ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ
ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ ନିର୍ବାଚନ ପ୍ରଚାର ଅବସରରେ କହିଛନ୍ତି ଯେଉଁ ପ୍ରତିଶ୍ରୁତି ଦେଇ ମୋଦି, ସରକାର ଗଠନ କରିଥିଲେ…
ଚାଇନା ତିଆରି ତ୍ରିରଙ୍ଗା ଆମଦାନୀ କରିବ ନାହିଁ ଭାରତ: ଫ୍ଲାଗ୍ କୋଡ୍ ଅବମାନନା ଅଭିଯୋଗ
ନୂଆଦିଲ୍ଲୀ,୧୭।୧୦: ଏଣିକି ଚାଇନାରେ ତିଆରି ଭାରତୀୟ ତ୍ରିରଙ୍ଗା ଆମଦାନୀ ହେବନାହିଁ। ବୈଦେଶିକ ବ୍ୟାପାର ମହାନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ଅଧିସୂଚନା ଜାରି ହୋଇଛି। ଭାରତୀୟ ଜାତୀୟ ପତାକାର ଫ୍ଲାଗ୍ କୋଡ୍କୁ ଅବମାନନା କରାଯାଉଥିବା ଅଭିଯୋଗ ହେବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ…
ଏଣିକି ରାଜଧାନୀରେ ପାର୍କିଂ ହେବ ମହଙ୍ଗା: ୧୦ ଘଣ୍ଟା ପାଇଁ ଦେବାକୁ ପଡ଼ିବ ୧୦ହଜାର ଟଙ୍କା
ନୂଆଦିଲ୍ଲୀ,୧୭।୧୦: ଦିନକୁ ଦିନ ବିଶ୍ୱରେ ଗ୍ଲୋବାଲ ଓ୍ବାର୍ମିଂ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପୃଥିବୀରେ ପରିବେଶ ପ୍ରଦୂଷଣ ମାତ୍ରା ମଧ୍ୟ ବୃଦ୍ଧି ପାଉଛି। ପରିବେଶ ପ୍ରଦୂଷଣ ମାତ୍ରା ବଢ଼ୁଥିବାରୁ ସରକାର ଏହାକୁ ରୋକିବା ପାଇଁ କିଛି ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ…
କଶ୍ମୀର ଯିବାକୁ ହେଲେ ସବୁ ବ୍ୟବସ୍ଥା କରିଦେବେ ମୋଦି
ମୁମ୍ବାଇ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମହାରାଷ୍ଟ୍ରରେ ଏକ ନିର୍ବାଚନି ସଭାରେ ଉଦ୍ବୋଧନ ଦେବା ସମୟରେ ପୁଣି ଥରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏଥର ସେ କଂଗ୍ରେସ ଓ ଏନ୍ସିପି ଉପରେ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦…
ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋରଖପୁରରେ ୫ ସନ୍ଦିଗ୍ଧ
ଲକ୍ଷ୍ନୌ,୧୭।୧୦: ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏଥିପାଇଁ ୫ ସନ୍ଦିଗ୍ଧ ଗୋରଖପୁରରେ ପହଞ୍ଚିଛନ୍ତି। ସେମାନେ ଏକ ଧଳା ଡିଜାୟର ଗାଡ଼ିରେ ନେପାଳ ଯାଇଛନ୍ତି। ଭାରତ-ନେପାଳ ସୀମା ଜଙ୍ଗଲରେ ସନ୍ଦିଗ୍ଧମାନେ ଥିବା ଏନ୍ଆଇଏ ପକ୍ଷରୁ ଗୋଇନ୍ଦା ବିଭାଗକୁ…
ଅଡ୍-ଇଭିନ୍ ନମ୍ବର କେଉଁଠି ଲାଗୁହେବ କେଉଁଠି ନାହିଁ ସ୍ପଷ୍ଟ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ, ୧୭।୧୦: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ଆସନ୍ତା ମାସଠାରୁ ଅଡ୍-ଇଭିନ୍ ନମ୍ବରର ଗାଡି ଚଲାଇବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା କେଉଁଠି ଲାଗୁ ହେବ ଓ କେଉଁଠି ଲାଗୁ ହେବନାହିଁ ସେ ନେଇ…
ଚଳିତବର୍ଷ ଗୋଟିଏ ବି ୨୦୦୦ ଟଙ୍କିଆ ନୋଟ ଛପାଯାଇନାହିଁ
ନୂଆଦିଲ୍ଲୀ,୧୭।୧୦: ଚଳିତବର୍ଷ ଗୋଟିଏ ବି ୨ ହଜାର ଟଙ୍କିଆ ନୋଟ୍ ଛପାଯାଇନାହିଁ। ଆରଟିଆଇ ଦ୍ୱାରା ମଗାଯାଇଥିବା ଏକ ରିପୋର୍ଟରେ ଆରବିଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୦୧୬-୧୭ରେ ୩୫୪.୨୯ କୋଟିର ୨ ହଜାର ଟଙ୍କିଆ ନୋଟ ଛପାଯାଇଥିବାବେଳେ ୨୦୧୭-୧୮ରେ ୧୧.୧୫ କୋଟି…
ଧନୁଷ ତୋପ ସେନାରେ ସାମିଲ୍: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା
ନୂଆଦିଲ୍ଲୀ,୧୭।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଧନୁଷ ତୋପକୁ ସେନାରେ ସାମିଲ୍ କରାଯାଇଛି। ଏହାକୁ ନେଇ ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଛି। ଏହା ୫୦ କିମିରୁ ଅଧିକ ଦୂର ଲକ୍ଷ୍ୟଭେଦ କରିବାକୁ ସକ୍ଷମ। ଏଥିରେ ବ୍ୟବହାର କରାଯାଉଥିବା…
୫ ଜଣ ସ୍ତ୍ରୀଙ୍କ ଖର୍ଚ୍ଚ ବହନ କରିବାକୁ ୫୦ ମହିଳାଙ୍କୁ ଠକିଲେ
ଭୋପାଳ,୧୭।୧୦: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନରେ ଚାକିରି କରାଇଦେବା ନାଁରେ ୫୦ ମହିଳାଙ୍କୁ ଠକିଥିବା ଜଣେ ବ୍ୟକ୍ତିଙ୍କ ଗୁମର ଖୋଲିଛନ୍ତି ମଧ୍ୟ ପ୍ରଦେଶ ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍ଟିଏଫ୍) । ମଧ୍ୟ ପ୍ରଦେଶ ପୋଲିସରେ ଅଭିଯୋଗ ହୋଇଥିଲା କି କେତେଜଣ ଲୋକ…
ଶଗଡ଼ରେ ପିଲାଙ୍କୁ ସ୍କୁଲ ପଠାଇଲେ ଅଭିଭାବକ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଶ୍ରୀକାକୁଲମ୍,୧୭।୧୦: ଆନ୍ଧ୍ରପ୍ରଦେଶରେ ରାଜ୍ୟ ଆଞ୍ଚଳିକ ପରିବହନ ନିଗମ ପକ୍ଷରୁ ବସ୍ ସେବା ଶ୍ରୀକାକୁଲଏମ୍ ସ୍ଥିତ କୋମାରାଡ଼ା-କୁନେରା ରାଜ୍ୟ ରାଜପଥରେ ବନ୍ଦ କରିଦିଆଯାଇଛି। ଏହାକୁ ବିରୋଧ କରି କୋମାରାଡ଼ା ଗ୍ରାମବାସୀ ନିଜ ପିଲାଙ୍କୁ ସ୍କୁଲ ପଠାଇବା ଲାଗି ଶଗଡ଼ ଗାଡ଼ିର ବ୍ୟବହାର କରୁଛନ୍ତି।…
ଆମେରିକାରେ ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟ ଦିଲ୍ଲୀ ଫେରିଲେ
ନୂଆଦିଲ୍ଲୀ,୧୭।୧୦: ଆମେରିକାର ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟଙ୍କୁ ଦିଲ୍ଲୀ ଫେରାଇ ଅଣାଯାଇଛି। ସେମାନଙ୍କୁ ୬୦ ଜଣିଆ ସୁରକ୍ଷାକର୍ମୀ ଭାରତ ଫେରାଇ ଆଣିଛନ୍ତି। ଅନ୍ତର୍ଜାତୀୟ ଏଜେଣ୍ଟଙ୍କ ସହାୟତାରେ ସେମାନେ ମେକ୍ସିକୋ ଯାଇଥିଲେ। ସେଠାରୁ ଆମେରିକାରେ ଅନୁପ୍ରବେଶ କରୁଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଥିଲେ। ଏଜେଣ୍ଟ…
ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ
ହାଇଦ୍ରାବାଦ୍,୧୭।୧୦: ଦେଶକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ପେଟ ପୂରା ଖାଇବାକୁ ମିଳୁଛି। ସେହିପରି ତେଲେଙ୍ଗାନାର ମୁଲୁଗୁ ଜିଲାରେ ମଧ୍ୟ ଏକ ଭିନ୍ନ…
Archives


