ଜାତୀୟ

ଭୁଶୁଡିଲା ଗେଷ୍ଟହାଉସ୍‌ କୋଠା, ୩୫ ଯବାନ ଫଶିଥିବା ଆଶଙ୍କା

ସିମଲା, ୧୪।୭: ହିମାଚଳପ୍ରଦେଶର ସୋଲନରେ ଏକ ଗେଷ୍ଟହାଉସ୍‌ କୋଠା ଭୁଶୁଡି ପଡିଛି। ଏହି କୋଠା ତଳେ ଅନେକ ଲୋକ ଚାପି ହୋଇଯାଇଥିବା ସୂଚନା ମିଳିଛି। ଭାରତୀୟ ସେନାର ୩୦ରୁ ୩୫ ଜଣ ଜବାନ କୋଠା ତଳେ ଚାପି ହୋଇଯାଇଥିବା କୁହାଯାଉଛି।...

ସୁଧାକରଙ୍କୁ ମନାଇବାକୁ ମୁମ୍ବାଇ ପହଞ୍ଚିଲେ ନାଗରାଜ

ମୁମ୍ବାଇ,୧୪।୭: କର୍ନାଟକ ସରକାରରେ ଫାଟ ସୃଷ୍ଟି ହୋଇଥିବା ବେଳେ କିଛିଦିନ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିବା ବିଧାୟକ ଏମ୍‌ଟିବି ନାଗରାଜ ତାଙ୍କ ଇସ୍ତଫା ପତ୍ର ଫେରାଇ ନେବାକୁ ରାଜି ହୋଇଛନ୍ତି। ହେଲେ ସେ ଏଥିପାଇଁ ଏକ ସର୍ତ୍ତ ରଖିଛନ୍ତି। ସେ...

ରାସ୍ତା ସଫା କରୁଥିଲାବେଳେ ବେହୋସ ହୋଇପଡିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ

ଜଳନ୍ଧର, ୧୪।୭: ଆଜିକାଲି ପଞ୍ଜାବରେ ସ୍ବଚ୍ଛ ଭାରତ ଅଭିଯାନ ଚାଲିଛି। ରାଜନେତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ଏହି ଅଭିଯାନରେ ସାମିଲ ହେଉଥିବା ନଜିର ରହିଛି। ରବିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସ୍ତ୍ରୀ ପରିଣୀତି କୌର ରାସ୍ତା ସଫା...

କରତାରପୁର କରିଡର: ଭାରତର ପ୍ରସ୍ତାବକୁ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪।୭: କରତାରପୁର କରିଡରକୁ ନେଇ ରବିବାର ପାକିସ୍ତାନର ଓ୍ବାଘା ସୀମାରେ ଚାଲିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାରତ ଯେଉଁ ପ୍ରସ୍ତାବ ରଖିଥିଲା ତାହାକୁ ପାକିସ୍ତାନ ମାନି ଯାଇଥିବା ସୂଚନା ମିଳିଛି। ଏହି ଦ୍ୱିପାକ୍ଷିକ ବୈଠକ ସରିବା ପରେ...

ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୪।୭: ନିଶକୁ ନେଇ ଭାରତରେ ନାନା ପ୍ରକାର ବିଶ୍ୱାସ ପ୍ରଚଳିତ। କେତେକ ନିଶ ରଖିବାକୁ ସମ୍ମାନ ବୋଲି ମନେ କରନ୍ତି। ମାତ୍ର ରାଜସ୍ଥାନ ଜୟପୁରର ଏକ ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ଜଣେ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ...

ମଣ୍ଡିରେ ଲାଗିଲା ନିଆଁ: ପୋଡ଼ି ପାଉଁଶ ହେଲା ୧୭୦ ଟନ୍‌ ଗହମ

ଅମ୍ବାଲା,୧୪।୭: ହରିୟାଣାର ଅମ୍ବାଲାସ୍ଥିତ ଖାଦ୍ୟଶସ୍ୟ ମଣ୍ଡିରେ ରବିବାର ଭୋର୍‌ ୪ଟା ୩୦ରେ ନିଆଁ ଲାଗି ପ୍ରାୟ ୧୭୦ ଟନ୍‌ ଗହମ ଜଳି ପାଉଁଶ ହୋଇ ଯାଇଛି। ଶର୍ଟ ସର୍କିଟ୍‌ ଯୋଗୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବର୍ଷାରେ ଓଦା...

