୨୨ ବର୍ଷ ତଳର ବିବାହ ସମୟର ଫଟୋ ଶେୟାର କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୭।୭: ଏବେ ସୋସିଆଲ୍ ମିଡ଼ିଆରେ କେତେକ ଶାଢ଼ି ପିନ୍ଧିଥିବା ଫଟୋ ଶେୟାର କରୁଛନ୍ତି। ଏଥିରୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ବାଦ୍ ପଡ଼ି ନାହାନ୍ତି। ତାଙ୍କର ୨୨ ବର୍ଷ ପୁରୁଣା ବିବାହ ସମୟର ଏକ ଫଟୋ...
ଆର୍ଏସ୍ଏସ୍ ସମେତ ୧୯ଟି ସଂଗଠନର ପଦାଧିକାରୀଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ନୀତୀଶଙ୍କ ନିର୍ଦ୍ଦେଶ: ସ୍ପେଶାଲ ବ୍ରାଞ୍ଚ୍କୁ ଦାୟିତ୍ୱ
ପାଟନା,୧୭।୭: ବିହାରରେ ନୀତୀଶ କୁମାରଙ୍କ ମେଣ୍ଟ ସରକାର ରାଜ୍ୟର କେତେକ ସଂଗଠନ ସମ୍ପର୍କରେ ତଥ୍ୟ ସଂଗ୍ରହ ପ୍ରକ୍ରିୟା ଜାରି ରଖିଛନ୍ତି। ଏହା ଅନ୍ତର୍ଗତ ରାଜ୍ୟରେ କାର୍ଯ୍ୟକରୁଥିବା ୧୯ଟି ସଂଗଠନର ପଦାଧିକାରୀଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ଉଦ୍ୟମ ଆରମ୍ଭ ହୋଇଛି।...
ହାଜତରେ ଦଳିତ ମହିଳାଙ୍କୁ ଗଣବଳାତ୍କାର
ଜୟପୁର,୧୭ା୭: ରାଜସ୍ଥାନର ଚୁରୁସ୍ଥିତ ଏକ ଥାନା ହାଜତରେ ଜଣେ ଦଳିତ ମହିଳାଙ୍କୁ ୯ ପୋଲିସ କର୍ମଚାରୀ ଅନେକ ଦିନ ଧରି ଗଣବଳାତ୍କାର କରିଛନ୍ତି। ମିଛ ଚୋରି ମାମଲାରେ ସମ୍ପୃକ୍ତ ମହିଳାଙ୍କ ଦିଅରଙ୍କୁ ଥାନାକୁ ନେଇ ପିଟି ପିଟି ମାରିଦିଆଯାଇଛି। ପୋଲିସ...
ପ୍ରେସ୍ ସ୍ବାଧୀନତା ପ୍ରତି ବିପଦ ଅନୁଭବ କରନ୍ତି ୭୧% ଭାରତୀୟ
ନୂଆଦିଲ୍ଲୀ,୧୭ା୭(ପି.ଟି.): ଭାରତରେ ପ୍ରେସ୍ ସ୍ବାଧୀନତା ପ୍ରତି ବିପଦ ରହୁଥିବା ୭୧ ପ୍ରତିଶତ ଲୋକ ଅନୁଭବ କରନ୍ତି। ଟେକ୍ନୋଲୋଜି ପ୍ଲାଟଫର୍ମ ‘ନେଟା ଆପ୍’ ଦ୍ୱାରା ଦେଶର ପ୍ରେସ୍ ସ୍ବାଧୀନତା ଉପରେ ବିଭିନ୍ନ ରାଜ୍ୟର ଲୋକଙ୍କ ମତ ସଂଗ୍ରହ କରାଯାଇ ଏହି ରିପୋର୍ଟ...
ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା
ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ କ୍ରିକେଟ ଖେଳିଛନ୍ତି। ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀ ମେଣ୍ଟ ସରକାରକୁ ବଞ୍ଚାଇବା ଲାଗି ସଂଗ୍ରାମ...
ନିର୍ଣ୍ଣାୟକ ହେବ ଆଜିର ରାୟ
ନୂଆଦିଲ୍ଲୀ,୧୭ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ-ଜେଡିଏସ୍ ମେଣ୍ଟର ଇସ୍ତଫା ଦେଇଥିବା ୧୫ ବିଧାୟକଙ୍କ ଆବେଦନର ଶୁଣାଣି ଶେଷ ହେବା ପରେ ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ବୁଧବାର...
