ହରିୟାଣାରେ ମୋଦି, ରାହୁଲ ମୁହଁ।ମୁହିଁ
ଗୋହାନା,୧୯ା୧୦(ପି.ଟି.): କଂଗ୍ରେସର କୁଶାସନ ବେଳେ ଯବାନ ହୁଅନ୍ତୁ କି ଚାଷୀ ଅଥବା କ୍ରୀଡ଼ାବିତ୍ ଦେଶରେ କେହି ସୁରକ୍ଷିତ ନ ଥିଲେ। ଏହି ଦଳ ବାଲାକୋଟ ଏୟାର ଷ୍ଟ୍ରାଇକ୍ ହେଉ କି ଅନୁଚ୍ଛେଦ ୩୭୦ ଉଚ୍ଛେଦ କୌଣସି ଭଲ କାମକୁ ସମର୍ଥନ କରିନାହିଁ।…
କଳ୍କୀ ଭଗବାନଙ୍କ ୫୦୦ କୋଟିର ଅଘୋଷିତ ସମ୍ପତ୍ତି ଠାବ
ବାଙ୍ଗାଲୋର,୧୯ା୧୦: ଧାର୍ମିକ ଗୁରୁ କଳ୍କୀ ଭଗବାନଙ୍କ ଆଶ୍ରମ ଏବଂ ଏହା ସହ ଜଡିତ ୪୦ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିରେ ପ୍ରାୟ ୫୦୦ କୋଟି ଟଙ୍କାର ଅଘୋଷିତ ଆୟ ଠାବ ହୋଇଛି। ଚଢ଼ାଉ ବେଳେ ବିଭାଗ ପ୍ରାୟ…
ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ
ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ ଖୁବ୍ ବର୍ଷିଥିଲେ। ସେଠାରେ ସେ ଏକ ରାଲିରେ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଅନୁଚ୍ଛେଦ…
ଦୀପାବଳି ପୂର୍ବରୁ କାହିଁକି ପାଳନ କରାଯାଏ ଧନତେରସ
ଆଲୋକର ପର୍ବ ଦୀପାବଳିକୁ ନେଇ ଘରେ ଘରେ ଆନନ୍ଦ ପରିଲକ୍ଷିତ ହୋଇଥାଏ। ତେବେ ଦୀପାବଳି ପୂର୍ବରୁ ଧନତେରସ ପାଳନ କରାଯିବାର ବିଧି ରହିଛି। ହେଲେ ଏହି ଧନତେରସ କାହିଁକି ପାଳନ କରାଯାଏ ସେ କଥା ହୁଏତ କେତେକେ ଜାଣି ନ ଥିବେ।…
ସୈନିକ ସ୍କୁଲରେ ନାମ ଲେଖାଇବେ ଛାତ୍ରୀ: ରାଜନାଥ
ନୂଆଦିଲ୍ଲୀ,୧୮।୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ଘୋଷଣା କରିଛନ୍ତି ଏଣିକି ସୈନିକ ସ୍କୁଲରେ ଛାତ୍ରୀମାନେ ନାମ ଲେଖାଇ ପାରିବେ। ୨୦୨୧-୨୨ ବର୍ଷରେ ଛାତ୍ରୀମାନେ ସୈନିକ ସ୍କୁଲରେ ନାମ ଲେଖାଇବାକୁ ନେଇ ଆସିଥିବା ଏକ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସୂଚନାଯୋଗ୍ୟ, ୨…
ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କୁ ୬ମାସ ଜେଲ୍
ନୂଆଦିଲ୍ଲୀ,୧୮।୧୦:ଦିଲ୍ଲୀ ବିଧାନସଭାର ବାଚସ୍ପତି ରାମନିବାସ ଗୋଏଲଙ୍କୁ ୬ମାସ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଦିଲ୍ଲୀର ରାଉଜ୍ ଏଭେନ୍ୟୁ କୋର୍ଟ ଶୁକ୍ରବାର ରାମନିବାସଙ୍କ ଏକ ମାମଲାର ଶୁଣାଣି କରି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୫ ଫେବୃୟାରୀରେ ଭାଜପା ନେତା ତଥା…
ମହାରାଷ୍ଟ୍ରରେ ଗର୍ଜିଲେ ଶାହ
ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିରୋଧୀ କଂଗ୍ରେସ ଉପରେ ବର୍ଷିଛନ୍ତି। ମହାରାଷ୍ଟ୍ର ରାଜୁରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଶାହ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ବିରୋଧୀ…
ପ୍ରୟାଗରାଜକୁ ପୂରିଲା ବର୍ଷେ
ପ୍ରୟାଗରାଜ,୧୮।୧୦: ଧାର୍ମିକ ଓ ରାଜନୈତିକ ସ୍ତରରେ ଦେଶରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆହ୍ଲାବାଦର ନାମ ପରିବର୍ତ୍ତନକୁ ଶୁକ୍ରବାର ବର୍ଷେ ପୂରିଛି। ୨୦୧୮ ଅକ୍ଟୋବର ୧୮ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହାର ନାମ ପରିବର୍ତ୍ତନ କରି ପ୍ରୟାଗରାଜ ରଖିଥିଲେ। ଏହାର…
ହିନ୍ଦୁ ସମାଜ ପାର୍ଟିର ନେତାଙ୍କୁ ଗଳା କାଟି ହତ୍ୟା
ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କୁ ଶୁକ୍ରବାର ଦିନ ଦ୍ୱିପହରରେ ଗଳା କାଟି ହତ୍ୟା କରାଯାଇଛି। ଚିକିତ୍ସାଧିନ ଅବସ୍ଥାରେ ଟ୍ରମା ସେଣ୍ଟରରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ନାକାର ଖୁର୍ସିଦ ବାଗସ୍ଥିତ…
ଆଇଏନ୍ଏକ୍ସ ମିଡିଆ ମାମଲା: ସିବିଆଇ ଦ୍ୱାରା ଚାର୍ଜସିଟ ଦାଖଲ
ନୂଆଦିଲ୍ଲୀ,୧୮।୧୦: ଆଇଏନ୍ଏକ୍ସ ମିଡିଆ ମାମଲାରେ ଶୁକ୍ରବାର ସିବିଆଇ ଦ୍ୱାରା ଚାର୍ଜସିଟ ଦାଖଲ କରାଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସମେତ ୧୪ ଜଣଙ୍କ ନାଁ ଥିବା ଜଣାପଡିଛି। ଏହି ମାମଲା ଦିଲ୍ଲୀର ଏକ କୋର୍ଟରେ ୨୧ ଅକ୍ଟୋବର ସୋମବାର ଶୁଣାଣି…
ଯୋଗୀଙ୍କୁ ଭେଟିଲେ ଅଦିତି ସିଂ, ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା
ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶର କଂଗ୍ରେସ ବିଧାୟିକା ଅଦିତି ସିଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଫଳରେ ସେ ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଏନେଇ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁ କହିଛନ୍ତି, ଯେଉଁ ଲୋକ ନିଜ…
ଆରୋଗ୍ୟ ନ ହେବା ଭଳି ରୋଗରେ ପୀଡିତ କଂଗ୍ରେସ: ମୋଦି
ସୋନିପଥ,୧୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯାଇଛନ୍ତି। ହରିୟାଣା ସୋନିପଥର ଗୋହାନାଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି ହରିୟାଣାବାସୀ କଂଗ୍ରେସର ଅହଂକାରକୁ ମାଟିରେ…
Archives