ହନିପ୍ରୀତଙ୍କୁ ନେଇ ୨ କଏଦୀଙ୍କ ମଧ୍ୟରେ ଝଗଡା ବଢିଲା ଆଉ ଏକ ବର୍ଷ ଜେଲ୍‌ଦଣ୍ଡ

ସାଗର,୧୪।୭: ମଧ୍ୟ ପ୍ରଦେଶ ସାଗର ଜିଲାରେ ଥିବା ଏକ ଜେଲ୍‌ରେ ୨ କଏଦୀଙ୍କ ମଧ୍ୟରେ ହନିପ୍ରୀତଙ୍କୁ ନେଇ ଝଗଡା ହେବାରୁ ଜଣେ କଏଦୀଙ୍କର ଜେଲ୍‌ଦଣ୍ଡକୁ ଆଉ ଏକ ବର୍ଷ ବଢାଇ ଦିଆଯାଇଛି। ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ମାଓବାଦୀ ନିହତ

ରାୟପୁର,୧୪।୭: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେ ଓ୍ବାଡ଼ା ଜିଲାର ଗୁମିୟାପାଲ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରବିବାର ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ମୃତ...

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ସିଦ୍ଧୁ

ଚଣ୍ଡିଗଡ଼,୧୪।୭: କ୍ରିକେଟରରୁ ରାଜନେତା ହୋଇଥିବା କଂଗ୍ରେସର ନବଜୋତ ସିଂ ସିଦ୍ଧୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ରବିବାର ଟୁଇଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମ୍ବୋଧନ କରି ସେ ଯେଉଁ ଇସ୍ତଫା ପତ୍ର...

ପୋଲିସ ସୁରକ୍ଷାରେ ନବଦମ୍ପତି ସାକ୍ଷୀ-ଅଜିନେଶ୍‌: ସୋମବାର ହାଇକୋର୍ଟରେ ହେବେ ହାଜର

ଲକ୍ଷ୍ନୌ,୧୪।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍‌ଙ୍କୁ ହାଇକୋର୍ଟରେ ହାଜର କରାଇବା ପାଇଁ ଏକ ୩ ଜଣିଆ ପୋଲିସ ଦଳ ପହଞ୍ଚିଛନ୍ତି। ଦଳରେ ଜଣେ ସବ୍‌-ଇନସ୍ପେକ୍ଟର, ଜଣେ କନଷ୍ଟେବଳ ଏବଂ...

ପୁଣି ସାମ୍ନାକୁ ଆସିଲେ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଛାଡିବାକୁ ଆସିଥିବା ମହିଳା

ନୂଆଦିଲ୍ଲୀ,୧୪।୭: ପାକିସ୍ତାନର ଓ୍ବାଘା ସୀମାରେ ଭାରତ-ପାକିସ୍ତାନ ମଧ୍ୟରେ କରତାରପୁର କରିଡରକୁ ନେଇ ଆରମ୍ଭ ହୋଇଥିବା ବୈଠକରେ ଉପସ୍ଥିତ ଥିବା ମହିଳାଙ୍କୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି। ଅତିତରେ ବାଲାକୋଟ ଆକ୍ରମଣ ପରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ...

ଚାଚା ନେହେରୁ ମଦ୍ରାସାରେ ନିର୍ମାଣ ହେବ ମନ୍ଦିର ଓ ମସଜିଦ୍‌

ଅଲୀଗଡ଼,୧୪।୭: ଉତ୍ତରପ୍ରଦେଶ ଅଲୀଗଡ଼ସ୍ଥିତ ଚାଚା ନେହେରୁ ମଦ୍ରାସାରେ ଉଭୟ ମନ୍ଦିର ଏବଂ ମସଜିଦ୍‌ ନିର୍ମାଣ କରାଯିବା ପାଇଁ ଯୋଜନା ହୋଇଛି। ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନସାରୀଙ୍କ ସ୍ତ୍ରୀ ସଲମା ଅନସାରୀ ଏହି ମଦ୍ରାସାର ସଞ୍ଚାଳିକା ଦାୟିତ୍ୱରେ ରହିଛନ୍ତି। ଏସମ୍ପର୍କରେ ସଲମା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri