ଅଭିଯୁକ୍ତ ଡାକ୍ତରଙ୍କୁ ଦୋଷମୁକ୍ତ କରିବା ସହିତ ଗୋଟିଏ ବର୍ଷରେ ଶହେ ବୃକ୍ଷ ଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୬।୭: ହତ୍ୟା ଉଦ୍ୟମ ଅଭିଯୋଗରେ ଜଣେ ଡାକ୍ତରଙ୍କୁ ସୁପ୍ରିମ୍କୋର୍ଟ ଦୋଷମୁକ୍ତ କରିଛନ୍ତି। ତେବେ ଡାକ୍ତର ଏଭଳି ଅପରାଧ କରିଥିବା ସମୟରେ ନାବାଳକ ଥିବାରୁ ତାଙ୍କୁ ଦଣ୍ଡ ଭାବେ ଗୋଟିଏ ବର୍ଷରେ ଶହେ ବୃକ୍ଷଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା...
ଅବସରର ୪୦ ବର୍ଷ ପରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏକ କୋଟି ଟଙ୍କା ଦାନ କଲେ ୭୪ ବର୍ଷୀୟ ବ୍ୟକ୍ତି
ନୂଆଦିଲ୍ଲୀ,୧୬।୭: ସିବିଆର୍ ପ୍ରସାଦ ନାମକ ଜଣେ ବ୍ୟକ୍ତି ଅବସରର ୪୦ ବର୍ଷ ପରେ ତାଙ୍କର ସମସ୍ତ ପେନସନ୍ ଅର୍ଥାତ୍ ୧ କୋଟି ଟଙ୍କା ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଦାନ କରିଛନ୍ତି। ସୋମବାର ରାଜନାଥ ସିଂଙ୍କୁ ଭେଟି ସେ ଏକ ଚେକ୍ ପ୍ରଦାନ...
ବୁଡିଗଲାଣି କାଜିରଙ୍ଗା ଜାତୀୟ ଉଦ୍ୟାନର ୯୦ ଭାଗ
ଗୁଆହାଟି,୧୬।୭: ଆସାମର ପ୍ରାୟ ୩୦ଟି ଜିଲାରେ ଭୟଙ୍କର ବନ୍ୟା ପରିସ୍ଥିତି ଉପୁଜିଛି। ଏଠାକାର ପାଖାପାଖି ୪ହଜାର ୧୫୭ଟି ଗାଁ ଟାପୁରେ ପରିଣତ ହୋଇଛି। ଏହି ବନ୍ୟାରେ ପ୍ରାୟ ୪୨ ଲକ୍ଷ ୮୬ ହଜାର ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି।...
ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ, ମଣ୍ଡପରେ ପହଞ୍ଚିଲେ ପ୍ରଥମ ସ୍ତ୍ରୀ
ମୁଜାଫରନଗର, ୧୬।୭: ଛାଡପତ୍ର ନ ଦେଇ ଦ୍ୱିତୀୟ ବିବାହ କରୁଥିବା ସ୍ବାମୀଙ୍କୁ ହାଜତକୁ ନେଇଛନ୍ତି ପ୍ରଥମ ସ୍ତ୍ରୀ। ସ୍ବାମୀ ମଣ୍ଡପରେ ଦ୍ୱିତୀୟ ବିବାହ କରୁଥିବା ଜାଣି ପୋଲିସ ଧରି ସେଠାରେ ପହଞ୍ଚିଥିଲେ ସ୍ତ୍ରୀ। ଏହାଦେଖି କନ୍ୟାଘର ପକ୍ଷ ଲୋକେ ସେଠାରୁ...
ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ପ୍ରୟାଗରାଜ,୧୬।୭: ଗୁରୁପୂର୍ଣ୍ଣିମା ଅବସରରେ ମଙ୍ଗଳବାର ସକାଳୁ ଲକ୍ଷାଧିକ ଭକ୍ତ ‘ତ୍ରିବେଣୀ ସଙ୍ଗମ’ରେ ବୁଡ଼ ପକାଇ ପୂଜାର୍ଚ୍ଚନା କରିଛନ୍ତି। ଏହିଦିନ ‘ତ୍ରିବେଣୀ ସଙ୍ଗମ’ରେ ବୁଡ ପକାଇଲେ ପୂର୍ଣ୍ଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ଅନ୍ୟପଟେ ନାଗପୁରରେ ଥିବା ଶିରିଡି ସାଇଙ୍କ ମନ୍ଦିରରେ...
