ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ: ପାକିସ୍ତାନ କରୁଛି ଚୋରା ନିଶାଦ୍ରବ୍ୟ କାରବାର
ନୂଆଦିଲ୍ଲୀ,୧୪।୭: ଭାରତରେ ଥିବା ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଇବା ପାଇଁ ପାକିସ୍ତାନ ଏବେ ଚୋରା ନିଶାଦ୍ରବ୍ୟ କାରବାର କରୁଛି। ବିଗତ ଦିନରେ ସୀମାପାରରୁ ଆସୁଥିବା ବିପୁଳ ପରିମାଣର ବିଭିନ୍ନ ନିଶାଦ୍ରବ୍ୟ ଜବତ ହୋଇଛି। ଭାରତୀୟ ସୁରକ୍ଷା ସଂସ୍ଥା ଅନୁସାରେ ଜୁଲାଇ...
ଇନଷ୍ଟାଗ୍ରାମରେ ସେଲିବ୍ରିଟିଙ୍କ ନକଲି ପ୍ରୋଫାଇଲ
ନୂଆଦିଲ୍ଲୀ,୧୪।୭: ମାଇକ୍ରୋବ୍ଲଗିଂ ସାଇଟ୍ ଇନଷ୍ଟାଗ୍ରାମରେ ପ୍ରାୟ ୧.୬ କୋଟି ଭାରତୀୟ ପ୍ରଭାବଶାଳୀ ବ୍ୟକ୍ତିଙ୍କର ଆକାଉଣ୍ଟ ନକଲି ବୋଲି ଜଣାପଡିଛି। ଏହି ଆକାଉଣ୍ଟ ମାଧ୍ୟରେ ନେଣଦେଶ କାରବାର କରାଯାଉଛି। ଇ କମର୍ସ ଷ୍ଟାଟସ ‘ଏକ ଗୁଡ କମ୍ପାନୀ’ ଓ ଡାଟା ଆନାଲିଟିକ୍ସ...
୫୨ ଦିନ ପରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ପାର୍ଶ୍ୱରେ ପହଞ୍ଚିବ ଚନ୍ଦ୍ରାୟନ-୨
ନୂଆଦିଲ୍ଲୀ,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍କ୍ଷେପଣ କରାଯିବ। ଜିଏସ୍ଏଲ୍ଭି ମାର୍କ-୩ ବାହୁବଳୀ ରକେଟରେ ଏହାର ଉତ୍କ୍ଷେପଣ କରାଯିବ। ୫୨ ଦିନ...
କରତାରପୁର କରିଡର: ଓ୍ବାଘା ପହଞ୍ଚିଲେ ଭାରତୀୟ ପ୍ରତିନିଧିମଣ୍ଡଳ
ଓ୍ବାଘା,୧୪।୭: କରତାରପୁର କରିଡର ସହ ସଂମ୍ପୃକ୍ତ ଯାନ୍ତ୍ରୀକ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରବିବାର ପାକିସ୍ତାନ ଓ ଭାରତୀୟ ପ୍ରତିନିଧିଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଓ୍ବାଘା ସୀମାରେ ଅନୁଷ୍ଠିତ ହେବ। ଏଥିପାଇଁ ଭାରତୀୟ ପ୍ରତିନିଧି ମଣ୍ଡଳର ସଦସ୍ୟମାନେ ରବିବାର...
୬ ବର୍ଷ ତଳେ ବନ୍ଦ ହୋଇଥିଲା ୧୬୦ ବର୍ଷ ପୁରାତନ ଟେଲିଗ୍ରାମ୍ ସେବା
ନୂଆଦିଲ୍ଲୀ,୧୪।୭: ଗତ ୬ବର୍ଷ ତଳେ ୨୦୧୩ ଜୁଲାଇ ୧୪ ରାତ୍ର ୧୦ଟାରେ ଭାରତରେ ୧୬୦ବର୍ଷ ପୁରାତନ ଟେଲିଗ୍ରାମ୍ ସେବାକୁ ବନ୍ଦ କରିଦିଆଯାଇଥିଲା। ବ୍ରିଟିଶ୍ ଶାସନ ସମୟରେ ୧୮୫୦ରେ ପ୍ରଥମେ କୋଲକତା ଏବଂ ଡାଇମଣ୍ଡ୍ ହାର୍ବର ମଧ୍ୟରେ ଟେଲିଗ୍ରାମ୍ ସେବା ଆରମ୍ଭ...
ସର୍ତ୍ତ ରଖି ଇସ୍ତଫା ପତ୍ର ପ୍ରତ୍ୟାହାର କଲେ କର୍ନାଟକ କଂଗ୍ରେସ ବିଧାୟକ
ବେଙ୍ଗାଲୁରୁ,୧୪।୭: କର୍ନାଟକର ମେଣ୍ଟ ସରକାର ଭାଙ୍ଗିବା ପରିସ୍ଥିତିରେ ପହଞ୍ଚିଥିବା ବେଳେ ଏବେ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। କାରଣ ଇସ୍ତଫା ଦେଇଥିବା କଂଗ୍ରେସ ବିଧାୟକ ତାଙ୍କ ଇସ୍ତଫା ପତ୍ର ପତ୍ୟାହାର କରିନେବା କଥା ଘୋଷଣା କରିଛନ୍ତି। ତେବେ...