ଭାରତରେ ୪୧ ହଜାର ପାକିସ୍ତାନୀ
ନୂଆଦିଲ୍ଲୀ, ୧୭ା୭(ପି.ଟି.): ଭାରତରେ ୪୧,୩୩୧ ପାକିସ୍ତାନୀ ଓ ୪,୧୯୩ ଆଫଗାନିସ୍ତାନ ନାଗରିକ ଦୀର୍ଘଦିନ ହେବ ରହିଆସୁଛନ୍ତି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ ପ୍ରକାଶ କରିଛନ୍ତି। ଏହି ଦୁଇ ଦେଶରେ ଅସୁବିଧାର ସମ୍ମୁଖୀନ ହେଉଥିବା ୬ଟି...
ଜାକିରଙ୍କୁ ସଂଗୀତ ନାଟକ ଏକାଡେମୀ ଫେଲୋଶିପ୍
ନୂଆଦିଲ୍ଲୀ,୧୭ା୭(ପି.ଟି.): ବିଶିଷ୍ଟ ତବଲା ବାଦକ ଜାକିର ହୁସେନ୍, ଅହମିୟା ନୃତ୍ୟଶିଳ୍ପୀ ତଥା ନିର୍ଦ୍ଦେଶକ ଯତୀନ ଗୋସ୍ବାମୀ(ସତ୍ରୀୟ) ଏବଂ କେ. କଲ୍ୟାଣସୁନ୍ଦରମ୍ ପିଲାଇ(ଭାରତନାଟ୍ୟମ୍)ଙ୍କୁ ସଂଗୀତ ନାଟକ ଏକାଡେମୀର ଫେଲୋଶିପ୍ ପ୍ରଦାନ କରାଯାଇଛି। ଏଥିସହିତ ଏକାଡେମୀ ୨୦୧୮ ପୁରସ୍କାର ପାଇଁ ୪୪ ଜଣଙ୍କ...
ଭାଜପାରେ ସାମିଲ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ
ଲକ୍ଷ୍ନୌ, ୧୬।୭: ସମାଜବାଦୀ ପାର୍ଟି(ଏସପି)ନେତା ନୀରଜ ଶେଖର ମଙ୍ଗଳବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ମହାସଚିବ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ବହୁ ବର୍ଷ ହେବ ସମାଜବାଦୀ ପାର୍ଟି ପକ୍ଷରୁ...
ଉତ୍ତରପ୍ରଦେଶର ଭାଜପା ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ସ୍ବତନ୍ତ୍ର ଦେବ
ନୂଆଦିଲ୍ଲୀ, ୧୬।୭: ସ୍ବତନ୍ତ୍ର ଦେବ ସିଂହଙ୍କୁ ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି ଭାଜପା। ସେ ମହେନ୍ଦ୍ର ନାଥ ପାଣ୍ଡେଙ୍କ ସ୍ଥାନ ନେଇଛନ୍ତି। ସ୍ବତନ୍ତ୍ର ଦେବ ସିଂହ ଜଣେ ଟାଣୁଆ ଓବିସି ନେତା ଭାବେ ବେଶ ଜଣାଶୁଣା। ସେ...
ଭୁଷୁଡି ପଡିଥିବା କୋଠାତଳୁ ଉଦ୍ଧାର ହେଲା ଜୀବନ୍ତ ଶିଶୁ
ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିବା ଫଳରେ ଏହା ତଳେ ୪୦ରୁ ୫୦ ଲୋକ ଚାପି ହୋଇ ରହି ଯାଇଥିଲେ। ଏପର୍ଯ୍ୟନ୍ତ ଏହା ମଧ୍ୟରୁ ୨ ଜଣଙ୍କ ମୃତ...
ପୁଣି ଗୋଟିଏ ଦିନ ଘୁଞ୍ଚିଲା କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି
ନୂଆଦିଲ୍ଲୀ,୧୬।୭: କର୍ନାଟକର ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି ଆସନ୍ତା ବୁଧବାରକୁ ଘୁଞ୍ଚାଇ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର ସକାଳ ୧୦ଟା ୩୦ରେ ଏହି ମାମଲର ଶୁଣାଣି କରାଯିବ। ଉଭୟ ପକ୍ଷର ଦଲିଲ ଶୁଣିବା ପରେ ଏହି ମାମଲାର ଶୁଣାଣିକୁ ଆଉ ଗୋଟିଏ...
Archives