ସନ୍ଧାନୀ କୁକୁର ବଦଳି ନେଇ କଂଗ୍ରେସ-ଭାଜପା ମୁହାଁମୁହିଁ
ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ୪୬ ସନ୍ଧାନୀ କୁକୁରଙ୍କ ବଦଳି ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମିଡ଼ିଆ ପରାମର୍ଶଦାତା ନରେନ୍ଦ୍ର ସାଲୁଜା ସୂଚନା ଦେଇଛନ୍ତି ଯେ, ସନ୍ଧାନୀ କୁକୁରଙ୍କୁ ନିଦ୍ଧିଷ୍ଟ ସମୟ ଅନ୍ତରରେ...
ପ୍ଲାଷ୍ଟିକ୍ ବଦଳରେ ମିଳିବ ଖାଦ୍ୟ
ରାୟପୁର,୧୬।୭: ଦେଶରେ ସ୍ବଚ୍ଛତା ଓ ପରିବେଶ ପ୍ରଦୂଷଣ ମୁକ୍ତ କରିବାକୁ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ଲୋକେ ପ୍ଲାଷ୍ଟିକ୍ ଯୋଗୁ ବାୟୁ ପ୍ରଦ୍ୟୁଷଣ ହେଉଥିବା ନେଇ ଜାଣିଲେ ମଧ୍ୟ ଏହାର ବହୁଳ ବ୍ୟବହାର କରିଥାନ୍ତି। ତେବେ...
କେଜରିଓ୍ବାଲ, ସିସୋଦିଆଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ,୧୬।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କୁ ଜାମିନ ମିଳିଛି। ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟ ମଙ୍ଗଳବାର ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ନେତା ବିଜେନ୍ଦ୍ର ଗୁପ୍ତା ଏମାନଙ୍କ ନାଁରେ ଏକ...
ସୀମା ପାର ହୋଇ ବର ଯାଉଛନ୍ତି ସତ ହେଲେ ସାଙ୍ଗରେ କନ୍ୟାକୁ ଧରି ଫେରି ପାରୁନାହାଁନ୍ତି
ଜୟପୁର,୧୬।୭: ପାକିସ୍ତାନ ସୀମାକୁ ଲାଗି ରହିଥିବା ରାଜସ୍ଥାନର ଜୈସଲମେର, ବାଡମେର ଓ ଯୋଧପୁରରେ ରହୁଥିବା ସୌଡ଼ା ରାଜପୁତ ପରିବାରର ବରମାନେ ସୀମାପାର ହୋଇ ପାକିସ୍ତାନ ବିବାହ କରିବାକୁ ଯାଉଛନ୍ତି। ସେଠାରେ ବିବାହ କାର୍ଯ୍ୟ ସମ୍ପନ୍ନ ହେବା ପରେ କିନ୍ତୁ ଏମାନେ...
ଭାଜପା ବିଧାୟକଙ୍କ ଦାଦାଗିରି: ଏସ୍ଡିଏମ୍ଙ୍କୁ ଧମକ ଦେଉଥିବା ଭିଡ଼ିଓ ଭାଇରାଲ
ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ବିଧାୟକ ଏସ୍ଡିଏମ୍ଙ୍କ ଆଗରେ ଦାଦାଗିରି ଦେଖାଇଛନ୍ତି। ସେ ଏସ୍ଡିଏମ୍ଙ୍କୁ ଧମକଚମକ ଦେଇଥିବାବେଳେ ତାଙ୍କ ସମର୍ଥକ ଏସ୍ଡିଏମ୍ ମୁର୍ଦ୍ଦାବାଦ୍ ସ୍ଲୋଗାନ୍ ଦେଇଥିଲେ। ସ୍ଥାନୀୟ ଏସ୍ଡିଏମ୍ ଏଲ୍. ମିଣାଙ୍କ ପାଖକୁ ବିଦ୍ୟୁତ୍...
ଆସାମ ବନ୍ୟା ପୀଡ଼ିତଙ୍କୁ ରନ୍ଧାଖାଦ୍ୟ ବାଣ୍ଟୁଛନ୍ତି ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ
ଗୋଳାଘାଟ,୧୬।୭: ଆସାମରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ପ୍ରଦାନ ଜାରି ରହିଛି। ତେବେ ଗୋଳାଘାଟ ଅଞ୍ଚଳରେ ଥିବା ସମତଇ ବିଧାନସଭା ଆସନର ଭାଜପା ବିଧାୟକ ମୃଣାଳ ସେକିଆ ବନ୍ୟା...
ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ
ବାରାଣସି,୧୬।୭: ହିିନ୍ଦୁଧର୍ମର ବିଧି ବିଧାନ ଅନୁଯାୟୀ ପ୍ରତିଦିନ ସକାଳେ ଦଶ୍ୱମେଧ ଘାଟରେ ହେଉଥିବା ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାର ପଡୁଥିବା ଚନ୍ଦ୍ର ଗ୍ରହଣ ପାଇଁ ଏହି ଆଳତିକୁ କିଛି ସମୟ ପୂର୍ବରୁ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଅପରାହ୍ନ...
Archives