ନିଦରେ ଚାଲି ଚାଲି ମଥୁରାରୁ ଅମୃତସର ପହଞ୍ଚିଗଲେ ନାବାଳିକା
ଅମ୍ବାଲା,୧୪।୭: କେତେକଙ୍କଠାରେ ନିଦରେ ଚାଲିବା ସମସ୍ୟା ଦେଖାଦେଇଥାଏ। ଏହା ବେଳେବେଳ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଥାଏ। ମଥୁରା ଯମୁନାନଗରର ଜଣେ ୧୫ବର୍ଷ ବୟସ୍କା ନାବାଳିକା ନିଦରେ ଚାଲି ଚାଲି ଅମୃତସରରେ ପହଞ୍ଚିଛନ୍ତି। ଘରକୁ ଫେରିବା ପାଇଁ ସେ ଟ୍ରେନ୍ରେ ଚଢ଼ିଥିଲେ।...
ବୁଡ଼ିଗଲା କାଜିରଙ୍ଗା ଜାତୀୟ ଉଦ୍ୟାନ
ବକସା,୧୪।୭: ଆସାମରେ ଆସିଥିବା ବନ୍ୟା ପରିସ୍ଥିତି ଏବେ ଗାଁଠାରୁ ସହର ସବୁଠି ସାଧାରଣ ଜନ ଜୀବନକୁ ପ୍ରଭାବିତ କରିଛି। ତେବେ ଆସାମରେ ଥିବା କାଜିରଙ୍ଗା ଜାତୀୟ ଉଦ୍ୟାନ ମଧ୍ୟ ଏଥିରୁ ବାଦ୍ ପଡିନି। ଏହାର ପାଖାପାଖି ୭୦ ଭାଗ ବୁଡି...
ଚନ୍ଦ୍ରାୟନ-୨: ବାହୁବଳୀ ରକେଟର ଉତ୍କ୍ଷେପଣ ଦେଖିବେ ଦର୍ଶକ
ଶ୍ରୀହରିକୋଟା,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍କ୍ଷେପଣ କରାଯିବ। ଜିଏସ୍ଏଲ୍ଭି ମାର୍କ-୩ ବାହୁବଳୀ ରକେଟର ଉତ୍କ୍ଷେପଣ ଦେଖିବା ପାଇଁ ଦର୍ଶକମାନେ ଅନ୍ଲାଇନ୍ରେ...
ଗୋଆ ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଦା: କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ସାମିଲ
ପଣଜୀ,୧୪ା୭(ପି.ଟି.): ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଶନିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। କ୍ୟାବିନେଟରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇଙ୍କ ସମେତ ୪ ଜଣଙ୍କୁ ବାଦ୍ ଦିଆଯାଇ ସେମାନଙ୍କ ସ୍ଥାନରେ କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ଏବଂ ଜଣେ ଭାଜପା ବିଧାୟକଙ୍କୁ...
ଆସାମ ବନ୍ୟା ସ୍ଥିତି ସଙ୍ଗିନ: ୭ ମୃତ, ୧୫ ଲକ୍ଷ ପ୍ରଭାବିତ
ଗୁଆହାଟୀ,୧୪ା୭: ଆସାମରେ ବନ୍ୟାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟର ୩୩ ଜିଲା ମଧ୍ୟରୁ ୨୫ଟି କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟରେ ଏନ୍ଡିଆର୍ଏଫ ସମେତ ସେନାକୁ ନିୟୋଜିତ କରାଯାଇଛି। ବ୍ରହ୍ମପୁତ୍ର ଓ ଅନ୍ୟ...
ବିଦ୍ରୋହୀଙ୍କୁ ମନାଇବାକୁ କସରତ
ବେଙ୍ଗାଲୁରୁ,୧୪ା୭(ପି.ଟି.): କର୍ନାଟକରେ ରାଜନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ଇସ୍ତଫା ଦେଇଥିବା ବିଦ୍ରୋହୀ ବିଧାୟକମାନଙ୍କୁ ଦଳକୁ ଫେରାଇନେବା ଲାଗି କଂଗ୍ରେସ ପଛଦ୍ୱାର ବୁଝାମଣା ଚଳାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀ ଆସ୍ଥାଭୋଟ ଲୋଡ଼ିବା ଲାଗି ଘୋଷଣା କରିବା ପରେ ଅସନ୍ତୁଷ୍ଟ ବିଧାୟକମାନଙ୍କୁ...
Archives


