ୍ଭାବ୍ୟ ମେଣ୍ଟ ବିଷୟରେ ଆଲୋଚନା ଜୋର ଧରିଛି। AIMIM ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପୂର୍ବରୁ କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା…

PoK ଖାଲି କର ନଚେତ୍‌ ଭୋଗିବ ପରିଣାମ: ପାକିସ୍ତାନକୁ ଧମକ ଦେଲା ଭାରତ

ନୂଆଦିଲ୍ଲୀ,୨୫।୩: ଜାତିସଂଘ (UN) ସୁରକ୍ଷା ପରିଷଦରେ ଭାରତ ପୁଣିଥରେ ପାକିସ୍ତାନକୁ ତାର କାର୍ଯ୍ୟକଳାପ ପାଇଁ ଘେରିଛି। ଶାନ୍ତି ବଜାୟ ରଖିବା ପ୍ରସଙ୍ଗରେ ଆଲୋଚନାବେଳେ ପାକିସ୍ତାନ ପୁଣି ଥରେ ଜମ୍ମୁ-କାଶ୍ମୀର ପ୍ରସଙ୍ଗ ଉଠାଇଥିଲା। ଏଥର ମଧ୍ୟ ଭାରତ ପଡ଼ୋଶୀ ଦେଶକୁ କଡ଼ା ଭର୍ତ୍ସନା…

‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି: ସଂସଦରେ ହେବ ସ୍ବତନ୍ତ୍ର ସ୍କ୍ରିନିଂ

ନୂଆଦିଲ୍ଲୀ,୨୫।୩: ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍‌ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ…

ଲଣ୍ଡନରେ ସ୍ଲିପର ପିନ୍ଧି ମମତାଙ୍କ ମର୍ନିଂୱାକ୍, ଦେଖି ଚମକି ଗଲେ ବ୍ରିଟିଶ ନାଗରିକ

ଲଣ୍ଡନ,୨୫ା୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲଣ୍ଡନ ହାଇଡ୍ ପାର୍କରେ ଏକ ଶାଢ଼ୀ ଏବଂ ସ୍ଲିପର ପିନ୍ଧି ପ୍ରାତଃ ଭ୍ରମଣ କରୁଥିବା ଦେଖିବାକୁ ମିଳିଛି। ତୃଣମୂଳ କଂଗ୍ରେସର କୁନାଲ ଘୋଷ ମମତାଙ୍କ ଲଣ୍ଡନ ଗସ୍ତର କିଛି ଫଟୋ ଏବଂ ଭିଡିଓ ସେୟାର…

ବଳାତ୍କାରରୁ ବର୍ତ୍ତିବା ପାଇଁ ଟ୍ରେନ୍‌ରୁ ଡେଇଁଲେ

ହାଇଦ୍ରାବାଦ, ୨୫ା୩: ହାଇଦ୍ରାବାଦରେ ଜଣେ ଯୁବତୀ (୨୩) ବଳାତ୍କାରରୁ ବର୍ତ୍ତିବା ପାଇଁ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଛନ୍ତି। ତାଙ୍କୁ ଆହତ ଅବସ୍ଥାରେ ହାଇଦ୍ରାବାଦର ରାହୋଗିରୋସ୍ଥିତ ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟ୍ରେନ୍‌ ମଧ୍ୟରେ ଜଣେ ଯୁବକ ତାଙ୍କୁ ବଳାତ୍କାର କରିବାକୁ…

ଶିନ୍ଦେଙ୍କ ପ୍ରତି କୁନାଲ କମ୍ରାଙ୍କ ବିବାଦୀୟ ମନ୍ତବ୍ୟ: ଦି ହାବିଟାଟ୍‌ ଷ୍ଟୁଡିଓ ଭାଙ୍ଗିଲା ବିଏମ୍‌ସି

ମୁମ୍ବାଇ,୨୪ା୩:ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ଶିନ୍ଦେଙ୍କ ପ୍ରତି ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କମ୍ରାଙ୍କ ଅପମାନଜନକ ପରିହାସକୁ ନେଇ ବିବାଦ ଜୋର୍‌ ଧରିଛି। ଏହି ଘଟଣାରେ ଉତ୍ତେଜିତ ଶିବସେନା କର୍ମୀମାନେ ମୁମ୍ବାଇର ଖାର୍‌ ଅଞ୍ଚଳରେ ୟୁନିକଣ୍ଟିନେଣ୍ଟାଲ ହୋଟେଲ ପରିସରରେ ଥିବା…

ଆର୍‌ଏସ୍‌ଏସ୍‌ ଶିକ୍ଷାକୁ ନିୟନ୍ତ୍ରଣ କଲେ ଦେଶ ଧ୍ୱଂସ ହୋଇଯିବ: ରାହୁଲ

ନୂଆଦିଲ୍ଲୀ,୨୪ା୩:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯଦି ଶିକ୍ଷା ବ୍ୟବସ୍ଥାକୁ ପୂର୍ଣ୍ଣ ନିୟନ୍ତ୍ରଣକୁ ନିଏ ତେବେ ଦେଶ ଧ୍ୱଂସ ହୋଇଯିବ ବୋଲି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର କହିଛନ୍ତି। ଇଣ୍ଡିଆ ବ୍ଲକ୍‌ର ଦଳଗୁଡ଼ିକ ମଧ୍ୟରେ ନିଜସ୍ବ ବିଚାରଧାରା…

8th Pay Commission: ଅଷ୍ଟମ ବେତନ କମିଶନରୁ ବାଦ୍‌ ପଡ଼ିବେ ଏହିସବୁ କର୍ମଚାରୀ, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାରଙ୍କ ଦ୍ୱାରା ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ ମିଳିବା ପରଠାରୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଆଶାବାଦୀ ଯେ, ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ, ସେମାନଙ୍କ…

‘ଭାରତ ଏକମାତ୍ର ଦେଶ ଯେଉଁଠାରେ ୧୫ ପ୍ରତିଶତ ମହିଳା…’, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ବଡ଼ ବୟାନ

ଗ୍ୱାଲିୟର,୨୪।୩: ପାଶ୍ଚାତ୍ୟ ଦେଶ ସହିତ ତୁଳନା କରି କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି ଯେ ଆମେରିକା ଏବଂ ୟୁରୋପ ବ୍ୟତୀତ ଭାରତ ଏକମାତ୍ର ଦେଶ ଯେଉଁଠାରେ ୧୫% ମହିଳା ପାଇଲଟ୍ ଭାବରେ କାର୍ଯ୍ୟ କରୁଛନ୍ତି। କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗ୍ୱାଲିୟରର…

ରାହୁଲ ଗାନ୍ଧୀଙ୍କ ଦ୍ୱୈତ ନାଗରିକତା ମାମଲା: ୪ ସପ୍ତାହରେ ଜବାବ ମାଗିଲେ ଆହ୍ଲାବାଦ ହାଇକୋର୍ଟ

ନୂଆଦିଲ୍ଲୀ,୨୪।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗରେ ନିଷ୍ପତ୍ତି ନେବା ପାଇଁ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ ଚାରି ସପ୍ତାହ ସମୟ ଦେଇଛନ୍ତି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri