ଜାତୀୟ

ଅଣସଦସ୍ୟ ଭାବେ ଉଦ୍ଧବ ଅଷ୍ଟମ ମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକ୍‌ରେ ଗୁରୁବାର ପ୍ରଥମ ଥର ଲାଗି ଶପଥଗ୍ରହଣ କରିଛନ୍ତି। ତେବେ ସେ ଏବେ ବିଧାନସଭା/ ବିଧାନ ପରିଷଦର ସଦସ୍ୟ ନାହାନ୍ତି। ଅଣସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ହେବା ଉଦ୍ଧବ ମହାରାଷ୍ଟ୍ରରେ ଅଷ୍ଟମ ରାଜନେତା।…

ଫଟୋଗ୍ରାଫରରୁ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୧୧(ପି.ଟି.):ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି। ଜଣେ ପେସାଦାର ଫଟୋଗ୍ରାଫରରୁ ଉଦ୍ଧବ ସବୁଠୁ ଧନୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି। ଜଣେ ମେଳାପୀ, ଭଦ୍ର ରାଜନେତା ଭାବେ ପରିଚିତ ୫୯ ବର୍ଷୀୟ ଉଦ୍ଧବ ମୁଖ୍ୟମନ୍ତ୍ରୀ ପଦକୁ…

ଉଦ୍ଧବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ:୩ ଦଳରୁ ୨ ଜଣ ଲେଖାଏ ମନ୍ତ୍ରୀ

ମୁମ୍ବାଇ,୨୯-୧୧(ପି.ଟି.):ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ରର ଅଷ୍ଟାଦଶ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ସନ୍ଧ୍ୟାରେ ଶପଥ ଗ୍ରହଣ କରିଛନ୍ତି। ଶିବସେନାରୁ ଏହି ଶୀର୍ଷ ପଦବୀ ଅଳଙ୍କୃତ କରିବାରେ ୫୯ ବର୍ଷୀୟ ଉଦ୍ଧବ ତୃତୀୟ ନେତା। ତାଙ୍କ ପୂର୍ବରୁ ଶିବସେନାରୁ ମନୋହର ଜୋଷୀ ଏବଂ…

କାଦୁଅରେ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କରି ଚର୍ଚ୍ଚାରେ ଦମ୍ପତି

ବିବାହକୁ ସ୍ମରଣୀୟ କରି ରଖିବାକୁ ସମସ୍ତେ ଚାହିଁ ଥାଆନ୍ତି। ଏବେ କିନ୍ତୁ ବିବାହ ପୂର୍ବର ମୂହୁର୍ତ୍ତକୁ ମନେ ରଖିବା ପାଇଁ ଯୁବପିଢୀ ବେଶୀ ଗୁରୁତ୍ୱ ଦେଉଛନ୍ତି। ଯାହାକୁ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କୁହାଯାଏ। ନିକଟରେ କେରଳର ଜଣେ ଦମ୍ପତି ଏମିତି…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ମେଥି

ପାଟିକୁ କଡା ଲାଗୁଥିଲେ ମଧ୍ୟ ଶରୀର ପାଇଁ ବେଶ୍‌ ଉକାରୀ ମେଥି। ଆୟୁର୍ବେଦ ଔଷଧ ପ୍ରସ୍ତୁତିରେ ମେଥିର ଆବଶ୍ୟକତା ଢେର୍‌ ଅଧିକ। ମେଥିରେ ମ୍ୟାଗ୍ନେସିୟମ, ଆଇରନ, ଫସଫରସ ଥାଏମିନ୍‌, ଫଲିକ୍‌ ଏସିଡ୍‌ ଏବଂ ଭିଟାମିନ୍‌ ଏ ପ୍ରଚୁର ପରିମାଣରେ ଥାଏ। ମେଥି…

ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ…

ଉଦ୍ଧବଙ୍କ ଲୋଭନୀୟ ଯୋଜନା: ଟଙ୍କାଏରେ ଚିକିତ୍ସା; ଚାଷୀଙ୍କ ଋଣ ଛାଡ଼

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ଲୋକଙ୍କ ପାଇଁ ଲୋଭନୀୟ ଯୋଜନା ଘୋଷଣା କରିଛନ୍ତି। ଶାସନ ଆରମ୍ଭ ହେବା ପୂର୍ବରୁ ମେଣ୍ଟ ସରକାରଙ୍କ ସାମାନ୍ୟ ନ୍ୟୁନତମ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଲୋକଙ୍କୁ ଟଙ୍କାଏରେ ଚିକିତ୍ସା ସୁବିଧା ଦେବା ସହିତ ଚାଷୀଙ୍କ ଋଣ ଛାଡ଼…

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ କଲା ନୌସେନା

ନୂଆଦିଲ୍ଲୀ,୨୮।୧୧: ଭାରାତୀୟ ନୌସେନା ପକ୍ଷରୁ ଗୁରୁବାର ମଧ୍ୟମ ଦୂରଗାମୀ ବ୍ରହ୍ମୋସ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି ସୁପରସୋନିକ୍‌ କ୍ରୁଇଜ୍‌ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟର ରହିଛି। ନୌସେନା ପକ୍ଷରୁ ଏହାକୁ ଆରବ ସାଗରରେ ପରୀକ୍ଷଣ କରାଯାଇଛି। ଗତ ସେପ୍ଟେମ୍ବରରେ…

ଫୋନ୍‌ କରି ଭୋଟ୍‌ ମାଗିଲେ ଶାହ

ଚତରା,୨୮।୧୧: ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଝାଡଖଣ୍ଡର ଚତରାରେ ଏକ ରାଲିରେ ଯୋଗ ଦେଇଥିଲେ। ସେଠାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ସେ ଏହି ରାଲିରେ ଯୋଗ ଦେଇଥିଲେ। ସେଠାରେ ସେ ଉପସ୍ଥିତ ଜନତାଙ୍କ…

ଅତିରିକ୍ତ ବ୍ୟବବରାଦ: ଅଯୋଧ୍ୟା ମନ୍ଦିର ରକ୍ଷାଣବେକ୍ଷଣ ଖର୍ଚ୍ଚ ୨୦ କୋଟି ୪୦ ଲକ୍ଷ; ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି

ନୂଆଦିଲ୍ଲୀ,୨୮।୧୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ପକ୍ଷରୁ ୨୧,୨୪୬ କୋଟି ୧୬ ଲକ୍ଷ ଟଙ୍କାର ଅତିରିକ୍ତ ବ୍ୟବବରାଦ ଲୋକସଭାରେ ଉପସ୍ଥାପନ କରାଯାଇଛିି। ସେଥି ମଧ୍ୟରୁ ଅଯୋଧ୍ୟା ମନ୍ଦିରର ରକ୍ଷାଣବେକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦ କୋଟି…

ସାମନା ସମ୍ପାଦକ ପଦରୁ ଇସ୍ତଫା ଦେଲେ ଉଦ୍ଧବ

ମୁମ୍ବାଇ,୨୮।୧୧: ଶିବସେନା ମୁଖପତ୍ର ସାମନାର ସମ୍ପାଦକ ପଦରୁ ଉଦ୍ଧବ ଠାକ୍‌ରେ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ରର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ଉଦ୍ଧବ ଏପରି କରିଛନ୍ତି। ମରାଠି ଏବଂ ହିନ୍ଦୀ ଭାଷାରେ ପ୍ରକାଶିତ ହେଉଥିବା ଏହି ଖବର କାଗଜ…

ତରକାରୀକୁ ନେଇ ସ୍ତ୍ରୀ-ସ୍ବାମୀ ୧୭ ବର୍ଷ ହେଲା ରହୁଥିଲେ ଅଲଗା,ବିଚାରପତି ଏମିତି କରାଇଲେ ମିଳନ

ଭୋପାଳ,୨୮।୧୧: ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ ଝଗଡା ଲାଗି ରହିଥାଏ। ସାମାନ୍ୟ ତରକାରୀକୁ ନେଇ ଲାଗିଥିବା ଝଗଡା ଯୋଗୁ ଦୀର୍ଘ ୧୭ ବର୍ଷ ଧରି ଅଲଗା ରହିବା କେବେ ଶୁଣିଛନ୍ତି କି, କିନ୍ତୁ ମଧ୍ୟ ପ୍ରଦେଶରେ ଏଭଳି ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri